Latest Odisha News

BREAKING NEWS

Browsing Category

ଖାଦ୍ୟ

ଶୀତଦିନେ ହୃଦରୋଗୀ ମାନେ ନିଅନ୍ତୁ ବିଶେଷ ଯତ୍ନ

ଭୁବନେଶ୍ୱର: ଶୀତ ଋତୁରେ ବିଶେଷଭାବରେ ହୃଦ୍‌ରୋଗୀ ଅଧିକ ସତର୍କ ରହିବା ଆବଶ୍ୟକ। କାରଣ ପ୍ରବଳ ଶୀତ ଯୋଗୁ ଶରୀରରେ ଥିବା ଶିରାପ୍ରସିରାଗୁଡ଼ିକ ସଙ୍କୁଚିତ ହୋଇଯାଏ। ଏହାଦ୍ୱାରା ରକ୍ତ ପ୍ରବାହ ବାଧାପ୍ରାପ୍ତ ହୋଇଥାଏ।ଏଣୁ ଏହିଦିନରେ ହୃଦ୍‌ରୋଗୀ ମାନେ ବିଶେଷ ଧ୍ୟାନଦେବା ଜରୁରୀ। କିପରି ନେବେ…

ଆତର ଚମତ୍କାରୀ ଔଷଧୀୟ ଗୁଣ; ଭଲ ହୋଇଯିବ ଏହିସବୁ ରୋଗ !

ଭୁବନେଶ୍ୱର: ପାଟିକୁ ଯେମିତି ସୁଆଦିଆ, ଦେହକୁ ସେତିକି ହିତକାରୀ ହୋଇଥାଏ ଆତ। ଏହି ଋତୁରେ ବଜାରରେ ଯଥେଷ୍ଟ ପରିମାଣରେ ଆତ ମିଳେ । ଏଥିରେ ପ୍ରଚୁର ପରିମାଣରେ କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌ ଓ ଫାଇବର୍‌ ସହିତ ଅନେକ ପ୍ରକାର ପୋଷକତତ୍ତ୍ୱ ଭରି ରହିଥାଏ। ଏହାକୁ ଖାଇଲେ ଆମ ଶରୀରର ଅନେକ…

ଅମୃତଭଣ୍ଡାରେ ଭରି ରହିଛି ଏହିସବୁ ଅଦ୍ଭୁତ ଚମତ୍କାରୀତା, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର: କଞ୍ଚା ଅମୃତଭଣ୍ଡା ଆମ ଶରୀର ପାଇଁ ଖୁବ୍ ହିତକାରୀ। ଏଥିରେ ଭିଟାମିନ୍ ଏ,ସି ଓ ଇ ଭରପୂର ମାତ୍ରାରେ ଥାଏ। କରୋନାର ଏହି ଜଟିଳ ପରିସ୍ଥିତିରେ ଆମ ଶରୀରକୁ ଭିଟାମିନର ଆବଶ୍ୟକତା ଅନେକ ରହିଛି । ଅମୃତଭଣ୍ଡା ଆମ ଶରୀରର ରୋଗ ପ୍ରତିଷେଧକ ଶକ୍ତିକୁ ମଜଭୁତ୍ କରିଥାଏ। ଲିଭରକୁ ସୁସ୍ଥ…

ସ୍ୱାସ୍ଥ୍ୟ ପାଇଁ କେତେ ଜରୁରୀ ଯୁଆଣି, ଜାଣନ୍ତୁ

ଭୁବନେଶ୍ୱର: ଏହାକୁ କିଏ ନ ଜାଣେ। ଔଷଧୀୟ ଗୁଣରେ ଭରପୂର ଯୁଆଣି। ଖାଦ୍ୟ ପ୍ରସ୍ତୁତିରେ ଯୁଆଣିର ବ୍ୟବହାର କେବଳ ଖାଦ୍ୟର ସ୍ୱାଦ ବଢ଼ାଏ ନାହିଁ, ପେଟ ଜନିତ ସମସ୍ୟା ମଧ୍ୟ ଦୂର କରେ। ଯୁଆଣି ପାଣି ପ୍ରତିଦିନ ସକାଳେ ଖାଲି ପେଟରେ ପିଇଲେ ପୂରା ଶରୀରକୁ ଲାଭ ମିଳିଥାଏ। ତେବେ ଆସନ୍ତୁ ଜାଣିବା ଯୁଆଣି…

କରୋନା ନାଶ ପାଇଁ ପିଅନ୍ତୁ ଏହି ଆୟୁର୍ବେଦିକ କାଢ଼ା

ଭୁବନେଶ୍ୱର: ହୁ ହୁ ହୋଇ ମାଡି ଚାଲୁଛି କରୋନା ଭୂତାଣୁ। ଅନେକଙ୍କୁ ଏହା ନିଜ କରାଳ ଆଁ ମଧ୍ୟରେ ନେଇ ସାରିଲାଣି । ତେବେ ଏଥିରୁ ମୁକ୍ତି ପାଇବା ପାଇଁ ଏଯାଏଁ କୌଣସି ଔଷଧ ବହାରିନଥିବା ବେଳେ ଦେଶୀ ଉପାୟରେ ଏହାର ଚିକିତ୍ସା ପାଇଁ ସମସ୍ତେ ତତ୍ପର । ତେବେ ଆଜି ଆମେ ଆପଣଙ୍କୁ ଏକ ଆୟୁର୍ବେଦିକ…

ସୁସ୍ଥ ରହିବାର ସୂତ୍ର..

ଭୁବନେଶ୍ୱର: ସମୟ ସହିତ ବଦଳିଛି ଜୀନଧାରଣାର ଶୈଳୀ । ଆଧୁନିକତାକୁ ଆପଣାଇ ପାରମ୍ପରିକ ଢଙ୍ଗରେ ବଞ୍ଚିବାର ଧାରା ଠାରୁ କ୍ରମେ ଦୁରେଇବାରେ ଲାଗିଛନ୍ତି ଲୋକେ । ଯେମିତିକି ଉଷୁମ ଜଳ ପାନ ଓ ପ୍ରାତଃ ଧ୍ୟାନ ଭଳି କାର୍ଯ୍ୟ କରିବାକୁ ଯୁବପିଢିଙ୍କ ମଧ୍ୟରେ ଆଗ୍ରହ କମିବାରେ ଲାଗିଛି । କିନ୍ତୁ ସୁସ୍ଥ…

ଅନେକ ରୋଗରୁ ଉପଶମ ଦେବ ନଡ଼ିଆ ପାଣି..

ଭୁବନେଶ୍ୱର: ବହୁ ଗୁଣର ଅଧିକାରୀ ନଡ଼ିଆ । ଏହାର ପାଣି ଆମ ଶରୀର ପାଇଁ ବେଶ୍ ହିତକାରକ। ନଡ଼ିଆ ପାଣିରେ ଅନେକ ପରିମାଣରେ ଖଣିଜ ଲବଣ ରହିଥାଏ। ଏହା ପିଇଲେ ଆମ  ଶରୀରକୁ ଅନେକ ଶକ୍ତି ମିଳିଥାଏ। ଏହା ଆମ ଶରୀରରେ ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇଥାଏ। ଫଳରେ ଶରୀରରେ କୌଣସି ରୋଗ ହେବାର ଆଶଙ୍କା କମ୍…

ଖାଦ୍ୟ ଗ୍ରହଣ ପରେ କାହିଁକି ଖାଇବା ଆବଶ୍ୟକ ମିଠା, ଜାଣନ୍ତୁ

ଭୁବନେଶ୍ୱର: ଆପଣ ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଭୋଜନ ଶେଷ କରିବା ପରେ ମିଠା ଖାଇବାକୁ ପଚରା ଯାଏ। କେବେ ଭାବିଛନ୍ତି କି କାହିଁକି ଭୋଜନ ପରେ ମିଠା କଥା ଉଠେ? ଆସନ୍ତୁ ଜାଣିବା ଏହାର କାରଣ.. ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଖାଦ୍ୟର ଆରମ୍ଭ ସର୍ବଦା ରାଗ କିମ୍ବା ଲୁଣିରୁ ହୋଇଥାଏ ଓ ଭୋଜନର…

ଦେହ ପାଇଁ କେତେ ଉପକାରୀ ତେନ୍ତୁଳି…

ଭୁବନେଶ୍ୱର: ପାଟିକୁ ଖଟା ଲାଗିଲେ ସୁଦ୍ଧା ଦେହ ପାଇଁ ହିତକର ତେନ୍ତୁଳି । ଏହାକୁ ସାଧାରଣତଃ ଖଟା କିମ୍ବା ଆଚାର ପ୍ରସ୍ତୁତି ରେ ବ୍ୟବହାର କରାଯାଇଥାଏ। ତେନ୍ତୁଳିରେ ଥିବା ଭିଟାମିନ୍‌ ଇ’, ସି’ ଓ ବି’ ଶରୀରରେ ରୋଗ ପ୍ରତିରୋଧ ଶକ୍ତି ବଢ଼ାଇଥାଏ। ତେନ୍ତୁଳିରେ ଥିବା ଫାଇବର୍‌ ଖାଦ୍ୟ ହଜମରେ…

ସାବଧାନ! ପ୍ରତିଦିନ ଲେମ୍ବୁ ଖାଇବା ପଡିପାରେ ମହଙ୍ଗା !

ଭୁବନେଶ୍ୱର: ଆମ୍ଭେମାନେ ପ୍ରାୟ ପ୍ରତିଦିନ ଭୋଜନରେ ବା ପାନୀୟରେ ଲେମ୍ବୁର ବ୍ୟବହାର କରିଥାଉ । ଏହି କରୋନା ସମୟରେ ଅନେକ ଏହାକୁ ଗରମ ପାଣି ସହ ପ୍ରତିଦିନ ପିଉଥିବାର ଜଣାପଡିଛି । ତେବେ ପ୍ରତିଦିନ ଲେମ୍ବୁ ଆମ ଦେହ ପ୍ରତି ପ୍ରକୃତରେ କେତେ ଲାଭଦାୟକ ବା କ୍ଷତିକାରକ ଆସନ୍ତୁ ଜାଣିବା...…