Latest Odisha News

BREAKING NEWS

Browsing Category

ଫିଚର

ପାର୍ଟ ପ୍ଲଟର ପଞ୍ଜୀକରଣ ପାଇଁ ନୂଆ ଏସଓପି…

ଭୁବନେଶ୍ୱର: ଜନସାଧାରଣଙ୍କ ସୁବିଧା ପାଇଁ ରାଜ୍ୟବ୍ୟାପୀ ପାର୍ଟ ପ୍ଲଟର ପଞ୍ଜୀକରଣକୁ ସୁବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ଏକ ନୂଆ ମାନକ କାର୍ଯ୍ୟ ପ୍ରଣାଳୀ (ଏସଓପି) ଜାରି କରିଛନ୍ତି। ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ଜାରି କରାଯାଇଥିବା ଏସଓପି ପଞ୍ଜୀକରଣ ଆଇନ,…

ଆସନ୍ତା ବର୍ଷରୁ ହବିଷ୍ୟାଳିଙ୍କ ପାଇଁ ଡିଜିଟାଲ୍ ପଞ୍ଜୀକରଣ ବ୍ୟବସ୍ଥା

ଭୁବନେଶ୍ୱର: ପୁରୀରେ କାର୍ତ୍ତିକ ହବିଷ୍ୟାଳି ବ୍ରତ ୨୦୨୫ ଆୟୋଜନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ହବିଷ୍ୟାଳି ମା’ମାନଙ୍କ ଆଲୋଚନା କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ ହବିଷ୍ୟାଳି ମା’ମାନଙ୍କ ଭକ୍ତି ହେଉଛି ଓଡ଼ିଶାର ନୈତିକ…

ବିଶ୍ୱକୁ ଆଉ ଏକ ଟ୍ରମ୍ପ ଦରକାର; ଆମେରିକା ରାଷ୍ଟ୍ରପତିଙ୍କୁ କାହିଁକି ଇସ୍ରାଏଲର ଏତେ ପ୍ରଶଂସା…

ନୂଆଦିଲ୍ଲୀ: ଇସ୍ରାଏଲର ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶଂସାରେ ଶତମୁଖ ହୋଇପଡ଼ିଛନ୍ତି। ସୋମବାର ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରି ନେତାନ୍ୟାହୁ କହିଛନ୍ତି ଯେ ଟ୍ରମ୍ପ ହ୍ୱାଇଟ୍ ହାଉସରେ ଏପର୍ଯ୍ୟନ୍ତ ଇସ୍ରାଏଲର ସବୁଠାରୁ ଭଲ ବନ୍ଧୁ। ସେ…

ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ୍ ପୁରସ୍କାର

ନୂଆଦିଲ୍ଲୀ: ରୟାଲ୍ ସ୍ୱିଡିସ୍ ଏକାଡେମୀ ଅଫ୍ ସାଇନ୍ସେସ୍ ୨୦୨୫ ମସିହା ପାଇଁ ଅର୍ଥନୀତିରେ ନୋବେଲ୍ ପୁରସ୍କାର ଘୋଷଣା କରିଛି। "ଉତ୍ପାଦନ-ଚାଳିତ ଅର୍ଥନୈତିକ ଅଭିବୃଦ୍ଧିକୁ ବାଖ୍ୟା କରିଥିବାରୁ ଜୋଏଲ୍ ମୋକିର୍, ଫିଲିପ୍ ଆଗିଅନ୍ ଏବଂ ପିଟର୍ ହାୱିଟଙ୍କୁ ଅର୍ଥନୀତିରେ ନୋବେଲ୍ ପୁରସ୍କାର ପ୍ରଦାନ…

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ରେ…

ଚିଲିକା ମଝିରେ ଅଦ୍ଭୁତ ଦୃଶ୍ୟ, ଉପରକୁ ଉଠିଲା ଜଳ ରାଶି… ଛାନିଆ ପର୍ଯ୍ୟଟକ 

ଭୁବନେଶ୍ୱର: ଚିଲିକାରେ ଏକ ବିରଳ ପ୍ରାକୃତିକ ଦୃଶ୍ୟ ଦେଖିବାକୁ ମିଳିଛି। ପାଣି ଉପରେ ଏକ ବିରାଟ ଘୂର୍ଣ୍ଣିଝଡ ଦେଖିବା ପରେ ହ୍ରଦକୁ ଆସୁଥିବା ପର୍ଯ୍ୟଟକମାନେ ଆଶ୍ଚର୍ଯ୍ୟ ଏବଂ ଭୟଭୀତ ହୋଇଯାଇଥିଲେ। ଏହି ଋତୁରେ ରାଜ୍ୟରେ ଏହା ପ୍ରଥମ ରେକର୍ଡ ହୋଇଥିବା ଘୂର୍ଣ୍ଣିବାତ୍ୟା ବୋଲି ବିଶ୍ୱାସ…

ଶ୍ଵେତାପର୍ଣ୍ଣା ପଣ୍ଡା ୩୩ତମ ଏକଲବ୍ୟ ପୁରସ୍କାର ବିଜେତା 

ଭୁବନେଶ୍ଵର: ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବ୍ୟାଡମିଣ୍ଟନ ତାରକା ଶ୍ଵେତାପର୍ଣ୍ଣା ପଣ୍ଡାଙ୍କୁ ୨୦୨୫ ମସିହାର ସମ୍ମାନଜନକ ୩୩ତମ ଏକଲବ୍ୟ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।  ବିଭିନ୍ନ କ୍ଷେତ୍ରର ପ୍ରଖ୍ୟାତ ଜୁରି ସଦସ୍ୟମାନଙ୍କୁ ନେଇ ଗଠିତ ଏକଲବ୍ୟ ପୁରସ୍କାର କମିଟି ଏକ ବୈଠକରେ…

ଖୁବଶୀଘ୍ର ମୌସୁମୀ ଅପସାରଣ କରିବ…

ଭୁବନେଶ୍ୱର: ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଓଡ଼ିଶାରେ ଆହୁରି ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ଦିନ ସୂଚନା ଦେଇଛି। ଏହାର ପ୍ରଭାବରେ ଅକ୍ଟୋବର ୧୦ ତାରିଖରେ କୋରାପୁଟ ଏବଂ…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା ପରେ ଭାଙ୍ଗିଲା ଟ୍ରମ୍ପଙ୍କ ସ୍ବପ୍ନ…

ଓସ୍ଲୋ: ନରୱେର ରାଜଧାନୀ ଓସ୍ଲୋରେ ଶୁକ୍ରବାର ଦିନ ନୋବେଲ ଶାନ୍ତି ପୁରସ୍କାର ଘୋଷଣା ହୋଇଛି। ଯାହା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶାନ୍ତି ପୁରସ୍କାର ଜିତିବାର ସ୍ୱପ୍ନ ଭାଙ୍ଗି ଚୁରମାର ହୋଇଯାଇଛି। ମାରିଆ କୋରିନା ମାଚାଡୋ ଚଳିତ ବର୍ଷର ନୋବେଲ ଶାନ୍ତି ପୁରସ୍କାର…

ସାହିତ୍ୟରେ ନୋବେଲ୍; ହଙ୍ଗେରୀ ଲେଖକଙ୍କୁ ପୁରସ୍କାର

ନୂଆଦିଲ୍ଲୀ: ରୟାଲ୍ ସ୍ୱିଡିସ୍ ଏକାଡେମୀ ଅଫ୍ ସାଇନ୍ସେସ୍ ତରଫରୁ ଗୁରୁବାର ଦିନ ସାହିତ୍ୟରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି। ହଙ୍ଗେରୀୟ ଲେଖକ ଲାସ୍ଜଲୋ କ୍ରାସ୍ନାହୋରକାଇଙ୍କୁ ୨୦୨୫ ମସିହା ପାଇଁ ସାହିତ୍ୟରେ ନୋବେଲ୍ ପୁରସ୍କାର ପ୍ରଦାନ କରାଯାଇଛି। ତାଙ୍କର ମନମୁଗ୍ଧକର ଏବଂ…