Latest Odisha News

BREAKING NEWS

Browsing Category

ଫିଚର

୬ ବର୍ଷରେ ଆଞ୍ଚଳିକ ଦଳ ମଧ୍ୟରେ ବିଜେଡି ପାଇଛି ସର୍ବାଧିକ ଅନୁଦାନ

ଭୁବନେଶ୍ୱର: ଓଡ଼ିଶାର ଶାସକ ବିଜୁ ଜନତା ଦଳକୁ ୨୦୧୬-୧୭ ଆର୍ଥିକ ବର୍ଷରୁ ୨୦୨୧-୨୨ ଆର୍ଥିକ ବର୍ଷ ମଧ୍ୟରେ ଇଲେକ୍ଟୋରାଲ ବଣ୍ଡରୁ ସର୍ବାଧିକ ଅନୁଦାନ ମିଳିଛି ବୋଲି ଆସୋସିଏସନ୍ ଅଫ୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍) ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ରିପୋର୍ଟରୁ ଜାଣିବାକୁ…

ମହାନଦୀ ଜଳ ବିବାଦ ମାମଲା, ଅଧିକ ୪ ସପ୍ତାହ ସମୟ ମାଗିଲା ଓଡ଼ିଶା

ନୂଆଦିଲ୍ଲୀ: ମହାନଦୀ ଜଳବଣ୍ଟନକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଚାଲିଥିବା ମାମଲାର ଶୁଣାଣି କରୁଥିବା ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲରେ କମନ୍ ଫର୍ମାଟ ତଥ୍ୟ ଦାଖଲ ପାଇଁ ଓଡ଼ିଶା ସରକାର ଅଧିକ ସମୟ ମାଗିଛନ୍ତି। ନିକଟରେ ଟ୍ରିବ୍ୟୁନାଲ ଦୁଇଟି ପର୍ଯ୍ୟାୟରେ ଉଭୟ ରାଜ୍ୟ ଗସ୍ତ କରି ସ୍ଥିତି…

‘ମୋ ସରକାର’ ଅଧିନରେ ଆସିବ ଜନ ଅଭିଯୋଗ ଶୁଣାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଢେଙ୍କାନାଳରୁ ଭିଡିଓ କନ୍‌ଫରେସନ୍‌ସ ଜରିଆରେ ଯୋଡ଼ି ହୋଇ ୫ଟି ସଚିବ…

ଏସସି ଓ ଏସଟି ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ଆର୍ଥିକ ସହଯୋଗ କରିବେ ସରକାର, ମୁଖ୍ୟନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର: ଓଡ଼ିଶା ସରକାର ଗରିବ ପରିବାରର ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କୁ ଯେକୌଣସି ସରକାରୀ ଶିକ୍ଷାନୁଷ୍ଠାନରେ ସାଧାରଣ ଡିଗ୍ରୀ ପାଠ୍ୟକ୍ରମ ପଢ଼ିବା ପାଇଁ ଏକକାଳୀନ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର…

କୁଆଖାଇରେ ବୁଡ଼ି ଯାଇ ୨ ମୃତ, ୨ ଜଣ ନିଖୋଜ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ କୁଆଖାଇ ନଦୀରେ ଅଘଟଣ । ଗାଧୋଇବା ବେଳେ ବୁଡ଼ି ଯାଇ ୨ ଜଣ ନିଖୋଜ ହୋଇ ଯାଇଥିବା ବେଳେ ଅନ୍ୟ ୨ ଜଣ ନିଖୋଜ ହୋଇ ଯାଇଛନ୍ତି । ମଙ୍ଗଳବାର ଏ ଅଘଟଣ ଘଟିଛି । ମିଳିଥିବା ସୂଚନା ଅନୁସାରେ, ୮ ଜଣ ସାଙ୍ଗ ଭୁବନେଶ୍ୱରରୁ ବାଲିଅନ୍ତା ଥାନା ଅନ୍ତର୍ଗତ କୁଆଖାଇ ପଠାରେ…

କନ୍ୟାର ଅଜବ ସର୍ତ୍ତ: ୪ ହଜାରରୁ କମ୍ ମୂଲ୍ୟର ଉପହାର ଆଣିବାକୁ କଲେ ବାରଣ

ବ୍ରିଟେନ୍‌: ପ୍ରତ୍ୟେକ ବିବାହରେ ନିମନ୍ତ୍ରିତ ଅତିଥି ସାଙ୍ଗରେ କିଛି ଉପହାର ନେଇ ଯାଇଥାନ୍ତି । ସେହି ଉପହାରକୁ କନ୍ୟା ହାତରେ ଦେବା ସହ ଦାମ୍ପତ୍ୟ ଜୀବନ ଖୁସିରେ କଟୁ ବୋଲି ବରକନ୍ୟାକୁ ଆଶିର୍ବାଦ ଦେଇଥାନ୍ତି । ଲୋକେ ନିଜ ସାମର୍ଥ୍ୟ ଅନୁଯାୟୀ ଉପହାର ଦେଇଥାନ୍ତି । ହେଲେ ବ୍ରିଟେନ୍‌ର ଜଣେ…

ନିଜକୁ ଡ଼ାହାଣୀ ପରି ସଜ୍ଜେଇଲେ ସୁନ୍ଦରୀ ଯୁବତୀ : ଏବେ ଯିଏ ଦେଖୁଛି, ସିଏ ଡ଼ରୁଛି

ଲଣ୍ଡନ: ସୋସିଆଲ ମିଡ଼ିଆରେ ଆମକୁ ଅନେକ ଅଜବ ଅଜବ ଜିନିଷ ଦେଖିବାକୁ ମିଳିଥାଏ । ଏଇ ଯେମିତି ନିକଟରେ ଜଣେ ମହିଳା ସୋସିଆଲ ମିଡିଆରେ ତାଙ୍କର ଅନେକ ଫଟୋ ସେୟାର କରିଛନ୍ତି । ଏହି ଫଟୋକୁ ଦେଖିବା ପରେ ଅନେକ ତାଙ୍କୁ ଡ଼ାହାଣୀ ବୋଲି କହିଛନ୍ତିି । ଆଉ ଯିଏ ତାଙ୍କୁ ଦେଖୁଛି, ଅନ୍ୟ ଗ୍ରହରୁ ଆସିଥିବା…

ମହାରାଷ୍ଟ୍ର ରାଜନୀତି, ହାତ ଛାଡ଼ିଦେବେ ସାଥୀ, ଏକା ହୋଇଯିବେ ସିନ୍ଦେ!

ଭୁବନେଶ୍ୱର: ମହାରାଷ୍ଟ୍ର ରାଜନୀତିରେ ପ୍ରତି ମୁହୂର୍ତ୍ତରେ କିଛି କିଛି ପରିବର୍ତ୍ତନ ହୋଇଚାଲିଛି। ଆଗକୁ ମହାରାଷ୍ଟ୍ର ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ବିଭାଗ ବଣ୍ଟନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମନ୍ତ୍ରୀମଣ୍ଡଳରେ ଅଜିତ ପାୱାର…

ବିରୋଧୀଙ୍କୁ ଧୋକା ଦେବେ ନୀତିଶ !

ଭୁବନେଶ୍ୱର: ବିରୋଧୀ ଏକତା ବୈଠକକୁ କାଉଣ୍ଟର କରିବ ଏନଡିଏ ବୈଠକ। ବିଜେପିକୁ ଶାସନରୁ ହଟାଇବା ପାଇଁ ବିରୋଧୀ ଦଳ ଗୁଡିକ ଏକ ହେଉଛନ୍ତି। ବିରୋଧୀଙ୍କ ପ୍ରଥମ ବୈଠକ ପାଟନାରେ ହୋଇସାରିଥିବା ବେଳେ ଦ୍ଵିତୀୟ ବୈଠକ ଆସନ୍ତା ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ହେବ। ସେଥିପାଇଁ ବିରୋଧୀ ଦଳ ଗୁଡିକ…

ଓଟିପି ସ୍କାମ ମାମଲା, ଦେଶରେ ୧୦୦ରୁ ଅଧିକ ଏଜେଣ୍ଟଙ୍କ ସହ ଯୋଗାଯୋଗରେ ଥିଲା ଅଭିଯୁକ୍ତ !

ଭୁବନେଶ୍ୱର: ପୂର୍ବରୁ ଓଡ଼ିଶା ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ୍) ଦ୍ୱାରା ଗିରଫ ହୋଇଥିବା ଅଭିଯୁକ୍ତ ଅଭିଜିତ ସଞ୍ଜୟ ଜାମ୍ବୁରେଙ୍କ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ସହ ଓଟିପି ସେୟାରିଂର ସମ୍ବେଦନଶୀଳ ମାମଲାରେ ଆହୁରି ଅନେକ ଗୁମର ଫିଟିବାର ସମ୍ଭାବନା ରହିଛି। ଜାତୀୟ ତଦନ୍ତକାରୀ ସଂସ୍ଥା…