ଲୋକଙ୍କୁ ମାଗଣାରେ ଫାବିଫ୍ଲ୍ୟୁ ଯୋଗାଇବେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ଆଗେଇ ଆସିଲେ ଗୌତମ ଗମ୍ଭୀର । ଲୋକଙ୍କୁ ମାଗଣାରେ ଫାବିଫ୍ଲ୍ୟୁ ଯୋଗାଇ ଦେବାକୁ ସେ ନିଷ୍ପତ୍ତି ନେଇଛନ୍ତି । ପୂର୍ବ ଦିଲ୍ଲୀର ବିଜେପି ସାଂସଦ ଗୌତମ ଗମ୍ଭୀର ନିଜ ସଂସଦୀୟ କ୍ଷେତ୍ରରେ ଲୋକଙ୍କୁ ମାଗଣାରେ ଫାବିଫ୍ଲ୍ୟୁ ଔଷଧ...

କେଦାରନାଥ ସମେତ ଅନ୍ୟ ପର୍ଯ୍ୟଟନସ୍ଥଳୀର ୧୦ ଲକ୍ଷରୁ ଅଧିକ ବୁକିଙ୍ଗ୍ ରଦ୍ଦ, ଫିକା ପଡିଲା ବ୍ୟବସାୟୀଙ୍କ ଆଶା

ନୂଆଦିଲ୍ଲୀ : ଭାରତରେ ଅଣାୟତ ହେଲାଣି କରୋନା ମହାମାରୀ । ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁଁ ହୋମ ଷ୍ଟେ, ହଟ, କଟେଜ, ହୋଟେଲ, ରେଷ୍ଟୁରାଣ୍ଟ ସହ ଜଡିତ ସମସ୍ତ ବୁକିଂ କ୍ୟାନ୍ସଲ ହେବାରେ ଲାଗିଛି । ଗଲା ଗୋଟିଏ ସପ୍ତାହରେ କେଦାରନାଥ ସମେତ...

ଛାତିରେ ଯନ୍ତ୍ରଣା ହେବାରୁ ସାଂସଦ ବିଶେଶ୍ବର ଟୁଡୁ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା: ମୟୂରଭଞ୍ଜ ସାଂସଦ ବିଶେଶ୍ବର ଟୁଡୁ ଡାକ୍ତରଖାନାରେ ଭର୍ତ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ପ୍ରଥମେ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ହସ୍ପିଟାଲରେ...

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା, ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ...

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ...

ଆଜି ଆରମ୍ଭ ହେବ ରଥକାଠ ଚିରଟ କାର୍ଯ୍ୟ, ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ଟିମ ପହଁଞ୍ଚିଛନ୍ତି...

ପୁରୀ: ଆଜି ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଆଜିର ପବିତ୍ର ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ତିନିଜଣିଆ ଟିମ କଟକରେ...

କରୋନାରେ ଚାଲିଗଲେ ଛାତ୍ରଛାତ୍ରୀଙ୍କର ପ୍ରିୟ ଓଡ଼ିଆ ଅଧ୍ୟାପକ ଜୟସେନ ବିଶ୍ୱାଳ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଳକ ବିଡିପୁରସ୍ଥିତ ଟିଏସଡି କଲେଜର ଓଡିଆ ଅଧ୍ୟାପକ ଜୟସେନ ବିଶ୍ୱାଳଙ୍କ ପରଲୋକ । କରୋନାରେ ଆକ୍ରାନ୍ତ ଥିଲେ ଜୟସେନ ।  ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ବିଡିପୁରଠାରେ ଏକ କୋଚିଂ ସେଣ୍ଟର ଖୋଲି...

ପବିତ୍ର ରାମନବମୀ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା, ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ସଚେତନ କଲେ ବାଲୁକାଶିଳ୍ପୀ ସୁଦର୍ଶନ

ପୁରୀ: ପୁରୀ ବେଳାଭୂମିରେ ବାଲୁକାକଳା । ଆଜି ପବିତ୍ର ରାମନବମୀ ଅବସରରେ ପୁରୀ ବେଳାଭୂମିରେ ବାଳୁକାକଳା । ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ପ୍ରଭୁ ରାମଙ୍କର ଏକ ସୁନ୍ଦର ପ୍ରତ୍ତିମୂର୍ତ୍ତି ନିର୍ମାଣ କରିବା ସହ ସଚେତନତାର ବର୍ତ୍ତା ଦେଇଛନ୍ତି । ରାଜ୍ୟରେ କରୋନା ମହାମାରୀର...

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯବାନ ମୀର ମତବର ଅଲ୍ଳିଙ୍କ ଦେହାନ୍ତ, ଜନ୍ମମାଟିରେ ହେଲା ଶେଷକୃତ୍ୟ 

ଯାଜପୁର: ଯାଜପୁର ଜିଲା ବିଂଝାରପୁର ଥାନା ଅଳକୁଣ୍ଡ ଅଂଚଳର ଯବାନ ମୀର ମତବର ଅଲ୍ଳିଙ୍କ ପରଲୋକ । ମୀର ଆସାମ  ରାଇପଂଲ୍ସରେ କାର୍ଯ୍ୟରତ ଥିବା ସମୟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ହୋଇଛି । ଗତକାଲି ସନ୍ଧ୍ୟାରେ ଯବାନ ମୀର...

ବଲାଙ୍ଗିରରେ କୋଭିଡ୍ ଓ ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କଲେ ପୋଲିସ୍ ଡିଜି, କୋଭିଡ୍ କଟକଣା ପାଳନ କରିବାକୁ ନିର୍ଦ୍ଦେଶ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର କୋଭିଡ୍ ଓ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି କରିଛନ୍ତି ଡିଜିପି ଅଭୟ । ସ୍ଥାନୀୟ ରିଜର୍ଭ ଅଫିସରେ ଜିଲ୍ଲାରେ ବୃଦ୍ଧି ପାଉଥିବା କରୋନା ସ୍ଥିତି ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି ଅଭୟ ।  ସମୀକ୍ଷା ପରେ...

ମନମୋହନ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, କରୋନାରେ ଥିଲେ ଆକ୍ରାନ୍ତ 

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଏନେଇ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି । ମନମୋହନ ସିଂହ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଥିଲା । ସେଠାରେ...

ସାହିତ୍ୟ