Latest Odisha News

BREAKING NEWS

Browsing Category

ଫିଚର

ମନୁ ଭାକର: ଟୋକିଓ ନିରାଶାରୁ ପୋଡିୟମ ଫିନିସ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପଦକ ଖାତା ଖୋଲି ଐତିହାସିକ ସଫଳତା ହାସଲ କରିଛନ୍ତି ମନୁ ଭାକର । ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଂଟରେ ବ୍ରୋଞ୍ଜ ମନୁଙ୍କ କ୍ୟାରିୟରର ସବୁଠାରୁ ଶ୍ରେଷ୍ଠ ସଫଳତା। ମନୁଙ୍କ ବ୍ରୋଞ୍ଜ ହେଉଛି ଦୀର୍ଘ ୧୨ ବର୍ଷ ପରେ ଅଲିମ୍ପିକ୍ସ ସୁଟିଂରେ ଭାରତର…

ବିଜେଡିର ୮୦% ଯୋଜନାକୁ ଆପଣେଇଛି ବିଜେପି ସରକାର: ନବୀନ

ଭୁବନେଶ୍ୱର: ବଜେଟ ଆଲୋଚନାରେ ଭାଗ ନେଇ ସୋମବାର ଦିନ ରାଜ୍ଯ ସରକାରଙ୍କୁ କଟାକ୍ଷ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ ବିଜେଡି ଶାସନ ସମୟରେ କାର୍ଯ୍ୟକାରୀ ହୋଇଥିବା ୮୦% ଯୋଜନାକୁ ଆପଣାଇଛନ୍ତି ବିଜେପି ସରକାର। ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ…

ମେଡାଲ୍ ହାତେଇବାରୁ ଅଳ୍ପକେ ବର୍ତ୍ତିଲେ ଅର୍ଜୁନ ବବୁତା

ପ୍ୟାରିସ: ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ସୋମବାର ଦିନ ସୁଟିଂରେ ଭାରତର ପଦକ ପାଇବା ଆଶା ମଉଳି ଯାଇଛି। ଭାରତର ଅର୍ଜୁନ ବବୁତା ପୁରୁଷ ୧୦ମିଟର ଏୟାର ରାଇଫଲରେ ଚତୁର୍ଥ ସ୍ଥାନ ହାସଲ କରିଛନ୍ତି। ଅର୍ଜୁନ କ୍ରମାଗତ ଭାବରେ ଟପ୍ -୩ ରେ ରହିଲେ, କିନ୍ତୁ ଶେଷ ମୁହୂର୍ତ୍ତରେ ସେ ନିଜର ଲକ୍ଷ୍ଯ…

ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ, ସାମ୍ବାଦିକା ମଧୁଙ୍କ ଶରୀରରେ ଏକାଧିକ କ୍ଷତ

ଭୁବନେଶ୍ୱର: ଆସିଲା ଭୁବନେଶ୍ୱରରେ ଟ୍ରେନ୍ ଆଗକୁ ଡେଇଁ ମୃତ୍ୟୁବରଣ କରିଥିବା ମହିଳା ସାମ୍ବାଦିକା ମଧୁମିତା ପରିଡାଙ୍କ ପୋଷ୍ଟମର୍ଟମ ରିପୋର୍ଟ। ତାଙ୍କ ଦେହରେ ଏକାଧିକ କ୍ଷତ ଥିବା ଜଣାପଡିଛି। ଟ୍ରେନ୍‌ ଧକ୍କାରେ କିଛି ଦୂର ଘୋଷାଡି ହେବା ପରେ ମଧ୍ଯ ସେ କିଛି ସମୟ ଜୀବିତ ଥିଲେ ଏବଂ ଆହତ…

ଧନୀ ହେବାକୁ ଚାହୁଁଛନ୍ତି କି ? ପତ୍ନୀଙ୍କ ଠାରୁ ଗୋପନ ରଖନ୍ତୁ ଏସବୁ କଥା…

ନୂଆଦିଲ୍ଲୀ: ଆଚାର୍ଯ୍ୟ ଚାଣକ୍ୟ ବିଶ୍ୱର ମହାନ କୂଟନୀତିଜ୍ଞ, ଅର୍ଥନୀତିଜ୍ଞ ଏବଂ ମାର୍ଗଦର୍ଶକଙ୍କ ମଧ୍ୟରେ ଗଣାଯାଏ। ତାଙ୍କ ଦ୍ୱାରା କୁହାଯାଇଥିବା କଥା ଜଣେ ବ୍ୟକ୍ତିଙ୍କୁ ସଫଳ, ଦକ୍ଷ ଏବଂ ଧନୀ କରିଥାଏ। ସମ୍ପର୍କ ବିଷୟରେ ଚାଣକ୍ୟ ନିତୀରେ ଅନେକ ଉପଯୋଗୀ ଜିନିଷ ବିଷୟରେ ଉଲ୍ଲେଖ କରାଯାଇଛି।…

ମାଆ ହେବାର ସଠିକ ବୟସ କେତେ ?

ମାଆ ହେବା ପ୍ରତ୍ୟେକ ମହିଳାଙ୍କ ପାଇଁ ସୌଭାଗ୍ୟ ଏବଂ ଜୀବନର ଏକ ମୂଲ୍ୟବାନ ମୁହୂର୍ତ୍ତ। ମାଆ ହେବା ଏକ ନାରୀ ଜୀବନର ସର୍ବ ଶ୍ରେଷ୍ଠ ସାର୍ଥକତା ଅଟେ । ହେଲେ ଅଧିକାଂଶ ମହିଳା ଏଥିରୁ ବଞ୍ଚିତ ହୁଅନ୍ତି। ଏବଂ ସେମାନଙ୍କୁ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ । କିନ୍ତୁ ଏହି ପ୍ରଶ୍ନ…

ସାମ୍ବାଦିକା ମଧୁମିତା ମୃତ୍ୟୁ ମାମଲା; ଫରେନ୍‌ସିକ୍‌ ଲ୍ୟାବ ପଠାଯିବ ମୋବାଇଲ

ଭୁବନେଶ୍ୱର: ଭୁବନେଶ୍ୱରରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ମୃତ୍ୟୁ ମାମଲାରେ ବଢୁଛି ସସପେନ୍ସ। ମଧୁମିତାଙ୍କ ସ୍ବାମୀ ଶ୍ରୀଧରଙ୍କ ଆଉ କାହା ସହିତ ସମ୍ପର୍କ ଅଛି କି ନା ସେନେଇ ଖୋଳତାଡ ଜାରି ରହିଛି। ଏଥିପାଇଁ ଶ୍ରୀଧରଙ୍କ ଫୋନ୍‌ ଫରେନ୍‌ସିକ୍‌ ଲ୍ୟାବ୍‌କୁ ପଠାଯିବ ବୋଲି କମିଶନରେଟ୍‌…

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଳୁ ସମସ୍ୟାର ସମାଧାନ ନେଇ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ନେଇ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି। ତେବେ…

ବଢୁଛି ଆଳୁ ଦର; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଓଡିଶାରେ ଆଳୁ ଦର ହୁ ହୁ ହୋଇ ବଢିବା ପରେ ବିରୋଧୀଦଳର ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ଚିଠି ଲେଖିଛନ୍ତି।ଏହି ଅତ୍ୟାବଶ୍ୟକ ସାମଗ୍ରୀର ସୁପରିବହନ କରିବାକୁ ଚିଠିରେ ଅନୁରୋଧ କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ…

ଦେଶରେ ଲାଗୁ ହେବ ସାଟେଲାଇଟ୍ ଟୋଲ୍ ସଂଗ୍ରହ ସିଷ୍ଟମ

ନୂଆଦିଲ୍ଲୀ: ଦେଶର ଜାତୀୟ ରାଜପଥରେ ଖୁବ୍ ଶୀଘ୍ର ସାଟେଲାଇଟ୍ ଭିତ୍ତିକ ଟୋଲ୍ ସଂଗ୍ରହ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀ ଦେଶରେ ସାଟେଲାଇଟ୍ ଆଧାରିତ ଟୋଲ ସଂଗ୍ରହ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ନେଇ ଘୋଷଣା କରିଛନ୍ତି। ବର୍ତ୍ତମାନ ସମୟରେ…