Latest Odisha News

BREAKING NEWS

Browsing Category

ଜନ୍ମ ଜୟନ୍ତୀ

ସିକନ୍ଦର ଆଲାମଙ୍କ ୮୨ତମ ଜନ୍ମ ବାର୍ଷିକୀ ପାଳିତ

ଭୁବନେଶ୍ୱର : ବିଶିଷ୍ଟ କଣ୍ଠଶିଳ୍ପୀ ସ୍ବର୍ଗତଃ ସିକନ୍ଦର ଆଲାମଙ୍କ ୮୨ତମ ଜୟନ୍ତୀ ପାଳିତ ହୋଇଯାଇଛି । ବିଧାୟକ ଅନନ୍ତ ନାରାୟଣ ଜେନା , ସ୍ବର୍ଗତଃ ଆଲାମଙ୍କ ଧର୍ମପତ୍ନୀ ନଇମା ଆଲାମ୍ ତଥା ତାଙ୍କ କନ୍ୟା ନାଜିଆ ଆଲାମ୍ ଓ ବିଜେଡିର ମୁଖପାତ୍ର ତଥା ଉତ୍କଳ ପ୍ରସଙ୍ଗର ସମ୍ପାଦକ ଲେନିନ୍…

ଆଜି ପାଳନ ହେବ ସିକନ୍ଦର ଆଲମଙ୍କ ୮୨ତମ ଜୟନ୍ତୀ

ଭୁବନେଶ୍ୱର : ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଶିଷ୍ଟ ସଙ୍ଗୀତଜ୍ଞ ସିକନ୍ଦର ଆଲମଙ୍କ ୮୨ତମ ଜୟନ୍ତୀ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ନିକଟସ୍ଥ ତାଙ୍କ ପ୍ରତିମୂର୍ତ୍ତି ସ୍ଥଳୀରେ ପାଳନ କରାଯିବ ବୋଲି ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ କୋଭିଡ କଟକଣା ପାଳନ  ପୂର୍ବକ…

ମନେ ପଡ଼ନ୍ତି ‘ନୂମା’

ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ସେବା, ସଙ୍କଳ୍ପ, ସଂଗ୍ରାମ ଓ ତ୍ୟାଗର ପ୍ରତୀକ ମାଳତୀ ଚୌଧୁରୀ । ୧୯୦୪ ଜୁଲାଇ ୨୬ରୁ ୧୯୯୮ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ତାଙ୍କ ଜୀବନ କାଳ ଦୀର୍ଘ ୯୪ ବର୍ଷର । ପିଲାଦିନେ ବାପା ବାରିଷ୍ଟର କୁମୁଦ ସେନ୍‌ଙ୍କୁ ହରାଇବା ପରେ ମା’ ସ୍ନେହଲତା ସେନ୍‌ଙ୍କ…

ପ୍ରଣାମ ମଧୁ ବାବୁ

କାଳିଆ ଘୋଡାରେ ଚଢିବି , ମଧୁ ବାବୁ ସଙ୍ଗେ ଲଢିବି.. . ଏବେ ବି ଏହି ଧାଡିକ ସମସ୍ତଙ୍କ ମୁହଁରେ ଗୁଣଗୁଣେଇବାର ମନେ ଅଛି । ଓଡ଼ିଆ ଜାତିର ଗର୍ବ ଆଉ ଗୌରବ ତଥା ଓଡ଼ିଶା ପ୍ରଦେଶର ଜନକ ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ । ପ୍ରଥମ ଓଡ଼ିଆ ଭାବେ ଜାତି ତାଙ୍କୁ ନେଇ ଗର୍ବ କରେ । ସେ ଥିଲେ ଖୁବ୍…

ପ୍ରଫେସର ନିଶାମଣି ମିଶ୍ରଙ୍କ ୮୮ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ବିଶିଷ୍ଟ ପାରିବାରିକ ପତ୍ରିକା ସୁଧନ୍ୟା ଆନୁକୂଲ୍ୟରେ ପ୍ରାବନ୍ଧିକ ପ୍ରଫେସର ନିଶାମଣି ମିଶ୍ରଙ୍କ ୮୮ତମ ଜୟନ୍ତୀ ଏବଂ ପ୍ରଥମ ସ୍ମାରକୀ ବକୃତା ପ୍ରଦାନ ଉତ୍ସବ ସ୍ଥାନୀୟ ବୁଦ୍ଧ ମନ୍ଦିର ପ୍ରେକ୍ଷାଳୟରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଇଂରାଜୀରେ ଅନୂଦିତ ପୁସ୍ତକ 'ଇନସାଇଟ…

ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ସମ୍ମାନଜନକ ‘କଳିଙ୍ଗ ରତ୍ନ’ ସମ୍ମାନ ପ୍ରଦାନ

ଭୁବନେଶ୍ୱର : ସାରଳା ସାହିତ୍ୟ ସଂସଦ ଆନୁକୂଲ୍ୟରେ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜନ୍ମ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବତନ ବିଧାୟକ ତଥା ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ସମ୍ମାନ ଜନକ 'କଳିଙ୍ଗ ରତ୍ନ' ସମ୍ମାନ ପ୍ରଦାନ କରାଯାଇଛି। ଏହି ଅବସରରେ…

କଥାକାର କିଶୋରୀଚରଣ ଦାସଙ୍କ ଜୟନ୍ତୀ ପାଳିତ

କଟକ : କିଶୋରୀଚରଣ ସ୍ମୃତି ସଂସଦ ଆନୁକୂଲ୍ୟରେ କଥାକାର କିଶୋରୀଚରଣ ଦାସଙ୍କ ୯୭ତମ ଜୟନ୍ତୀ ଉତ୍ସବ କଟକ ଶ୍ରୀରାମଚନ୍ଦ୍ର ଭବନରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ବିଶେଷ କର୍ତ୍ତବ୍ୟରତ ଅଧିକାରୀ ବିଜୟ କୁମାର ନାୟକ ଯୋଗଦେଇ  କିଶୋରୀଚରଣଙ୍କୁ ଜୀବନ…

“ଆଧୁନିକ”ର ପ୍ରଥମ ସମ୍ପାଦକୀୟ, ଓଡିଆ ପ୍ରଗତିବାଦୀ ସାହିତ୍ୟର ମହାନାୟକ ଭଗବତୀ ଚରଣ ପାଣିଗ୍ରାହୀ

(୧, ଫେବୃଆରି, ୧୯୦୮-୨୩, ଅକ୍ଟୋବର, ୧୯୪୩, ମାତ୍ର ୩୫ ବର୍ଷର ଜୀବନ ବଞ୍ଚି ଭଗବତୀ ଚରଣ ପାଣିଗ୍ରାହୀଙ୍କର ଆଜି ୧୧୩ ତମ ଜୟନ୍ତୀ। ୩୫ ବର୍ଷର ତାଙ୍କ ଜୀବନ ଥିଲା ଜାତୀୟ ଇତିହାସର ଏକ ସ୍ଵତନ୍ତ୍ର ଅଧ୍ୟାୟ। ଅଳ୍ପ ଆୟୁଷରେ ଏକ ବିରାଟ ଇତିହାସ ସୃଷ୍ଟି କରିଥିବା ସେ ଥିଲେ ଏକ ବିରଳ ବ୍ୟକ୍ତିତ୍ବ।…

ଭକ୍ତ କବି ମଧୁସୂଦନ ରାଓଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ପାଖରେ ତାଙ୍କ ପ୍ରତିମୂର୍ତ୍ତି ନିକଟରେ ପାଳିତ ହୋଇ ଯାଇଛି। ଉତ୍କଳ ଯାଦବ ମହାସଭା ସାଂସ୍କୃତିକ ସେଲ ସଂଯୋଜକ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରବୀର…

ପାର୍ବତୀ ଗିରିଙ୍କ  ୯୫ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ସମାଜସେବୀ ପାର୍ବତୀ ଗିରିଙ୍କ  ୯୫ତମ ଜନ୍ମ ଜୟନ୍ତୀ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସରେ ଅନୁଷ୍ଠିତ ହୋଇଯାଇଛି। ଦେଶସେବା ସହ ଅସହାୟଙ୍କ କଲ୍ୟାଣ ଦିଗରେ ତାଙ୍କ ଜୀବନବ୍ୟାପୀ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି ମୁଖ୍ୟ…