Latest Odisha News

BREAKING NEWS

Browsing Category

ଫିଚର

ଲା଼ଞ୍ଚ ନେଇ ଗିରଫ ହେବା ପରେ ନିଲମ୍ବିତ ହେଲେ ଦଶମନ୍ତପୁର ଆଇଆଇସି

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନାର ଇନ୍ସପେକ୍ଟର ଇନଚାର୍ଜ (ଆଇଆଇସି) ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିବା ପରେ ତାଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗତ ଜୁଲାଇ ୨୮ ତାରିଖରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ…

କାଚ ପରିି ମାଛ: ଯିଏ ଦେଖୁଛି ସିଏ ତାଜୁବ

ଦୁନିଆରେ ଅନେକ ଅଦ୍ଭୁତ ପ୍ରାଣୀ ଅଛନ୍ତି, ଯାହାକୁ କି ବେଳେବେଳେ ଆଖିରେ ଦେଖିଲେ ବି ବିଶ୍ୱାସ କରି ହୁଏ ନାହିଁ । କିନ୍ତୁ ଏବେ ସୋସିଆଲ ମିଡିଆରେ ଅନେକ ଅଦ୍ଭୁତ ଜୀବ ଦେଖିବାକୁ ମିଳୁଛି, ଯାହାକୁ ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଆନ୍ତି । ଏବେ ସେମିତି ସୋସିଆଲ ମିଡ଼ିଆରେ ଏପରି ଏକ ମାଛର ଭିଡ଼ିଓ…

ହରିୟାଣା ହିଂସା ସମ୍ପର୍କୀତ ବିବାଦୀୟ ଟୁଇଟ ନେଇ ମୁହଁ ଖୋଲିଲେ ଗୋବିନ୍ଦା

ନୂଆଦିଲ୍ଲୀ: ହରିୟାଣା ହିଂସା ଉପରେ ଫିଲ୍ମଷ୍ଟାର ଗୋବିନ୍ଦାଙ୍କ ଏକ ବିବାଦୀୟ ଟୁଇଟ ଚର୍ଚ୍ଚାର କାରଣ ସାଜିଥିଲା । ଏବେ ଏହି ଟୁଇଟ ସମ୍ପର୍କରେ ସେ ମୁହଁ ଖୋଲିଛନ୍ତି । ଗୋବିନ୍ଦା କହିଛନ୍ତି, ମୋ ଟୁଇଟର ଆଇଡି ହ୍ୟାକ ହୋଇଯାଇଥିଲା । ମୁଁ ଏ ସମ୍ପର୍କରେ ମୁମ୍ବାଇ ସାଇବର କ୍ରାଇମ ନିକଟରେ ଅଭିଯୋଗ…

ବୁଧବାର ହେବ ବନକଲାଗି ନୀତି, ଏବେ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ୱାର

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତିକୁ ନେଇ ଉପୁଜିଥିବା ଦ୍ୱନ୍ଦ୍ୱ ଓ ବିବାଦର ଅବସାନ ଘଟିଛି । ଆଜି  ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ମାସକୁ ଦୁଇ ଥର ବୁଧବାର ବନକଲାଗି ନୀତି ଅନୁଷ୍ଠିତ ହେବ । ଯଦି ବୁଧବାର ବିଶେଷ ନୀତି ରହିବ ତାହେଲେ ଗୁରୁବାର…

ନିର୍ବାଚନ ଜିତିବାକୁ ବିଜେପିର ଆଗୁଆ ଇଭିଏମ ହ୍ୟାକିଂ! ମମତାଙ୍କୁ ମିଳିଲା ପ୍ରମାଣ

ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରମୁଖ ଦଳ ଗୁଡିକ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଏଭଳି ସମୟରେ ଇଭିଏମକୁ ହ୍ୟାକିଂ ପ୍ରସଙ୍ଗକୁ ନେଇ ରାଜନୈତିକ ପରିବେଶ ଉଷ୍ମ ହୋଇଛି। ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପି…

ସ୍କୁଲ ଯାଉଛନ୍ତି ୭୮ ବର୍ଷ ବୟସ୍କ ବୃଦ୍ଧ, ଛୋଟ ଛୋଟ ପିଲାଙ୍କ ସହ ବସି ପଢୁୁଛନ୍ତି ପାଠ

ମିଜୋରାମ: କୁହାଯାଏ ଶିକ୍ଷାଦାନ କରିବାର କୌଣସି ବୟସସୀମା ନାହିଁ । ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ମିଜୋରାମର ଜଣେ ୭୮ ବର୍ଷୀୟ ବୃଦ୍ଧ । ସେ ଏହି ବୟସରେସ୍କୁଲରେ ନାମ ଲେଖାଇବା ସହ ଛୋଟ ଛୋଟ ପିଲାଙ୍କ ମେଳରେ ବସି ମଧ୍ୟ ପାଠ ପଢୁଛନ୍ତି । ଏଥିଲାଗି ତାଙ୍କୁ ୩ କିମି ରାସ୍ତା ଯିବାକୁ ବି…

ଇଂଲଣ୍ଡକୁ ଟି୨୦ ବିଶ୍ୱକପ ଜିତାଇଥିବା ଆଲେକ୍ସଙ୍କ ଅବସର ଘୋଷଣା

ଲଣ୍ଡନ: ଇଂଲଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ ଆଲେକ୍ସ ହେଲ୍ସ ଶୁକ୍ରବାର ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଦିନିକିଆ ବିଶ୍ୱକପ ଆଉ ୨ ମାସ ଥିବା ବେଳେ ସେ ହଠାତ ଏହି ନିଷ୍ପତି ନେଇଛନ୍ତି । ଗତ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଟି୨୦ ବିଶ୍ୱକପରେ ସେ ଇଂଲଣ୍ଡକୁ ବିଜୟୀ କରାଇବାରେ…

ଯୁବକଙ୍କ ଅଜବ କୌଶଳ: ମୁଣ୍ଡରେ ସୋଫା ରଖି ଚଲାଇଲେ ସାଇକେଲ, ଲୋକେ ଦେଖି ଆଶ୍ଚର୍ଯ୍ୟ

ନ୍ୟୁୟର୍କ: ସୋସିଆଲ ମିଡିଆରେ ଆମକୁ ଅଜବ ଭିଡ଼ିଓ ସବୁ ଦେଖିବାକୁ ମିଳିଥାଏ, ଯାହାକୁ ଦେଖି ଆମେ ଆଶ୍ଚର୍ଯ୍ୟ ହୋଇଯାଉ । ବେଳେ ବେଳେ ଲୋକେ ଏମିତି କାମ କରି ବସନ୍ତି, ଯାହା ସମସ୍ତଙ୍କ କଳ୍ପନା ବାହାରେ । ନିକଟରେ ଏମିତି ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ଯୁବକ ତାଙ୍କ ମୁଣ୍ଡରେ…

ବାଂଲାଦେଶ କ୍ରିକେଟରେ ତାମିମଙ୍କ ନାଟକ ସରୁନି, ଅଧିନାୟକ ପଦରୁ ଦେଲେ ଇସ୍ତଫା

ଢ଼ାକା: ବାଂଲାଦେଶ କ୍ରିକେଟରେ ତାମିମ ଇକବାଲଙ୍କ ନାଟକ ସରିବା ନାମ ନେଉ ନାହିଁ । ଶୁକ୍ରବାର ତାମିମ ଦିନିକିଆ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତ । ଏଥିସହ ସେ ଆଘାତ ସମସ୍ୟା ଯୋଗୁ ଏସିଆ କପରେ ଖେଳିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି । ଗତ ମାସରେ ଆଫଗାନିସ୍ତାନଠାରୁ ହାରିବା ପରେ ତାମିମ…

ବଢୁଛି ହୀରାକୁଦର ଜଳସ୍ତର, ଖୋଲିଲା ଆଉ ୫ ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ୍ ଖୋଲା ଯାଇଛି । ପୂର୍ବରୁ ୨ଟି ଗେଟ୍ ଖୋଲା ଯାଇଥିବା ବେଳେ ପରେ ୫ଟି ଗେଟ୍ ଖୋଲାଯାଇ ୭ଟି ଗେଟରେ ନିଷ୍କାସନ ହେଉଥିଲା ବନ୍ୟା ଜଳ । ସନ୍ଧ୍ୟାରେ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ଆଉ ୫ଟି ଗେଟ୍ ଖୋଲିବା ସହ ଏବେ ୧୨ଟି ଗେଟ୍ ଦେଇ ବନ୍ୟା ଜଳ…