Latest Odisha News

BREAKING NEWS

Browsing Category

ଫିଚର

ଏମିତି ଶିକ୍ଷୟିତ୍ରୀ, ଯିଏ ପିଲାଙ୍କ ୟୁନିଫର୍ମରେ ଆସନ୍ତି ସ୍କୁଲ

ରାୟପୁର: ଆଜିକାଲି ସରକାରୀ ସ୍କୁଲଗୁଡ଼ିକରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ପାଇଁ ୟୁନିଫର୍ମ ପିନ୍ଧିବା ବାଧ୍ୟତାମୂଳକ । ହେଲେ ଏମିତି ଜଣେ ଶିକ୍ଷୟିତ୍ରୀ ଅଛନ୍ତି, ଯିଏ ଶିକ୍ଷକଙ୍କ ୟୁନିଫର୍ମ ନ ପିନ୍ଧି ପିଲାଙ୍କ ୟୁନିଫର୍ମରେ ଆସିଥାନ୍ତି । ଏହାକୁ ନେଇ ସେ ଏବେ ଖୁବ୍ ଚର୍ଚ୍ଚାରେ ।…

ଖୁବଶୀଘ୍ର ଆସିବ ବାୟୋ ଟେକ୍ନୋଲୋଜି ନୀତି

ଭୁବନେଶ୍ୱର: ଖୁବଶୀଘ୍ର ଆସିବ ବାୟୋ ଟେକ୍ନୋଲୋଜି ନୀତି। ଆସନ୍ତା ମାସକ ଭିତରେ ଏହାକୁ ଆଣିବେ ରାଜ୍ୟ ସରକାର। ଏ ଦିଗରେ ଚାଲିଛି କାମ। ଏଥିରେ ବାୟୋ-ଟେକ୍ନୋଲୋଜି ସମ୍ବନ୍ଧିତ ମେଡିକାଲ ଉପକରଣ, ଟିକା ନିର୍ମାଣ, ଫାର୍ମାସ୍ୟୁଟିକାଲ ପରି ଇଣ୍ଡଷ୍ଟ୍ରିକୁ ପ୍ରୋତ୍ସାହନ ଦେବାକୁ ବିଭିନ୍ନ ପ୍ରକାର…

ଥଣ୍ଡା ଦୂର କରେ ପିପ୍ପଳୀ, ଜାଣନ୍ତୁ ଏହାକୁ ସେବନ କରିବାର ପଦ୍ଧତି…

ଭୁବନେଶ୍ଵର: ଭାରତୀୟ ମାନଙ୍କ ରୋଷେଇ ଘରେ ପିପ୍ପଳୀ ମସଲା ଭାବରେ ବ୍ୟବହୃତ ହୁଏ | ଏହା କେବଳ ଖାଦ୍ୟରେ ସ୍ୱାଦ ବଢ଼ାଏ ନାହିଁ, ବରଂ ଏହାକୁ ପୁଷ୍ଟିକର ମଧ୍ୟ ବନେଇଥାଏ | ଏହାର ନିୟମିତ ସେବନ ଶରୀରକୁ ଅନେକ ରୋଗ ଏବଂ ସମସ୍ୟାରୁ ଦୂରେଇ ରଖେ | ଏହା ଶରୀର ପାଇଁ ରାମବାଣ ସଦୃଶ୍ୟ ବିବେଚନା କରାଯାଏ | …

ଆଇନ୍‌ରେ ପରିଣତ ହେଲା ଦିଲ୍ଲୀ ସେବା ବିଲ୍‌, ମଞ୍ଜୁରୀ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ବିବାଦୀୟ ଦିଲ୍ଲୀ ସେବା ବିଲକୁ ଅନୁମୋଦନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହା ଏବେ ଏକ ଆଇନରେ ପରିଣତ ହୋଇଛି। ଏନେଇ ଅଧିସୂଚନା ଜାରି କଲା କେନ୍ଦ୍ର ସରକାର। ବର୍ତ୍ତମାନ ଜାତୀୟ ରାଜଧାନୀ ଅଞ୍ଚଳ ଦିଲ୍ଲୀ ସରକାର ଅଧିନିୟମ ୨୦୨୩ କୁ ଲାଗୁ କରିବା ପାଇଁ ଏକ ନୋଟିଫିକେସନ୍…

ଡାକ୍ତରଖାନାରେ ମିଳିଲାନି ଷ୍ଟ୍ରେଚର; ସ୍ତ୍ରୀଙ୍କୁ କାନ୍ଧରେ ବୋହି ନେଲେ ବୃଦ୍ଧ ସ୍ୱାମୀ

ପୁରୀ: ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ରେ ଅଭାବନୀୟ ଘଟଣା l ମିଳିଲାନି ଷ୍ଟ୍ରେଚର କି ହୁଇଲଚେୟାର ।  କାନ୍ଧରେ ଅସୁସ୍ଥ ସ୍ତ୍ରୀକୁ ବୋହିନେଲେ ସ୍ଵାମୀ । ଅସୁସ୍ଥ ବୃଦ୍ଧା ଜଣକ ହେଲେ ମଧ୍ୟପ୍ରଦେଶ ର ୬୫ବର୍ଷୀୟା କାଲାବାଇ l ବୃଦ୍ଧାଜଣକୁ ତାଙ୍କ ସ୍ୱାମୀ କାନ୍ଧରେ ବୋହି ନେଉଥିବା ଦୃଶ୍ୟ ଏବେ…

ତଦନ୍ତରେ ଉତ୍କର୍ଷତା ପାଇଁ ୪ ଓଡ଼ିଆ ପୋଲିସ ଅଧିକାରୀ ପାଇବେ ‘କେନ୍ଦ୍ର ଗୃହମନ୍ତ୍ରୀ ପଦକ’

ଭୁବନେଶ୍ୱର: ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ପଦକ ଘୋଷଣା। କେନ୍ଦ୍ର ଗୃହମନ୍ତ୍ରୀ ମେଡାଲ-୨୦୨୩ ପାଇଁ ଦେଶର ୧୪୦ ପୋଲିସ ଅଧିକାରୀ ମନୋନୀତ ହୋଇଛନ୍ତି। ସେଥିମଧ୍ୟରେ ରହିଛନ୍ତି ୪ ଓଡ଼ିଆ ପୋଲିସ ଅଧିକାରୀ। ଦୁଇ ଜଣ ଡିଏସପି ଓ ଦୁଇ ଜଣ ଇନ୍ସପେକ୍ଟରଙ୍କୁ ମିଳିବ ଏହି ପଦକ।…

ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କ ରାଜ, ଯୁବକଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ

ପୁରୀ: ପୁଣି ପୁରୀରେ ଅପରାଧୀଙ୍କ ଚାଲିଛି ଆତଙ୍କ ରାଜ। ଶୁକ୍ରବାର ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କଲେ କିଛି ଦୁର୍ବୃତ୍ତ। ଆକ୍ରମଣରେ ନୂଆପାଟଣା ଲେନର ସନ୍ତୋଷ କୁମାର ରାଉତ ଗୁରୁତର ଭାବେ ଆହତ ହୋଇ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁସାରେ…

ଗୁଗଲର ଆଲର୍ଟ ମେସେଜ୍; ଅପଡେଟ୍‌ ନକଲେ ଡି-ଆକ୍ଟିଭ ହୋଇଯିବ ଜିମେଲ୍ ଆକାଉଣ୍ଟ

ନୂଆଦିଲ୍ଲୀ: ଗୁଗଲ ପକ୍ଷରୁ ଆସିଲା ଆଲର୍ଟ ମେସେଜ୍। ଏଣିକି ଜିମେଲ୍ ଆକାଉଣ୍ଟ ଅପଡେଟ୍‌ ନକଲେ ହୋଇଯିବ ଡି-ଆକ୍ଟିଭ। କେନ୍ଦ୍ର ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା କମ୍ପ୍ୟୁଟର ଏମରଜେନ୍ସି ରେସପୋନ୍ସ ଟିମ୍‌ (ସିଇଆରଟି) ଗୁଗଲର ଏହି ଆଲର୍ଟ…

ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଏନକାଉଣ୍ଟର; ଜଣେ ସିଆରପିଏଫ୍ ଯବାନ ସହିଦ, ୧୧ଟି ମାଓବାଦୀ ବଙ୍କର ଚିହ୍ନଟ

ଝାଡ଼ଖଣ୍ଡ: ରାଜ୍ୟର ପଶ୍ଚିମ ସିଂହଭୂମି ଜିଲ୍ଲାରେ ମାଓବାଦୀ ଓ ସୁରକ୍ଷାକର୍ମୀ ମଧ୍ୟ ଏନକାଉଣ୍ଟର। ଉକ୍ତ ଏନକାଉଣ୍ଟରରେ ଜଣେ ସିଆରପିଏଫ୍ ଯବାନ ଶହୀଦ ହୋଇଥିବା ବେଳେ ଅନ୍ୟ ଜଣେ ଯବାନ ଆହତ ହୋଇଛନ୍ତି। ଜଣେ ବରିଷ୍ଠ ପୋଲିସ ଅଧିକାରୀ ଏହି ସୂଚନା ଦେଇଛନ୍ତି। ରାଜ୍ୟ ରାଜଧାନୀ ରାଞ୍ଚିଠାରୁ ପ୍ରାୟ…

ଅଭିନେତ୍ରୀ ଜୟା ପ୍ରଦାଙ୍କୁ ୬ ମାସ ଜେଲ୍ , ଗଣିବେ ୫ହଜାର ଟଙ୍କାର ଜୋରିମାନା

ମୁମ୍ବାଇ:  ବଲିଉଡ ଅଭିନେତ୍ରୀ ତାଥା ପୂର୍ବତନ ସାଂସଦ ଜୟା ପ୍ରଦାଙ୍କୁ ୬ମାସର ଜେଲ୍ ଦଣ୍ଡାଦେଶ । ଅଭିନେତ୍ରୀଙ୍କ ସହ ତାଙ୍କର ବିଜନେସ ପାର୍ଟନର ରାମ କୁମାର ଓ ରାଜା ବାବୁଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି । ଜୟାଙ୍କୁ ଜେଲ୍ ଦଣ୍ଡାଦେଶ ସହ ୫ହଜାର ଟଙ୍କାର ଜୋରିମାନା ମଧ୍ୟ ଲାଗିଛି । ଚେନ୍ନାଇର…