Latest Odisha News

BREAKING NEWS

Browsing Category

ଫିଚର

ଶେଷଥର ପାଇଁ ଲାଲକିଲ୍ଲାରେ ପତାକା ଉତ୍ତଳନ କରିବେ ମୋଦୀ: ଜେଡିୟୁ

ପାଟନା:ରାତି ପାହିଲେ ଦେଶ ପାଳିବ ୭୭ ତମ ସ୍ୱାଧୀନତା ଦିବସ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଐତିହାସିକ ଲାଲକିଲ୍ଲା ପ୍ରାଚୀରରୁ କରିବେ ପତାକା ଉତ୍ତୋଳନ। ତେବେ ଏନେଇ ବିରୋଧୀ ପକ୍ଷରୁ ବିଜେପିକୁ କରାଯାଉଛି ଟାର୍ଗେଟ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…

ସହଜ ଓ ସରଳ କରିବାକୁ ଆରଟିଓର ନୂଆ ପ୍ରକ୍ରିୟା, ପେପରଲେସ ପରେ ଫେସଲେସ

ଭୁବନେଶ୍ୱର: ଗାଡି ବିକ୍ରି କରିବା ହେଉ ଅବା ମାଲିକାନା ବଦଳାଇବା ପ୍ରକ୍ରିୟାକୁ ଅନଲାଇନ ଜରିଆରେ ଆହୁରି ସରଳ କରିବାକୁ ରାଜ୍ୟ ପରିବହନ ବିଭାଗ ଉଦ୍ୟମ ଜାରି ରଖିଛି। ଏହି କ୍ରମରେ ଭିଡ ମୁକ୍ତ ଆରଟିଓ ଅଫିସ ସହ ଲୋକଙ୍କ ସମୟ ବଞ୍ଚାଇବା ଏବଂ ଦଲାଲ ମୁକ୍ତ ଦିଗରେ ଆରଟିଓ ଏବେ ପେପରଲେସରୁ ଫେସଲେସ…

ପ୍ରବଳ ବର୍ଷାରେ ଧସିଗଲା ଶିବ ମନ୍ଦିର; ୯ ଶବ ଉଦ୍ଧାର, ୫୦ ଭକ୍ତ ଫସି ରହିଥିବା ଆଶଙ୍କା

ଶିମଳା: ହିମାଚଳ ପ୍ରଦେଶରୁ ପୁଣି ଆସିଲା ଦୁଃଖଦ ଖବର । ବାଦଲଫଟା ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ବର୍ଷା ସାଙ୍ଗକୁ ଭୂସ୍ଖଳନ ଯୋଗୁ ଲୋକେ ଆତଙ୍କିତ ହୋଇ ପଡିଛନ୍ତି । ପ୍ରଶାସନ ପକ୍ଷରୁ ମଧ୍ୟ ନଦୀକୂଳ, ଭୂସ୍ଖଳନ ହେଉଥିବା ଜାଗାକୁ ନ ଯିବା ଲାଗି କୁହାଯାଇଛି । ଏହାସତ୍ତ୍ୱେ…

୧୫ରୁ ୧୮ ଅବିଶ୍ରାନ୍ତ ବର୍ଷା ଆକଳନ, ଏବେ ବି ୧୦ଟି ଜିଲ୍ଲାରେ ଅଭାବୀ ବର୍ଷା

ଭୁବନେଶ୍ୱର: ବର୍ଷାରେ ଏଥର ଧୋଇଯିବ ସ୍ୱାଧୀନତା ଦିବସ। ଆସନ୍ତାକାଲିଠୁ ଚାରି ଦିନ ଜାରି ରହିବ ବର୍ଷା। ଏଭଳି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ। ଉତ୍ତର ଓଡ଼ିଶା, ଛତିଶଗଡ ଓ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ଏହାର ପ୍ରଭାବରେ…

ହିମାଚଳ ପ୍ରଦେଶରେ ବାଦଲଫଟା ବର୍ଷା; ୭ମୃତ

ଧର୍ମଶାଳା: ଦେଶର ପାହାଡୀ ରାଜ୍ୟରେ ପୁଣି ବର୍ଷା ବିତ୍ପାତ । ବିପର୍ଯ୍ୟସ୍ତ ହୋଇପଡିଛି ଜନଜୀବନ । ହିମାଚଳ ଏବଂ ଉତ୍ତରାଖଣ୍ଡର ଅନେକ ଜିଲ୍ଲାରେ ୧୫ ଅଗଷ୍ଟ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଇତିମଧ୍ୟରେ ହିମାଚଳ ପ୍ରଦେଶର ସୋଲନର ଧାୟବଲା ଗାଁରେ ବାଦଲ ଫଟା ବର୍ଷା ହୋଇଛି । ଫଳରେ…

‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନ; ମୋଦୀଙ୍କ ଅପିଲ ପରେ ବିଜେପି ନେତା ବଦଳାଇଲେ ‘ଏକ୍ସ’ ଡିପି

ନୂଆଦିଲ୍ଲୀ: ଆଉ ଦିନକ ପରେ ଦେଶ ପାଳିବ ୭୭ତମ ସ୍ୱାଧୀନତା ଦିବସ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଐତିହାସିକ ଲାଲକିଲ୍ଲା ପ୍ରାଚୀରରୁ କରିବେ ପତାକା ଉତ୍ତୋଳନ। ତେବେ ପ୍ରଧାନମନ୍ତ୍ରୀ ନିଜ ସୋସିଆଲ ମିଡିଆ ଆକାଉଣ୍ଟର ଡିପି ବଦଳାଇ ତ୍ରିରଙ୍ଗା…

ଝରକା ତାଡ଼ି ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ, ପ୍ରାୟ ୧୭ ଲକ୍ଷ ଟଙ୍କାର ସମ୍ପତ୍ତି ଚୋରି ଅଭିଯୋଗ

କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଝରକା ତାଡ଼ି ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ। ଟଙ୍କା ଓ ସୁନା ମିଶାଇ ପ୍ରାୟ ୧୭ ଲକ୍ଷ ଟଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ଚଢେଇଭୋଳ ବଜାର ଅଞ୍ଚଳର ସେକ୍ ନରୁଲ ଇସଲାମ ନାମକ ଜଣେ ବ୍ୟକ୍ତିଙ୍କ ଘରୁ ଚୋରି ହୋଇଥିବା…

ଓଡ଼ିଶା ଚାଷୀଙ୍କୁ ଦିଲ୍ଲୀ ଡକରା: ସ୍ୱାଧୀନତା ଦିବସ ସମାରୋହରେ ହେବେ ସ୍ୱତନ୍ତ୍ର ଅତିଥି

ଭୁବନେଶ୍ୱର: ଜାତୀୟ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବେ ଓଡ଼ିଶା ଚାଷୀ। ନୂଆଦିଲ୍ଲୀରେ ଆୟୋଜିତ ହେବାକୁଥିବା ୭୭ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ୧୮ଶହ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ବହୁଚାଷୀ,…

ହାଇସ୍କୁଲରେ ନିଯୁକ୍ତ ହେବେ ୪ ହଜାରରୁ ଅଧିକ ଅତିଥି ଶିକ୍ଷକ, ଖୁବଶୀଘ୍ର ନିଯୁକ୍ତି ଦେବ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ଶିକ୍ଷକ ପଦବୀ ଖାଲି ପଡିଛି। ଆବଶ୍ୟକତା ଅନୁସାରେ ଶିକ୍ଷକ ନାହାଁନ୍ତି। ଫଳରେ ପାଠପଢାରେ ଅସୁବିଧା ହେଉଛି। ତେଣୁ ଶିକ୍ଷକ ପଦବୀ ପୂରଣ ନେଇ ବିକଳ୍ପ ବ୍ୟବସ୍ଥା କରିଛି ଗଣଶିକ୍ଷା ବିଭାଗ। ରାଜ୍ୟରେ ୪ ହଜାର ୪୦୩ ଅତିଥି…

ସ୍ୱାଧୀନତା ଦିବସ ପୂର୍ବରୁ ମାଉଣ୍ଟ୍‌ ଏଲ୍‌ବ୍ରସ୍‌ରେ ଜାତୀୟ ପତାକା ଉଡ଼ାଇଲେ ଓଡ଼ିଆ ପୁଅ

ଭୁବନେଶ୍ୱର: ୭୭ତମ ସ୍ୱାଧୀନତା ଦିବସ ପୂର୍ବରୁ ୟୁରୋପ୍‌ ଓ ରୁଷ୍‌ର ସର୍ବୋଚ୍ଚ ଶୃଙ୍ଗ ୫୬୪୨ ମିଟର ଉଚ୍ଚ ମାଉଣ୍ଟ୍‌ ଏଲ୍‌ବ୍ରସ୍‌ରେ ଉଡ଼ିଲା ଜାତୀୟ ପତାକା। ନୟାଗଡ଼ର ଗୌରବ ଆଇରନ୍‌ ମ୍ୟାନ୍‌ ଓ ପର୍ବତାରୋହୀ ସୌଭାଗ୍ୟ କୁମାର ରଥ ମାଉଣ୍ଟ୍‌ ଏଲବ୍ରସ୍‌ ଚଢ଼ି ଇତିହାସ ସୃଷ୍ଟି କରିଛନ୍ତି। ଏହି…