Latest Odisha News

BREAKING NEWS

Browsing Category

ଖାଦ୍ୟ

ଚା’ ପିଇବା ସମୟରେ କରନ୍ତୁ ନାହିଁ ଏହି ୫ଟି ଭୁଲ

ଭୁବନେଶ୍ୱର : ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ଏମିତି ଅନେକ ବ୍ୟକ୍ତି ଅଛନ୍ତି, ଯେଉଁମାନେ ଚା ପିଇବାକୁ ଖୁବ୍ ପସନ୍ଦ କରିଥାନ୍ତି । ଆଉ କେତେକ ବ୍ୟକ୍ତି ଚା ବଦଳରେ କଫି ପିଇବାକୁ ବେଶୀ ଭଲ ପାଇଥାନ୍ତି । କହିବାକୁ ଗଲେ ଏମିତି କିଛି ଚା’ ପ୍ରେମୀ ଅଛନ୍ତି, ଯେଉଁମାନଙ୍କର ସକାଳ ଚା’ ପିଇବାରୁ…

ଓଡ଼ିଶାର ବାର୍ଡ ଫ୍ଲୁ ପ୍ରଭାବିତ ଅଞ୍ଚଳର ପରିସ୍ଥିତି ଏବେ ନିୟନ୍ତ୍ରଣାଧିନ

ଭୁବନେଶ୍ୱର: ରାଜ୍ୟର ପଶୁ ସମ୍ପଦ ବିଭାଗ ଦ୍ୱାରା ବାର୍ଡ ଫ୍ଲୁ ନ ବ୍ୟାପିବା ଲାଗି ଆଶୁ ପଦକ୍ଷେପ ଗ୍ରହଣ କରାଯିବା ଦ୍ୱାରା ଏହା ଯଦିଓ ନିୟନ୍ତ୍ରଣାଧୀନ ରହିଛି କିନ୍ତୁ ରାଜ୍ୟର କେତେକ ସ୍ଥାନରେ ପାରା ଓ କାଉ ମୃତ୍ୟୁ ଘଟଣା ନଜରକୁ ଆସିଛି । ଇତିମଧ୍ୟରେ, ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକର…

ପୁରୀ ବାର୍ଡ ଫ୍ଲୁ ଘଟଣା: କୃଷ୍ଣପ୍ରସାଦ ବ୍ଳକରେ ଆରମ୍ଭ ହେଲା କୁକୁଡ଼ା ମରା ଅଭିଯାନ

ବ୍ରହ୍ମଗିରି: ପୁରୀ ଜିଲ୍ଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଳକରେ ବାର୍ଡ ଫ୍ଲୁ ମଡ଼କ ନେଇ ଭୋପାଳସ୍ଥିତ ଜାତୀୟ ପଶୁ ରୋଗ ସୁରକ୍ଷା ପ୍ରତିଷ୍ଠାନର ସ୍ପଷ୍ଟ କରିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ମାଲୁଦ ଗ୍ରାମରୁ କୁକୁଡ଼ା ମରା ଅଭିଯାନ ଆରମ୍ଭ ହୋଇଛି । ମିଳିଥିବା ସୂଚନାନୁଯାୟୀ, ରାଜ୍ୟ ପଶୁ…

ଜାଣନ୍ତୁ, ଆୟୋଡ଼ିନ୍ ଅଭାବରେ ପିଲାଙ୍କୁ କ’ଣ ଖାଇବାକୁ ଦେବେ?

ଭୁବନେଶ୍ୱର: ପିଲାମାନଙ୍କୁ ସୁସ୍ଥ ରଖିବାକୁ ହେଲେ ତାଙ୍କୁ ସ୍ୱାସ୍ଥ୍ୟକର ଖାଦ୍ୟ ଦେବା ନିହାତି ଆବଶ୍ୟକ । ସ୍ୱାସ୍ଥ୍ୟକର ଖାଦ୍ୟରେ ହିଁ ଶିଶୁର ମାନସିକ ଏବଂ ଶାରୀରିକ ବିକାଶ ଭଲ ଭାବେ ହୋଇପାରେ । ଏହି ଅନୁଧ୍ୟାନ ଅନୁଯାୟୀ, ଶିଶୁର ବିକାଶ ପାଇଁ ଭିଟାମିନ୍ ଏବଂ ମିନେରାଲ୍ସ ସହିତ ଆୟୋଡ଼ିନର…

ସୁନ୍ଦର ସ୍ୱାସ୍ଥ୍ୟ ଲାଗି ଉପକାରୀ କଞ୍ଚା ଅମୃତଭଣ୍ଡା…

ଭୁବନେଶ୍ୱର: ପ୍ରାୟ ସମସ୍ତେ ପାଚିଲା ଅମୃତଭଣ୍ଡା ଖାଇବାକୁ ଭଲ ପାଆନ୍ତି, କିନ୍ତୁ କଞ୍ଚା ଅମୃତଭଣ୍ଡାରେ ପାଚିଲା ଅମୃତଭଣ୍ଡା ଠାରୁ ଅଧିକ ଔଷଧୀୟ ଗୁଣ ଭରି ରହିଛି । ଅବଶ୍ୟ ଅନେକଙ୍କ ଘରେ କଞ୍ଚା ଅମୃତଭଣ୍ଡାକୁ ବିଭିନ୍ନ ପ୍ରକାର ତରକାରୀ ପ୍ରସ୍ତୁତିରେ ବ୍ୟବହାର କରାଯାଇଥାଏ । ଯଦି ଆପଣ କଞ୍ଚା…

ଜାଣନ୍ତୁ, ତୁଳସୀର କିଛି ନିଶ୍ଚିତ ଚମତ୍କାରୀ ଔଷଧୀୟ ଗୁଣ…

ହିନ୍ଦୁ ପରମ୍ପରାରେ ତୁଳସୀ ଗଛର ମାହାତ୍ମ୍ୟ ଯଥେଷ୍ଟ । ଏହି ଗଛ ହେଉଛି ଭକ୍ତି ତଥା ସ୍ୱାସ୍ଥ୍ୟବୃଦ୍ଧିର ମୂଳମନ୍ତ୍ର । ଓଡ଼ିଶା ସମେତ ଭାରତର ପ୍ରତି କୋଣ ଅନୁକୋଣରେ ଘରେ ଘରେ ତୁଳସୀ ଗଛ ପୂଜା କରାଯାଏ । ପ୍ରତିଦିନ ଅଧିକାଂଶ ଓଡ଼ିଆ ତଥା ଭାରତୀୟ ହିନ୍ଦୁ ଧର୍ମାବଲମ୍ବୀମାନେ ତୁଳସୀପତ୍ର ସେବନ…

ଚମ୍ପୁଆ ଓ ଯୋଡ଼ା ବ୍ଲକରେ ରାଜ୍ୟ ‘ଖାଦ୍ୟ ସୁରକ୍ଷା ଯୋଜନା’ ର ଶୁଭାରମ୍ଭ କଲେ ମନ୍ତ୍ରୀ ଶଶିଭୁଷଣ ବେହେରା

ଯୋଡ଼ା: କେନ୍ଦୁଝର ଜିଲ୍ଲାର ୨ଟି ବ୍ଲକ ଚମ୍ପୁଆ ଏବଂ ଯୋଡ଼ା ଠାରେ ଆଜି ରାଜ୍ୟ ସରକାର ଙ୍କ ନିଜସ୍ଵ ଯୋଜନା ‘ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା’ର ଶୁଭାରମ୍ଭ ହୋଇଛି । ଅର୍ଥ ମନ୍ତ୍ରୀ ଶଶୀ ଭୂଷଣ ବେହେରା ଏହି କାର‌୍ୟ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଅର୍ଥ ମନ୍ତ୍ରୀ ଶଶୀ ଭୂଷଣ ବେହେରା ଖାଦ୍ୟ…

ଆରମ୍ଭ ହେଲା ଦାନ ଉତ୍ସବ, ‘ଆଇନା’ ପକ୍ଷରୁ ସେଓ ଉପହାର ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର: ସ୍ୱେଚ୍ଛାସେବୀ ସଂସ୍ଥା ‘ଆଇନା’ ତରଫରୁ ଦାନ ଉତ୍ସବ ଉପଲେକ୍ଷ ‘ସେଓଟିଏ ଉପହାର’ ଅଭିଯାନର ଶୁଭାରମ୍ଭ ଶୈଲଶ୍ରୀବିହାର ଛକ ସ୍ଥିତ ଉଦ୍ୟାନ ଫ୍ରେସରେ ଆରମ୍ଭ ହୋଇ ଯାଇଅଛି । ଏହି ଦାନ ଗ୍ରହଣ ଅକ୍ଟୋବର ୬ରୁ ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲୁରହିବ । ଅଭିଯାନର ଉଦ୍ଦେଶ୍ୟ ଛୋଟିଆ…

ଏସିଆ କପ କ୍ରିକେଟ: ଆଜି ଭାରତ-ପାକିସ୍ତାନ ଟକ୍କର

ଦୁବାଇ : ଏସିଆ କପ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଆଜି ମ୍ୟାଚ ଭାରତ-ପାକିସ୍ତାନ ମଧ୍ୟରେ ହେବ । ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ସହ ପାରମ୍ପରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନର ଏହି ମହାମୁକାବିଲା ଉପରେ ସମସ୍ତଙ୍କର ନଜର ରହିଛି । ଅନ୍ୟପକ୍ଷରେ ଗତ ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ପାକିସ୍ତାନ ଠାରୁ…

ଜାଣନ୍ତୁ ଶରୀର ପାଇଁ କେତେ ଉପକାରୀ ହଳଦୀ ତେଲ

ଦୈନନ୍ଦିନ ଜୀବନରେ ଆମେ ହଳଦୀକୁ ମସଲା ତଥା ଚେହେରାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବ୍ୟବହାର କରିଥାଉ । ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି । କିନ୍ତୁ ଆମ ଭିତରୁ ଅନେକ ହଳଦୀର ତେଲ ସମ୍ପର୍କରେ ଜାଣିନଥିବେ, ଖାଲି ଯେ ହଳଦୀ ସ୍ୱାସ୍ଥ୍ୟ ପାଇଁ ଉପକାରୀ ତା ନୁହେଁ, ଏହାର ତେଲ ମଧ୍ୟ ବହୁ ଲାଭଦାୟକ…