Latest Odisha News

BREAKING NEWS

Browsing Category

ଜନ୍ମ ଜୟନ୍ତୀ

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ପକ୍ଷରୁ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ କଳିଙ୍ଗ ଡ଼ାକ୍ତରଖାନା ନିକଟସ୍ଥ କବିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ସ୍ମୃତି ଚାରଣ କରାଯାଇଥିଲା । ପରେ ନୂଆଗାଁଠାରେ ସମ୍ମିଳନୀର…

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବିନୋଦ କାନୁନ୍‌ଗୋ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଜ୍ଞାନତପସ୍ୱୀ ପଦ୍ମଶ୍ରୀ ବିନୋଦ କାନୁନ୍‌ଗୋଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଭୁନେଶ୍ୱର ସଂସ୍କୃତି ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି । ଏକାଡେମୀର ସଭାପତି ହୃଷୀକେଶ ମଲ୍ଲିକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉତ୍ସବରେ ବିଶିଷ୍ଟ କବି ଓ…

ଭାବର ଗାୟକ ଭଜନ ସମ୍ରାଟ ଭିକାରୀ ବଳଙ୍କ ପୂଣ୍ୟ ତିଥିରେ ତାଙ୍କୁ କୋଟି ପ୍ରଣାମ

ଭୁବନେଶ୍ୱର : ଭଜନ ସମ୍ରାଟ ଭିକାରୀ ବଳ ଭକ୍ତି ସଙ୍ଗୀତର ଥିଲେ ଜଣେ ଅନନ୍ୟ ପୁରୋଧା । ଭାବର ଠାକୁରଙ୍କ ପାଇଁ ସେ ଥିଲେ ଭାବର ଗାୟକ । କେତେବେଳେ କୋଠ ଭୋଗଖିଆ ତ ଆଉ କେତେବେଳେ ବଡ ଦେଉଳର ପାରା । ପୁଣି କେତେବେଳେ ହାତରେ ମୁଠାମୁଠା ଶରଧାବାଲି । ତାଙ୍କ କଣ୍ଠର ପ୍ରତିଟି ସଙ୍ଗୀତ ଭକ୍ତିରସର…

ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ପାଳିତ

ସୋନପୁର : ଭୀମ ଭୋଇ ସମାଧି ପୀଠ ଟ୍ରଷ୍ଟ ପକ୍ଷରୁ ମହିମା ଧର୍ମର ସଂସ୍ଥାପକ ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ଖାଲିଆପାଲିଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ରଜ କିଶୋର ପାତ୍ରଙ୍କୁ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ଛତ୍ରଧାରୀ ଅଗ୍ରୱାଲଙ୍କ ପୌରହିତ୍ୟରେ ଆୟୋଜିତ ଏହି…

ଉତ୍କଳ ଗୌରବଙ୍କ ଜନ୍ମ ଜୟନ୍ତୀ ପାଳିତ

ସତ୍ୟଭାମାପୁର : ଓଡ଼ିଶାର ବରପୁତ୍ର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଜନ୍ମମାଟି ସତ୍ୟଭାମା ପୁରରେ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ "ଆମେ ଓଡ଼ିଆ"ର ସମ୍ପାଦକ ତଥା ଜହୁରୀ ଭାଇ ଭାବରେ ପରିଚିତ ନୃସିଂହ ଚରଣ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ…

ଆଇନଜୀବୀ ଦିବସରେ ମଧୁ ବିଚାରର ଆହ୍ୱାନ

ବିଭୁ ପ୍ରସାଦ ତ୍ରିପାଠୀ  ସାରା ରାଜ୍ୟରେ ଆଜି ଆଇନ୍‌ଜୀବୀ ଦିବସ ପାଳନ ଅବସରରେ ଉତ୍କଳଗୌରବ କୁଳବୃଦ୍ଧ ମଧୁସୁଦନ ଦାସଙ୍କ ବିଚାର ଓ ଆଦର୍ଶର ପ୍ରାସଙ୍ଗିକତା ଆହୁରି ଉଦ୍‌ଜୀବୀତ ହୋଇଉଠୁଛି । ବିଧାନସଭା ଓ ସଂସଦରେ ଦକ୍ଷ ଆଇନ୍‌ଜୀବୀମାନଙ୍କ ପ୍ରତିନିଧିତ୍ୱ ଧିରେ ଧିରେ ହ୍ରାସ ପାଇବା, ଆଇନ୍…

[ଦେଖନ୍ତୁ ଭିଡିଓ] ଆଧୁନିକ ଓଡ଼ିଶାର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ

ଭୁବନେଶ୍ୱର : ବିଜୁ ପଟ୍ଟନାୟକ  .... ଓଡିଆ ମାନଙ୍କର ଗର୍ବ ଏବଂ ଗୌରବ, ଆଧୁନିକ ଓଡିଶାର କିମ୍ବଦନ୍ତୀ ନେତା । ସେ ନିଜକୁ ଭୂମିପୁତ୍ର ଭାବରେ ପ୍ରମାଣିତ କରିଛନ୍ତି । ତାଙ୍କର ଅଭିନବ, ସାହସ ଏବଂ କ୍ରାନ୍ତିକାରୀ ପଦକ୍ଷେପ ମାଧ୍ୟମରେ ସମସ୍ତଙ୍କ ହୃଦୟରେ ଏବେ ବି ନିଜ ପାଇଁ ସ୍ୱତନ୍ତ୍ର ଜାଗା…

ସାହିତ୍ୟ କୃତି ମାଧ୍ୟମରେ ଓଡ଼ିଶାର ସାଂସ୍କୃତିକ ଇତିହାସରେ ବ୍ୟାସକବିଙ୍କର ଭୂମିକା ଗୁରୁତ୍ତ୍ୱପୂର୍ଣ୍ଣ

ଭୁବନେଶ୍ୱର : ବ୍ୟାସକବି ଫକୀରମୋହନ ସ୍ମୃତି ସଂସଦ ଆନୁକୂଲ୍ୟରେ ବ୍ୟାସକବି ଫକୀରମୋହନଙ୍କ ୧୮୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ବାଣୀବିହାର ପରିସରରେ ଥିବା ବ୍ୟାସକବିଙ୍କ ପ୍ରତିମୂର୍ତ୍ତିରେ, ସ୍ମତି ସଂସଦର ଆବକ୍ଷ ପ୍ରତିମୂର୍ତ୍ତିରେ ଏବଂ ଫକୀର ମୋହନ ଭବନ ସ୍ଥିତ…

ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କୁ ଚିତ୍ର କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ପ୍ରତିବର୍ଷ ୨୨ ଡିସେମ୍ବରକୁ ଜାତୀୟ ଗଣିତ ଦିବସ ଭାବେ ପାଳନ କରାଯାଇଥାଏ । ଭାରତୀୟ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନ ଆୟାଙ୍ଗରଙ୍କ ୧୨୫ ତମ ଜନ୍ମ ବାର୍ଷିକୀ । ଜନ୍ମ ବାର୍ଷିକୀ ପାଳନ ଅବସରରେ ୨୬ ଫେବୃଆରୀ ୨୦୧୨ରେ ମାଡ୍ରାସ ବିଶ୍ୱବିଦ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ…

[ଭିଡ଼ିଓ] ପୁର୍ବତନ ମନ୍ତ୍ରୀ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲଙ୍କ ଜନ୍ମ ଜୟନ୍ତୀ

କେନ୍ଦ୍ରାପଡା: ବରିଷ୍ଠ ବିଜେଡି ନେତା ତଥା ପୁର୍ବତନ ମନ୍ତ୍ରୀ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ସହରରେ ପାଳିତ ହୋଇଯାଇଛି । ଏ ଅବସରରେ ବେଦ ପ୍ରକାଶ ଅଗ୍ରୱାଲ ସ୍ମୃତି ପରିଷଦ ଆନୁକୂଲ୍ୟରେ ବିଭିନ୍ନ ବର୍ଗର ୨୫୦ରୁ ଉର୍ଦ୍ଧ୍ବ ପ୍ରତିଯୋଗୀଙ୍କୁ…