Latest Odisha News

BREAKING NEWS

Browsing Category

ଖାଦ୍ୟ

ଚମ୍ପୁଆ ଓ ଯୋଡ଼ା ବ୍ଲକରେ ରାଜ୍ୟ ‘ଖାଦ୍ୟ ସୁରକ୍ଷା ଯୋଜନା’ ର ଶୁଭାରମ୍ଭ କଲେ ମନ୍ତ୍ରୀ ଶଶିଭୁଷଣ ବେହେରା

ଯୋଡ଼ା: କେନ୍ଦୁଝର ଜିଲ୍ଲାର ୨ଟି ବ୍ଲକ ଚମ୍ପୁଆ ଏବଂ ଯୋଡ଼ା ଠାରେ ଆଜି ରାଜ୍ୟ ସରକାର ଙ୍କ ନିଜସ୍ଵ ଯୋଜନା ‘ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା’ର ଶୁଭାରମ୍ଭ ହୋଇଛି । ଅର୍ଥ ମନ୍ତ୍ରୀ ଶଶୀ ଭୂଷଣ ବେହେରା ଏହି କାର‌୍ୟ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଅର୍ଥ ମନ୍ତ୍ରୀ ଶଶୀ ଭୂଷଣ ବେହେରା ଖାଦ୍ୟ…

ଆରମ୍ଭ ହେଲା ଦାନ ଉତ୍ସବ, ‘ଆଇନା’ ପକ୍ଷରୁ ସେଓ ଉପହାର ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର: ସ୍ୱେଚ୍ଛାସେବୀ ସଂସ୍ଥା ‘ଆଇନା’ ତରଫରୁ ଦାନ ଉତ୍ସବ ଉପଲେକ୍ଷ ‘ସେଓଟିଏ ଉପହାର’ ଅଭିଯାନର ଶୁଭାରମ୍ଭ ଶୈଲଶ୍ରୀବିହାର ଛକ ସ୍ଥିତ ଉଦ୍ୟାନ ଫ୍ରେସରେ ଆରମ୍ଭ ହୋଇ ଯାଇଅଛି । ଏହି ଦାନ ଗ୍ରହଣ ଅକ୍ଟୋବର ୬ରୁ ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲୁରହିବ । ଅଭିଯାନର ଉଦ୍ଦେଶ୍ୟ ଛୋଟିଆ…

ଏସିଆ କପ କ୍ରିକେଟ: ଆଜି ଭାରତ-ପାକିସ୍ତାନ ଟକ୍କର

ଦୁବାଇ : ଏସିଆ କପ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଆଜି ମ୍ୟାଚ ଭାରତ-ପାକିସ୍ତାନ ମଧ୍ୟରେ ହେବ । ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ସହ ପାରମ୍ପରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନର ଏହି ମହାମୁକାବିଲା ଉପରେ ସମସ୍ତଙ୍କର ନଜର ରହିଛି । ଅନ୍ୟପକ୍ଷରେ ଗତ ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ପାକିସ୍ତାନ ଠାରୁ…

ଜାଣନ୍ତୁ ଶରୀର ପାଇଁ କେତେ ଉପକାରୀ ହଳଦୀ ତେଲ

ଦୈନନ୍ଦିନ ଜୀବନରେ ଆମେ ହଳଦୀକୁ ମସଲା ତଥା ଚେହେରାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବ୍ୟବହାର କରିଥାଉ । ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି । କିନ୍ତୁ ଆମ ଭିତରୁ ଅନେକ ହଳଦୀର ତେଲ ସମ୍ପର୍କରେ ଜାଣିନଥିବେ, ଖାଲି ଯେ ହଳଦୀ ସ୍ୱାସ୍ଥ୍ୟ ପାଇଁ ଉପକାରୀ ତା ନୁହେଁ, ଏହାର ତେଲ ମଧ୍ୟ ବହୁ ଲାଭଦାୟକ…

ଜାଣନ୍ତୁ କେତେ ସ୍ୱାସ୍ଥ୍ୟପ୍ରଦ ଲେମ୍ବୁପାଣି ?

ଘରେ ହେଉ ବା ରେଷ୍ଟୁରାଣ୍ଟ୍ , ହୋଟେଲ୍ ହେଉ ବା ମେଡ଼ିକାଲ୍ ସବୁଆଡ଼େ ଏବେ ଲେମ୍ବୁରସ ବା ଲେମ୍ବୁପାଣିର ଉପକାରୀତା ନେଇ ଚର୍ଚ୍ଚା । ଲେମ୍ବୁପାଣିର ଗୁରୁତ୍ୱକୁ ଜାଣିଲା ପରେ ଏବେ ଅଧିକାଂଶ ଲୋକ ଚା’ ଓ କଫି ବଦଳରେ ଲେମ୍ବୁପାଣି ପିଇବାକୁ ପସନ୍ଦ କରୁଛନ୍ତି । ଲେମ୍ବୁ ସ୍ୱାସ୍ଥ୍ୟ ଲାଗି ବେଶ୍…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କଲେ ଗରିବ ଲୋକଙ୍କ ଲାଗି ନୂଆ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା, ଅକ୍ଟୋବର ୨ରୁ ହେବ…

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗରିବ ଲୋକମାନଙ୍କ ପାଇଁ ନୂଆ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଘୋଷଣା କରିଛନ୍ତି । ୨୦୧୪ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ରହିଥିବା ଗରିବ ଲୋକଙ୍କ ନିମନ୍ତେ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ନିଶ୍ଚିତ ରୂପେ…

ଆଜି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ବନକଲାଗି ନୀତି: ରାତି ୮ଟାରୁ ଦର୍ଶନ ବନ୍ଦ, ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢା

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଜି ଆଡ଼ପମଣ୍ଡପରେ ଅନୁଷ୍ଠିତ ହେଉଥିବା ବନକଲାଗି ନୀତି ହେଉଛି । ଭକ୍ତମାନେ ସାହାଣମେଲା ଦର୍ଶନ କରି ନିଜକୁ ଧନ୍ୟ ମନେ କରିଛନ୍ତି । ଆଡ଼ପମଣ୍ଡମରେ ସମସ୍ତ ସକାଳ ନୀତି ସୂଚାରୁରୂପେ ଚାଲିଛି । ଇତିମଧ୍ୟରେ ଭୋର୍ ୫ଟା ସମୟରେ ମଙ୍ଗଳଆଳତୀ, ସକାଳ ୬:୩୦ରେ…

ପ୍ରବଳ ବର୍ଷା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗୁରୁପ୍ରୀୟା ସେତୁ ଉଦଘାଟନ ସ୍ଥଗିତ ହେଲା

ମାଲକାନଗିରି : ଓଡ଼ିଶାର ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଚିତ୍ରକୋଣ୍ଡା ବ୍ଲକରେ ନବନିର୍ମିତ ଗୁରୁପ୍ରୀୟା ସେତୁର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଜୁଲାଇ ୧୮ ତାରିଖ ଦିନ ଉଦଘାଟିତ ହେବାକୁ ଥିଲା । କିନ୍ତୁ ପ୍ରତିକୂଳ ପାଗ ତଥା ପ୍ରବଳ ବର୍ଷା ଯୋଗୁଁ ଏହି ଉଦଘାଟନ କାର୍ଯ୍ୟକ୍ରମ…

ଲଗାଣ ବର୍ଷାରେ ଓଡ଼ିଶା ବେହାଲ: ରାଜ୍ୟରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର : ବଙ୍ଗୋପସାଗରେ ଘନିଭୂତ ହୋଇଥିବା ଲଘୁଚାପ ଯୋଗୁଁ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ସମଗ୍ର ଓଡ଼ିଶାରେ ଲଗାଣ ବର୍ଷା ଯୋଗୁଁ ଏକପ୍ରକାର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ତେବେ ଭାରତୀୟ ପାଣିପାଗ ବିଭାଗ କହିଛନ୍ତି, ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ଟି ଜିଲ୍ଲାରେ…

‘ଜଗା-କାଳିଆ’ ୨/୩ ଦିନ ଭିତରେ ଏମ୍ସରୁ ଡ଼ିସଚାର୍ଜ ହେବେ, ଶିଘ୍ର ଓଡ଼ିଶା ଫେରିବେ ଦୁଇ ଭାଇ – ଦିଲ୍ଲୀ ଏମ୍ସ

ନୂଆଦିଲ୍ଲୀ : ଦିଲ୍ଲୀ ଏମ୍ସରେ ଯୋଡ଼ାମୁଣ୍ଡରୁ ଅସ୍ତ୍ରୋପଚାର ହୋଇ ଅଲଗା ହୋଇଥିବା ଯାଆଁଳା ଶିଶୁ ଜଗା-କାଳିଆ ୨/୩ ଦିନ ଭିତରେ ସମ୍ପୂର୍ଣ୍ଣ ସୁସ୍ଥତା ଅର୍ଜନ କରି ଏମ୍ସରୁ ଡ଼ିସଚାର୍ଜ ହେବେ । ଏମ୍ସ କର୍ତ୍ତୃପକ୍ଷଙ୍କ ସୂଚନାନୁସାରେ ଏବେ ଦୁଇ ଭାଇ ଜଗା-କାଳିଆ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ।…