Latest Odisha News

BREAKING NEWS

Browsing Category

ଫିଚର

ଅବସରରୁ ଓହରିଲେ ଷ୍ଟୋକ୍ସ, ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପାଇଁ ଇଂଲଣ୍ଡ ଦଳରେ ସାମିଲ

ଲଣ୍ଡନ: ଇଂଲଣ୍ଡକୁ ବିଶ୍ୱକପ ଜିତାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ବେନ ଷ୍ଟୋକ୍ସ ଅବସରରୁ ପ୍ରତ୍ୟାବର୍ତନ କରିଛନ୍ତି । ତାଙ୍କୁ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପାଇଁ ଦଳରେ ସାମିଲ କରାଯାଇଛି । ତାମିମ ଇକବାଲ, ମୋଇନ ଅଲୀଙ୍କ ପରେ ତୃତୀୟ କ୍ରିକେଟର ଭାବେ ସେ ଅବସରରୁ…

ବିଜେଡିକୁ ବିଜୟଙ୍କ ପ୍ରଶ୍ନ: ୨୪ ବର୍ଷର ଭିତରେ ମହାନଦୀରେ ଆନିକଟ କରିପାରିଲନି, ୩୫ ପ୍ରତିଶତ ଜମି ଜଳସେଚିତ କରିବ…

ଭୁବନେଶ୍ୱର: କଂଗ୍ରେସ ବର୍ଷିଲା ବିଜେଡି ଉପରେ | ପ୍ରଶ୍ନ ବାଣରେ ଘାଇଲା କଲା ନବୀନ ସରକାରଙ୍କୁ  । ୨୪  ବର୍ଷର ଶାସନ କାଳରେ ବିଜେଡି କରିଛି କଣ ? ଏମିତି ପ୍ରଶ୍ନ ପରେ ପ୍ରଶ୍ନ ବାଣ ବିନ୍ଧି ଚାଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ  । ଆଜି ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ…

ନେହରୁ ସଂଗ୍ରହାଳୟର ନାମ ବଦଳି ହେଲା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ; ତାତିଲା କଂଗ୍ରେସ

ନୂଆଦିଲ୍ଲୀ:ସ୍ୱାଧୀନତା ଦିବସ ଅବସରରେ ନେହରୁ ମେମୋରିଆଲ ମ୍ୟୁଜିୟମ ଏବଂ ଲାଇବ୍ରେରୀକୁ ଆନୁଷ୍ଠାନିକ ଭାବେ ପ୍ରଧାନମନ୍ତ୍ରୀଙ୍କ ସଂଗ୍ରହାଳୟ ଏବଂ ଲାଇବ୍ରେରୀ ସୋସାଇଟି ନାମରେ ନାମିତ କରାଯାଇଛି । ବିଜେପି ସରକାରର ଏପରି ଉଦ୍ୟମକୁ ତୀବ୍ର ନିନ୍ଦା କରିଛି କଂଗ୍ରେସ । ନେହେରୁ ମେମୋରିଆଲ୍…

ଏଫିଲ ଟାୱାର ଉପରେ କଟିଲା ସାରା ରାତି, ମଦ ନିଶାରେ ଚଢିଗଲେ, ଶୋଇପଡିଲେ

ପ୍ୟାରିସ: ଦୁଇଜଣ ଆମେରିକୀୟ ପର୍ଯ୍ୟଟକ ସୁରକ୍ଷା କର୍ମୀଙ୍କୁ ଚକମା ଦେଇ ପ୍ୟାରିସର ଏଫିଲ ଟାୱାର ଉପରକୁ ଚଢି ଯାଇଥିଲେ । ସେଠାରେ ସାରା ରାତି  ଶୋଇଥିଲେ। ସୋମବାର ସକାଳୁ ଉଭୟଙ୍କୁ ଟାୱାର ଉପରେ ଶୋଇଥିବା ସୁରକ୍ଷାକର୍ମୀମାନେ ଦେଖିବା ପରେ ହଇଚଇ ପଡ଼ି ଯାଇଥିଲା । ପୋଲିସ୍ ସୂତ୍ର…

‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା’କୁ କ୍ୟାବିନେଟ ମଞ୍ଜୁରୀ; ୫ ପ୍ରତିଶତ ସୁଧରେ ୧ ଲକ୍ଷ ଟଙ୍କା ଋଣ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ। ବିଶ୍ୱକର୍ମା ଯୋଜନାରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ। କୌଳିକ ବୃତ୍ତି କରୁଥିବା ଲୋକ ହେବେ ଉପକୃତ। କୌଳିକ ବୃତ୍ତିଗତ ବ୍ୟବସାୟୀଙ୍କ ଉନ୍ନତି ପାଇଁ 'ବିଶ୍ୱକର୍ମ ଯୋଜନା'କୁ ଆଜି କେନ୍ଦ୍ର…

ଭିଜିଲାନ୍ସ ଜାଲରେ ଭଦ୍ରକ ସିଡିପିଓ ଓ ସୁପରଭାଇଜର, ଚାକିରି ପାଇଁ ନେଉଥିଲେ ୧୦ ହଜାର ଟଙ୍କା

ଭଦ୍ରକ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଭଦ୍ରକ ସିଜିପିଓ ଓ ସୁପରଭାଇଜର। ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲେ ଭିଜିଲାନ୍ସ ଅଧିକାରୀ। ଅଙ୍ଗନୱାଡି କର୍ମୀ ନିଯୁକ୍ତି ପାଇଁ ନେଉଥିଲେ ଲାଞ୍ଚ। ଏହି ସମୟରେ ସିଡିପିଓ ସୁନନ୍ଦା ଦାସ ଏବଂ ସୁପରଭାଇଜର ସୁଲୋଚନା ବେହେରାଙ୍କୁ…

ବରଗଡ଼ ଜିଲ୍ଲାରେ ହେବ ୩ଟି ନୂଆ ବୃହତ୍ ସେତୁ, ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରଗଡ଼ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ…

ମାଗିଥିଲେ ଚିକେନ କଷା, ମିଳିଲା ମୂଷା ତରକାରୀ: ହୋଟେଲ ମ୍ୟାନେଜର ନାଁରେ ଏତଲା

ମୁମ୍ବାଇ: ହୋଟେଲ ରେସ୍ତୋରାଁରେ ଖାଇବା କାହାକୁ ବା ପସନ୍ଦ ନୁହେଁ । ସାଧାରଣତଃ ହୋଟେଲ/ରେସ୍ତୋରାଁରେ ସ୍ଵାଦିଷ୍ଟ ନନଭେଜ୍ ଖାଦ୍ୟର ଡିମାଣ୍ଡ ଅଧିକ ରହିଥାଏ । ବିଶେଷକରି ଚିକେନ୍ ଓ ମଟନର ନାନା ଆଇଟମ୍ ଖାଇବାକୁ ଲୋକେ ବେଶ୍ ପସନ୍ଦ କରିଥାନ୍ତି । ହେଲେ ଯଦି ଚିକେନ୍ ବଦଳରେ ହୋଟେଲରେ ମୂଷା ମାଂସ…

୨୦୪୭ ସୁଦ୍ଧା ରାଜ୍ୟରୁ ମୁକ୍ତ ହେବ ସିକିଲ୍ ସେଲ୍, ଫୋକସ୍‌ରେ ୨୫ ବର୍ଷ ବୟସ୍କ ଯୁବ ପିଢ଼ି

ଭୁବନେଶ୍ୱର: ୨୦୪୭ ସୁଦ୍ଧା ଦେଶ ହେବ ସିକିଲ୍ ସେଲ୍ ମୁକ୍ତ। ଫୋକସ୍‌ରେ ୨୫ ବର୍ଷ ବୟସ୍କ ଯୁବ ପିଢ଼ି। ଏ ନେଇ କେନ୍ଦ୍ର ସରକାର ଓଡ଼ିଶାର ୨୦ ଜିଲ୍ଲାରେ କେନ୍ଦ୍ର ଓ ରାଜ୍ୟ ସହାଭାଗିତାରେ ଆରମ୍ଭ କରିବେ ସିକିଲ୍ ସେଲ୍ ପରୀକ୍ଷା। ତେବେ ଅନ୍ୟ ୧୦ ଜିଲ୍ଲାରେ ନିଜସ୍ୱ ଅର୍ଥରୁ ରାଜ୍ୟ ସରକାର କରିବେ…