Latest Odisha News

BREAKING NEWS

Browsing Category

ଫିଚର

ସୁଲଭ ମୂଲ୍ୟରେ ମିଳିବ ଅବଢା; ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ରେଟ୍ ଚାର୍ଟ

ପୁରୀ: ଦୁର୍ମୂଲ୍ୟ ହେବନି ମହାପ୍ରସାଦ । ସୁଲଭ ମୂଲ୍ୟରେ ଆନନ୍ଦବଜାରରେ  ଅବଢା ଖାଇବେ ଭକ୍ତ । ଶ୍ରୀମନ୍ଦିରରେ ଠକେଇର ଶିକାର ହେବନି ଶ୍ରଦ୍ଧାଳୁ । ଏଣିକି ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ଦରର ଚାର୍ଟ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ଶୃଙ୍ଖଳା କମିଟି ବୈଠକରେ ଏପରି…

ଏଥର ରାଷ୍ଟ୍ରପତିଙ୍କ କଟକ ଗସ୍ତ ବେଳେ କଟିବନି ଲାଇନ; ପ୍ରତିଶ୍ରୁତି ଦେଲେ ଟାଟା ପାୱାରର CEO

କଟକ: ଏଥର କଟିବନି ଲାଇନ। ଅନ୍ଧାର ଦେଖିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାରିପଦା ଅବ୍ୟବସ୍ଥାର ପୁନରାବୃତ୍ତି ଏଠାରେ ହେବନି । ରାଷ୍ଟ୍ରପତି ଙ୍କ ତିନି ଦିନିଆ ଓଡିଶା ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ଏ ନେଇ TPCODL ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରଯାଇଛି ।…

ଫ୍ରାନ୍ସ ରାଷ୍ଟ୍ରପତି ଓ ତାଙ୍କ ପତ୍ନୀଙ୍କୁ ଭବ୍ୟ ଉପହାର ଦେଲେ ପ୍ରଧାନମନ୍ତ୍ରୀ; ସବୁଥିରେ ଥିଲା ଭାରତୀୟ କଳା…

ପ୍ୟାରିସ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜନୈତିକ ଯାତ୍ରାରେ ସାଂସ୍କୃତିକ ସ୍ପର୍ଶ । ଆମେରିକା ହେଉ ବା ଫ୍ରାନ୍ସ ସବୁଠି ଭାରତୀୟ ସଂସ୍କୃତିର ଛାପ ଛାଡି ଆସିଛନ୍ତି । ଏବେ ଫ୍ରାନ୍ସ ରାଷ୍ଟ୍ରପତି ଇମେନୁଏଲ ମେକ୍ରାନ,ପତ୍ନୀ ବ୍ରିିଗିଟ ମେକ୍ରାନ, ପ୍ରଧାନମନ୍ତ୍ରୀ ଏଲିଜାବେଥ ବୋର୍ନ,…

ଶ୍ରାବଣରେ ଘରକୁ ଆଣନ୍ତୁ ଏହି ଜିନିଷ, ମିଳିବ ଶୁଭଫଳ

ଓଡ଼ିଶା ସମ୍ବାଦ ବ୍ୟୁରୋ: କୁହାଯାଏ ଯେ ଭଗବାନ ଶଙ୍କରଙ୍କ ପ୍ରିୟ ମାସ ଶ୍ରାବଣ ମାସ । ଏହି ମାସରେ ନିଷ୍ଠାର ସହ ଭଗବାନ ଶଙ୍କରଙ୍କୁ ପୂଜାର୍ଚ୍ଚନା କଲେ ଭକ୍ତର ସମସ୍ତ ମନସ୍କାମନା ପୂରଣ ହେବା ସହ ଆଶୀର୍ବାଦ ମିଳିଥାଏ ବୋଲି କୁହାଯାଏ । ଶ୍ରାବଣରେ ଭଗବାନ ଶଙ୍କରଙ୍କୁ ବେଲପତ୍ର, ଶମିପତ୍ର, ଦୁଦୁରା…

ସୁଧୁରିନି ଦିଲ୍ଲୀର ବନ୍ୟାସ୍ଥିତି; ବନ୍ୟାଜଳରେ ଭାସିଯାଇ ୩ ନାବାଳକ ମୃତ

ନୂଆଦିଲ୍ଲୀ: ଯମୁନାର ଯନ୍ତ୍ରଣାରେ ଜାତୀୟ ରାଜଧାନୀ ଦିଲ୍ଲୀ ଉବୁଟୁବୁ । ବନ୍ୟା ପରିସ୍ଥିତି ଦିନକୁ ଦିନ ଜଟିଳ ହେଉଛି ରାଜଧାନୀ ଦିଲ୍ଲୀରେ । ଯମୁନା ଜଳସ୍ତର ହ୍ରାସ ପାଇଥିଲେ ହେଁ ଦିଲ୍ଲୀ ମହାନଗରୀର ସ୍ଥିତି ବଦଳିନି । ଆଜି ସକାଳ ୮ଟା ସୁଦ୍ଧା ଯମୁନାରେ ବନ୍ୟା ଜଳ ୨୦୮.୪୮ ମିଟରରେ ବହୁଥିଲା ।…

ରହସ୍ୟ ଘେରରେ ଦ୍ୱିତୀୟ ବରମୁଡା ଟ୍ରାଙ୍ଗେଲ୍

ଓଡ଼ିଶା ସମ୍ବାଦ: ଭାରତରେ ଏପରି ଅନେକ ସ୍ଥାନ ଅଛି ଯାହା ବିବିଧତାରେ ପରିପୂର୍ଣ୍ଣ ଯାହା ଅତ୍ୟନ୍ତ ରହସ୍ୟମୟ । ଯାହା ବିଷୟରେ ବିଜ୍ଞାନ ମଧ୍ୟ ସଠିକ୍ ଉତ୍ତର ଦେବାକୁ ସକ୍ଷମ ନୁହେଁ । ଭାରତର ଅରୁଣାଚଳ ପ୍ରଦେଶ ଏବଂ ତିବ୍ଦତ ମଧ୍ୟରେ ଏପରି ଏକ ସ୍ଥାନ ଅଛି ଯାହାକୁ ବିଶ୍ୱର ଦ୍ୱିତୀୟ ‘ବରମୁଡା…

ଘୋଷଣା ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ତାରିଖ

ନୂଆଦିଲ୍ଲୀ:୨୦୨୩-୨୪ ଶିିକ୍ଷାବର୍ଷ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ତାରିଖ ଘୋଷଣା । ସିବିଏସଇ ଦଶମ ଓ ଦ୍‌:ାଦଶ ପରୀକ୍ଷା ୨୦୨୪ ଫେବୃଆରୀ ୧୫ରୁ ଆରମ୍ଭ ହେବ । ଏ ନେଇ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ବା ସିବିଏସଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି । ଫେବୃଆରୀ ୧୫ରୁ ଆରମ୍ଭ ହୋଇ…

ଶିବସେନା ବନାମ ଶିବସେନା, ସିନ୍ଦେ ଗୋଷ୍ଠୀର ବିଧାୟକଙ୍କ ବିରୋଧରେ ବିଚାରଧୀନ ଅଯୋଗ୍ୟତା ମାମଲାରେ ବାଚସ୍ପତିଙ୍କୁ…

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଶିବସେନା ବନାମ ଶିବସେନା ମାମଲାରେ ଏକନାଥ ସିନ୍ଦେ ଗୋଷ୍ଠୀର ବିଧାୟକଙ୍କ ବିରୋଧରେ ବିଚାରାଧୀନ ଅଯୋଗ୍ୟତା ମାମଲାର ସୁପ୍ରିମକୋର୍ଟ ଯାଞ୍ଚ କରିବେ। ଏ ସମ୍ପର୍କରେ ସୁପ୍ରିମକୋର୍ଟ ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କୁ ନୋଟିସ ଜାରି କରିଛନ୍ତି। ଏହା ସହିତ ଦୁଇ…

ଟିମ୍ ଇଣ୍ଡିଆରେ ସ୍ଥାନ ପାଇଲେ ରିଙ୍କୁ ସିଂ, ରୁତୁରାଜ ଗାଇକୱାଡ

ମୁମ୍ବାଇ: ଭାରତୀୟ ପୁରୁଷ କ୍ରିକେଟ୍ ଦଳ ପ୍ରଥମ ଥର ପାଇଁ ଏସୀୟ ଗେମ୍ସରେ ଭାଗ ନେବାକୁ ଯାଉଛି। ଏଥିପାଇଁ ଶୁକ୍ରବାର ରାତିରେ ବିସିସିଆଇ ପକ୍ଷରୁ ଟିମ୍ ଇଣ୍ଡିଆର ଦଳ ଘୋଷଣା କରାଯାଇଛି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଟିମ୍ ଇଣ୍ଡିଆର ଅଧିନାୟକ ଭାବରେ ରୁତୁରାଜ ଗାଇକୱାଡଙ୍କୁ ନିଯୁକ୍ତ କରି ବୋର୍ଡ…

ତିନି ଦିନରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ ଜିତିଲା ଭାରତ, ଅଶ୍ୱୀନଙ୍କ ଦମଦାର ବୋଲିଂ

ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଇନିଂସ ୧୪୧ ରନରେ ବିଜୟୀ ହୋଇଛି ଭାରତୀୟ ଦଳ। ତୃତୀୟ ଦିନରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ଘାତକ ବୋଲିଂ ଆଧାରରେ ଟିମ୍ ଇଣ୍ଡିଆ ଏହି ମ୍ୟାଚ୍ ଜିତିଛି। ଏହା ସହ ଟିମ୍ ଇଣ୍ଡିଆ ସିରିଜରେ ୧-୦ରେ ଅଗ୍ରଣୀ…