Latest Odisha News

BREAKING NEWS

Browsing Category

ଫିଚର

ମଣିପୁରରେ ଲଜ୍ଜା: ଦୁଇ ମହିଳାଙ୍କୁ ଗଣଦୁଷ୍କର୍ମ କରି ରାସ୍ତାରେ ଉଲଗ୍ନ କରି ବୁଲାଇଲେ

ଇମ୍ଫାଲ: ଗତ ଦୁଇ ମାସ ଧରି ମଣିପୁରରେ ଜାତିଗତ ହିଂସା ନିଆଁରେ ଜଳୁଛି। ଏସବୁ ମଧ୍ୟରେ ରାଜ୍ୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ମରିଯାଇଛି ମାନବିକତା। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ କିଛି ଲୋକ ଦୁଇ ମହିଳାଙ୍କୁ ଉଲହ୍ନ କରି ରାସ୍ତାରେ ଚଲାଇ…

ରୂପାନ୍ତର ହେବ ୧୭୭୧ ହାଇସ୍କୁଲ; ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକଙ୍କ ସହ 5T ସଚିବଙ୍କ ଆଲୋଚନା

ଭୁବନେଶ୍ୱର: ମୋ ସ୍କୁଲ ଅଧିନରେ ରାଜ୍ୟରେ ଏପର୍ଯ୍ୟନ୍ତ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତରଣ କାମ ସମ୍ପୂର୍ଣ୍ଣ ହୋଇଛି। ଚତୁର୍ଥ ପର୍ଯ୍ୟାୟ ରୁପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲ ଗୁଡିକରେ ରୂପାନ୍ତର କାମ ଶେଷ କରିବା…

ପଡ଼ିଶାରୁ ଆସି ଓଡ଼ିଶାରେ ଛୁଆ ଚୋରି, ୪ ଜଣଙ୍କୁ ଧରି ଛେଚିଲେ ଗ୍ରାମବାସୀ

ସୋନପୁର: ସ୍କୁଲ୍ ଛୁଆଙ୍କୁ ବିସ୍କୁଟ୍ ଓ ଚକଲେଟ୍ ଲୋଭ ଦେଖାଇ ଅପହରଣ ଉଦ୍ୟମ ବେଳେ ଧରା ପଡ଼ିଲେ, ଛେଚା ଖାଇଲେ । ଏଭଳି ଘଟଣା ଘଟିଛି ସୋନପୁରର ନେହେରୁ ନଗରରେ । ଆଜି ୨ ଜଣ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଅପହରଣ କରି ନେଉଥିବା ବେଳେ ଗ୍ରାମବାସୀଙ୍କ ହାବୁଡ଼ରେ ପଡ଼ିଥିଲେ ୪ ଜଣ । ନେହେରୁ ନଗରରୁ…

ଦ୍ୱିତୀୟ ପେସ ବୋଲର ଭାବେ ୬୦୦ ଟେଷ୍ଟ ୱିକେଟ ହାସଲ କଲେ ବ୍ରଡ

ଲଣ୍ଡନ: ଚଳିତ ଆଶେସ କ୍ରିକେଟ ସିରିଜର ୪ର୍ଥ ଟେଷ୍ଟରେ ଇଂଲଣ୍ଡ ପେସ ବୋଲର ଷ୍ଟୁଆର୍ଟ ବ୍ରଡ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ଦ୍ୱିତୀୟ ପେସ ବୋଲର ଭାବେ ଟେଷ୍ଟ କ୍ରିକେଟରେ ୬୦୦ ୱିକେଟ ହାସଲ କରିଛନ୍ତି । ୧୧୬ ଟେଷ୍ଟରେ ସେ ଏହି ସଫଳତା ହାସଲ କରିଛନ୍ତି । ତାଙ୍କ ପୂର୍ବରୁ ଜେମ୍ସ…

ଏଠି ୨୪ ଘଣ୍ଟା ପାଇଁ ହୁଏ ବିବାହ, କାରଣ କ’ଣ ଜାଣନ୍ତୁ

ଚୀନ: କୁହାଯାଏ, ବିବାହ ହେଉଛି ସାତ ଜନ୍ମର ସମ୍ପର୍କ । ଥରେ ବିବାହ ବନ୍ଧନରେ ବାନ୍ଧିହେଲେ ସାରାଜୀବନ ସାଥୀ ହୋଇ ରହିବାର ଶପଥ ନିଅନ୍ତି ଦମ୍ପତ୍ତି । କିନ୍ତୁ ଚୀନ୍‌ରେ ମାତ୍ର କିଛି ଘଣ୍ଟା ପାଇଁ ହୁଏ ବିବାହ । ଏଥିଲାଗି ପୁରୁଷକୁ ଦେବାକୁ ପଡ଼େ ମୋଟା ଅଙ୍କର ଅର୍ଥ । ଏହାର କାରଣ ଜାଣିଲେ…

ଜଘନ୍ୟ ଅପରାଧରେ ସଂପୃକ୍ତ ବିଜେପି ନେତା ଅପରାଧ ସଂପର୍କରେ ପ୍ରବଚନ ଦେବା ବିଡ଼ମ୍ବନା: ବିଜେଡି

ଭୁବନେଶ୍ୱର: ହତ୍ୟା ମାମଲାଠୁ ଆରମ୍ଭ କରି ସବୁ ପ୍ରକାର ଗୋଲକ ଧନ୍ଦାରେ ସଂପୃକ୍ତ ଓଡ଼ିଶା ବିଜେପିର ଜଣେ କୁହାଳିଆ ନେତା କିଭଳି କଳଙ୍କିତ ଚରିତ୍ରର ବ୍ୟକ୍ତି, ତାହା ସମସ୍ତଙ୍କୁ ଜଣା । ରାଜ୍ୟ ବିଜେପିର ବଡ଼ବଡ଼ ପଦପଦବିରେ ବସିଥିବା ଏଭଳି ଅଭ୍ୟାସଗତ ଅପରାଧୀମାନେ ଅପରାଧ ସଂପର୍କରେ ପ୍ରବଚନ…

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍ ମୂରଲୀଧର ଅଗଷ୍ଟ ୭ରେ ଅବସର ଗ୍ରହଣ କରିବେ । ଜଷ୍ଟିସ୍ ଏସ୍ ମୂରଲୀଧରଙ୍କ ସ୍ଥାନରେ…

ସରକାରୀ ରେକର୍ଡ଼ରେ ରହିଛି ଏମିତି ୪ ଗାଁ, ଯେଉଁଠି ନାହାନ୍ତି ଲୋକେ

ହରିୟାଣା: ବିଶ୍ୱରେ ଦିନକୁ ଦିନ ଜନସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଜନସଂଖ୍ୟା ଦୃଷ୍ଟିରୁ ଭାରତ ବର୍ତ୍ତମାନ ବିଶ୍ୱରେ ଏକ ନମ୍ବର ସ୍ଥାନରେ ରହିଛି । କିନ୍ତୁ ଭାରତରେ ଏପରି ଗ୍ରାମ ରହିଛି ଯେଉଁଠି କୌଣସି ଲୋକ ବସବାସ କରନ୍ତି ନାହିଁ । ତାହା ପୁଣି ଗୋଟିଏ ନୁହେଁ ଚାରିଟି ଗାଁ ।…

ଏମର୍ଜିଂ ଏସିଆ କପ କ୍ରିକେଟ: ସାଇ ସୁଦର୍ଶନଙ୍କ ଶତକ, ପାକିସ୍ତାନ ଏ ବିପକ୍ଷରେ ଭାରତ ଏର ସହଜ ବିଜୟ

କଲମ୍ବୋ: ଚଳିତ ଏମର୍ଜିଂ ଏସିଆ କପ କ୍ରିକେଟରେ ବୁଧବାର ଅନୁଷ୍ଠିତ ମୁକାବିଲାରେ ଭାରତ ଏ ୮ ୱିକେଟରେ ପାକିସ୍ତାନ ଏକୁ ପରାସ୍ତ କରିଛି । ଗ୍ରୁପ ବିର ଶୀର୍ଷ ସ୍ଥାନରେ ରହିଥିବା ଭାରତ ସେମିଫାଇନାଲରେ ବାଂଲାଦେଶ ଏକୁ ଭେଟିବ । ୨୧ରେ ୨ଟି ଯାକ ସେମିଫାଇନାଲ ମ୍ୟାଚ ଖେଳାଯିବ । ଦ୍ୱିତୀୟ ସେମିରେ…

ରେଳ ଧାରଣାରୁ ଦମ୍ପତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

ଯାଜପୁର: ଯାଜପୁର ଜିଲ୍ଲା ଧଉଳିପସି ନିକଟ ରେଳ ଧାରଣାରୁ ସ୍ୱାମୀ, ସ୍ତ୍ରୀଙ୍କ ରକ୍ତାକ୍ତ ମୃତଦେହ ମିଳିଛି । ସନ୍ଦେହ କରାଯାଉଛି ଦମ୍ପତି କୌଣସି କାରଣରୁ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରି ଥାଇ ପାରନ୍ତି । ବୁଧବାର ସନ୍ଧ୍ୟାରେ ଧଉଳିପସି ଓ ଟମକା ରେଲୱେ ଷ୍ଟେସନ୍ ମଧ୍ୟରେ ଏହି ଘଟଣା…