Latest Odisha News

BREAKING NEWS

Browsing Category

ଫିଚର

ଦକ୍ଷିଣ କୋରିଆ ରାଷ୍ଟ୍ରପତିଙ୍କ ଅଚାନକ କିଭ ଗସ୍ତ: ୟୁକ୍ରେନ ପାଇଁ ଖୋଲିଦେଲେ ଭଣ୍ଡାର

ନୂôଆଦିଲ୍ଲୀ:ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁ ସୁକ ୟୋଲ ଶନିବାର ଅଚାନକ ୟୁକ୍ରେନ ଗସ୍ତ କରିଥିଲେ । ରୁଷ ଆକ୍ରମଣର ଶିକାର ହୋଇଥିବା ଦେଶକୁ ନିଜର ସୟାହତାର ହାତ ବଢାଇବେ ବୋଲି ସେଠାରେ ଘୋଷଣା କରିଥିଲେ । ୨୦୨୨ରେ ୟୁକ୍ରେନ ଉପରେ ରୁଷ ଆକ୍ରମଣ ପରେ ଏହା ୟୋଲଙ୍କର ପ୍ରଥମ କିଭ ଗସ୍ତ । ଗସ୍ତ…

ରାଜ୍ୟରେ ବିସ୍ତୃତି ବର୍ଷା ଅନୁଭୂତ: ଗତ ୨୪ ଘଣ୍ଟାରେ ସୋନପୁର ବିନିକାଠାରେ ସର୍ବାଧିକ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ଗତ ୨୪ ଘଣ୍ଟାରେ ରାଜ୍ୟରେ ବିସ୍ତୃତି ବର୍ଷା ଅନୁଭୂତ ହୋଇଥିବା ବେଳେ ସୋନପୁର ଜିଲ୍ଲାର ବିନିକାଠାରେ ସର୍ବାଧିକ ୧୬୫.୨ ମିମି ବର୍ଷା ରେକର୍ଡ ହୋଇଛି। ସେହିପରି ସମ୍ବଲପୁର ଧାନକୌଡାଠାରେ ୧୫୫ ମିମି ବର୍ଷା ରେକର୍ଡ ହୋଇଛି। ରାଜ୍ୟର ୬ଟି…

ବନ୍ଦେ ଭାରତ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଭୟଭୀତ ଯାତ୍ରୀ

ନୂଆଦିଲ୍ଲୀ: ବନ୍ଦେ ଭାରତ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଭୋପାଳରୁ ନୂଆଦିଲ୍ଲୀ ଅଭିମୁଖେ ଆସୁଥିବା ବନ୍ଦେ ଭାରତ ଏକ୍ସପ୍ରେସ ବଡ଼ ଦୁର୍ଘଟଣାର ଶିକାର ହୋଇଛି। ସୋମବାର ରାନୀ କମଲାପତି ଷ୍ଟେସନରୁ ଯିବା ବେଳେ ଟ୍ରେନର ୧୪ତମ କୋଚରୁ ପ୍ରଥମେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ଅଗ୍ନିକାଣ୍ଡ…

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ମଧ୍ୟରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।

ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର : ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ

ଭୁବନେଶ୍ୱର: ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ । ସକାଳୁ ସକାଳୁ ଶୈବାଳୟରେ ଲାଗିଛି ଭକ୍ତଙ୍କ ଭିଡ । ଧାଡିରେ ଯାଇ ଶିବଲିଙ୍ଗରେ ଜଳାଭିଶେକ କରୁଛନ୍ତି ଭକ୍ତ । ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦେବଦେବ…

ମଣିପୁରରେ ପୁଣି ହିଂସା: ଗତ ୨୪ ଘଣ୍ଟାରେ ୨ ଜଣଙ୍କୁ ହତ୍ୟା, ୯ ଗିରଫ

ଇମ୍ଫାଲ: ଗତ କିଛି ଦିନ ହେବ ଶାନ୍ତ ଥିଲା ମଣିପୁର। କିନ୍ତୁ ଏବେ ପୁଣିଥରେ ରାଜ୍ୟରୁ ହିଂସା ଖବର ସାମ୍ନାକୁ ଆସିଛି। ପୂର୍ବ ଇମ୍ଫାଲର ସାଓମ୍ବାଙ୍ଗ ଅଞ୍ଚଳରେ ଜଣେ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଘଟଣାରେ ୫ ଜଣ ମହିଳାଙ୍କ ସମେତ ୯ ଜଣଙ୍କୁ ପୋଲିସ ଗିରଫ କରିଛି। ମୃତ ମହିଳା ଜଣଙ୍କ…

ମାତ୍ରାଧିକ ଭିଟାମିନ-D ହୋଇପାରେ କ୍ଷତିକାରକ, ଜାଣନ୍ତୁ ଏହାର କାରଣ..

ଓଡ଼ିଶା ସମ୍ବାଦ ବ୍ୟୁରୋ; ଭିଟାମିନ-ଡି ଅଭାବ ଯୋଗୁ ଜଟିଳ ଶାରୀରିକ ସମସ୍ୟା ଦେଖାଯାଏ। ଯାହାକୁ ଅନେକ ସମୟରେ ଲୋକେ ଗୁରୁତ୍ୱ ଦିଅନ୍ତି ନାହିଁ। ମାନବ ଶରୀର ଠିକ ଭାବେ କାମ କରିବା ପାଇଁ ଭିଟାମିନ-ଡି'ର ଆବଶ୍ୟକତା ରହିଛି। କିନ୍ତୁ ଆମ ଜୀବନଶୈଳୀ ଓ ଖରାପ ଅଭ୍ୟାସ ଯୋଗୁ ଶରୀରରେ ଭିଟାମିନ-ଡି ଅଭାବ…

ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ, ଉଠାଦୋକାନୀଙ୍କ ଉଚ୍ଛେଦ ଦାବିରେ ଧାରଣା ଦେବେ ବ୍ୟବସାୟୀ

ଭୁବନେଶ୍ୱର: ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ। ଧାରଣା ଦେବ ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ। ଉଠାଦୋକାନୀ-ସେଣ୍ଟ୍ରାଲ ମାର୍କେଟ ଆସୋସିଏସନ ମଧ୍ୟରେ ଘନେଇଛି ବିବାଦ। ଏନେଇ ସୋମବାରଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ ରହିବ। ମାର୍କେଟ ବିଲ୍ଡିଂ ପରିସରରେ ଥିବା…

କମିଶନରେଟ୍ ପୋଲିସର ସେଫ୍ ସିଟି ଡ୍ରାଇଭ୍, ବ୍ଲକିଂ ଚେକିଂ ସହ ମଦ୍ୟପ ଖଟିରେ ଚଢଉ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମିଶନରେଟ୍ ପୋଲିସର ଚାଲିଛି ସେଫ୍ ସିଟି ଡ୍ରାଇଭ୍ ସଙ୍ଗକୁ ମଦ୍ୟପ ଖଟିରେ ଚଢଉ। ବଢାଇଛି ନାଇଟ୍ ପାଟ୍ରୋଲିଂ। ବିଭିନ୍ନ ଛକରେ ଚେକିଂ ଓ ବ୍ଲକିଂ କରାଯାଉଥିବା ବେଳେ ମଦ୍ୟପ ଖଟିମାନଙ୍କରେ ଜୋରଦାର ଚଢଉ କରାଯାଉଛି। ରବିବାର ସନ୍ଧ୍ୟାରେ କ୍ୟାପିଟାଲ,…

ଆଜି ବିରୋଧୀଙ୍କ ଦ୍ଵିତୀୟ ମହାବୈଠକ; ଡିନରରେ ସାମିଲ ହେବେନି ଶରଦ, ମମତା

ନୂଆଦିଲ୍ଲୀ: ୨୦୨୪  ସାଧାରଣ ନିର୍ବାଚନ ପାଇଁ ଏକାଠି  ହେଉଛନ୍ତି ବିରୋଧୀ ।ଆଜି ୨୪ ବିରୋଧୀ ଦଳର ମହାବୈଠକ । ତିଆରି କରିବେ ମିଳିତ  ମିଳିତ ରଣନୀତି  ।  ୨୦୨୪ ରେ ଗଢିବେ  ବିଜେପି ବିରୋଧୀ ସରକାର ।  ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ହେବ ବିରୋଧୀଙ୍କ ମହାବୈଠକn। କଂଗ୍ରେସ ନେତୃତ୍ୱଧୀନ…