Latest Odisha News

BREAKING NEWS

Browsing Category

ଫିଚର

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନର ଆକ୍ରମଣ

ନୂଆଦିଲ୍ଲୀ: ହର୍ମୁଜ୍ ପ୍ରଣାଳୀରେ ଟୋଗୋଲିଜ୍ ପତାକାଧାରୀ ଏକ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି ଇରାନର ରିଭୋଲ୍ୟୁସନାରୀ ଗାର୍ଡ। ଯାହା ଫଳରେ ଏହି ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି। ଫେବୃଆରୀ ଶେଷ ଭାଗରେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିବା ପରଠାରୁ ତେହେରାନ…

କାହିଁକି TMC ନାମ ଓ ଚିହ୍ନ ଫ୍ରିଜ୍ କଲେ ନିର୍ବାଚନ କମିଶନ…

ନୂଆଦିଲ୍ଲୀ: ମମତା ବାନାର୍ଜୀ ଏବଂ ଋତବ୍ରତ ଗୋଷ୍ଠୀ ମଧ୍ୟରେ ଟିଏମସି ଚିହ୍ନକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ନିର୍ବାଚନ କମିଶନ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ନିର୍ବାଚନ କମିଶନ ଦଳର ନାମ ଏବଂ ନିର୍ବାଚନ ଚିହ୍ନକୁ ଫ୍ରିଜ୍ କରିଦେଇଛନ୍ତି। ଯାହା ଫଳରେ ଉଭୟ ଗୋଷ୍ଠୀ…

ପୁରୀରେ ଖଜା ଦୋକାନରେ ଚଢ଼ାଉ

ଭୁବନେଶ୍ୱର: ପୁରୀ ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ନିକଟରେ ଥିବା ଅନେକ ଖଜା ଦୋକାନରେ ଚଢ଼ାଉ କରିଛି। ଅସ୍ୱାସ୍ଥ୍ୟକର ପରିବେଶରେ ଖାଦ୍ୟ ପ୍ରସ୍ତୁତି ନେଇ ମିଳିଥିବା ସୂଚନା ଆଧାରରେ ଗୁରୁବାର ଦିନ ଅଧିକାରୀମାନଙ୍କ ଦ୍ୱାରା ଏହି ଚଢ଼ଉ କରାଯାଇଥିଲା। ଖାଦ୍ୟ ସୁରକ୍ଷା, ଯୋଗାଣ ଓ ପୋଲିସ୍…

୫ ଓରାଙ୍ଗଉଟାନ୍‌ଙ୍କ ସ୍ୱାସ୍ଥ୍ୟ ନେଇ ବଡ଼ ଅପଡେଟ, ୩ ଜଣଙ୍କୁ ରକ୍ତହୀନତା…

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ଏକ ଜଙ୍ଗଲରୁ ଉଦ୍ଧାର କରାଯାଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନର କ୍ୱାରେଣ୍ଟାଇନ୍‌ରେ ରଖାଯାଇଥିବା ପାଞ୍ଚଟି ଶିଶୁ ଓରାଙ୍ଗଉଟାନ୍‌ଙ୍କ ମଧ୍ୟରୁ ୩ ଜଣଙ୍କୁ ରକ୍ତହୀନତା। ଏନେଇ ଚିଡ଼ିଆଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଚିଡ଼ିଆଖାନା ଦ୍ୱାରା ଜାରି…

ରାଜଧାନୀରେ ବୁଲୁଛି ଦନ୍ତା…

ଭୁବନେଶ୍ୱର: ରାଜଧାନୀର ଉପକଣ୍ଠ ଅନ୍ଧାରୁଆ ନିକଟରେ ଏକ ଆହତ ହାତୀ ଆତଙ୍କ ସୃଷ୍ଟି କରିଛି। ସୂଚନା ଅନୁଯାୟୀ, ସକାଳୁ ଅନ୍ଧାରୁଆ ଗ୍ରାମ ନିକଟ ଭରତପୁର-ଚନ୍ଦକା ମୁଖ୍ୟ ରାସ୍ତାରେ ଏହି ଆହତ ଦନ୍ତା ହାତୀଟି ବୁଲୁଥିବାର ଦେଖିବାକୁ ମିଳିଛି। ଦୁଇ ଦିନ ପୂର୍ବେ ଭରତପୁର ସଂରକ୍ଷିତ ଜଙ୍ଗଲ ଭିତରେ…

ଭାରତ ଉପରେ ପଡ଼ିବ ବୋଝ; ୧୦୦% ଟାରିଫ୍ ଲଗାଇପାରେ ଆମେରିକା!

ନୂଆଦିଲ୍ଲୀ: ଆମେରିକାର ପ୍ରତିନିଧି ସଭା ରୁଷ ଉପରେ କଠୋର କଟକଣା ଲଗାଇବା ପାଇଁ ଏକ ବିଲ୍ ପାସ୍ କରିଛି। ଏହି ବିଲ୍ ଟ୍ରମ୍ପ ପ୍ରଶାସନକୁ ରୁଷ ତେଲ ଏବଂ ଗ୍ୟାସ୍ କ୍ରୟ କରୁଥିବା ଶ୍ରେଷ୍ଠ ପାଞ୍ଚଟି ଦେଶ ଉପରେ ୧୦୦% ପର୍ଯ୍ୟନ୍ତ ଶୁଳ୍କ ଲଗାଇବାକୁ କ୍ଷମତା ଦେବ। ଖାସକରି ରୁଷ ଠାରୁ ତେଲ ଓ…

୭୬ ବର୍ଷରେ ପ୍ରଧାନମନ୍ତ୍ରୀ ମୋଦି; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡ଼ା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ୭୬ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଏହି ନେତାମାନେ ସୋସିଆଲ୍ ମିଡିଆ ମାଧ୍ୟମରେ ନିଜର ଶୁଭେଚ୍ଛା ଜ୍ଞାପନ…

ସେନା ମେଡାଲ୍‌ ବିଜେତାଙ୍କୁ ଆଜୀବନ ଟ୍ରେନ୍‌ ଯାତ୍ରା ମାଗଣା

ନୂଆଦିଲ୍ଲୀ: ଦେଶର ସାହସୀ ସୈନିକ ଏବଂ ସେମାନଙ୍କ ପରିବାରକୁ ସମ୍ମାନିତ କରିବା ପାଇଁ ଭାରତ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେନା ପଦକ, ନୌସେନା ପଦକ ଏବଂ ବାୟୁସେନା ପଦକ ପାଇଥିବା ସୈନିକମାନେ, ସେମାନଙ୍କ ଯୋଗ୍ୟ ପରିବାର ସଦସ୍ୟଙ୍କ ସହିତ ଏବେ ଭାରତୀୟ ରେଳରେ…

ଓରାଙ୍ଗଉଟାନ୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍

ଭୁବନେଶ୍ୱର: ଓଡ଼ିଶା କର୍ତ୍ତୃପକ୍ଷଙ୍କ ଦ୍ୱାରା ଗଠିତ ବନ୍ୟପ୍ରାଣୀ ବିଶେଷଜ୍ଞଙ୍କ ଏକ ବୈଷୟିକ କମିଟି ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନର 'ହ୍ୟାଣ୍ଡ-ରିୟରିଂ ସେଣ୍ଟର' ପରିଦର୍ଶନ କରିଛନ୍ତି। ଏଥିସହିତ ଉଦ୍ଧାର କରାଯାଇଥିବା ୫ ଓରାଙ୍ଗଉଟାନ ଶାବକଙ୍କ ସ୍ୱାସ୍ଥ୍ୟ ଓ ସାମଗ୍ରିକ…

ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆଗାମୀ କିଛି ଦିନ ମଧ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାକୁ ଲାଗି ରହିଥିବା ଉତ୍ତର ଓଡ଼ିଶା ଉପକୂଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ…