Latest Odisha News

BREAKING NEWS

Browsing Category

ଫିଚର

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ସେପଟେ ଛତିଶଗଡ଼ ଖୋଲିଦେଲା କଲମା ବ୍ୟାରେଜର ସମସ୍ତ ଗେଟ୍

ସମ୍ବଲପୁର: ଏପଟେ ତଳ ମୁଣ୍ଡରେ ବନ୍ୟା ସ୍ଥିତି ସୁଧୁରୁଥିବା ବେଳେ ସେପଟେ ଉପର ମୁଣ୍ଡରେ ବନ୍ୟାର ଭୟ ଘାରିଲାଣି । ଉପରେ ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ହୀରାକୁଦର ମୋଟ ୧୨ଟି ଗେଟ୍ ଖୋଲାଯାଇଛି । ପୂର୍ବରୁ ଦୁଇଟି ଗେଟ ଖୋଲା ରହିଥିବା ବେଳେ ଗତକାଲି ୧୦ଟି ଗେଟ…

ମୟୂରଭଞ୍ଜ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ଔଷଧ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ଥିବା ଔଷଧ ଷ୍ଟୋର ରୁମରେ ଗତକାଲି ରାତି ପ୍ରାୟ ୮ଟା ସମୟରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି । ଷ୍ଟୋର ରୁମଟି ବନ୍ଦ ଥିବାବେଳେ ଭିତର ପଟୁ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ପରେ ନିଆଁର ପ୍ରକୋପ…

ଆତଙ୍କବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ; ୩ ଯବାନ ସହିଦ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ । ଆତଙ୍କବାଦୀଙ୍କ ଗୁଳିରେ ଶହୀଦ ହେଲେ ୩ ଯବାନ । ବର୍ତ୍ତମାନ ଆତଙ୍କବାଦୀଙ୍କୁ ଧରିବା ଲାଗି ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ସୂଚନା ଅନୁସାରେ, କୁଲଗାମ ଜିଲ୍ଲାର ଏକ ଜଙ୍ଗଲରେ…

ଭୁବନେଶ୍ୱରରେ ଅମିତ ଶାହ, ଦଳୀୟ କର୍ମୀଙ୍କୁ ହାତ ହଲାଇ ଜଣାଇଲେ ଅଭିବାଦନ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପହଁଚିଲେ ଗୃହମନ୍ତ୍ରୀ ଅମିତ ଶାହ। ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ଶାହ ପାଖାପାଖି ରାତି 12ଟା ସମୟରେ ବିମାନ ବନ୍ଦରରେ ଭାରତୀୟ ବାୟୁସେନାର ବିମାନ ଯୋଗେ ଆସି ଅବତରଣ କରିଛନ୍ତି। ସ୍ବାଗତ କରିବାକୁ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ…

ଚିନିର ଅନ୍ତର୍ଜାତୀୟ ମୂଲ୍ୟରେ ରେକର୍ଡ ବୃଦ୍ଧି, ଭାରତରେ ବଢ଼ିବ କି ଦର?

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଚିନି ମୂଲ୍ୟ ଭାରତ ତୁଳନାରେ ପ୍ରାୟ ୫୦% ଅଧିକ । ଦେଶରେ ଚିନିର ହାରାହାରି ଖୁଚୁରା ମୂଲ୍ୟ କିଲୋଗ୍ରାମ ପିଛା ପ୍ରାୟ ୪୩ ଟଙ୍କା ଏବଂ ଏହା କେବଳ ସୀମା ମଧ୍ୟରେ ରହିବାର ସମ୍ଭାବନା ଅଛି । ହେଲେ ଭାରତ ସରକାର ସଫଳତାର ସହ ଦେଶରେ ଚିନିର ସ୍ଥିର ଖୁଚୁରା ମୂଲ୍ୟକୁ ବଜାୟ…

ସାହାରା ଜମାକାରୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା ଶୁକ୍ରବାର ନୂଆଦିଲ୍ଲୀରେ ସିଆରସିଏସ - ସାହାରା ରିଫଣ୍ଡ ପୋର୍ଟାଲ ମାଧ୍ୟମରେ ସାହାରା ଗ୍ରୁପ୍ ଅଫ୍ କୋଅପରେଟିଭ୍ ସୋସାଇଟିର ପ୍ରକୃତ ଜମାକାରୀଙ୍କୁ ଅର୍ଥ ହସ୍ତାନ୍ତର ଆରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦ୍ର ସମବାୟ ରାଷ୍ଟ୍ର…

ଇଣ୍ଡିଆ ମେଣ୍ଟରୁ ଆପ୍ ଅଲଗା ହୋଇଯିବ ବୋଲି କାହିଁକି ଚର୍ଚ୍ଚା?

ନୂଆଦିଲ୍ଲୀ: ଦିଲ୍ଲୀ ସେବା ବିଲ୍ ଲୋକସଭାରେ ପାରିତ ହୋଇଛି ଏବଂ ଏହା ସୋମବାର ରାଜ୍ୟସଭାରେ ପାରିତ ହେବ ବୋଲି ଆଶା କରାଯାଉଛି। ଏହାର କାରଣ ହେଉଛି ରାଜ୍ୟସଭାରେ ବିଜେପି ସହିତ ଓଡିଶାର ବିଜେଡି ଏବଂ ଆନ୍ଧ୍ରପ୍ରଦେଶର YSRCPର ସମର୍ଥନ ବୋଲି କୁହାଯାଉଛି। ଆଜ୍ଞା ହଁ, ଯଦି ଦିଲ୍ଲୀ ସେବା ବିଲ୍…

ଅଜବ ଢଙ୍ଗରେ ମୃତ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର : କାନ୍ଦିବା ପରିବର୍ତ୍ତେ ଘରଲୋକେ ଡିଜେ ବଜାଇ ନାଚିଲେ

ଝାନସୀ: ଯଦି ଘରେ କାହାରି ମୃତ୍ୟୁ ହୁଏ, ଘରଲୋକ କାନ୍ଦିବା ସହ ପୁରା ଭାଙ୍ଗି ପଡ଼ନ୍ତି । ଏହାକୁ ନେଇ ସମ୍ପର୍କୀୟମାନେ ଶୋକପ୍ରକାଶ ମଧ୍ୟ କରିଥାନ୍ତି । ହେଲେ ଏବେ ଝାନ୍‌ସୀ ଜିଲ୍ଲାରେ ଏକ ଅନନ୍ୟ ଅନ୍ତିମ ସଂସ୍କାର କରାଯାଉଥିବା ଦେଖିବାକୁ ମିଳିଛି, ଯାହାକୁ ଦେଖି ଲୋକମାନେ ମଧ୍ୟ ଆଶ୍ଚର୍ଯ୍ୟ…

‘ସାଂସଦ ପଦ ଫେରିପାଇବେ ରାହୁଲ, ଏବେ ବି ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ’

ନୂଆଦିଲ୍ଲୀ: ମୋଦୀ ସାଙ୍ଗିଆ ମାମଲାରେ ସୁପ୍ରିମକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଦଣ୍ଡକୁ ସ୍ଥଗିତ ରଖିଛନ୍ତି। 13 ଏପ୍ରିଲ 2019 ରେ, କର୍ଣ୍ଣାଟକର କୋଲାରରେ ଏକ ନିର୍ବାଚନୀ ସଭାରେ ମୋଦୀ ସାଙ୍ଗିଆ ସମ୍ପର୍କରେ ଦେଇଥିବା ମନ୍ତବ୍ୟ ପାଇଁ ବିଜେପି ନେତା ପୂର୍ଣ୍ଣେଶ ମୋଦୀ ରାହୁଲଙ୍କ…

ସୁବ୍ରତୋ ବାଗଚୀଙ୍କୁ ନବୀନ ଦେଲେ ନୂଆ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସିଭିଲ ସର୍ଭିସ ଟ୍ରେନିଂ ଇନଷ୍ଟିଚ୍ୟୁସନରେ ଦକ୍ଷତା ବିକାଶ ବା ବୃଦ୍ଧି ପାଇଁ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ସୁବ୍ରତୋ ବାଗଚୀ ଏଣିକି କାମ କରିବେ। ଏଥିପାଇଁ ଶୁକ୍ରବାର ନବୀନ ପଟ୍ଟନାୟକ ତାଙ୍କୁ ନିଯୁକ୍ତି ଦେଇଛନ୍ତି। ଗତ ୨୯ ତାରିଖରେ ଓଡ଼ିଶା ଦକ୍ଷତା…