Latest Odisha News

BREAKING NEWS

Browsing Category

ଫିଚର

ଗରିବ ପରିବାରକୁ ମିଳିବ ମାଗଣା ଚିନି, ଉପକୃତ ହେବେ ୨.୮୦ ଲକ୍ଷ ହିତାଧିକାରୀ

ନୂଆଦିଲ୍ଲୀ: ଏଣିକି ଦିଲ୍ଲୀର ଗରିବ ପରିବାରକୁ ମିଳିବ ମାଗଣାରେ ଚିନି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନେତୃତ୍ୱରେ ଦିଲ୍ଲୀ କ୍ୟାବିନେଟ ଗୁରୁବାର ଦିଲ୍ଲୀବାସୀଙ୍କୁ ମାଗଣା ଚିନି ଯୋଗାଇବା ପ୍ରସ୍ତାବକୁ ଅନୁମୋଦନ କରିଛି। ଏଥିରେ ଉପକୃତ ହେବେ ୨.୮୦ ଲକ୍ଷ ହିତାଧିକାରୀ।…

ଅଲ ନୀନୋର ପ୍ରଭାବ: ନାସା ବୈଜ୍ଞାନିକଙ୍କ ଚେତାବନୀ, ୨୦୨୪ରେ ଆହୁରି ଅଧିକ ହେବ ଗରମ

ନୂଆଦିଲ୍ଲୀ: ବିଶ୍ୱରେ ତାପମାତ୍ରା ବଢ଼ିବାରେ ଲାଗିଛି । ଧିରେ ଧିରେ ଅସହ୍ୟ ଗରମରେ ଜୀବଜନ୍ତୁ ଛଟପଟ ହେବାରେ ଲାଗିଛନ୍ତି । ଚଳିତ ବର୍ଷ ଜୁଲାଇ ମାସ ଶତାବ୍ଦୀର ସବୁଠାରୁ ଉତପ୍ତ ଥିଲା । ଅଲ ନୀନୋର ପ୍ରଭାବ ଯୋଗୁ ଏହା ହୋଇଥିବା ବୈଜ୍ଞାନିକମାନେ କହିଥିଲେ । ତେବେ ନାସାର ଜଳବାୟୁ ବିଜ୍ଞାନୀ ଆଗକୁ…

ମଣିପୁର ଉଲଗ୍ନ ଭିଡିଓ ଘଟଣା: ମୁଖ୍ୟ ଅଭିଯୁକ୍ତର ଘର ଜାଳିଦେଲେ ଉତ୍ତ୍ୟକ୍ତ ଜନତା

ମଣିପୁର: ମଣିପୁର ରାଜରାସ୍ତାରେ ଶତାଧିକ ଲୋକ ଦୁଇ ଜଣ ମହିଳାଙ୍କୁ ଉଲଗ୍ନ କରି ଚଲାଇ ଚଲାଇ ନେବା ସହ ଅସଦାଚରଣ କରୁଥିବା ଭିଡିଓ ସମଗ୍ର ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। କାକୁତିମିନତୀ ହୋଇ ଛାଡ଼ି ଦେବାକୁ ନେହୁରା ହେଉଥିବା ମହିଳାଙ୍କ ପ୍ରତି ଏପରି ପାଶବିକ ଅତ୍ୟାଚାର ଯୋଗୁ ସମଗ୍ର…

ଗତ ୨୪ ଘଣ୍ଟାରେ ନୟାଗଡ଼ରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ସକ୍ରିୟ ଲଘୁଚାପ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ୨ ଟି ସ୍ଥାନରେ ଅତିପ୍ରବଳ, ୧୦ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତଥ୍ୟ ଜାରି ହୋଇଛି। ଗତ ୨୪ ଘଣ୍ଟାରେ ନୟାଗଡ଼ରେ ସର୍ବାଧିକ…

ଆଇଏସଆଇଏସ ସହ ସମ୍ପୃକ୍ତି ଅଭିଯୋଗରେ ଜଣେ ସନ୍ଦିଗ୍ଧକୁ ଗିରଫ କଲା ଏନଆଇଏ

ଝାଡଖଣ୍ଡ: ଆତଙ୍କବାଦୀ ସଂଗଠନ ଆଇଏସଆଇଏସ ସହ ସମ୍ପୃକ୍ତି ଅଭିଯୋଗରେ ଜଣେ ସନ୍ଦିଗ୍ଧକୁ ଗିରଫ କରିଛି ଏନଆଇଏ। ଝାଡ଼ଖଣ୍ଡର ଲୋହରଦଗାରୁ ଗିରଫ ହୋଇଥିବା ସନ୍ଦିଗ୍ଧ ଆଇଏସ୍ଆଇଏସ ଆତଙ୍କବାଦୀ ଫୈଜାନ୍ ଅନସାରୀକୁ ବିର୍ସା ମୁଣ୍ଡା ଜେଲକୁ ପଠାଯାଇଛି। ଫୈଜାନକୁ ଶୁକ୍ରବାର ଏନଆଇ ରାଞ୍ଚିର ସ୍ୱତନ୍ତ୍ର…

ଆନ୍ତର୍ଜାତୀୟ ଚନ୍ଦ୍ର ଦିବସ: ଯେବେ ଚନ୍ଦ୍ରପୃଷ୍ଠରେ ପହଞ୍ଚିଥିଲା ମଣିଷ …

ଓଡିଶା ସମ୍ବାଦ ବ୍ୟୁରୋ : ସେଦିନ ଥିଲା ୧୯୬୯ ମସିହା ଜୁଲାଇ ୨୦ ତାରିଖ, ଯେତେବେଳେ ନାସା ମହାକାଶଚାରୀ ନିଲ ଆର୍ମଷ୍ଟ୍ରଙ୍ଗ, ବଜ ଆଲଡ୍ରିନ୍ ଏବଂ ମାଇକେଲ କଲିନ୍ସଙ୍କ ନେତୃତ୍ୱରେ ଆପୋଲୋ ୧୧ ମିଶନ ସଫଳତାର ସହିତ ଚନ୍ଦ୍ର ପୃଷ୍ଠରେ ଅବତରଣ କରିଥିଲା। ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ମାନବ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦଶପଲ୍ଲାରେ ବୋମାମାଡ଼, ୩ ଗୁରୁତର

ନୟାଗଡ଼: ଦଶପଲ୍ଲା ଥାନା ଅନ୍ତର୍ଗତ ଟାକେରା ଗାଁରେ ବୋମାମାଡ଼। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ରାତିରେ ବୋମାମାଡ଼ ହୋଇଛି। ବୋମାମାଡରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ଶଶିକାନ୍ତି ଷଡ଼ଙ୍ଗୀ ଓ ତାଙ୍କର ଦୁଇ ଭାଇ। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

ଆପଣ ନିତିଦିନିଆ ଜୀବନରେ ହଳଦୀ ବ୍ୟବହାର କରୁଛନ୍ତି କି ? ତେବେ ଜାଣନ୍ତୁ ଏହାର ଉପକାରିତା …

ଓଡିଶା ସମ୍ବାଦ ବ୍ୟୁରୋ: ପୁରାତନ କାଳରୁ ଭାରତୀୟ ନାରୀମାନେ ସୁନ୍ଦର ଏବଂ ସ୍ଵାସ୍ଥ୍ୟ ତ୍ଵଚା ପାଇଁ ହଳଦୀ ବ୍ୟବହାର କରିଆସୁଛନ୍ତି । ଭାରତୀୟ ସଂସ୍କୃତିରେ ହଳଦୀ ରଙ୍ଗକୁ ଶୁଭ ରଙ୍ଗ ଭାବେ ଗ୍ରହଣ କରାଯାଇ ଥାଏ, ତେଣୁ ବିବାହ ପରି ଏକ ଶୁଭ ମାଙ୍ଗଳିକ କାର୍ଯ୍ୟରେ ହଳଦୀର ବ୍ୟବହାରକୁ ଲୋକେ ଗୁରୁତ୍ୱ…

ରାଜସ୍ଥାନ, ମଣିପୁରରେ ଭୂକମ୍ପ; ଜୟପୁରରେ ୩୦ ମିନିଟ ଭିତରେ ୩ ଥର ଝଟକା

ଓଡ଼ିଶା ସମ୍ବାଦ ବ୍ୟୁରୋ: ରାଜସ୍ଥାନ, ମଣିପୁରରେ ମୃଦୁ ଭୂକମ୍ପ ଅନୁଭୂତ। ରାଜସ୍ଥାନ ଜୟପୁରରେ ୩୦ ମିନିଟ୍ ଭିତରେ ୩ ଥର ଝଟ୍‌କା ଅନୁଭୁତ ହୋଇଛି। ଭୋର୍ ୪.୦୯ରୁ ସାଢ଼େ ୪ଟା ମଧ୍ୟରେ ୩ ଥର କମ୍ପନ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା ୩.୪ ରହିଥିଲା। ତେବେ ଏହା ମୃଦୁ ଭୂମିକମ୍ପ ଥିଲା…

ସତୀଙ୍କ ଅଙ୍ଗୁଷ୍ଠି ପୀଠ ପୁଣ୍ୟ କାଳିଘାଟ: ଜାଣନ୍ତୁ ଏହି ମନ୍ଦିରର ମାହାତ୍ମ୍ୟ….

ଓଡିଶା ସମ୍ବାଦ ବ୍ୟୁରୋ: ଭାରତ ୩୩ କୋଟି ଦେବଦେବତାଙ୍କ ଭୂମି, ଯାହା ନିଜ ପ୍ରାଚୀନ ମନ୍ଦିରକୁ ନେଇ ପ୍ରସିଦ୍ଧି ଲାଭ କରିଛି। ଭାରତରେ ଆପଣଙ୍କୁ ବିଭିନ୍ନ ଦେବୀଦେବତାଙ୍କ ମନ୍ଦିର ଦେଖିବାକୁ ମିଳିବ। ଯାହା ନିଜ ସଂସ୍କୃତି ତଥା ମାନ୍ୟତା କିମ୍ବା ସିଦ୍ଧି ପାଇଁ ଜଣାଯାଏ। ଭାରତୀୟ ସଭ୍ୟତା ଧର୍ମ ଓ…