Latest Odisha News

BREAKING NEWS

Browsing Category

ଖାଦ୍ୟ

ଲଘୁଚାପ ଘନିଭୂତ: ଓଡ଼ିଶାରେ ପ୍ରବଳ ବର୍ଷାର ସତର୍କ ସୂଚନା

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତୋଟି ଜିଲ୍ଲାରେ ଅତି ପ୍ରବଳ ତଥା ଅନ୍ୟ କେତୋଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ । ଭୁବନେଶ୍ୱରସ୍ଥିତ ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଦ୍ୱିତୀୟ କୋଣାର୍କ ମନ୍ଦିର ପ୍ରତିଷ୍ଠା ଏବେ ବାସ୍ତବ ଲାଗୁଛି: ରଘୁନାଥ ମହାପାତ୍ର

ଭୁବନେଶ୍ୱର : ପ୍ରଖ୍ୟାତ ଓଡ଼ିଆ ସ୍ଥପତି ରଘୁନାଥ ମହାପାତ୍ର ଶନିବାର ଦିନ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ରାଜ୍ୟସଭାକୁ ମନୋନୀତ ହୋଇଛନ୍ତି । ରାଜ୍ୟସଭାକୁ ମନୋନୀତ ହେବା ପରେ କହିଛନ୍ତି, ଏବେ ମୋର ଦ୍ୱିତୀୟ କୋଣାର୍କ ନିର୍ମାଣ କରିବାର ସ୍ୱପ୍ନ କ୍ରମେ ବାସ୍ତବତାର ରୂପ ନେବ…

ରଥଯାତ୍ରା: ବଳଗଣ୍ଡିରେ ଅଟକଥିବା ନନ୍ଦିଘୋଷ ରଥ ଟଣାଗଲା, ଗୁଣ୍ଡିଚା ମନ୍ଦିରକୁ ଟାଣିନେଲେ ସହସ୍ରାଧିକ ଭକ୍ତ

ପୁରୀ : ମହାପ୍ରଭୁଙ୍କର ରତ୍ନବେଦୀରୁ ଜନ୍ମବେଦୀର ଏହି ଯାତ୍ରା ହେଉଛି ରଥଯାତ୍ରା । ଗତକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ବଡ଼ଭାଇଙ୍କ ତାଳଧ୍ୱଜ ରଥ ଓ ସାନଭଉଣୀ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିର ନିକଟ ହୋଇଥିଲେ । ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ କିନ୍ତୁ ବଳଗଣ୍ଡି ଛକରେ ଅଟକି…

ଶ୍ରୀଗୁଣ୍ଡିଚା ମନ୍ଦିରରେ ତିନିରଥ ପହଞ୍ଚିଲେ, ୧୫ଲକ୍ଷରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ

ପୁରୀ : ଅତ୍ୟନ୍ତ ଶୃଙ୍ଖଳାର ସହିତ ବହୁ ପ୍ରତିକ୍ଷୀତ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀଠାରେ ପାଳିତ ହୋଇଯାଇଛି । ପ୍ରଥମଥର ଲାଗି ପ୍ରାୟ ଦେଢଘଣ୍ଟା ପୂର୍ବରୁ ସେବାୟତ ମାନଙ୍କ ଦ୍ୱାରା ସମସ୍ତ ପ୍ରକାର ପାରମ୍ପରିକ ନୀତି ଅନୁଷ୍ଠିତ ହୋଇ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା । ନିର୍ଦ୍ଧାରିତ…

ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ଯୁବ ଗବେଷକ ଓ ନବପ୍ରବର୍ତ୍ତକଙ୍କ ବିଜ୍ଞାନ ମେଳା

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ରେ ଆରମ୍ଭ ହୋଇଥିବା ଆଇଆର୍ଆଇଏସ୍ ନ୍ୟାସ୍ନାଲ୍ ସାଇନ୍ସ ଫେୟାରରେ ସାଉଥ୍-ଇଷ୍ଟ ଇଣ୍ଡିଆ ରିଜିଓନାଲ୍ କ୍ୟାମ୍ପରେ ଭିନ୍ନ ଧରଣର ଏକ ମେସିନ୍ ପ୍ରଦର୍ଶିତ ହୋଇଛି । କେମିତି ହୁଅନ୍ତା ଏମିତି କୋ÷ଣସି ମେସିନ୍ ମଣିଷକୁ ମନେ…

ରାଜଧାନୀ ଭୁବନେଶ୍ୱରରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଭୁବନେଶ୍ୱର : ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଅନୁଷ୍ଠିତ ହୋଇଥାଏ । ସେହିପରି ଏକାମ୍ର କ୍ଷେତ୍ର ଭୁବନେଶ୍ୱରରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ମଧ୍ୟ ନିଆରା ଢଙ୍ଗରେ ପାଳିତ ହୋଇଥାଏ । ରାଜଧାନୀ ଭୁବନେଶ୍ୱରରେ ଅନେକ ପୁରୁଣା ତଥା…

ପ୍ରବଳ ବର୍ଷା ଆଶଙ୍କା: ୧୦ଟି ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରିଛନ୍ତି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଓଡ଼ିଶା ଉପକୂଳ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଘନୀଭୁତ ହେବା ଯୋଗୁଁ ଓଡ଼ିଶା ଓ ପଡ଼ୋଶୀ…

ଓଡ଼ିଶାର ୧୨ଟି ଜିଲ୍ଲାକୁ ଡ଼େଙ୍ଗୁ ବ୍ୟାପିଲା !

ଭୁବନେଶ୍ୱର : ଓଡ଼ିଶାର ୧୨ଟି ଜିଲ୍ଲାରେ ଡ଼େଙ୍ଗୁ ରୋଗ ବ୍ୟାପିଛି । ରାଜ୍ୟର ୧୨ଟି ଜିଲ୍ଲାରେ ଥିବା ବିଭିନ୍ନ ଡ଼ାକ୍ତରଖାନାରେ ଡ଼େଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟର କଟକ ଜିଲ୍ଲାରେ ଡ଼େଙ୍ଗୁ ରୋଗୀ ସର୍ବାଧିକ ୨୪ ଜଣ ଥିବା ବେଳେ, ଯାଜପୁର ଜିଲ୍ଲାରେ ୮ଜଣ ରୋଗୀ ଚିହ୍ନଟ ହୋଇଛି, ଜଗତସିଂହପୁର…

ଇତିହାସ ରଚିଲେ ହିମା ଦାସ: ବିଶ୍ୱ ୨୦ବର୍ଷରୁ କମ୍ ଦୌଡ଼କୁଦରେ ସ୍ୱର୍ଣ୍ଣପଦକ

ଟାମ୍ପେରେ (ଫିନଲାଣ୍ଡ) : ଭାରତୀୟ ଦୌଡ଼ ପ୍ରତିଯୋଗୀ ହିମା ଦାସ ୨୦ ବର୍ଷରୁ କମ୍ ଆଇଏଏଏଫ ବିଶ୍ୱ ଦୌଡ଼କୁଦ ଚାମ୍ପିୟନସିପରେ ପ୍ରଥମ ଭାରତୀୟ ଭାେବେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ସେ ମହିଳା ୪୦୦ ମିଟର ଦୌଡ଼ରେ ୫୧.୪୬ ସେକେଣ୍ଡ ରେ ପ୍ରଥମସ୍ଥାନ ହାସଲ କରି ଭାରତ ଲାଗି ସ୍ୱର୍ଣ୍ଣ ପଦକ…

ଆଜି ମହାପ୍ରଭୁଙ୍କର ନବଯୌବନ ଦର୍ଶନ: ଶ୍ରୀମନ୍ଦିରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ତାଙ୍କର ଲକ୍ଷ ଲକ୍ଷ ଭକ୍ତମାନଙ୍କୁ ନବଯୌବନ ଦର୍ଶନ ଦେଉଛନ୍ତି । ଦୀର୍ଘ ଦିନପରେ ଜ୍ୱରରେ ଆକ୍ରାନ୍ତ ହେବା ଏବଂ ଅଣସର ପିଣ୍ଡିରେ ରହି ଚିକିତ୍ସାପରେ ଆରୋଗ୍ୟ ଲାଭ କରି ମହାପ୍ରଭୁ ଆଜି ସମ୍ପୂର୍ଣ୍ଣ ଶାରିରୀକ ସୁସ୍ଥତା ଅନୁଭବ କରିଛନ୍ତି । ଆଜି ତାଙ୍କର…