Latest Odisha News

BREAKING NEWS

Browsing Category

ଫିଚର

ବାରିପଦା ମେଡିକାଲରେ ଅଗ୍ନିକାଣ୍ଡ, ପ୍ରସୂତୀ ବିଭାଗରେ ଲାଗିଲା ନିଆଁ

ବାରିପଦା: ବାରିପଦା ମେଡିକାଲ କଲେଜରେ ଭୟଙ୍କର ଅଗ୍ନିକାଣ୍ଡ । ମେଡିକାଲର ତୃତୀୟ ମହଲାରେ ଥିବା ପ୍ରସୂତୀ ବିଭାଗରେ ଲାଗିଛି ନିଆଁ । ତୃତୀୟ ମହଲାର ICU ଓ ଅନ୍ୟାନ୍ୟ ୱାର୍ଡରେ ଥିବା ସମସ୍ତ ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ଅଗ୍ନିଶମ ବିଭାଗ । ନିଆଁ…

ପ୍ରଫେସର ସବିତା ପ୍ରଧାନ ହେଲେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି

ଭୁବନେଶ୍ୱର: ପ୍ରଫେସର ସବିତା ପ୍ରଧାନ ହେଲେ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି। ଶୁକ୍ରବାର ଦିନ ସାବିତା ପ୍ରଧାନଙ୍କୁ ପୁରୀ ସତ୍ୟବାଦୀଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ନିଯୁକ୍ତି ଦେଲେ କୁଳାଧିପତି ତଥା ରାଜ୍ୟପାଳ ଗଣେଶୀ ଲାଲ୍। କୁଳପତି ଭାବେ ପ୍ରଫେସର ସବିତାଙ୍କୁ ୨ ବର୍ଷ…

ସାମ୍ବାଦିକଙ୍କ ଘରେ ପଶି ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ପାଟନା: ବିହାରର ଅରରିୟାଠାରେ ଜଣେ ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା କରାଯାଇଛି । ସାମ୍ବାଦିକଙ୍କ ନାଁ ବିମଳ କୁମାର ଯାଦବ । ବିମଳ ‘ଦୈନିକ ଜାଗରଣ’ର ସାମ୍ବାଦିକ ବୋଲି ଜଣାପଡିଛି । ଘଟଣା ଆଜି ସକାଳ ଘଟିଛି । ୪ ଜଣ ବ୍ୟକ୍ତି ତାଙ୍କ ଘରେ ପଶି ତାଙ୍କୁ ହତ୍ୟା କରିଥିବା ଜଣାଯାଇଛି । ଏହି…

ଆତ୍ମହତ୍ୟା କମାଇବ ସ୍ପ୍ରିଙ୍ଗ ଫ୍ୟାନ୍, ହଷ୍ଟେଲ ମାନଙ୍କରେ ଆରମ୍ଭ ହେଲା କାମ

କୋଟା: ଏଣିକି ଆତ୍ମହତ୍ୟା କମାଇବ ସ୍ପ୍ରିଙ୍ଗ ଫ୍ୟାନ୍। ହଷ୍ଟେଲରେ ଆତ୍ମହତ୍ୟା ବଢୁଥିବାରୁ ଏହାକୁ କମାଇବା ପାଇଁ ଉଦ୍ୟମ ହୋଇଛି। ରାଜସ୍ଥାନ କୋଟାର ହଷ୍ଟେଲ ମାନଙ୍କରେ ସ୍ପ୍ରିଙ୍ଗ ଫ୍ୟାନ୍ ଲଗାଇବା କାମ ଆରମ୍ଭ ହୋଇଛି। ରାଜସ୍ଥାନର କୋଟା ଏକଦା ଜେଇଇ-ନିଟ୍ (JEE-NEET) ପରୀକ୍ଷା ପ୍ରସ୍ତୁତି…

ହ୍ଵାଟ୍ସଆପ ଆଣିଲା ନୁଆ ଫିଚର୍: ଏଣିକି ପଠାଇ ପାରିବେ HD ଫଟୋ

ନୂଆଦିଲ୍ଲୀ: ବିଶ୍ଵର ଲୋକପ୍ରିୟ ମେସେଜିଂ ପ୍ଲାଟଫର୍ମ ହ୍ବାଟ୍ସଆପରେ ସେୟାର କରିହେବ ହାଇ କ୍ବାଲିଟି ଫଟୋ । ଆପରେ ଫଟୋ ସେୟାରିଂରେ ଉନ୍ନତି ଆଣିବା ପାଇଁ ହ୍ବାଟ୍ସଆପ ଏକ ନୂତନ ଫିଚର ଯୋଡିଛି, ଯାହା ସାହାଯ୍ୟରେ ଆପଣ HD ଫଟୋ ସେୟାର କରିପାରିବେ । ମେଟାର ସିଇଓ ମାର୍କ ଜୁକରବର୍ଗ ଇନଷ୍ଟାଗ୍ରାମ…

ଜାଲ ସାର୍ଟିଫିକେଟ ଦେଇ ଚାକିରୀ କରଥିବା ୪ ଶିକ୍ଷକ ବହିଷ୍କୃତ

ବଲାଙ୍ଗୀର: ହରଡଘଟଣାରେ ନକଲି ଶିକ୍ଷକ । ନକଲି ଶିକ୍ଷକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର ।ବଲାଙ୍ଗୀରରେ ଜାଲ ସାର୍ଟିଫିକେଟ ମାମଲାରେ ୪ଜଣଙ୍କୁ ବହିଷ୍କାର କରାଯାଇଛି । ବଲାଙ୍ଗୀର ଜିଲ୍ଲା ଶିକ୍ଷା ଅଧିକାରୀ ଏହି ୪ ନକଲି ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି ।…

ଭିସ୍ତାରା ଫ୍ଲାଇଟରେ ବୋମା ଭୟ: ଦିଲ୍ଲୀ ବିମାନ ବନ୍ଦରରେ ଛାନଭିନ

ନୂଆଦିଲ୍ଲୀ: ଭିସ୍ତାରା ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ । ଏପରି ଧମକ ଶୁଣିବା ପରେ ଚାରିଆଡେ ଖେଳିଗଲା ହଇଚଇ । ଦିଲ୍ଲୀ ଏୟାରପୋର୍ଟରେ ଆଜି ଏପରି ଘଟଣା ଦେଖିବାକୁ ମିଳିଥିଲା । ଆଜି ସକାଳୁ ସକାଳୁ ଦିଲ୍ଲୀ-ପୁଣେ ଫ୍ଲାଇଟକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଥିଲା । ୮ଟା ୫୩ ମିନିଟରେ…

କିଙ୍ଗ କୋହଲି : କ୍ରିକେଟ ପଡିଆରେ ୧୫ ବର୍ଷର ରାଜୁତି ଜାରୀ

ଭାରତର ମହାନ ଖେଳାଳି ବିରାଟ କୋହଲିଙ୍କ ଆନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରର ୧୫ ବର୍ଷ ପୂରଣ ହୋଇଛି । କିଙ୍ଗ କୋହଲି ପଡିଆରେ ଏବେ ବି ରାଜୁତି ଜାରୀ ରଖିଛନ୍ତି । ୧୫ ବର୍ଷ ତଳେ ଡାମ୍ବୁଲାରେ କ୍ୟାରିୟର ଆରମ୍ଭ କରିଥିବା ଏହି ଛୋଟ ପିଲାଟି ଦିନେ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ…

ଆକାଶରୁ ଖସିଲା ମାଛ, କଟିଗଲା ବିଜୁଳି

ନୂଆଦିଲ୍ଲୀ:ଅନ୍ଧାର ଭିତରେ କିଛି ସମୟ ପାଇଁ ହଜିଗଲା ଆମେରିକାର ଏକ ସହର | ଆକାଶରୁ ଖସିଲା ମାଛ ଓ ଆମେରିକାର ନ୍ୟୁଜର୍ସି ସହରରେ କଟିଗଲା ବିଜୁଳି | ଆକାଶରୁ ଗୋଟାଏ ମାଛ ଖସିବା କାରଣରୁ ଆମେରିକାର ନ୍ୟୁଜର୍ସି ସହର ଅନ୍ତଗର୍ତ ସେରିଭିଲି ଅଞ୍ଚଳରେ ବିଜୁଳି କଟିଯାଇଥିଲା । ଗତ ଶନିବାର ଦିନ…

ଦେଶର ପ୍ରଥମ 3D-ପ୍ରିଣ୍ଟେଡ୍‌ ପୋଷ୍ଟ ଅଫିସ୍ ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବେଙ୍ଗାଲୁରୁ: କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବେଙ୍ଗାଲୁରୁରେ ଭାରତର ପ୍ରଥମ 3D ପ୍ରିଣ୍ଟେଡ୍‌ ପୋଷ୍ଟ ଅଫିସ୍ ଉଦଘାଟନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଗତ ନଅ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଦେଶ ଅନେକ ନୂତନ ଜ୍ଞାନକୌଶଳ ଦିଗରେ ବିକାଶ କରିଛି। ଏହାକୁ…