Latest Odisha News

BREAKING NEWS

Browsing Category

ଫିଚର

ଆମେରିକାରେ ଭାରତୀୟଙ୍କ ବନ୍ଧୁକ ଲାଇସେନ୍ସ ସଂଖ୍ୟାରେ ବୃଦ୍ଧି

ନୂଆଦିଲ୍ଲୀ: ଭାରତୀୟମାନେ ଶାନ୍ତି ପ୍ରିୟ । କୌଣସି କ୍ଷେତ୍ରରେ ଭାରତୀୟମାନେ ନିଜ ଆଡୁ ଅଶାନ୍ତି କରି ନାହାନ୍ତି । ତେବେ ବିଦେଶରେ ବାରମ୍ବାର ଭାରତୀୟଙ୍କ ଉପରେ ଆକ୍ରମଣ ହେବାରେ ଲାଗିଛି । ବର୍ଣ୍ଣବୈଷମ୍ୟ ବିବାଦ ଏହାର ମୂଖ୍ୟ କାରଣ ବୋଲି ବିବେଚନା କରାଯାଉଛି । ଆମେରିକାରେ ଏହି ସଂଖ୍ୟା ଦ୍ରୁତ…

ଦିଲ୍ଲୀରେ ଜାରି ରହିଛି ଲଗାଣ ବର୍ଷା, ବନ୍ୟା ସ୍ଥିତି ନେଇ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଦିଲ୍ଲୀରେ ବନ୍ୟା ସ୍ଥିତି ଏବେବି ସଙ୍ଗୀନ ରହିଛି । ଦେଶର ରାଜଧାନୀର ବହୁ ଅଂଚଳ ଜଳବନ୍ଦୀ ରହିଛି । ଯମୁନା ନଦୀ ୪୫ ବର୍ଷର ରେକର୍ଡ ଭାଙ୍ଗି ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ୨୬ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିବା ବେଳେ ୪୦ରୁ ଅଧିକ କ୍ୟାମ୍ପ…

ଲକ୍ଷାଦ୍ୱୀପରେ ଲଞ୍ଚ ହେଲା ଏଲପିଜି ସିଲିଣ୍ଡର କ୍ୟାରିଅର୍ ଜାହାଜ, ମଧ୍ୟପ୍ରଦେଶରୁ ପରିବହନ ହେବ ପେଟ୍ରୋଲିୟମ ସାମଗ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଗୋଆ ସିପ୍‌ୟାର୍ଡ ଲିମିଟେଡ୍ (ଜିଏସ୍ଏଲ୍) ରେ ଏଲପିଜି ସିଲିଣ୍ଡର କ୍ୟାରିଅର୍ ଜାହାଜ ଆନୁଷ୍ଠାନିକ ଭାବେ ଲଞ୍ଚ କରାଯାଇଛି। ଏହି ଜାହାଜଟି ଲକ୍ଷାଦ୍ୱୀପ ଦ୍ୱୀପପୁଞ୍ଜ ପ୍ରଶାସନର ବନ୍ଦର ପରିବହନ ଏବଂ ବିମାନ ଚଳାଚଳ ପାଇଁ ନିର୍ମାଣ କରାଯାଇଛି। ଆଜି ଲଞ୍ଚ ହୋଇଥିବା ଏହି…

ଭାଲୁ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର; କ୍ଷତି ପୂରଣ ଦାବିରେ ରାଜପଥ ଅବରୋଧ

ନୂଆପଡ଼ା: କୋମନା ରେଞ୍ଜ ବିରୁନପଦର ଗାଁ ବିଜାଖମନ ଜଙ୍ଗଲରେ ଭାଲୁ ଆକ୍ରମଣ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ଘନଶ୍ୟାମ ପଟେଲ। ଗୁରୁତର ଅବସ୍ଥାରେ ପୁଅକୁ ନୂଆପଡ଼ା ମେଡିକାଲ ସ୍ଥାନାନ୍ତର କରାଯାଇଛି। ସୂଚନା…

ଜଗତସିଂହପୁର ମାଛଗାଁ କେନାଲରେ ଘାଇ: ଜଗତସିଂହପୁର-କଟକ ମୁଖ୍ୟ ରାସ୍ତାରେ ପାଣି

ପାରାଦୀପ: ଜଗତସିଂହପୁର ଜିଲ୍ଲାରେ ଦୁଇଟି ବଡ଼ ଘାଇ ହୋଇଥିବା ଯୋଗୁଁ ଜିଲ୍ଲାରେ ବିଭିନ୍ନ ଅଞ୍ଚଳରେ ପାଣି ପଶିଯାଇଛି। । ଫଳରେ ଜଗତସିଂହପୁର କଟକ ମୁଖ୍ୟ ରାସ୍ତାରେ ଅଣ୍ଟାଏ ଉଞ୍ଚରେ ପାଣି ଲହଡ଼ି ଭାଙ୍ଗୁଛି । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ତରିକୁନ୍ଦ ବଜାରର ଅଧିକାଂଶ…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ଆରଡି ଜୁନିୟର କଲେଜ

ଭୁବନେଶ୍ୱର: ୟୁନିଟ ୯ ବାଳିକା ସ୍କୁଲରେ ଚାଲିବ ରମାଦେବୀ ଜୁନିୟର କଲେଜ। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ରମାଦେବୀ ଜୁନିୟର କଲେଜ। ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଅନୁରୋଧ କ୍ରମେ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କୁ ଚିଠି ଲେଖି…

ବିଦ୍ୟୁତ ଆଘାତରେ ୫ କାଉଡ଼ିଆଙ୍କର ମୃତ୍ୟୁ, ୫ ଗୁରୁତର

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ମେରଠ ଜିଲ୍ଲାର ରାଲିଚୌହାନ ଗାଁରେ ଶନିବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୫ ଜଣ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ଆଉ ୫ ଜଣ କାଉଡ଼ିଆ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

ମିଶ୍ରଣ ପର୍ବ: ବିଜେପିରେ ମିଶିଲେ ଚିଲିକାର ବିଜେଡି ନେତା ଓ ଶତାଧିକ କର୍ମୀ

ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ବିଜେପିର ମିଶ୍ରଣ ପର୍ବ। ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ମୁଖପାତ୍ର ଡା.ସମ୍ବିତ ପାତ୍ର, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀର…

ବିଶ୍ୱ ଯୁବ ଦକ୍ଷତା ଦିବସରେ ‘ଏଆଇ ଫର୍ ଇଣ୍ଡିଆ ୨.୦’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନୂଆଦିଲ୍ଲୀଠାରେ ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଉପରେ ଏକ ମାଗଣା ଅନଲାଇନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଏଆଇ ଫର୍ ଇଣ୍ଡିଆ ୨.୦’ର ଶୁଭାରମ୍ଭ କରିଛନ୍ତି।…

ଆବୁଧାବୀରେ ପ୍ରତିଷ୍ଠା ହେବ ଦିଲ୍ଲୀର ଆଇଆଇଟି କ୍ୟାମ୍ପସ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଆବୁଧାବି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ଆବୁଧାବୀରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ(ଏମଓୟୁ) ହୋଇଛି। ଏହା ଦ୍ୱାରା ଭାରତର ଶିକ୍ଷାର ଅନ୍ତର୍ଜାତୀୟକରଣ ଦିଗରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି ବୋଲି ଟ୍ୱିଟ୍ କରି କହିଛନ୍ତି…