Latest Odisha News

BREAKING NEWS

Browsing Category

ଫିଚର

ହାପି ବାର୍ଥ ଡ଼େ MS ଧୋନି: ଜାଣନ୍ତୁ ମାହିଙ୍କ ବିଷୟରେ କିଛି ଅଜଣା କଥା …

ମୁମ୍ବାଇ: କ୍ରିକେଟ୍ ପ୍ରେମୀଙ୍କ ଗହଣରେ ଖୁବ୍ ପରିଚିତ ମହେନ୍ଦ୍ର ସିଂହ ଧୋନୀ । ଯିଏକି ମାହି ଓ କ୍ୟାପଟେନ୍ କୁଲ୍ ନାମରେ ବି ଲୋକପ୍ରିୟ ହୋଇପାରିଛନ୍ତି । ୧୯୮୧ ମସିହା ଜୁଲାଇ ୭ ତାରିଖରେ ଜନ୍ମଗ୍ରହଣ କରିଥିବା ଧୋନୀ ଆଜି ନିଜର ୪୨ ତମ ଜନ୍ମଦିନ ପାଳନ କରୁଛନ୍ତି । ଜନ୍ମଦିନ ଅବସରରେ ମାହିଙ୍କ…

ରାଜଧାନୀରୁ ପୁଣି ଜଣେ ଛାତ୍ର ନିଖୋଜ

ଭୁବନେଶ୍ୱର: ରାଜଧାନୀରୁ ପୁଣି ଜଣେ ଛାତ୍ର ନିଖୋଜ ।  ଛାତ୍ର ଜଣକ ରାଗି ଘରୁ କୁଆଡେ ପଳାଇଥିବା ଜଣାପଡିଛି । ଏ ନେଇ ପରିବାର ଲାେକେ ମୈତ୍ରୀ ବିହାର ଥାନାରେ ଅଭିଯୋଗ କରିଛନ୍ତି । ନିଖୋଜ ଛାତ୍ରଙ୍କ ନାଁ  ଯୋଗେଶ ବାଲାଜ । ସ୍କୁଲ ଯିବାକୁ ନେଇ ପରିବାର ଲାେକେ ଏବଂ ଶିକ୍ଷକ ତାଙ୍କୁ ଗୁରୁବାର…

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ: ୩ ଜଣଙ୍କର ଦରମା ଓ ୬ ଜଣଙ୍କର ପେନସନ ବନ୍ଦ

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି  ରଖିଛନ୍ତି ।  ଏ ପର୍ଯ୍ୟନ୍ତ ୧୯୭ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ସାରିଲେଣି । ଏବେ ପୁଣି ୯ ଜଣଙ୍କ ବିରୋଧରେ କାାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।  ୩ ଜଣଙ୍କୁ…

ପ୍ରଧାନମନ୍ତ୍ରୀଙ୍କ ସଭାକୁ ଯାଉଥିବା ବିଜେପି କର୍ମୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ:୨ ମୃତ

ନୂଆଦିଲ୍ଲୀ: ଛତିଶଗଡର ବେଲତରା ହାଇୱେରେ ଏକ ଭୟାନକ ସଡକ ଦୁର୍ଘଟଣା ଘଟି ଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ସଭାରେ ଯୋଗ ଦେବା ପାଇଁ ଅମ୍ବିକାପୁର ଜିଲ୍ଲାର ବିଜେପି କର୍ମୀମାନେ ଏହି ଗାଡ଼ିରେ ଦେବା ପାଇଁ ଯାଉଥିଲେ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ବସରେ ପ୍ରାୟ ୪୦ ଜଣ ବିଜେପି…

ଆମେରିକାର ରୋଡସ୍ ଆଇଲ୍ୟାଣ୍ଡଠାରେ ଓଡ଼ିଆ ସମାଜ ଦ୍ୱାରା ରଥଯାତ୍ରା ପାଳିତ

ରୋଡସ୍ ଆଇଲ୍ୟାଣ୍ଡ : ଯୁକ୍ତରାଷ୍ଟ୍ର ଆମେରିକାର ସବୁଠାରୁ କ୍ଷୁଦ୍ର ରାଜ୍ୟ ରୋଡ଼ସ୍ ଆଇଲ୍ୟାଣ୍ଡ ଠାରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କର ସବୁଠୁ ବୃହତ ପର୍ବ ରଥଯାତ୍ରା ମହାଆଡ଼ମ୍ବରରେ ପାଳନ କରାଯାଇଛି। ଏହି ଉପଲକ୍ଷେ ଚାରି ଠାକୁର ବିରାଜମାନ କରୁଥିବା ୱାରୱିଇକସ୍ଥିତ ହିନ୍ଦୁ ମନ୍ଦିରକୁ ଖୁବ ଭବ୍ୟ…

ଫଳର ରାଜା ଆମ୍ବ : ଜାଣନ୍ତୁ ଆମ ସ୍ୱାସ୍ଥ୍ୟ ପାଇଁ ଏହାର ଉପାଦେୟତା…

ବର୍ତ୍ତମାନ ବଜାରରେ ବିଭିନ୍ନ ପ୍ରକାରର ଆମ୍ବ ବିକ୍ରି ହେଉଛି | ଫଳର ରାଜା ଆମ୍ବ । ଖରା ଦିନରେ ଆମ୍ବ କାହାକୁ ବା ଭଲ ନଲାଗେ । ଖରା ଦିନରେ ଏହି ଫଳ ବଜାରରେ ପସରା ମେଲାଇଥାଏ । ଭାରତୀୟ ସଂସ୍କୃତି ସହ ଓତୋପ୍ରୋତଃ ଭାବରେ ଜଡ଼ିତ ଆମ୍ବ ପ୍ରାୟ ସମସ୍ତଙ୍କର ପ୍ରିୟ ଫଳ । ପ୍ରାୟତ ଲୋକମାନେ ଆମ୍ବ…

ଆଜିଠୁ ଯୁକ୍ତଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର : ଆଜିଠୁ ଯୁକ୍ତଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା । ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ। ୧୩ ତାରିଖ ଯାଏ ନାମ ଲେଖାଇବେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ । ଗତକାଲି ପ୍ରଥମ ପର୍ଯ୍ୟାୟ ମେଧାତାଲିକାରେ ସିଟ ଆବଣ୍ଟନ ହୋଇଥିବା ଛାତ୍ରଛାତ୍ରୀ ଆଡମିଶନ କରିବେ । ଚଳିତବର୍ଷ ୪ ଲକ୍ଷ ୭୨…

କଲରାପତରିଆ ବାଘ ଆକ୍ରମଣରେ ୨ ଗୁରୁତର

ଅନୁଗୁଳ: ଛେଳି ଚରାଇବାକୁ ଯାଇଥିବା ବେଳେ ବାଘ ଆକ୍ରମଣରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଚିଛି ଅନୁଗୁଳ ଜିଲ୍ଲା ବନ୍ତଳା ରେଞ୍ଜ କୃଷ୍ଣଚକ୍ରଗଡ଼ରେ । ମିଳିଥିବା ସୂଚନା ଅନୁସାରେ, ଗାଁରେ ଜନକ ବେହେରା ଓ ନେକୁରି ବେହେରା ଛେଳି ଚରାଇବାକୁ ଯାଇଥିବା ବେଳେ ଆକ୍ରମଣ କରିଥିଲା…

ଡିଏନ୍ ଗ୍ରୁପ୍ ଉପରେ ଆୟକର ଚଢ଼ଉକୁ ନେଇ ବିଜେପି ଡାର୍ଟି ପଲିଟିକ୍ସ କରୁଛି: ବିଜେଡି

ଭୁବନେଶ୍ୱର: ସ୍ପର୍ଶକାତର ମାମଲାରେ ବିଜେଡି ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ବିଜେପିର ପୁରୁଣା ଅଭ୍ୟାସ। ତେଣୁ ଏବେ ଡିଏନ୍ ଗ୍ରୁପ୍ଉ ପରେ ଆୟକର ଚଢ଼ଉକୁ ନେଇ ଓଡ଼ିଶା ବିଜେପି ନେତାମାନେ ପୁଣିଥରେ ଡାର୍ଟି ପଲିଟିକ୍ସ କରିବା ଆରମ୍ଭ କରି ଦେଇଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି ।…

ଅନୁଗୁଳରେ ନକଲି ଔଷଧ; ମେଡିସିନ୍ ଷ୍ଟୋର ସହ ହୋଲସେଲ୍ ଦୋକାନ ସିଲ୍  

ଅନୁଗୁଳ: ଅନୁଗୁଳରେ ବିକ୍ରି ହେଉଛି ନକଲି ଔଷଧ । ନକଲି ଔଷଧ ବିକ୍ରି ଅଭିଯୋଗରେ ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ଗୋଟିଏ ମେଡିସିନ୍ ଷ୍ଟୋର ସହ ହୋଲସେଲ୍ ଦୋକାନକୁ ସିଲ୍ କରିଛି । ୨ଟି ଯାକ ଦୋକାନରେ ପାଣ୍ଟୋସିଡ ଡିଏସଆର ନାମକ ନକଲି ଔଷଧ ବିକ୍ରି ହେଉଥିବା ଅଭିଯୋଗ ହୋଇଛି । ସୂଚନା…