Latest Odisha News
Browsing Category

ଫ୍ୟାସନ

ଲୁଗା ସଫା କରିବାକୁ ଘରେ ନାହିଁ କି ଡିଟରଜେଣ୍ଟ ପାଉଡର? ତେବେ କରନ୍ତୁ ଏହି ଉପାୟ, ଚକ୍ ଚକ୍ ଦିଶିବ ପୋଷାକ

ଭୁବନେଶ୍ଵର: କୌଣସି ପୋଷାକ ପିନ୍ଧିସାରିବା ପରେ ତାହାକୁ ଧୋଇବା ଏକ ନିୟମିତ ପ୍ରକ୍ରିୟା । ଏଥିପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରାଯାଇଥାଏ । ଅନେକ ଲୋକ ପୋଷାକ ହାତରେ ସଫା କରୁଥିବା ବେଳେ କେହିକେହି ୱାଶିଂ ମେସିନ ବ୍ୟବହାର କରନ୍ତି । କିନ୍ତୁ ପୋଷାକ ସଫା କରିବା ପାଇଁ ସର୍ଫ ପାଉଡର୍…

ବର୍ଷାଦିନେ ନିଅନ୍ତୁ ପାଦର ଯତ୍ନ, ଜାଣନ୍ତୁ ଘରୋଇ ଉପାୟ..

ଓଡ଼ିଶା ସମ୍ବାଦ ବ୍ୟୁରୋ; ବର୍ଷାଦିନେ ମାଟି କାଦୁଅ, ଅପରିଷ୍କାର ପାଣିରେ ପାଦ ଭିଜିବା ଯୋଗୁ ଜୀବାଣୁ ସଂକ୍ରମଣର ଆଶଙ୍କା ବେଶି ବଢ଼ିଯାଏ । ତା’ ଛଡ଼ା ଓଦା ଚପଲ, ଜୋତା ଆଦି ଅଧିକ ସମୟ ରହିବା କାରଣରୁ ପାଦ ଗନ୍ଧ ହେବା ସହ ପାଣିଖାଇବା, ଫଙ୍ଗାଲ ଇନ୍‌ଫେକ୍ସନ ବି କେତେକଙ୍କଠାରେ ଦେଖା ଦେଇଥାଏ।…

ଆଜି ଜାତୀୟ ହସ୍ତତନ୍ତ ଦିବସ, ଅନ୍ତର୍ଜାତୀୟ ବଜାରରେ ବଢୁଛି ଓଡ଼ିଶା ହସ୍ତତନ୍ତର ଚାହିଦା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜି ଜାତୀୟ ହସ୍ତତନ୍ତ ଦିବସ। ସ୍ୱଦେଶୀକୁ ଆପଣାଇ ବିଦେଶୀର ବ୍ୟବହାର କମ୍ କରିବା ଏବଂ ହସ୍ତତନ୍ତର ପ୍ରଚାରପ୍ରସାର ଉଦ୍ଦେଶ୍ୟରେ ପାଳିତ ହେଉଛି ଏ ଦିବସ। ଯେତେବେଳେ ବଙ୍ଗଳା ବିଭାଜନ ହୋଇଥିଲା ସେତେବେଳେ ସ୍ବଦେଶୀ ଆନ୍ଦୋଳନ ଶକ୍ତି ବୃଦ୍ଧି ହୋଇଥିଲା। ସର୍ବପ୍ରଥମେ ୧୯୦୫…

ବର୍ଷାଦିନେ କିପରି ନେବେ କେଶର ଯତ୍ନ, ଜାଣନ୍ତୁ ଏହାର ଉପଚାର

ଓଡ଼ିଶା ସମ୍ବାଦ ବ୍ୟୁରୋ: ବର୍ଷା ଋତୁରେ ଅଧିକ କେଶ ସମସ୍ୟା ଦେଖାଯାଇଥାଏ। କାହିଁକି ନା ବର୍ଷାରେ କେଶ ଓଦା ହେବା କାରଣରୁ କେଶ ମୂଳରୁ ଦୁର୍ବଳ ହୋଇଯାଇଥାଏ। ଯେଉଁଥିପାଇଁ କେଶ ଝଡ଼ିବା ଭଳି ସମସ୍ୟା ଦେଖାଯାଏ । ଏହି ସମସ୍ୟାକୁ ଦୂର କରିବାକୁ ହେଲେ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଜାଣନ୍ତୁ…

ବର୍ଷାଦିନେ ପିନ୍ଧନ୍ତୁ ଏହି ପୋଷାକ, ଷ୍ଟାଇଲିସ୍ ଲୁକ୍ ସାଙ୍ଗକୁ ପାଇବେ ଆରାମ

ଓଡ଼ିଶା ସମ୍ବାଦ ବ୍ୟୁରୋ: ବର୍ଷାଦିନେ ପୋଷାକକୁ ନେଇ ପ୍ରାୟ ସମସ୍ତଙ୍କ ମନରେ ଚିନ୍ତା ଥାଏ। ବିଶେଷକରି ମହିଳାମାନଙ୍କର। କାରଣ ଏହିଦିନରେ ପୋଷାକ ଶୁଖିବାରେ ଡେରି ସାଙ୍ଗକୁ କାଦୁଅ ଛିଟିକାର ଭୟ ଥାଏ। ତେଣୁ ବର୍ଷାଦିନେ କିପରି ପୋଷାକ ପିନ୍ଧିଲେ ତାହା ଷ୍ଟାଇଲିସ୍ ଲୁକ୍ ସହ ଆରାମ ଦେବ ସେମିତି…

ପୁରୁଷ ମାନଙ୍କ ପାଇଁ ସ୍କିନ୍‌ ଟ୍ରିଟ୍‌ମେଣ୍ଟ, ବୟସ ବୃଦ୍ଧି ହେଲେବି ଚମକିବ ତ୍ୱଚା

ବ୍ୟସ୍ତ ବହୁଳ ଜୀବନରେ ଆମ ଶରୀରର ଯତ୍ନ ନେବା ନିତାନ୍ତ ଆବଶ୍ୟକ । ଏହି ବ୍ୟସ୍ତତା ଭିତରେ ଆମେ ଆମ ଶରୀର ପ୍ରତି ଯତ୍ନ ନେଇ ପାରୁନାହାଁନ୍ତି । ଏଥିସହ ଆମ ଶରୀର ପାଇଁ ସଠିକ୍‌ ସମୟରେ ଖାଦ୍ୟପେୟ ମଧ୍ୟ ନିହାତି ଜରୁରୀ । ବୟସ ବୃଦ୍ଧି ସାଙ୍ଗକୁ ଆମ ତ୍ୱଚାରେ ପରିବର୍ତ୍ତନ ଦେଖାଯାଇଥାଏ । ବିଶେଷକରି…

ଖରାଦିନେ ବ୍ୟବହାର କରନ୍ତୁ ଏହି ସ୍କବ୍ର…..

ଖରାଦିନ ହେଉକି ଶୀତଦିନ ମହିଳାମାନେ ସବୁବେଳେ ସୁନ୍ଦର ଦେଖାଯିବା ପାଇଁ ଚାହିଁଥାଆନ୍ତି । ସେ ବାହାଘର ହେଉକି ପୂଜା ପାର୍ବଣ ସୁନ୍ଦର ଦେଖାଯିବା ପାଇଁ ତ୍ବଚାରେ ବିଭିନ୍ନ ପ୍ରକାରର ବିୟୁଟି ପ୍ରଡକ୍ଟସ ବ୍ୟବହାର କରିଥାନ୍ତି । ଯାହା ଆପଣଙ୍କ ତ୍ବଚା ପାଇଁ ଲାଭ ହେବା ସହିତ କ୍ଷତି ମଧ୍ୟ ହୋଇଥାଏ।…

ଖରାକୁ ବାହାରିଲେ ଆପଣଙ୍କ ମେକ୍‌ଅପ୍‌ ଖରାପ ହୋଇଯାଉଛି କି ?  

ବଢ଼ିଲାଣି ତାତି । ଖରାଦିନରେ ମହିଳାମାନେ ମେକ୍‌ଅପ୍‌କୁ ନେଇ ଚିନ୍ତାରେ ଅଛନ୍ତି । ଏହାର କାରଣ ହେଲା ଗରମରେ ଶରୀରରୁ ଝାଳନିର୍ଗତ ହୋଇଥାଏ । ଫଳରେ ସମସ୍ତ ମେକଅପ୍‌ ଧୋଇଯାଇଥାଏ  । ମେକ୍‌ଅପ୍‌ ଖରାପ ହୋଇଯିବାକୁ ନେଇ ଅନେକ ମହିଳା ଅସନ୍ତୋଷ ହୋଇଥାଆନ୍ତି । ତେଣୁ ଏଭଳି ଗରମରେ ବି…

କେଶ ପାଇଁ ଭଲ ମେହେନ୍ଦୀ, ପ୍ରାକୃତିକ ଉପାୟରେ କରନ୍ତୁ ହେୟାର କଲର

ଓଡ଼ିଶା ସମ୍ବାଦ ବ୍ୟୁରୋ: ମେହେନ୍ଦୀ କେବଳ ହାତରେ ନୁହେଁ କେଶ ପାଇଁ ମଧ୍ୟ ବ୍ୟବହୃତ ହୁଏ। ଏହା କେଶକୁ ପ୍ରାକୃତିକ ଭାବରେ ରଙ୍ଗ କରିବା ପାଇଁ ସାହାଯ୍ୟ କରେ। ଧଳା କେଶର ସମସ୍ୟାକୁ ଏଡାଇବା ପାଇଁ ଅନେକ ଲୋକ ହେନା ବ୍ୟବହାର କରନ୍ତି। ଏହା ବ୍ୟତୀତ, ଆଜିକାଲିର ଯୁବପିଢି ଏହାକୁ କେଶକୁ କଳା ଏବଂ…

ଇଣ୍ଟରନ୍ୟାସନାଲ ରାମ୍ପରେ ଡେବ୍ୟୁ କରିବେ ଅନନ୍ୟା ବିର୍ଲା

ମୁମ୍ବାଇ: ଦେଶର ପ୍ରମୁଖ ଉଦ୍ୟୋଗପତି କୁମାର ମଙ୍ଗଲମ ବିର୍ଲାଙ୍କ ଏକମାତ୍ର ସିଙ୍ଗର ତଥା ଗୀତିକାର ଝିଅ ଅନନ୍ୟା ବିର୍ଲା ଏବେ ମଡେଲିଂରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅନନ୍ୟା କେବଳ ବ୍ୟବସାୟରେ ନିଜକୁ ସୀମିତ କରି ରଖିନାହାଁନ୍ତି ବରଂ ଫ୍ୟାଶନ, ସଙ୍ଗୀତ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ…