Latest Odisha News

BREAKING NEWS

Browsing Category

ଫିଚର

କାନାଡାରେ ପୁଣି ହିନ୍ଦୁ ମନ୍ଦିର ଭାଙ୍ଗିଲେ ଖଲିସ୍ଥାନୀ ଆତଙ୍କୀ

ନୂଆଦିଲ୍ଲୀ: କାନାଡାରେ ପୁଣି ହିନ୍ଦୁ ମନ୍ଦିର ଭାଙ୍ଗିଲେ ଖଲିସ୍ଥାନୀ ଆତଙ୍କୀ । ଖଲିସ୍ଥାନୀ ଚରମପନ୍ଥୀ ଲଗାତାର ଭାବେ ହିନ୍ଦୁ ମନ୍ଦିରକୁ ଟାର୍ଗେଟ କରିଛନ୍ତି । ଶନିବାର ବିଳମ୍ବିତ ରାତିରେ ଖଲିସ୍ଥାନୀ ସମର୍ଥକ ସରେ ସ୍ଥିତ ଏକ ମନ୍ଦିରରେ ଭଙ୍ଗାରୁଜା କରିଛନ୍ତି। ସେତିକି ନୁହେଁ, ମନ୍ଦିର…

ଜଙ୍ଗଲରୁ ଠାବ ହେଲା ମିଶିର ବିଶ୍ରାର ବଙ୍କର, ଓଡିଶା ସୀମାରେ ହାଇଆଲର୍ଟ ଜାରି

ଝାରଖଣ୍ଡ: ଝାରଖଣ୍ଡ ଚାଇବାସା ଜଙ୍ଗଲରୁ ଠାବ ହେଲା ମିଶିର ବିଶ୍ରାର ବଙ୍କର  । ଜଙ୍ଗଲରେ ଭିତରେ ଆତଙ୍କବାଦୀଙ୍କ ଷ୍ଟାଇଲରେ ବଙ୍କର ତିଆରି କରି ସୁରକ୍ଷାକର୍ମୀଙ୍କୁ ଚକମା ଦେଉଥିଲେ ମିଶିର ବିଶ୍ରା । ମିଶିର ବିଶ୍ରାର ବଙ୍କର ଠାବ କରିଛି ମିଳିତ ସେନା ବାହିନୀ  । ମିଶିର ସିପିଆଇ ମାଓବାଦୀ…

ମଣିପୁରରେ ସହିଦ ହେଲେ ଓଡ଼ିଆ ଯବାନ, ଆସାମ ରାଇଫଲ୍ସରେ କାର୍ଯ୍ୟରତ ଥିଲେ

ବରଗଡ: ମଣିପୁରରେ ଓଡ଼ିଆ ଯବାନ ସହିଦ । ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବାବେଳେ ଗାଡ଼ି ଦୁର୍ଘଟଣାରେ ବରଗଡର ଓଡ଼ିଆ ଯବାନ ନୀଳାଞ୍ଚଳ ପଟେଲ ସହିଦ ହୋଇଥିବା ସୂଚନା ମିଳିଛି । ନୀଳାଞ୍ଚଳ ୨୦୦୪ ମସିହାରୁ ଆସାମ ରାଇଫଲ୍ସରେ  କାର୍ଯ୍ୟରତ ଥିଲେ। ଏହି ଖବର ମିଳିବା ପରେ ଗାଁରେ ଶୋକାକୂଳ…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଭାରତ ଚାମ୍ପିୟନ

ମାଡ୍ରାସ: ମେୟର ରାଧାକ୍ରିଷ୍ଣ ଷ୍ଟାଡିୟମରେ ଅନୁଷ୍ଠିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଫାଇନାଲରେ ଭାରତ ୪-୩ ଗୋଲରେ ମାଲେସିଆକୁ ପରାସ୍ତ କରି ଚାମ୍ପିୟନ ହୋଇଛି । ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଂଟରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଭାରତକୁ କିନ୍ତୁ ଫାଇନାଲରେ ମାଲେସିଆ ନାକେଦମ କରିଥିଲା । ଯୁଗରାଜ…

ଅଜବ ଚର୍ମରୋଗ: ହାତ,ପାଦରେ ବଢୁଛି ଉଦ୍ଭିଦ ଭଳି ଚର୍ମ , ଅଚଳ କରିଦେଉଛି ମଣିଷକୁ

ବାଂଲାଦେଶ : କଥାରେ ଅଛି ଶରୀର ଅଛି ତ ରୋଗ ଅଛି । ଅନେକଙ୍କ ଶରୀରରେ ଭିନ୍ନ ଭିନ୍ନ ରୋଗ ରହିଥାଏ । ଯାହାକୁ ନେଇ ଲୋକେ ଚିନ୍ତିତ ହେବା ସହ ଡ଼ାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ସେବନ କରିଥାନ୍ତି । ପରେ ସୁସ୍ଥ ହୋଇଥାନ୍ତି । କିନ୍ତୁ ବାଙ୍ଗଲାଦେଶରେ ଏମିତି କିଛି ଅଜବ ରୋଗ ଦେଖିବାକୁ ମିଳିଛି,…

ଅଜବ ସ୍କୁଟର: ଯାହା ଦେଖିବାକୁ ଓଲଟା, ଚାଲୁଛି ସିଧା

ଆଜିକାଲି ସୋସିଆଲ ମିଡିଆରେ ଅନେକ ଅଜବ ଭିଡ଼ିଓ ଦେଖିବାକୁ ମିଳିଥାଏ । ଯାହାକୁ ଦେଖିଲେ ବି ଆଖି ବିଶ୍ୱାସ କରିପାରେନା । ଆଉ କିଛି ଭିଡ଼ିଓ ଆମକୁ ଆଶ୍ଚର୍ଯ୍ୟ କରିଥାଏ । ଏବେ ସେମିତି ଏକ ଅଜବ ଭିଡ଼ିଓ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ଚକିତ ହୋଇଯାଇଛନ୍ତି । ଭାଇରାଲ ଭିଡ଼ିଓରେ ଦେଖିବାକୁ…

ପିଏମ ସ୍ବନିଧି ଯୋଜନାର ପ୍ରଗତି ବାବଦରେ ତିନି ରାଜ୍ୟରେ ସମୀକ୍ଷା କରିବ ଓଡ଼ିଶା

ଭୁବନେଶ୍ୱର: କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାଗବତ କେ କରାଡ଼ଙ୍କ ଅଧ୍ୟକ୍ଷତାରେ ଆଜି ଭୁବନେଶ୍ବର ଠାରେ ଅର୍ଥ ମନ୍ତ୍ରଣାଳୟର ଆଞ୍ଚଳିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଓଡ଼ିଶା, ବିହାର, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଭଳି ପୂର୍ବ ଭାରତୀୟ ରାଜ୍ୟରେ ପିଏମ ସ୍ବନିଧି ଯୋଜନାର ପ୍ରଗତି ଓ…

ମଶା ଘଉଡାଇବାକୁ ବିଏମସିର ଡ୍ରୋନ ଉଡାଣ ନିଷ୍ପତ୍ତି, ବିଜେପି କହିଲା ରାଫେଲ ଉଡ଼ାଇବା ଭଲ ହେବ

ଭୁବନେଶ୍ୱର: ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ଡେଙ୍ଗୁ ବ୍ୟାପିବା ଘଟଣାରେ ବିଜେପି ନେତ୍ରୀ ସୁନୀତି ମୁଣ୍ଡ୍ ବିଏମ୍‌ସି ମେୟରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି । ବିଏମ୍‌ସିର ନିର୍ବାଚିତ ମେୟର ଜନସାଧାରଣଙ୍କୁ ମୌଳିକ ସେବା ଯୋଗାଇଦେବା ନିମନ୍ତେ ନିଜର ମୌଳିକ କର୍ତ୍ତବ୍ୟ ଓ ଦାୟିତ୍ୱ ନକରି…

ଅଚ୍ୟୁତ ସାମନ୍ତଙ୍କୁ ଗୁଏତମାଲାର ଦୁଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ

ଭୁବନେଶ୍ୱର: ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କୁ ଗୁଏତମାଲାର ଦୁଇଟି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟୋରେଟ ଡିଗ୍ରୀ ପ୍ରଦାନ କରାଯାଇଛି । ଗୁଏତମାଲାର ରୁରାଲ ୟୁନିଭର୍ସିଟି ଅଫ୍‍ ଗୁଏତମାଲା ଓ ମାୟା କାକ୍‍ଚିକେଲ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶ୍ରୀ ସାମନ୍ତଙ୍କୁ ସମ୍ମାନସୂଚକ…

ବଲାଙ୍ଗୀରରେ ଅଢେଇ ଲକ୍ଷ ଟଙ୍କାରେ ନବଜାତ ବିକ୍ରି ଘଟଣା, ଛତିଶଗଡରୁ ଉଦ୍ଧାର

ବଲାଙ୍ଗୀର: ସପ୍ତାହକ ପୂର୍ବରୁ ବଲାଙ୍ଗୀର ଜିଲ୍ଲାରେ ଅଢ଼େଇ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ୫ ଦିନର ଶିଶୁପୁତ୍ରକୁ ଶନିବାର ଛତିଶଗଡ଼ରୁ ଉଦ୍ଧାର କରାଯାଇଛି। ବଲାଙ୍ଗୀର ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂହ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ତଦନ୍ତ ପରେ ଛତିଶଗଡ଼ର ରାୟଗଡ଼ରେ…