Latest Odisha News

BREAKING NEWS

Browsing Category

ଫିଚର

୮ କୋଟିର ବ୍ୟାଙ୍କ ଋଣ ଜାଲିଆତି ମାମଲା, ଆଉ ୨ ଜଣଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ୱର: ବ୍ୟାଙ୍କ ଋଣ ଘୋଟାଲା ମାମଲାରେ ରବିବାର ଅର୍ଥନୈତିକ ଅପରାଧ ଶାଖା (EOW) ଆଉ ୨ ଜଣଙ୍କୁ ଗିରଫ କରିଛି । ଭାରତୀୟ ଷ୍ଟେଟ ବ୍ୟାଙ୍କର ଫୁଲବାଣୀ ଶାଖାରେ ପ୍ରାୟ ୮ କୋଟି ଟଙ୍କାର ଋଣ ଜାଲିଆତି ମାମଲାରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଇଓଡବ୍ଲୁ । ଗିରଫ ଅଭିଯୁକ୍ତ ହେଲେ…

ଶରଦଙ୍କୁ ଝଟକା; ଅଜିତ ପାୱାରଙ୍କ ଗୋଷ୍ଠୀରେ ସାମିଲ ହେବେ କି ଜୟନ୍ତ ପାଟିଲ ?

ମୁମ୍ବାଇ: ଶରଦ ପାୱାରଙ୍କୁ ଝଟକା। ଅଜିତ ପାୱାର ଶାସକ ବିଜେପି ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେସେନା ସରକାରରେ ଏନସିପି ବିଧାୟକ ଦଳର ନେତା ଜୟନ୍ତ ପାଟିଲ ସାମିଲ ହେବା ନେଇ ଚାଲିଛି ଚର୍ଚ୍ଚା। ଶରଦ ପାୱାରଙ୍କ ଶିବିର ଛାଡ଼ି ଅଜିତଙ୍କ ଗୋଷ୍ଠୀରେ ସାମିଲ ହେବେ ଜୟନ୍ତ। ଆସନ୍ତା ଲୋକସଭା…

ଅମୃତ ଭାରତ ଯୋଜନା; ୫୦୮ଟି ରେଳ ଷ୍ଟେସନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଅମୃତ ଭାରତ ଷ୍ଟେସନ ଯୋଜନାରେ ଦେଶର ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଯୋଜନାକୁ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି । ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିବା ସହ ଅନ୍ୟ ସମସ୍ତ ଷ୍ଟେସନରେ…

ସୁପ୍ରିମ ଆଶ୍ୱସ୍ତି ପରେ ବାସହରା ରାହୁଲଙ୍କ ବଙ୍ଗଳାକୁ ନେଇ ବଢ଼ିଲା ସସପେନ୍ସ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ରାହୁଲ ଗାନ୍ଧୀ ଲୋକସଭାର ସଦସ୍ୟତା ପୁଣି ଫେରି ପାଇବେ। ଲୋକସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଘୋଷଣା ପରେ ସାଂସଦ ଭାବେ କାର୍ଯ୍ୟକ୍ଷେତ୍ରକୁ ଫେରିବା ସହ ପୁଣି ଥରେ ସାଂସଦ ହେବେ ରାହୁଲ। ଏଥିସହ ଆଗାମୀ ନିର୍ବାଚନ ମଧ୍ୟ ଲଢ଼ିପାରିବେ। କିନ୍ତୁ ସେ…

ବଦଳିଲେ ଫିରିଙ୍ଗିଆ ଥାନା IIC ତପନ କୁମାର ନାହାକ

ଫୁଲବାଣୀ: ପୋଲିସ ଗଞ୍ଜେଇ କାରବାର କରୁଥିବା ଅଭିଯୋଗକୁ ନେଇ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାରେ ଲଙ୍କାକାଣ୍ଡ ଘଟଣା‌ରେ ଆଇଆଇସିଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ସେହିପରି ଅଭିଯୋଗ ଥିବା ୨ ହୋମଗାର୍ଡଙ୍କୁ ମଧ୍ୟ କାର୍ଯ୍ୟରୁ ଅନ୍ତର କରାଯାଇଛି । ଏସମ୍ପର୍କରେ ସୂଚନା ଦେଇଛନ୍ତି…

ଚୀନରେ ଭୂକମ୍ପ: ରିକ୍ଟର ସ୍କେଲରେ ତିବ୍ରତା ୫.୫

ନୂଆଦିଲ୍ଲୀ: ଚୀନରେ ଶକ୍ତିଶାଳୀ ଭୂମିକମ୍ପ । ଆଜି ସକାଳୁ ଥରି ଉଠିଲା ଚୀନର ଦେଝୌ ନଗରୀ । ରିକ୍ଟର ସ୍କେଲରେ ଏହାର ତିବ୍ରତା ୫.୫ ରେକର୍ଡ କରାଯାଇଛି । ଭୂକମ୍ପ ଝଟକାରେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ତେବେ ଧନଜୀବନ କ୍ଷତି ହୋଇଥିବାର ଆଶଙ୍କା କରାଯାଉଛି । ‘ଚାଇନା ଆର୍ଥକ୍ବେକ୍‌…

ମାତୃଭାଷା ପ୍ରତି ମମତା ମତେ ସାହିତ୍ୟ-ମନସ୍କ କରାଇଲା : ଚନ୍ଦ୍ରା ମିଶ୍ର

ସମ୍ପ୍ରତି ଓଡ଼ିଶା ସାହିତ୍ୟରେ ଜଣେ ଅଗ୍ରଣୀ ଲେଖିକା ଭାବରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଚନ୍ଦ୍ରା ମିଶ୍ର । ବିଦେଶ ମାଟିରେ ପ୍ରଥମ ଓଡ଼ିଆ ସେବିକା ଭାବରେ ନିଜ କର୍ମମୟ ଜୀବନ ଆରମ୍ଭ କରିଥିବା ଶ୍ରୀମତୀ ମିଶ୍ର ମାତୃଭୂମି ଓ ମାତୃଭାଷାର ପ୍ରେମରେ ସଦା ସର୍ବଦା ନିମଜ୍ଜିତା ।ଗଳ୍ପ,…

ଆଜି ଭାରତ- ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍, ପ୍ରତ୍ୟାବର୍ତ୍ତନ ଆଶାରେ ଟିମ୍ ଇଣ୍ଡିଆ

ତ୍ରିନିବାଦ: ଆଜି ଭାରତ- ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ । ପ୍ରଥମ ମ୍ୟାଚରେ ୪ ରନରେ ପରାସ୍ତ ହେବା ପରେ ୨ୟ ମ୍ୟାଚ ଜିତି ସିରିଜକୁ ପ୍ରତ୍ୟାବର୍ତ୍ତନ କରିବା ଲକ୍ଷରେ ରହିଛି ଟିମ ଇଣ୍ଡିଆ । ସେପଟେ ଘରୋଇ ଦଳ ମଧ୍ୟ ଲଗାତର ୨ୟ ମ୍ୟାଚ ଜିତି ସିରିଜରେ ଆଗେଇବା ଲକ୍ଷରେ ରହିଛି । ପ୍ରଥମ ମ୍ୟାଚରେ…

ବଢ଼ୁଛି ହୀରାକୁଦ ଜଳସ୍ତର, ଖୋଲିପାରେ ଆହୁରି ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ବର୍ତ୍ତମାନ ହୀରାକୁଦର ୨୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମପଟୁ ୧୩ ଦକ୍ଷିଣ ପଟୁ ୭ଟି ଗେଟ୍ ଦେଇ ବନ୍ୟାଜଳ ନିସ୍କାସିତ…

ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ, ଗାଁରେ ପଶିଲା ପାଣି

ବାଲିପାଟଣା: ବାଳକାଟୀ-ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ । ବାଳକାଟିଠାରେ ଦକ୍ଷିଣ ପାର୍ଶ୍ଵ ବନ୍ଧରେ ଥିବା ସାଇଫୋନ ପାଖରେ ଘାଇ ସୃଷ୍ଟି ହୋଇଛି । ଓଭର ଫ୍ଲୋ ଯୋଗୁ ରାତିରେ ବନ୍ଧ ଭାଙ୍ଗିଯାଇଥିଲା । ବାଳକାଟି କଲେଜ ପଡ଼ିଆରେ ପାଣି ମାଡିଯାଇଛି । ପାଣି ଗାଁରେ ମାଡିଯିବାର ଆଶଙ୍କା ରହିଛି ।…