Latest Odisha News

BREAKING NEWS

Browsing Category

ଫିଚର

ଭାରତୀୟ ଲୁଣ ଓ ଚିନିରେ ରହିଛି ମାଇକ୍ରୋପ୍ଲାଷ୍ଟିକ୍, ଯାହା କ୍ୟାନ୍ସରର ଏକ ପ୍ରମୁଖ କାରଣ 

ନୂଆଦିଲ୍ଲୀ: ଲୁଣ ଏବଂ ଚିନି ଖାଇବା ସ୍ୱାସ୍ଥ୍ୟ ପାଇଁ ଅନେକ ଉପାୟରେ କ୍ଷତିକାରକ ବୋଲି ବିବେଚନା କରାଯାଏ। ଏହାର ଅତ୍ୟଧିକ ବ୍ୟବହାର ଦ୍ୱାରା ମଧୁମେହ, ଶରୀରରେ ଇମଫ୍ଲାମେସନ, ରକ୍ତଚାପ ଏବଂ ହୃଦରୋଗ ହେବାର ଆଶଙ୍କା ହୋଇଥାଏ। ଭାରତୀୟ କମ୍ପାନୀର ଲୁଣ ଏବଂ ଚିନିରେ ମାଇକ୍ରୋପ୍ଲାଷ୍ଟିକ୍ ରହୁଛି…

୬ ଲେନ୍ ବିଶିଷ୍ଟ ହେବ ଭୁବନେଶ୍ୱର-ପୁରୀ ରାସ୍ତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଘୋଷଣା । ୬ ଲେନ୍ ବିଶିଷ୍ଟ ହେବ ଭୁବନେଶ୍ୱର-ପୁରୀ ରାସ୍ତା । ଖର୍ଚ୍ଚ ହେବ ୧୮ ଶହ କୋଟି ଟଙ୍କା । ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ପୁରୀ ସର୍ଭିସ ରୋଡ୍ ସହ ହେବ ୬ ଲେନ୍ ବିଶିଷ୍ଟ ରାସ୍ତା । ଚଣ୍ଡିଖୋଲରୁ ବଡବିଲ ରାସ୍ତା ହେବ ୮ ଲେନ୍…

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର: ମାଦକ ଦ୍ରବ୍ୟରେ ସାମିଲ୍ ହେଲା 'ଭାଙ୍ଗ' ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳ ବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦, ୨୦୧୩)ର ଧାରା ୨ର କ୍ଲଜ (t) ଅନୁଯାୟୀ ଅବକାରୀ ବିଭାଗ ଏହି ଘୋଷଣା କରିଛି।…

୨୦୩୬ ସୁଦ୍ଧା ଭାରତର ଜନସଂଖ୍ୟା ୧୫୨ କୋଟି ଟପିବ କି? ଜାଣନ୍ତୁ କଣ କହୁଛି ରିପୋର୍ଟ… 

ନୂଆଦିଲ୍ଲୀ: ୨୦୩୬ ମସିହାରେ ଭାରତର ଜନସଂଖ୍ୟା ୧୫୨.୨କୋଟିରେ ପହଞ୍ଚିପାରେ। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଦିନ ଏକ ରିପୋର୍ଟ ପ୍ରକାଶ କରିଛି। ଲିଙ୍ଗ ଅନୁପାତ ଅନୁସାରେ ୨୦୩୬ ସୁଦ୍ଧା ପ୍ରତି ୧୦୦୦ ପୁରୁଷରେ ମହିଳାଙ୍କ ସଂଖ୍ଯା ୯୫୨ରେ ପହଞ୍ଚିବ ବୋଲି ଆଶା…

ନିଲମ୍ବିତ ହେବା ପରେ ପ୍ରତିକ୍ରିୟା ରଖିଲେ ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ

ନୂଆଦିଲ୍ଲୀ: ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ଙ୍କୁ ୧୮ ମାସ ପାଇଁ ସସପେଣ୍ଡ କରିଛି ବିଶ୍ବ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରମୋଦ ଭଗତ୍‌ଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ହେବା ପରେ ସେ ଏନେଇ ପ୍ରତିକ୍ରିୟା ରଖିଛନ୍ତି। ସୋସିଆଲ…

ବିଶ୍ୱର ଗରିବ ତାଲିକାରେ ଭାରତର ନମ୍ବର କେତେ ଜାଣନ୍ତୁ ?

ନୂଆଦିଲ୍ଲୀ: ଆପଣ ଜାଣନ୍ତି କି ଦୁନିଆର ସବୁଠାରୁ ଗରିବ ଦେଶ ଭାବରେ କେଉଁ ଦେଶ ସର୍ବ ପ୍ରଥମ ଏବଂ ଏହି ତାଲିକାରେ ଭାରତର ସଂଖ୍ୟା କେଉଁ ସ୍ଥାନରେ ରହିଛି ? ଦୁନିଆର ଅନେକ ଲୋକଙ୍କ ପାଇଁ ଦିନକୁ ଦୁଇ ମୁଠା ଖାଦ୍ୟ ମିଳିବା ଅତ୍ୟନ୍ତ କଷ୍ଟକର, ଏହାର ମୁଖ୍ୟ କାରଣ ହେଉଛି ଦାରିଦ୍ର୍ୟ। ଦୁନିଆର…

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା; ନିର୍ମମ ଭାବେ ପିଟିଥିଲା ଅଭିଯୁକ୍ତ

କୋଲକାତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ। ପୋଷ୍ଟମର୍ଟମ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ଯ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଟ୍ରେନି ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ…

ଏନଆଇଆରଏଫ ରାଙ୍କିଂ; ଜାଣନ୍ତୁ କେଉଁ ସ୍ଥାନରେ ରହିଛି କେଉଁ ଅନୁଷ୍ଠାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଂ ଫ୍ରେମୱାର୍କ (ଏନଆଇଆରଏଫ) ସୋମବାର ବିଭିନ୍ନ ବର୍ଗରେ ସମ୍ମାନଜନକ ରାଙ୍କିଂ ତାଲିକା ପ୍ରକାଶ କରିଛି। ଇଞ୍ଜିନିୟରିଂରେ ଭାରତୀୟ ରାଙ୍କିଂ ଅନୁଯାୟୀ, ଶ୍ରେଷ୍ଠ ୨୦ଟି ଶିକ୍ଷାନୁଷ୍ଠାନ ମଧ୍ୟରେ…

ହିଣ୍ଡେନବର୍ଗ ଝଟକା; ୧୭% ଖସିଲା ଆଦାନୀ ସେୟାର

ନୂଆଦିଲ୍ଲୀ: ହିଣ୍ଡେନବର୍ଗ ରିପୋର୍ଟର ପ୍ରଭାବ ଆଦାନୀ ସେୟାର ଉପରେ ପଡ଼ିଛି। ସୋମବାର ଆଦାନୀ ଗ୍ରୁପ୍ କୁ ଝଟକା ଲାଗିଛି। ଆରମ୍ଭରୁ ଆଦାନୀ ଗ୍ରୁପର ସେୟାର ୧୭ ପ୍ରତିଶତ ପର୍ୟ୍ୟନ୍ତ କ୍ଷତିରେ କାରବାର କରୁଛି । ସେନସେକ୍ସରେ ଆଦାନୀ ଟୋଟାଲ ଗ୍ୟାସ୍ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି।…

୭୮ତମ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ଵର: ଆଉ ଦିନକେଇଟା ପରେ ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ । ଚଳିତବର୍ଷ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ। ସେହିପରି ଉପ-ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା ଯଥାକ୍ରମେ ନୂଆପଡ଼ା ଓ କଟକରେ ପତାକା…