Latest Odisha News

BREAKING NEWS

Browsing Category

ଫିଚର

ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର: ଆଜିଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ସଂଧ୍ୟା ପ୍ରାୟ ୬ଟା ୧୦ ମିନିଟ୍ ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଞ୍ଚିବେ। ମିଳିଥିବା…

ବିଜେଡିର ମିଶ୍ରଣ ପର୍ବ, ପଶ୍ଚିମ ଓଡ଼ିଶାର ବରିଷ୍ଠ ବିଜେପି ନେତା ଓ ସଂଗଠକ ଜଗଦୀଶ ବିଶ୍ୱାଳ ବିଜେଡିରେ ସାମିଲ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ବରିଷ୍ଠ ବିଜେପି ନେତା ଓ ଶ୍ରମିକ ସଂଗଠକ ଜଗଦୀଶ ବିଶ୍ୱାଳ ବିଜେଡିରେ ସାମିଲ ହୋଇଛନ୍ତି। ସୋମବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟସଭା ସାଂସଦ ତଥା ବିଜେଡିର ସାଧାରଣ ସଂପାଦକ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ଜଗଦୀଶ ବିଶ୍ୱାଳ ବିଜୁ ଜନତା…

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା: ୬ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ବଙ୍ଗୋପସାଗରରେ ସକ୍ରୀୟ ଲଘୁଚାପ କ୍ଷେତ୍ର । ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ । ଗତ କାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ…

ଏପରି ମନ୍ଦିର ଯେଉଁଠି ସନ୍ଧ୍ୟା ହେବା ମାତ୍ରେ ଆପଣାଛାଏଁ ପଡ଼େ ପହଡ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତକୁ ସାଧୁ ସନ୍ଥଙ୍କ ଦେଶ ବୋଲି କୁହାଯାଏ। ଏହା ସହିତ ଆମ ଦେଶରେ ଅନେକ ରହସ୍ୟମୟ ସ୍ଥାନ ଅଛି, ଯାହା ଉପରୁ ଆଜି ପର୍ଯ୍ୟନ୍ତ ପରଦା ଉଠାଇବାରେ କେହି ସକ୍ଷମ ହୋଇନାହାନ୍ତି। ଆଜି ସେମିତି ଏକ ରହସ୍ୟମୟ ସ୍ଥାନ ବିଷୟରେ କହିବୁ ଯାହା ଜାଣିଲେ ଆପଣ ମାନେ ମଧ୍ୟ ଆଶ୍ଚର୍ଯ୍ୟ…

କେଉଁ ଦିନ କରିବେ କେଉଁ କାର୍ଯ୍ୟ: ଜାଣନ୍ତୁ କ’ଣ କହୁଛି ବାସ୍ତୁ ଶାସ୍ତ୍ର

ବାସ୍ତୁ ଶାସ୍ତ୍ର ଅନୁସାରେ ଆମ ଜୀବନରେ ଶୁଭ ଓ ଅଶୁଭର ଖୁବ ମହତ୍ତ୍ୱ ରହିଛି । ହିନ୍ଦୁ ଧର୍ମରେ ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ପ୍ରଥମେ ଶୁଭ ସମୟ ଓ ଶୁଭ ବାର ଦେଖାଯାଇଥାଏ । ଏହି ସବୁ କାରଣରୁ ମଣିଷକୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ତେଣୁ ବାସ୍ତୁ ଶାସ୍ତ୍ର ଅନୁସାରେ…

ମଣିପୁର ପ୍ରସଙ୍ଗରେ ସଂସଦ ସରଗରମ, ଜାରି ରହିଛି ଗତିରୋଧ; ବିରୋଧୀ ନେତାଙ୍କୁ ଫୋନ୍ କଲେ ରାଜନାଥ

ନୂଆଦିଲ୍ଲୀ: ମଣିପୁର ହିଂସା ସଂସଦକୁ ସରଗରମ କରିଛି। ସୋମବାର, ମୌସୁମୀ ଅଧିବେଶନ ଆରମ୍ଭ ହେବାର ତୃତୀୟ ଦିନରେ ବିରୋଧୀ ଲୋକସଭା ଓ ରାଜ୍ୟସଭାରେ ହୋ ହାଲ୍ଲା କରିଥିଲେ। ମଣିପୁର ଉପରେ ହୋଇଥିବା ଆଲୋଚନା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିବୃତ୍ତି ଦାବିରେ ବିରୋଧୀ ଦଳ ଜିଦ୍ ଧରିଛନ୍ତି।…

ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଘଟଣା, ସପ୍ତମ ଅଭିଯୁକ୍ତ ଗିରଫ

ଇମ୍ଫାଲ: ମଣିପୁରରେ ଜଣେ ମହିଳାଙ୍କ ଉଲଗ୍ନ ପ୍ୟାରେଡର ଭିଡିଓ ଘଟଣାରେ ପୋଲିସ ସପ୍ତମ ଅଭିଯୁକ୍ତକୁ ଗିରଫ କରିଛି। ପୋଲିସ ପୂର୍ବରୁ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ପୋଲିସ କହିଛି ଯେ ଏହି ୭ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ଅଭିଯୁକ୍ତ ନାବାଳକ। ଏହାପୂର୍ବରୁ କୋର୍ଟ ୪ ଜଣ ଅଭିଯୁକ୍ତଙ୍କୁ ୧୧…

ଭାରତ-ଓ୍ବେଷ୍ଟଇଣ୍ଡିଜ ଦ୍ବିତୀୟ ଟେଷ୍ଟ ଡ୍ର, ଭାରତ ୧-୦ରେ ସିରିଜ୍ ଆଗୁଆ

ନୂଆଦିଲ୍ଲୀ: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ବର୍ଷା ହେତୁ ଡ୍ରରେ ଶେଷ ହୋଇଛି। ମ୍ୟାଚ୍‌ର ପଞ୍ଚମ ଦିନରେ ଗୋଟିଏ ବି ବଲ୍‌ ବୋଲ ପଡିପାରିଲା ନାହିଁ ଏବଂ ମ୍ୟାଚ ଡ୍ର ବୋଲି ଘୋଷଣା କରାଯାଇଛି। ଚାରି ଦିନିଆ ଖେଳ ଶେଷ ହେବା ପରେ ୱେଷ୍ଟଇଣ୍ଡିଜ୍ ଦଳ ୨ ୱିକେଟ୍…

ନୂଆପଡାରୁ ମାଓ କ୍ୟାମ୍ପ ଠାବ, ବହୁ ବିସ୍ପୋରକ ସାମଗ୍ରୀ ଜବତ

ନୂଆପଡ଼ା: ନୂଆପଡା ଜିଲ୍ଲାର ସଂରକ୍ଷିତ ଜଙ୍ଗଲରେ ଥିବା ମାଓ କ୍ୟାମ୍ପ । ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ କରି ଏହି ମାଓ କ୍ୟାମ୍ପକୁ ଠାବ କରିଥିବା ବେଳେ  ଚକୋଲେଟ୍ ବୋମା ସମେତ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛନ୍ତି ସୁରକ୍ଷା ବାହିନୀ। ନୂଆପଡା ଜିଲ୍ଲା ଏସପି ଜିଆର ରାଘବେନ୍ଦ୍ର…

ଆଗକୁ ଜିଲ୍ଲା ପରିଷଦ ଉପନିର୍ବାଚନ, ସ୍କୁଲରେ ବିଧାୟକଙ୍କ ଜନ୍ମଦିନ ପାଳନର ଭିଡିଓ ଭାଇରାଲ

ଯାଜପୁର: ଧର୍ମଶାଳା ବ୍ଲକ ଅନ୍ତର୍ଗତ ବ୍ରଜଗିରି ପ୍ରୋଜେକ୍ଚ ହାଇସ୍କୁଲରେ ବିଜେଡି ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଜନ୍ମଦିନ ପାଳନର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ଭିଡିଓରେ କେକ୍ କାଟିବା ଓ ଜନ୍ମଦିନର ଗୀତର ତାଳେ ତାଳେ ଶିକ୍ଷକ…