Latest Odisha News

BREAKING NEWS

Browsing Category

ଫିଚର

ଅରବିନ୍ଦ କେଜ୍ରିୱାଲଙ୍କ ଶୁଭ ମନାସିଲେ ମୋଦୀ

ନୂଆଦିଲ୍ଲୀ: ଲଗାତାର ବିଜେପିକୁ ଟାର୍ଗେଟ କରି ଆସୁଛି ଆମ ଆଦମୀ ପାର୍ଟି । ଦିଲ୍ଲୀ ମଦ ଦୁର୍ନୀତି ହେଉ କିମ୍ବା ଦିଲ୍ଲୀ ସେବା ଆଇନକୁ ନେଇ ଦଳର ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପିଏମ ମୋଦୀଙ୍କୁ ଶାଣିତ ସମାଲୋଚନା କରୁଛନ୍ତି। ତେବେ ଏହି ବୟାନବାଜି ଭିତରେ…

ସର୍ବସାଧାରଣଙ୍କ ପାଇଁ ଖୋଲିଲା ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ

ନୂଆଦିଲ୍ଲୀ: ଆଜିଠୁ ଖୋଲିଲା ଅମୃତ ଉଦ୍ୟାନ। ରାଷ୍ଟ୍ରପତି ଭବନ ପରିସରରେ ଥିବା ଏହି ଉଦ୍ୟାନ ଆଜିଠାରୁ ଜନସାଧାରଣଙ୍କ ପାଇଁ ଖୋଲା ରହିବ। ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍ୟାନ ଉତ୍ସବ-୨କୁ ବିଧିବଦ୍ଧ ଭାବେ ଉଦଘାଟନ କରିଛନ୍ତି । ଉଦ୍ୟାନ ଉତ୍ସବ-୨ ଅନ୍ତର୍ଗତ ଅଗଷ୍ଟ ୧୬ ତାରିଖରୁ…

ବାଲେଶ୍ଵର ବନବିଭାଗକୁ ବଡ ସଫଳତା: ୨୫ ନାଗ ସାପ ଉଦ୍ଧାର ସହ ରାକେଟର କଲା ପର୍ଦ୍ଦାଫାସ

ବାଲେଶ୍ଵର: ବାଲେଶ୍ଵର ବନବିଭାଗକୁ ବଡ ସଫଳତା । ସାପ ବିଷ ରାକେଟର କଲା ପର୍ଦ୍ଦାଫାସ । ୨୫ଟି ନାଗ ସାପ ଉଦ୍ଧାର ସହ ୩ଜଣଙ୍କୁ ବାନ୍ଧିଲା ପୋଲିସ । ବାଲେଶ୍ଵର ବନଖଣ୍ଡ ବାଲିଆପାଳ ବ୍ଲକ୍ ପଞ୍ଚପଲ୍ଲୀରୁ ରେଡ୍ ବେଳେ ଉଦ୍ଧାର । ସୂଚନା ଅନୁସାରେ, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସ୍ନେକ ହେଲ୍ପ…

ନୁହ ହିଂସାକାଣ୍ଡ ଘଟଣା: ବିଟୁ ବଜରଙ୍ଗୀ ପୁଣି ଗିରଫ

ଚଣ୍ଡିଗଡ଼: ହରିୟାଣା ନହୁ ହିଂସା ମାମଲାରେ ହରିୟାଣା ପୋଲିସ ଲଗାତାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ନୁହ ହିଂସାକାଣ୍ଡ ଘଟଣାରେ ବିଟୁ ବଜରଙ୍ଗୀ ପୁଣି ଗିରଫ ହୋଇଛି। ମଙ୍ଗଳବାର ଅଗଷ୍ଟ ୧୫ରେ ନୁହରେ ହିଂସା ସୃଷ୍ଟି କରିବା ଏବଂ ଉତ୍ତେଜନାମୂଳକ ଭାଷଣ ଦେଇଥିବା ଅଭିଯୋଗରେ ହରିୟାଣା ପୋଲିସ ବିଟୁ…

ହିମାଚଳରେ ବାଦଲଫଟା ବର୍ଷା-ବନ୍ୟା-ଭୂସ୍ଖଳନ, ୫୯ ଟପିଲା ମୃତ୍ୟୁ ସଂଖ୍ୟା

ସିମଲା: ହିମାଚଳ ପ୍ରଦେଶରେ ବନ୍ୟା, ଭୂସ୍ଖଳନଜନିତ ମୃତ୍ୟୁ ସଂଖ୍ୟା ୫୯କୁ ବୃଦ୍ଧି ପାଇଛି। ଗତ ରାତିରେ ଆଉ ୩ ଜଣଙ୍କର ମୃତଦେହ ମିଳିବା ପରେ ମୃତ୍ୟୁ ସଂଖ୍ୟା ୫୬ରୁ ୫୯କୁ ବଢ଼ିଛି। ଲଗାଣ ବର୍ଷା ପାଇଁ ମଣ୍ଡି ଓ ସିମଲା ଜିଲ୍ଲା ସବୁଠୁ ବେଶି କ୍ଷତିଗ୍ରସ୍ତ ହୋଇଛି। ମଣ୍ଡିରେ ୨୩ ଓ ସିମଲାରେ ୧୯…

ମହିଳାଙ୍କୁ ଖାଇଦେଲା କୁମ୍ଭୀର: ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

ଯାଜପୁର: କୁମ୍ଭୀର ଆକ୍ରମଣରେ ମହିଳା ମୃତ। ବିରୂପା ନଦୀରେ ଗାଧୋଉଥିବାବେଳେ ଟାଣିନେଲା କୁମ୍ଭୀର । ଯାଜପୁର ବରୀ ବ୍ଲକ ଅମଠପୁରରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତ ମହିଳା ପାଲଟପୁର ଗାଁର ଅନାମ ଜେନାଙ୍କ ପତ୍ନୀ ଜ୍ୟୋତ୍ସ୍ନା ଜେନା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି…

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ…

ନୂଆଦିଲ୍ଲୀ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି। ତାଙ୍କ ଅଭୁଲା ସ୍ମୃତିକୁ ଆଜି ମନେ ପକାଉଛି ସାରା ଦେଶ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସମେତ ବହୁ ନେତା ପୂର୍ବତନ…

ସଫଳତାର ପାହାଚ ଚଢୁଛି ଇସ୍ରୋ: ଆଜି ପଞ୍ଚମ କକ୍ଷ ପରିବର୍ତ୍ତନ କରିବ ଚନ୍ଦ୍ରଯାନ-୩

ବେଙ୍ଗାଲୁରୁ: ଆଗାମୀ ସପ୍ତାହ ଭାରତୀୟ ବିଜ୍ଞାନ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର ହେବାକୁ ଯାଉଛି । ବାସ୍ତବରେ ଭାରତର ବହୁ ଗୁରୁତ୍ୱପୂର୍ଣ୍ଣ ମହାକାଶ ମିଶନ ଚନ୍ଦ୍ରଯାନ-୩ ଚନ୍ଦ୍ରରେ ଲ୍ୟାଣ୍ଡିଂ କରିବାକୁ ଯାଉଛି । କୁହାଯାଉଛି ଯେ ଚନ୍ଦ୍ରଯାନ ଅଗଷ୍ଟ ୨୧ରୁ ୨୩ ମଧ୍ୟରେ ଚନ୍ଦ୍ର ଭୂମିରେ ଲ୍ୟାଣ୍ଡିଂ…

ମ୍ୟାଲେରିଆ, ଡେଙ୍ଗୁ ଓ ଜାପାନୀ ଜ୍ୱର ମୃତ୍ୟୁର ସମୀକ୍ଷା ପାଇଁ ଗଠନ ହେଲା ଜିଲ୍ଲା ଓ ରାଜ୍ୟସ୍ତରୀୟ କମିଟି

ଭୁବନେଶ୍ୱର: ମ୍ୟାଲେରିଆ, ଡେଙ୍ଗୁ ଏବଂ ଜାପାନୀ ଜ୍ୱରର ସମୂଳ ବିଲୋପ ଲକ୍ଷ୍ୟ ନେଇ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ମ୍ୟାଲେରିଆ, ଡେଙ୍ଗୁ ଓ ଜାପାନୀ ଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଲେ ତାହାର ଅଡିଟ୍‌ କରାଯିବ। ଏଥିଲାଗି ଗଠନ ହେଲା ଜିଲ୍ଲା ଓ ରାଜ୍ୟସ୍ତରୀୟ…

ନୂଆପଡ଼ାର ୩ଟି ସ୍ଥାନର ବିକାଶ ପାଇଁ ୧୫ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ାର ୩ଟି ସ୍ଥାନର ବିକାଶ ତଥା ସୌନ୍ଦର୍ଯ୍ୟକରଣ ପାଇଁ ମିଳିଲା ୧୫ କୋଟି ଟଙ୍କା। କୋମନା ବ୍ଲକ ସୁନବେଡ଼ାରେ ଥିବା ମାଆ ସୁନାଦେଈଙ୍କ ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ଅଢ଼େଇ କୋଟି, ନୂଆପଡା ବ୍ଲକ ପତୋରାର ଯୋଗେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ପାଞ୍ଚ କୋଟି ଓ ବୋଡ଼େନ ବ୍ଲକ…