Latest Odisha News

BREAKING NEWS

Browsing Category

ଖାଦ୍ୟ

ଖବରକାଗଜ ଉପରେ ଖାଦ୍ୟ ରଖି ଖାଉଛନ୍ତି କି? ତେବେ ହୋଇଯାଆନ୍ତୁ ସାବଧାନ

ଭୁବନେଶ୍ଵର: ଖବର କାଗଜରେ ଖାଦ୍ୟ ଗୁଡାଇ ଆଣିବା ଏକ ସାଧାରଣ କଥା ଅଟେ। ପ୍ରାୟତଃ କ୍ଷେତ୍ରରେ ଖବରକାଗଜ ଉପରେ ଖାଦ୍ୟ ଖାଉଥିବା ଦେଖିବାକୁ ମିଳେ । ଖାସ୍ କରି ଜଳଖିଆ ଆଣିବା ବେଳେ ଦୋକାନୀମାନେ ଖବରକାଗଜ ବ୍ୟବହାର କରୁଥିବା ଦେଖିବାକୁ ମିଳିଥାଏ। ତେବେ, ପରବର୍ତ୍ତୀ ସମୟରେ ଏହି ଅଭ୍ୟାସ ଆପଣଙ୍କ…

ଫ୍ରିଜ୍ ପାଣି ପିଉଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ୍

ଭୁବନେଶ୍ଵର: ସାଧାରଣ ଭାବରେ ସମସ୍ତେ ପ୍ରାୟ ଥଣ୍ଡାପାଣି ପିଇବାକୁ ଭଲ ପାଆନ୍ତି । ତେବେ ନିଜର ଶୋଷ ମେଣ୍ଟାଇବା ପାଇଁ ଯଦି ଆପଣ ଫ୍ରିଜରୁ ପାଣି କାଢି ପିଉଛନ୍ତି ତାହେଲେ ଜାଣି ନିଅନ୍ତୁ ଏହା ଆପଣଙ୍କ ଶରିରକୁ କେଉଁ ପ୍ରକାରର କ୍ଷତି ପହଞ୍ଚାଇ ପାରେ । ପ୍ରଥମତଃ ସଂକ୍ରମଣ କାରଣରୁ ଡାକ୍ତରମାନେ…

ଓଜନ କମାଇବାକୁ ଚିନ୍ତିତ କି? ତେବେ ଡାଏଟରେ ସାମିଲ କରନ୍ତୁ ଚିଆ ସିଡ୍

ଭୁବନେଶ୍ଵର: ପତଳା ହେବାକୁ କିଏ ବା ନ ଚାହେଁ । ସମସ୍ତେ ଫିଟ୍ ଆଉ ସୁନ୍ଦର ଦିଶିବାକୁ ଚାହାନ୍ତି । ପତଳା ହେବାକୁ କିଏ ଦିନସାରା ଡାଏଟରେ ରହିଥାନ୍ତି ତ କିଏ ଜୋରସୋର ଜିମ କରିଥାନ୍ତି । ଆଜି ଆମେ ଆପଣଙ୍କୁ ଏମିତି ଏକ ପାନୀୟ ବିଷୟରେ କହିବୁ ଯେଉଁଥିରେ ଭରପୁର ପ୍ରୋଟିନ ରହିଛି । ଶରୀର ପାଇଁ…

ବିଟରେ ରହିଛି ଅନେକ ଉପକାରୀ ଗୁଣ, ଜାଣନ୍ତୁ ବିଟ୍ ଖାଇବାର ଫାଇଦା

ଭୁବନେଶ୍ଵର: ବିଟ୍ ଏମିତି ଏକ ପରିବା ଯେଉଁଥିରେ ପ୍ରଚୁର ପରିମାଣରେ ପୋଷକ ତତ୍ତ୍ୱ ମିଳିଥାଏ । ତେଣୁ ଏହା ଶରୀର ପାଇଁ ଅତ୍ୟନ୍ତ ଉପକାରୀ ଅଟେ ।  ବିଟ୍ କେବଳ ଯେ ତରକାରୀରେ ବ୍ୟବହାର ହୁଏ ତାହା ନୁହେଁ, ଅନେକ ଲୋକ ଏହାକୁ ସାଲାଡ ଓ  ଜୁସ୍ କରି ମଧ୍ୟ ପିଅନ୍ତି ।  କେତେକ ଲୋକଙ୍କୁ  ବିଟ୍ ଖାଇବା…

ପିଲାଙ୍କର ରୋଗ ପ୍ରତିରୋଧକ ଶକ୍ତି ବଢାଏ ଏହି ଖାଦ୍ୟ: ଜାଣନ୍ତୁ…

ଭୁବନେଶ୍ଵର: ଯେଉଁମାନଙ୍କ ରୋଗ ପ୍ରତିରୋଧକ ଶକ୍ତି କମ୍‌ ସେମାନେ ବିଭିନ୍ନ ରୋଗର ସମ୍ମୁଖିନ ହୋଇଥାନ୍ତି । ଶିଶୁମାନଙ୍କର ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବାରୁ ଏହି ସମୟରେ ସେମାନଙ୍କୁ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରାଉଥିବା ଖାଦ୍ୟ ଖାଇବାକୁ ଦେବା ଆବଶ୍ୟକ। ଏହା କରିବା ଦ୍ୱାରା ତାଙ୍କ…

ଦେହ ପାଇଁ ଉପକାରୀ ବ୍ରାଉନ୍ ବ୍ରେଡ, ଜାଣନ୍ତୁ ଏହାର ସ୍ଵାସ୍ଥ୍ୟଗତ ଫାଇଦା

ଭୁବନେଶ୍ଵର: ଆଜିକାଲିର ବ୍ୟସ୍ତ ବହୁଳ ଜୀବନ ଭିତରେ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ସମ୍ଭବ ହେଉନାହିଁ । କିନ୍ତୁ ଏହା ଭିତରେ ବି ଖାଦ୍ୟ ପ୍ରତି ସଚେତନ ହେବାକୁ ପଡିଥାଏ । ଆମେ ପ୍ରତିଦିନ ଯେଉଁ ଖାଦ୍ୟ ଖାଉଛେ କେତେ ଖରାପ ଓ କେତେ ଭଲ ତାହା ମଧ୍ୟ ଚିନ୍ତା କରିବାକୁ ପଡିଥାଏ । ତେବେ ବ୍ୟସ୍ତତା…

ମଣିଷର ଜୀବନ ପ୍ରତି ବିପଦ ସୃଷ୍ଟି କରିପାରେ ‘‘ଏଗ୍‌ ରୋଲ୍’’

ଭୁବନେଶ୍ୱର: ଯଦି ଆପଣ ଜଣେ ଷ୍ଟ୍ରୀଟ୍‌ ଫୁଡ୍‌ ଲଭର ହୋଇଥାନ୍ତି ତେବେ ଆପଣଙ୍କୁ କିଛିଟା କଥା ଜାଣିବା ନୀହାତି ଦରକାର । କାରଣ ଆପଣ ଯେଉଁ ଜିନିଷକୁ ହେଲ୍ଦି ଫୁଡ୍‌ ଭାବି ଖାଉଛନ୍ତି ତାହା ଆପଣଙ୍କ ଶରୀରରେ ସିରା ପ୍ରସିରାକୁ ବ୍ଲକେଜ୍‌ କରିବାର କାରଣ ହୋଇପାରେ । ବିଶେଷ କରି ଯଦି ଆପଣଙ୍କର ହାଇ…

ଫିଟ୍ ରହିବା ପାଇଁ ବର୍ଷାଦିନେ କରନ୍ତୁ ଏପରି ଡାଏଟ

ଭୁବନେଶ୍ଵର: ବର୍ଷାଦିନେ ଖୋଲା ଆକାଶ ତଳେ ଝିପିଝିପି ବର୍ଷାରେ ଭିଜିବାର ମଜା ନେବା ଲୋକଙ୍କ ସଂଖ୍ୟା ନିହାତି କମ୍‌ ନୁହେଁ। ଅନ୍ୟପଟେ ବର୍ଷାଦିନେ ଦେହ ଖରାପ ହେବା ଏକ ସାଧାରଣ କଥା। ଏହି ସମୟରେ ଥଣ୍ଡା ଲାଗିବା, ଜ୍ୱର ହେବା, ପେଟ ଖରାପ, ଡେଙ୍ଗୁ, ମ୍ୟାଲେରିଆ ଆଦି ରୋଗରୁ ସାବଧାନ ରହିବା…

ପିଆଜର କଳା ଆସ୍ତରଣ ବଢାଇ ପାରେ ରୋଗର ସମସ୍ୟା 

ଭୁବନେଶ୍ୱର: ଦୈନଦିନ ଜୀବନରେ ଆବଶ୍ୟକୀୟ ଖାଦ୍ୟରେ ଅନେକ ପ୍ରକାର ଜିନିଷ ବ୍ୟବହାର କରାଯାଇଥାଏ। ପୋଷଣ ନିମନ୍ତେ ଆମେ ପନିପରିବା, ଫଳମୂଳ,ଭାତ, ଡାଲି, ରୁଟି, ମାଛ, ମାଂସ ଆଦି ଖାଇଥାଉ। କିଛି ଜିନିଷକୁ କଞ୍ଚା ଖାଉଥିବା ବେଳେ ଅନେକ କିଛି ଖାଦ୍ୟ ପଦାର୍ଥକୁ ଆମେ ରୋଷେଇ କରି ଖାଇଥାନ୍ତି। ତେବେ…

ଅଧିକ ଆଚାର ଖାଉଛନ୍ତି କି? ଯଦି ହଁ ତେବେ ହୋଇଯାଆନ୍ତୁ ସାବଧାନ

ଭୁବନେଶ୍ଵର: ଦୈନନ୍ଦିନ ଭୋଜନ ସହିତ ଆଚାର ଏକ ଅଂଶ ପାଲଟିଗଲାଣି । ଘରେ ଯଦି କିଛି ନାହିଁ ତେବେ ଆଚାର ସହିତ ଭାତ ହେଉ ଅବା ରୁଟି ଖାଇ ଦେଉଛନ୍ତି । ତେବେ ଆପଣ ଜାଣିଛନ୍ତି କି, ଏହି ଆଚାର ଅଧିକ ଆହାର କରିବା ଶରୀର ପାଇଁ କ୍ଷତିକାର ସାବ୍ୟସ୍ତ ହୋଇଥାଏ । ଆଚାରରେ ଅଧିକ ପରିମାଣର ଲାକ୍ଟିକ୍ ଏସିଡ୍…