Latest Odisha News

BREAKING NEWS

Browsing Category

ଫିଚର

ଯୁବରାଜ ସିଂଙ୍କ ମାଆଙ୍କୁ ଧମକ: ୪୦ ଲକ୍ଷ ନଦେଲେ ମିଥ୍ୟା ମାମଲାରେ ଫସେଇ ଦେବି କହିଲେ ମହିଳା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତୀୟ ଟିମ୍‌ର ପୂର୍ବତନ କ୍ରିକେଟର ଯୁବରାଜ ସିଂଙ୍କ ମାଆଙ୍କୁ ମିଥ୍ୟା ମାମଲାରେ ଫସାଇ ଦେବାକୁ ମିଳିଛି ଧମକ। ଏହି ଘଟଣା ପରେ ବର୍ତ୍ତମାନ ଚର୍ଚ୍ଚାକୁ ଆସିଛନ୍ତି ଯୁବରାଜ ସିଂଙ୍କ ପରିବାର ଲୋକେ। ଯୁବରାଜ ସିଂଙ୍କ ମା’ ଶବନମ ସିଂଙ୍କୁ ଧମକ ଦେଇ ୪୦ ଲକ୍ଷ ଟଙ୍କା…

ୱେଷ୍ଟଇଣ୍ଡିଜର ବିମାନ ସେବା ନେଇ ଅସନ୍ତୋଷ ବ୍ୟକ୍ତ କଲେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳ ଏବେ ୱେଷ୍ଟଇଣ୍ଡିଜ ଗସ୍ତରେ ରହିଛି । ୨ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୦ରେ ଜିତିବା ପରେ ଏବେ ଦିନିକିଆ ସିରିଜ ଉପରେ ନଜର ରହିଛି । ତେବେ ୱେଷ୍ଟଇଣ୍ଡିଜରେ ବିମାନ ସେବା ନେଇ ଖେଳାଳିମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ତ୍ରିନିଦାଦରୁ ବାରବାଡୋସ ଯିବା…

ପ୍ରଥମ ଥର ପାଇଁ ଓଡ଼ିଆ ଭାଷାରେ ପ୍ରକାଶ ପାଇଲା ହାଇକୋର୍ଟଙ୍କ ରାୟ

କଟକ: ଓଡ଼ିଶା ହାଇକୋର୍ଟ ଆଜି ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଥିବାବେଳେ ଏପଟେ ହାଇକୋର୍ଟର ସଫଳତାରେ ଯୋଡି ହୋଇଛି ଆଉ ଏକ ଫର୍ଦ୍ଦ ।  ଓଡ଼ିଆ ଭାଷାରେ ପ୍ରକାଶ ପାଇଛି ହାଇକୋର୍ଟଙ୍କ ପ୍ରଥମ ରାୟ । ବିଚାରପତି ଡକ୍ଟର ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଆ ଭାଷାରେ…

ଦିନିକିଆ ବିଶ୍ୱକପ କ୍ରିକେଟ: ଭାରତ-ପାକିସ୍ତାନ ମ୍ୟାଚ ତାରିଖ ବଦଳିପାରେ

ମୁମ୍ବାଇ: ଭାରତରେ ଆୟୋଜିତ ହେବାକୁ ଥିବା ଦିନିକିଆ ବିଶ୍ୱକପ କ୍ରିକେଟରେ ଏକ ବଡ ଧରଣର ପରିବର୍ତନ ହୋଇପାରେ । ୧୫ ଅକ୍ଟୋବରେ ଭାରତ-ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇ ଭୋଲଟେଜ ମୁକାବିଲାର ତାରିଖ ବଦଳି ପାରେ ବୋଲି ଅନୁମାନ କରାଯାଉଛି । ୧୫ ଅକ୍ଟୋବରରୁ ନବରାତ୍ରୀ ଆରମ୍ଭ ହେଉଛି ।…

ପ୍ରବଳ ବର୍ଷାରେ ମାଲକାନଗିରିରେ ବୁଡ଼ିଲା ବ୍ରିଜ୍, ଓଡ଼ିଶା-ଆନ୍ଧ୍ର ମଧ୍ୟରେ ଯୋଗାଯୋଗ ବାଧାପ୍ରାପ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଫଳରେ ବ୍ରିଜ୍ ବୁଡ଼ି ଯାଇଛି । କାଙ୍ଗୁରକୋଣ୍ଡା ବ୍ରିଜ୍ ବୁଡ଼ିଯିବା ଫଳରେ ଜାତୀୟ ରାଜପଥ ୩୨୬ ଦେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି । ଏବେ ବି ଜାତୀୟ ରାଜପଥ ୩୨୬ରେ ରହିଥିବା କାଙ୍ଗୁରକୋଣ୍ଡା ବ୍ରିଜ୍…

ଟ୍ରକ-ମିନିଟ୍ରକ ମୁହାଁମୁହିଁ ଧକ୍କା: ଜୀବନ୍ତ ଜଳିଗଲେ ଡ୍ରାଇଭର

ସମ୍ବଲପୁର:ଟ୍ରକ-ମିନିଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଜଳିଗଲା ଗାଡି । ଜୀବନ୍ତ ଦଗ୍ଧ ହୋଇଗଲେ ଡ୍ରାଇଭର । ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ଅଞ୍ଚଳରେ । ଜମନକିରା ଥାନା ୫୩ନଂ ଏନଏଚରେ ଏହି ଦୁର୍ଘଟଣା…

କାର ସହ ୨୧ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ସୁବର୍ଣ୍ଣପୁର: ଅବକାରୀ ବିଭାଗକୁ ପୁଣି ମିଳିଛି ସଫଳତା। ପାଟ୍ରୋଲିଂ ବେଳେ ଗଞ୍ଜେଇ ଜବତ କଲା ଜିଲ୍ଲା ଅବକାରୀ ବିଭାଗ। ଆଜି ସକାଳୁ ବୀରମହାରାଜପୁର ଅବକାରୀ ବିଭାଗର ଏକ ଟିମ୍ ପାଟ୍ରୋଲିଂ କରୁଥିବା ବେଳେ କାରରୁ ୨୧ କେଜି ଗଞ୍ଜେଇ ଜବତ କରିଛି। ଉଲୁଣ୍ଡା ବ୍ଲକ ବୀଶିପଡା ରାଜୀବଗାନ୍ଧୀ ଭବନଠାରୁ…

କଟକ ଚଣ୍ଡିଙ୍କ ଦର୍ଶନ କଲେ,ନେତାଜୀ ସଂଗ୍ରହାଳୟ ବୁଲି ଦେଖିଲେ ରାଷ୍ଟ୍ରପତି

କଟକ: ମଙ୍ଗଳବାରଠାରୁ ତିନି ଦିନିଆ ଓଡ଼ଶା ଗସ୍ତରେ ଆସି ଆଜି କଟକରେ ପହଞ୍ଚିଛନ୍ତି ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ମଧ୍ୟରେ ସଡ଼କ ପଥରେ ଆଜି କଟକ ଯାଇଛନ୍ତି ରାଷ୍ଟ୍ରପତି । କଟକରେ ପହଞ୍ଚି ପ୍ରଥମେ  ଚଣ୍ଡୀ ମନ୍ଦିର ଯାଇଥିଲେ । ସେଠାରେ ପାଖାପାଖି ୧୫ ମିନିଟ୍ ରହି ମା’ଙ୍କ…

ବାଇକକୁ ପଛ ପଟୁ ଧକ୍କା ଦେଲା ବସ୍: ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

ସୁବର୍ଣ୍ଣପୁର: ସିଆଲଜୁରି ନିକଟରେ ବାଇକକୁ ପଛରୁ ଧକ୍କା ଦେଲା ବସ୍। ସ୍ୱାମୀ ମୃତ ଓ ସ୍ତ୍ରୀ ଗୁରୁତର। ସୁବର୍ଣ୍ଣପୁର ଜିଲ୍ଲା ଦେଇ ଯାଇଥିବା ୫୭ ନଂ ଜାତୀୟ ରାଜପଥ ସିଆଲଜୁରି ନିକଟରେ ବିଳମ୍ବିତ ରାତ୍ରିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ବାଘପାଲି ଗାଁର…

ଭିଜିଲାନ୍ସ ଜାଲରେ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ। କଳାହାଣ୍ଡି ଆୟକର ବିଭାଗ ପକ୍ଷରୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀଙ୍କ ଘରେ ଚଢ଼ାଉ। ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର…