Latest Odisha News

BREAKING NEWS

Browsing Category

ଫିଚର

ମୁଖ୍ୟମନ୍ତ୍ରୀ ଏସ୍‌‌ଆର୍‌‌ଆଇଏମ୍‌‌ ଯୋଜନା ଆରମ୍ଭ, ୧୦ ଲକ୍ଷ ଟଙ୍କା ଋଣ ଉପରେ ୧୦୦% ଅର୍ଥ ଫେରସ୍ତ

ଭୁବନେଶ୍ୱର: ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌‌ଏସ୍‌‌ଏମ୍‌‌ଇ) କ୍ଷେତ୍ରର ଆହୁରି ସମୃଦ୍ଧି ଆଣିବା ଲକ୍ଷ୍ୟରେ ରାଜ୍ୟ ସରକାର ଆରମ୍ଭ କରିଛନ୍ତି, ‘ଚିଫ୍‌‌ ମିନିଷ୍ଟର୍ସ ସ୍କିମ୍‌‌ ଫର୍ ରିମ୍ବର୍ସମେଣ୍ଟ ଅଫ୍‌‌ ଇଣ୍ଟ୍ରେଷ୍ଟ ଟୁ ଏମ୍‌‌ଏସ୍‌‌ଏମଇ (ସିଏମ୍‌‌-ଏସ୍‌‌ଆରଆଇଏମ୍‌‌) ଯୋଜନା।…

ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ମାମଲା : ରାଜ୍ୟ ମୁଖ୍ୟାଳୟକୁ ବଦଳି ହେଲେ ଡିଆଇଜି ବ୍ରିଜେଶ ରାଏ

ଭୁବନେଶ୍ୱର: ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ମାମଲାରେ ଫସିଲେ  ଆଇପିଏସ ବ୍ରିଜେଶ ରାଏ । ହୋମଗାର୍ଡଙ୍କ ଅଭିଯୋଗ ପରେ ହେଲା ଉତ୍ତର କେନ୍ଦ୍ରାଞ୍ଚଳ  ଡିଆଇଜିଙ୍କ ବଦଳି ।  ଅନୁଗୁଳର ଡିଆଇଜିରୁ ବ୍ରିଜେଶ ରାଏ ଆସିଲେ ରାଜ୍ୟ ପୋଲିସ ମୁଖ୍ୟାଳୟକୁ  ।  ଡିଆଇଜିଙ୍କ ଘରେ କାର୍ଯ୍ୟରତ ମହିଳା…

ଭାରତ ନୂତନ କାର୍ ମୂଲ୍ୟାୟନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ନୀତିନ ଗଡ଼କରୀ

ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଆଜି ନୂଆଦିଲ୍ଲୀଠାରେ ଭାରତ ନୂତନ କାର୍ ମୂଲ୍ୟାୟନ କାର୍ଯ୍ୟକ୍ରମ (ଭାରତ ଏନସିଏପି)ର ଶୁଭାରମ୍ଭ କରିଛନ୍ତି। ଭାରତରେ ୩.୫ ଟନ୍ ଓଜନ ବିଶିଷ୍ଟ ଯାନର ସୁରକ୍ଷା ମାନ ବୃଦ୍ଧି କରି ସଡ଼କ ନିରାପତ୍ତା ସୁନିଶ୍ଚିତ କରିବା…

ହାରିଲା ଦାରିଦ୍ର୍ୟ, ଜିତିଲା ସ୍ୱପ୍ନ: ଏବେ ଦାଦନ ହେବେ ଡାକ୍ତର

ରାୟଗଡ଼ା: ହାରିଲା ଦାରିଦ୍ର୍ୟ । ଜିତିଲା ଦୃଢ ଇଛାଶକ୍ତି । ସବୁ ବାଧାବିଘ୍ନ ସତ୍ତ୍ୱେ ସେ ପହଞ୍ଚିଲେ ନିଜ ଲକ୍ଷ୍ୟସ୍ଥଳରେ  । ଏବେ ହାତମୁଠାରେ ସ୍ୱପ୍ନ ।  ଯେଉଁ ଅଭାବ ତାଙ୍କ ପାଦର ବେଡ ଥିଲେ ସେ ହିଁ ତାଙ୍କୁ ରାସ୍ତା ଦେଖାଇଲା । ପ୍ରେରଣା ଦେଲା । ଏବେ ସ୍ୱପ୍ନକୁ ସାକାର କରିବା ପାଇଁ ମାତ୍ର…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ସାକ୍ଷାତ କଲେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ସାକ୍ଷାତ କଲେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ (ଇଏମଆରଏସ୍) ର ଛାତ୍ରଛାତ୍ରୀ। ଏହାସହ ବିଦ୍ୟାର୍ଥୀମାନେ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ରାଷ୍ଟ୍ରୀୟ ଶିକ୍ଷା ସମିତି (ଏନଇଏସଟିଏସ୍) ଦ୍ୱାରା…

ଲାଲଗଡରେ ଲାଗିଲା ଲାଲ୍ ବ୍ୟାନର, ଚିନ୍ତାଗୁଡ଼ା ଡ୍ୟାମ ନିର୍ମାଣକୁ ବିରୋଧ

ରାୟଗଡ଼ା: ଦୀର୍ଘ ଦିନର ନିରବତା ପରେ ଆଜି ପୁଣି ଥରେ ନିଜ ସ୍ଥିତିକୁ ଜାହିର କରିଛି ମାଓବାଦୀ। କୋରାପୁଟ ଜିଲ୍ଲା ନାରାୟଣପାଟଣାରେ ମାଓବାଦୀଙ୍କ ନାମରେ ଲାଗିଛି ଲାଲ୍ ବ୍ୟାନର। ଚିନ୍ତାଗୁଡା ଡ୍ୟାମ ନିର୍ମାଣକୁ ବିରୋଧ କରି ମାଓବାଦୀ ନାମରେ ଲାଗିଛି ଲାଲ୍ ବ୍ୟାନର। ସିପିଆଇ ମାଓବାଦୀ ଶ୍ରୀକାକୁଲମ…

ଏଲନ ମସ୍କଙ୍କ ବଡ଼ ନିଷ୍ପତ୍ତି: ଟୁଇଟର ହାଣ୍ଡେଲରୁ ଖୁବ ଶୀଘ୍ର ଉଡିଯିବ ପୁରୁଣା ପୋଷ୍ଟ ସହ ଫଟୋ ଓ ଭିଡିଓ

ନୂଆଦିଲ୍ଲୀ: ଏଲନ ମସ୍କ ଏକ୍ସ ଅର୍ଥାତ ଟୁଇଟର ପ୍ଲାଟଫର୍ମ ବାବଦରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଟୁଇଟରରୁ ଆଉ ଖୋଜିଲେ ମିଳିବନି ପୁରୁଣା ଫଟୋ କିମ୍ବା ଭିଡିଓ । ଟୁଇଟର ପ୍ଲାଟଫର୍ମରୁ ପୁରୁଣା ଫଟୋ ଓ ଭିଡିଓ ହଟାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି ଏଲନ ମସ୍କ । ଏହି ନିଷ୍ପତ୍ତି ଅନୁସାରେ,…

ପୂରଣ ହେବ ୭୪୮୩ ନର୍ସିଂ ଅଫିସର ପଦବୀ, ଅନ୍ତରୀଣ ନିର୍ଦ୍ଦେଶରେ ପରିବର୍ତ୍ତନ କଲେ ହାଇକୋର୍ଟ

କଟକ: ନର୍ସ ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅଙ୍କୁଶ ହଟିଛି। ନିଯୁକ୍ତି ପାଇବେ ୭୪୮୩ ନର୍ସିଂ ଅଫିସର। ପୂର୍ବରୁ ଜାରି ହୋଇଥିବା ଅନ୍ତରୀଣ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି ହାଇକୋର୍ଟ। ହାଇକୋର୍ଟ ମେ’ ୧ ର ଅନ୍ତରୀଣ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି । କେବଳ ଆବେଦନକାରୀ…

ଆଜିଠୁ ବଢ଼ିବ ବର୍ଷା; ୨୫ରେ ଘୂର୍ଣ୍ଣିବଳୟ, ଲଘୁଚାପ ଆଶଙ୍କା

ଭୁବନେଶ୍ୱର: ୨୫ ତାରିଖରେ ସୃଷ୍ଚି ହେବ ଆଉ ଏକ ଘୂର୍ଣ୍ଣିବଳୟ। ଫଳରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଦୁଇ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ୨୫ରୁ ବର୍ଷାର ପ୍ରକୋପ ଆହୁରୀ ବୃଦ୍ଧି ପାଇବ। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ…