Latest Odisha News

BREAKING NEWS

Browsing Category

ଖାଦ୍ୟ

କେତେ ବିପଦ ଚାଇନିଜ ସଲ୍ଟ ବା ଆଜିନୋମୋଟୋ ?

ପୁରୀ: ଚାଓମିନ, ମଂଚରିଆନ, ମୋମୋଜ, ଚିପ୍ସ ଓ ରୋଲର ଭିନ୍ନ ଧରଣର ସ୍ୱାଦ ଓ ମଜା ଆଣୁଥିବା ଚାଇନିଜ ସଲ୍ଟ ବା ଆଜିନୋମୋଟୋ ସ୍ୱାସ୍ଥ୍ୟ ପାଇଁ କେତେ ବିପଦ ଆସନ୍ତୁ ଜାଣିବା । ବିଭିନ୍ନ ଦେଶରେ କରାଯାଇଥିବା ଗବେଷଣା ଏହା ହୃଦଘାତ, ରକ୍ତଚାପ ପରି ମାରାତ୍ମକ ସ୍ୱାସ୍ଥ୍ୟ ସମସ୍ୟାକୁ ଡାକି ଆଣିଥାଏ ।…

ଅବଧି ସରିଯାଇଥିଲେ ବି ଖାଇପାରିବେ ଏହି ସବୁ ଖାଦ୍ୟ

ଅପଣଙ୍କୁ ଅବଧି ସରିଯାଇଥିବା ଖାଦ୍ୟ ଦିଆଗଲେ ଆପଣ ଖାଇବେ କି ? ନିଶ୍ଚିତ ଭାବେ ଆପଣ ତାକୁ ଫୋପାଡି ଦେବେ। କାରଣ ସେଗୁଡିକର ବ୍ୟବହାର ଆମ ସ୍ୱାସ୍ଥ୍ୟ ପାଇଁ ହାନିକାରକ ଅଟେ। କିନ୍ତୁ ଆପଣ ଜାଣନ୍ତି କି, କିଛି ଜିନିଷ ଏପରି ଥାଏ ସେଗୁଡିକର ଅବଧି ସମାପ୍ତ ହେବା ପରେ ମଧ୍ୟ ଆପଣ ବ୍ୟବହାର କରିପାରିବେ…

ଦୈନିକ କେତେ ମାତ୍ରାରେ ‘ରିଫାଇନ ତେଲ’ ଖାଇବା ଉଚିତ୍ ?

ରନ୍ଧନ ତେଲରେ ଅତ୍ୟାବଶ୍ୟକ ପୋଷକ ତତ୍ତ୍ୱ ଥାଏ। କିନ୍ତୁ ଆପଣ ଜାଣନ୍ତିକି ରନ୍ଧନ ତୈଳକୁ ଚର୍ବିର ଭଣ୍ଡାର ମଧ୍ୟ କୁହାଯାଏ। ତେଣୁ ଏହି ରନ୍ଧନ ତେଲ ଦୈନିକ କେତେ ପରିମାଣରେ ଖାଇବା ଉଚିତ୍ ସେ ସମ୍ପର୍କରେ ଆମେ ଆଲୋଚନା କରିବା । ଚାଟ୍-ପକୁଡି କିମ୍ବା ଭଜା ହୋଇଥିବା ମସଲାଯୁକ୍ତ ଖାଦ୍ୟ ଅତ୍ୟନ୍ତ…

ଆପଣଙ୍କ ଶରୀରକୁ ଫିଟ୍ ରଖିବକି ଚିଟ୍ ମିଲ୍ !

ଓଡ଼ିଶା ସମ୍ବାଦ ବ୍ୟୁରୋ: ଚିଟ୍ ମିଲ୍ କଣ ? ଚିଟ୍ ମିଲ୍ ସତରେ ଆପଣଙ୍କ ଶରୀରକୁ ଫିଟ୍ ଆଣ୍ଡ ହେଲଦି ରିଖିବ ? ଆଜିକାଲି ଲୋକେ ନିଜର ଓଜନ ହ୍ରାସ କରିବା ପାଇଁ ଡାଇଟିଂ କରନ୍ତି। ଏହସହ ନିଜର କାର୍ଯ୍ୟସୂଚୀରେ ଚିଟ୍ ମିଲ୍ ଡେ ମଧ୍ୟ ସାମିଲ କରନ୍ତି । ଏହା ଡାଇଟିଂର ଏକ ପ୍ରସେସ ବୋଲି କୁହନ୍ତି।…

କୌଣସି ବରଦାନଠାରୁ କମ ନୁହେଁ ‘ଖଜୁରୀ ସେବନ’

ଖାଦ୍ୟ, ପାନୀୟରେ ଭୁଲ ଏବଂ ଅସାବଧାନତା ହେତୁ ଆଜି ସମସ୍ତେ ବିଭିନ୍ନ ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଶରୀରରେ ବିଭିନ୍ନ ପ୍ରକାର ରୋଗ ମଧ୍ୟ ଦେଖିବାକୁ ମିଳୁଛି । ସୁସ୍ଥ ରହିବା ସୁରକ୍ଷିତ ରହିବାକୁ ସମସ୍ତେ ଇଚ୍ଛା କରନ୍ତି । ଆଉ ଏଥିଲାଗି ଲୋକେ ବିଭିନ୍ନ ପ୍ରକାର ପ୍ରୟାସ ମଧ୍ୟ କରନ୍ତି ।…

ରାଷ୍ଟ୍ରପତିଙ୍କ ଖାଦ୍ୟ ତାଲିକାରେ ସାମିଲ ହେଲା ପଖାଳ, ଶାଗ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ତଥା ଦ୍ୱିତୀୟ ମହିଳା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବେ ଚର୍ଚ୍ଚାରେ। ଭାରତର ଏହି ପଞ୍ଚଦଶ ରାଷ୍ଟ୍ରପତିଙ୍କୁ ସାରା ଦେଶରୁ ଅଭିନନ୍ଦନ ବାର୍ତ୍ତାର ସୁଅ ଛୁଟିଛି। ସେ ନିଜ ଭିତରେ ଏକ ପ୍ରେରଣା। ଜୀବନରେ ଘାତ ପ୍ରତିଘାତର…

ଆଜି ବିଶ୍ୱ ଚକୋଲେଟ୍ ଦିବସ: ହାପ୍ପି ଚକୋଲେଟ୍ ଡେ

ଭୁବନେଶ୍ୱର (ଦେବଦତ୍ତ ରଥ) :  ଆଜି ଆଜି ବିଶ୍ୱ ଚକୋଲେଟ୍ ଡେ' (ଚକୋଲେଟ୍ ଦିବସ)। ୧୯୫୦ ମସିହାରେ ପ୍ରଥମେ ୟୁରୋପରେ ଚକୋଲେଟ୍ ଡେ' ପାଳନ କରାଯାଇଥିଲା। ତେବେ, ୨୦୦୯ ମସିହାରୁ ବିଶ୍ୱ ଚକୋଲେଟ୍ ଡେ' ପାଳନ ଆରମ୍ଭ ହେଲା। ଏମିତିରେ ଫେବୃଆରୀ ମାସରେ ଭାଲେଣ୍ଟାଇନ୍ସ ସପ୍ତାହ ପାଳନ ବେଳେ ୯…

କୁଢ଼ କୁଢ଼ ଅଖାଦ୍ୟ, ଅଳିଆ

ସଜ ସଜ ଶେଷ ହୋଇଛି ସାବିତ୍ରୀ ବ୍ରତ । ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଫଳ ବଜାରରେ ଅସମ୍ଭବ ଦର ବୃଦ୍ଧି ଘଟିଥିଲା । ଫଳ ବଜାରରେ ଦରବୃଦ୍ଧିକୁ ନେଇ ଏଯାଏଁ କୌଣସି ବି କର୍ତ୍ତୃପକ୍ଷ ନିୟନ୍ତ୍ରଣ କରିବା ପାଇଁ ଆଗେଇ ଆସିନାହାନ୍ତି । ଯାହା ମୁହଁରୁ ଯାହା ବାହାରିଲା ତାହା ହିଁ ଦର । କିନ୍ତୁ ଏଇଠି…

ସମ୍ ଅଲ୍ଟିମେଟରେ ହେଉଛି ଫୁଡ ଫେଷ୍ଟିଭାଲ

ଭୁବନେଶ୍ୱର: ଆସନ୍ତା କାଲି ସମ୍ ଅଲ୍ଟିମେଟ ମେଡିକେୟାରରେ ଫୁଡ ଫେଷ୍ଟିଭାଲ ଆରମ୍ଭ ହେଉଛି । ଆଧୁନିକ ଜୀବନଶୈଳୀରେ ପୋଷଣଯୁକ୍ତ ଖାଦ୍ୟର ଗୁରୁତ୍ୱ ବୁଝାଇବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ । ଏବେର ଜୀବନଶୈଳୀରେ ଖାଦ୍ୟ, ପାନୀୟ ଦୈନନ୍ଦିନ ଜୀବନରେ ସୁସ୍ଥ ରୁଟିନରୁ ବାହାରେ । ଖାଦ୍ୟାବଳୀର ଯୋଜନା,…

ବିଶ୍ୱ ଜଳ ଦିବସ: କେମିତି ପାଣି ହେଲା ଦେଶର ବଡ ବ୍ୟବସାୟ ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ଜଳ ଏପରି ଏକ ପ୍ରାକୃତିକ ସମ୍ପଦ ଯାହା କେବଳ କୃଷି ଉଦ୍ଦେଶ୍ୟରେ କିମ୍ବା ପିଇବା ପାଇଁ ବ୍ୟବହୃତ ହୁଏ ନାହିଁ ବରଂ ଏହା ଜୀବନ ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଜଳ ବିନା ଜୀବନ ଅସମ୍ଭବ। ତେଣୁ କୁହାଯାଏ ଜଳ ବହୁଳେ ସୃଷ୍ଟି ନାଶ, ଜଳ ବିହୁନେ ବି ସୃଷ୍ଟି ନାଶ ।…