Latest Odisha News

BREAKING NEWS

Browsing Category

ଫିଚର

ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ; ୩ ମହିଳାଙ୍କ ସମେତ ୮ ମୃତ

କ୍ରିଷ୍ଣାଗିରି: ତାମିଲନାଡୁ କ୍ରିଷ୍ଣାଗିରି ଜିଲ୍ଲାରେ ଭୟଙ୍କର ବାଣ ବିସ୍ଫୋରଣ । ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ । ମୃତକଙ୍କ ମଧ୍ୟରେ ୩  ଜଣ ମହିଳା ଥିବା ଜଣାଯାଇଛି । ଅନେକ ଲୋକ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଶନିବାର ସକାଳ ପ୍ରାୟ…

୨୦୦୬ରୁ ଓଡ଼ିଶାରେ ହ୍ରାସ ପାଇ ଚାଲିଛି ବାଘଙ୍କ ସଂଖ୍ୟା, ଶିମିଳିପାଳରେ ବଢ଼ୁଛି

ଭୁବନେଶ୍ୱର: ରାଜ୍ୟରେ କମୁଛି ବାଘଙ୍କ ସଂଖ୍ୟା । ବିଶ୍ୱ ବ୍ୟାଘ୍ର ଦିବସ ଅବସରରେ କେନ୍ଦ୍ର ସରକାର ବାଘ ସଂଖ୍ୟା ନେଇ ରିପୋର୍ଟ ପ୍ରକାଶ କରିଛନ୍ତି । ଯେଉଁଥିରେ ଦର୍ଶାଯାଇଛି ଏବେ ଓଡ଼ିଶାରେ ୨୦ଟି ମହାବଳ ରହିଛନ୍ତି । ୨୦୧୮ରେ ଓଡ଼ିଶାରେ ୨୮ଟି ବାଘ ଥିବା ବେଳେ ୨୦୨୨ରେ ୨୦କୁ ଖସି ଆସିଛି ।…

କ’ଣ ଥିଲା ପଲିଗ୍ରାଫ ଟେଷ୍ଟ ବେଳେ ଗୋପାଳଙ୍କୁ ପଚରା ଯାଇଥିବା ସେହି ୨୬ ପ୍ରଶ୍ନ ?

ଭୁବନେଶ୍ୱର:ଆସିଛି ଗୋପାଳ ଦାସର ପଲିଗ୍ରାଫ ଟେଷ୍ଟ ରିପୋର୍ଟ । ପଲିଗ୍ରାଫି ଟେଷ୍ଟ ବେଳେ ତାଙ୍କୁ ୨୬ ଟି ପ୍ରଶ୍ନ ପଚରା ଯାଇଥିଲା । ଏହି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଅନେକ ସତ ଉଗାଳିଛି ଗୋପଳ ।  ପଲିଗ୍ରାଫ ଟେଷ୍ଟରେ ଗୋପଳ ମନ୍ତ୍ରୀ ନବ ଦାସଙ୍କ ବିରୋଧରେ ଏକପ୍ରକାର ବିଷୋଦଗାର କରିଛି।…

ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର:କାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର : ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହି ଲଘୁଚାପ କ୍ଷେତ୍ର ଆଜି ଉତ୍ତର ଓଡ଼ିଶା ପାଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସୃଷ୍ଟି ହୋଇଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି । ଏହାର ପ୍ରଭାବରେ…

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର: ପାଇଖାନା ଟାଙ୍କି ସଫା କରିବା ବେଳେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଶନିବାର ମଧ୍ଯାହ୍ନରେ ଏ ଅଘଟଣ ଘଟିଛି ଭୁବନେଶ୍ୱରର ଶିଶୁପାଳଗଡ଼ ଅଞ୍ଚଳରେ । ଶିଶୁପାଳଗଡ଼ର ରଘୁନାଥ ନଗରରେ ପାଇଖାନା ଟାଙ୍କି ସଫା କରିବା ଲାଗି ୨ ଶ୍ରମିକ ଯାଇଥିଲେ । ହେଲେ ସେମାନେ ଆଉ ବାହାରକୁ ବାହାରି…

ପ୍ରଶ୍ନପତ୍ର ଲିକ ମାମଲା; ୫୫ ଛାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା ଓଏସଏସସି

ଭୁବନେଶ୍ୱର: OSSC ଜେଇ ସିଭିଲ ମେନ୍ ପରକ୍ଷାର ପ୍ରଶ୍ନପତ୍ର ଲିକ୍ ମାମଲାରେ ୫୫ ଜଣ ଛାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ପ୍ରଶ୍ନପତ୍ର ଲିକ୍ ମାମଲାରେ ସଂପୃକ୍ତ ଥିବା ଅଭିଯୋଗରେ ୫୫ ଜଣ ପରୀକ୍ଷାର୍ଥୀଙ୍କୁ ଶନିବାର କାରଣ ଦର୍ଶାଅ ନୋଟିସ୍ ଜାରି କରିଛି OSSC । ବାଲେଶ୍ୱର…

ଶିମିଳିପାଳ ଅଭୟାରଣ୍ୟରୁ ୮ଟି ଦେଶୀ ବନ୍ଧୁକ ସହ ଗୋଟିଏ ପିସ୍ତଲ୍ ଜବତ

ବାରିପଦା: ଅସୁରକ୍ଷିତ ଶିମିଳିପାଳ ? ଅଭୟାରଣ୍ୟକୁ କୁଆଡ଼ୁ ଆସୁଛି ବନ୍ଧୁକ ? ବିଗତ ୬ ମାସରେ ଶମିଳିପାଳରୁ ୩୨ଟି ବନ୍ଧୁକ ଜବତ ହେଲାଣି । ପୂର୍ବରୁ ୨୩ଟି ବନ୍ଧୁକ ଜବତ ହୋଇଥିବା ବେଳେ ଜୁଲାଇ ୨୮ରେ ପୋଲିସ ଆଉ ୯ଟି ବନ୍ଧୁକ ଜବତ କରିଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶୁକ୍ରବାର ମୟୂରଭଞ୍ଜ…

ମିଛ ତଥ୍ୟ ଦେଇ ଚାକିରିରୁ ବିଦା ହେଲେ ସହକାରୀ ଯନ୍ତ୍ରୀ

ବିଜେପୁର: ମିଛ ସାକ୍ଷୀ ଦେବା ପଡ଼ିଲା ମହଙ୍ଗା । ଚାକିରିରୁ ବିଦା ହେଲେ ବିଜେପୁର RWSS ସହକାରୀ ଯନ୍ତ୍ରୀ ଉପେନ୍ଦ୍ରଭଞ୍ଜ ନାଏକ । ସମ୍ବଲପୁରର ଏକ ଭିଜିଲାନ୍ସ ମାମଲାର ବିଚାର ସମୟରେ ମିଛ ସାକ୍ଷୀ ଦେବାକୁ ନେଇ ବରଗଡ ବିଜେପୁର RWSS ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ଭଞ୍ଜ ନାଏକଙ୍କୁ ଚାକିରିରୁ…

EOW ପଞ୍ଝାରେ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ସ୍ଵୟମ୍ ପ୍ରକାଶ ପରିଡା

ଭୁବନେଶ୍ବର: ବ୍ୟାଙ୍କ ଲୋନ୍ ଦେବା ନାଁରେ ବଡ଼ ଧରଣର ଠକେଇ ମାମଲା । ବନ୍ଧା ହେଲେ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ସ୍ଵୟମ୍ ପ୍ରକାଶ ପରିଡା । ସ୍ୱୟମଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି । ତାଙ୍କ ନାଁରେ ୧ କୋଟି ୯ ଲକ୍ଷ ଟଙ୍କାର…

୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ; ରାସ୍ତାକଡରେ କୁନି ଝିଅକୁ ଫୋପଡି ପଳାଇଲା ଦୁର୍ବୃତ୍ତ

ପାରାଦ୍ଵୀପ : ଜଟାଧାର ମୁହାଣ ଥାନା ଅଞ୍ଚଳରେ ଘଟିଛି ଚାଞ୍ଚଲ୍ୟକର ଘଟଣା। ଘରୁ ଉଠାଇ ନେଇ ୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ‌ଅଭିଯୋଗ । ସେତିକି ନୁହେଁ, ଏ ନରରାକ୍ଷସ କୁନିି ଶିଶୁକନ୍ୟାକୁ ଘରଠାରୁ ଦୂରରେ ଫିଙ୍ଗି ଦେଇ ଫେରାର ହୋଇଯାଇଛି । ମିଳିଥିବା ଖବର ଅନୁସାରେ,   ବାପା-ମା ଙ୍କ…