Latest Odisha News

BREAKING NEWS

Browsing Category

ଫିଚର

ଆସୁଛି ଗଣେଶ ପୂଜା; ଡିଜେ ବଦଳରେ ପାରମ୍ପାରିକ ବାଦ୍ୟକୁ ଅନୁମତି

ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଗଣେଶ ପୂଜା ଅନୁଷ୍ଠିତ ହେବ। ରାଜଧାନୀ ଭୁବନେଶ୍ବରରେ ଗଣେଶ ପୂଜାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୂର୍ତ୍ତି ଗଢ଼ା କାମ ଜୋରସୋରରେ ଚାଲିଛି। ଏହାରି ମଧ୍ଯରେ ଗଣେଶ ପୂଜାକୁ ସୁବ୍ୟବସ୍ଥିତ ଢଙ୍ଗରେ କରିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ସୂଚନା…

କୋଲକାତା ଲଜ୍ଜା: ନିଜ ଆଡୁ ହସ୍ତକ୍ଷେପ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କୋଲକାତାର ଆରଜି କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ନିଜ ଆଡୁ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ। ଦେଶର ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ତିନିଜଣିଆ ଖଣ୍ଡପୀଠ ମଙ୍ଗଳବାର ଦିନ ଏହି ମାମଲାର ଶୁଣାଣି କରିବେ।…

ବ୍ଲୁ ମୁନ୍, ବ୍ଲଡ଼୍ ମୁନ୍ ଓ ସୁପରମୁନ୍ ମଧ୍ୟରେ ପାର୍ଥକ୍ୟ କଣ ? ରାକ୍ଷୀ ପୂର୍ଣ୍ଣିମାରେ ଦେଖିବାକୁ ମିଳିବ ବିରଳ ଦୃଶ୍ୟ

ରକ୍ଷା ବନ୍ଧନ ଅବସରରେ ଦେଖାଯିବ ବିରଳ ଘଟଣା। କାରଣ ବଦଳିଯିବ ଚନ୍ଦ୍ରର ରଙ୍ଗ। ତୋଫା ଜହ୍ନ ନୀଳ ପଡିଯିବ ଅର୍ଥାତ୍‌ ଆକାଶରେ ବ୍ଲୁ ମୁନ ବା ନୀଳଜହ୍ନ ଦେଖାଯିବ। ଲୋକେ ରାତିରେ ସୁନ୍ଦର ଚନ୍ଦ୍ରକୁ ଦେଖିବାକୁ ପସନ୍ଦ କରନ୍ତି। ଅନେକ ଥର ଆମେ ଦେଖୁ ଯେ ଚନ୍ଦ୍ର ପୃଥିବୀଠାରୁ ପ୍ରତିଦିନ ଭିନ୍ନ…

ନେତାଜୀଙ୍କ ଅବଶେଷକୁ ଭାରତ ଫେରାଇ ଆଣନ୍ତୁ; ମୋଦିଙ୍କୁ କଲେ ଅପିଲ୍  

ନୂଆଦିଲ୍ଲୀ: ନେତାଜୀଙ୍କ ଅବଶେଷକୁ ଭାରତ ଫେରାଇ ଆଣନ୍ତୁ।ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅଣନାତି ଚନ୍ଦ୍ର କୁମାର ବୋଷ ଜାପାନର ରେନକୋଜି ମନ୍ଦିରରୁ ସ୍ୱାଧୀନତା ସଂଗ୍ରାମୀଙ୍କ ମୃତଦେହର ଅବଶେଷକୁ ଭାରତକୁ ଆଣିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିବେଦନ କରିଛନ୍ତି। ସେ ଶନିବାର…

ଡାକ୍ତରଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ: ସ୍ବାସ୍ଥ୍ଯ ମନ୍ତ୍ରୀ

ଭୁବନେଶ୍ୱର: କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ନ୍ୟାୟ ଦାବି କରି ଦେଶବ୍ୟାପୀ ଡାକ୍ତରମାନେ ବିକ୍ଷୋଭରେ ସାମିଲ ହୋଇଛନ୍ତି। ଓଡିଶାରେ ସ୍ୱାସ୍ଥ୍ୟ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏନେଇ ଓଡିଶା ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ…

ମହାଭାରତ ଯୁଦ୍ଧ ସମୟରେ ଭୀଷ୍ମ ପିତାମହ ଓ ଶ୍ରୀକୃଷ୍ଣଙ୍କ ବୟସ କେତେ ଥିଲା ?

ଏହି ଆଧୁନିକ ଦିନର ମଣିଷ ସର୍ବାଧିକ ହାରାହାରି ୧୦୦ ବର୍ଷ ବଞ୍ଚିପାରେ। ଯଦି ଭଲ ଖାଦ୍ୟ ଏବଂ ଅନୁକୂଳ ପରିବେଶ ଅଛି ତେବେ ଜଣେ ବ୍ୟକ୍ତି ୧୨୫ ବର୍ଷ ବଞ୍ଚିପାରିବ। ଯଦି ଆମେ ହିନ୍ଦୁ ପୁରାଣ ଗ୍ରନ୍ଥକୁ ଅନୁସରଣ କରିବା ତେବେ ଏଠାରେ ଅନେକ ଉଲ୍ଲେଖନୀୟ ରହିଛି ଯେ ପୂର୍ବେ ଅନେକ ଦେବ ପୁରୁଷ ଥିଲେ…

ସାମ୍ନାକୁ ଆସିଲା ରବୀନ୍ଦ୍ରନାଥ ଟାଗୋରଙ୍କ ହାତ ଲେଖା ଜାତୀୟ ସଂଗୀତ

ନୂଆଦିଲ୍ଲୀ: ଦେଶର ୭୮ତମ ସ୍ୱାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସମଗ୍ର ଦେଶ ମନେ ପକାଉଛି। ଏଥିସହିତ ରବୀନ୍ଦ୍ରନାଥ ଟାଗୋରଙ୍କୁ ମନେ ପକାଇଛି ନୋବେଲ କମିଟି। ଜାତୀୟ ସଂଗୀତ ବଜାଇ ତ୍ରିରଙ୍ଗାକୁ ସମ୍ମାନ ଜଣାଯାଉଛି। ଜାତୀୟ ସଂଗୀତ ରବୀନ୍ଦ୍ରନାଥ ଟାଗୋର…

ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ; ଅଲଗା ହେବ +୨ ଓ + ୩ ମହାବିଦ୍ୟାଳୟ

ଭୁବନେଶ୍ୱର: ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ। ଅଲଗା ହେବ ରାଜ୍ୟର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟଳୟ। ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ ରାଜ୍ୟର ସମସ୍ତ ଯୁଗ୍ମ ମହାବିଦ୍ୟାଳୟରୁ +୨ ଓ +୩…

ଜମ୍ମୁ-କାଶ୍ମୀରର ନୂଆ ଡିଜିପି ଭାବେ ନଳିନ ପ୍ରଭାତ ନିଯୁକ୍ତ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ନୂତନ ଡିଜିପି ଭାବେ ନିଯୁକ୍ତ ହେଲେ ନଳିନ ପ୍ରଭାତ। ଅକ୍ଟୋବର ୧ ତାରିଖରୁ ଜମ୍ମୁ-କାଶ୍ମୀରର ନୂତନ ଡିଜିପି ଭାବେ ସେ କାର୍ଯ୍ୟଭାର ଗ୍ରହଣ କରିବେ। ସୂଚନା ଅନୁଯାୟୀ ୧୯୯୨ର ଆଇପିଏସ୍ ଅଧିକାରୀ ନଳିନ ପ୍ରଭାତଙ୍କୁ ୩୦ ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ…

କୋଲକାତାରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ଯା ଘଟଣା; ଏସସିବି ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କଟକ: କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ଯା ଘଟଣାରେ ଆନ୍ଦୋଳନକୁ ଓହ୍ଲାଇଲେ କଟକ ବଡ଼ ମେଡିକାଲର ଜୁନିଅର ଡାକ୍ତର। ସୂଚନା ଅନୁଯାୟୀ, ପୀଡିତାଙ୍କୁ ନ୍ଯାୟ ଦାବିରେ ଡାକ୍ତରଙ୍କ ଦ୍ବାରା ଜାରି ରହିଥିବା ଦେଶବ୍ୟାପୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି କଟକ ଏସସିବି ମେଡିକାଲ କଲେଜ ଓ…