Latest Odisha News

BREAKING NEWS

Browsing Category

ଖାଦ୍ୟ

ପ୍ରବଳ ବର୍ଷାର ଆଶଙ୍କା: ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଜାରି

ଭୁବନେଶ୍ୱର : ଓଡ଼ିଶାର ବିଭିନ୍ନ ଜିଲ୍ଲା ମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ସତର୍କ ସୂଚନା ଜାରି କରିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରବିବାର ସକାଳେ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ…

‘ବନ୍ଦେ ଉତ୍କଳ ଜନନୀ’ ପ୍ରସଙ୍ଗ: ‘ଓଡ଼ିଶା-ଉତ୍କଳ’କୁ ନେଇ ବିବାଦ ତେଜିଲା

ଭୁବନେଶ୍ୱର : ‘ବନ୍ଦେ ଉତ୍କଳ ଜନନୀ’କୁ ନେଇ ଏବେ ବିବାଦ ତେଜିବାରେ ଲାଗିଛି । ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ରାଜ୍ୟର ଜାତୀୟ ଗାନ କରିବାକୁ ଦାବୀ ହୋଇଥିଲା । ରାଜ୍ୟ ସରକାର ମଧ୍ୟ ଏହାକୁ ନେଇ ବିଚାର ବିମର୍ଶ କରୁଛନ୍ତି ବୋଲି କହିଥିଲେ । କିନ୍ତୁ ଏହାକୁ ନେଇ ବିବାଦ ଆରମ୍ଭ ହେଲା ଯେତେବେଳେ…

ବିଶ୍ୱକପ ଫୁଟବଲ: ଶକ୍ତିଶାଳୀ ଜର୍ମାନୀକୁ ୨-୦ ଗୋଲରେ ପରାସ୍ତ କଲା କୋରିଆ

ମସ୍କୋ : ଗତଥରର ଚାମ୍ପିୟନ ଜର୍ମାନୀକୁ ୩ ମିନିଟ ବ୍ୟବଧାନରେ ୨ଟି ଗୋଲ ସ୍କୋର କରି କୋରିଆ ବିଶ୍ୱର ସମସ୍ତ ଫୁଟବଲପ୍ରେମୀଙ୍କୁ ସ୍ତବ୍ଧ କରିଦେଇଛି । ଜର୍ମାନୀ ପ୍ରି-କ୍ୱାଟରଫାଇନାଲକୁ ଯିବାକୁ ଏହି ମ୍ୟାଚରେ ନିଶ୍ଚିତ ଭାବେ ଜିତିବାକୁ ଥିଲା । ମାତ୍ର ଅପେକ୍ଷାକୃତ କୋରିଆ ଦଳଠାରୁ ଶୋଚନୀୟ ଭାବେ…

ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଲଗାଣ ବର୍ଷା ଜାରି ରହିବ: ରାଜ୍ୟର ଅଧିକାଂଶ ସ୍ଥାନରେ ମୌସୁମୀ ସକ୍ରିୟ

ଭୁବନେଶ୍ୱର : ଓଡ଼ିଶାର ପ୍ରାୟ ସମସ୍ତ ସ୍ଥାନରେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଲଗାଣ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି । ପାଣିପାଗ ବିଭାଗର ସୂଚନାନୁଯାୟୀ ରାଜ୍ୟରେ ସକ୍ରୀୟ ଥିବା ଏହି ଲଗାଣ ବର୍ଷା ଜୁଲାଇ…

ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ମିଳିଲା ଜାମିନ

କଟକ : ଆଜି ମିଳିଛି ପ୍ରଭାତ ବିଶ୍ୱାଳଙ୍କୁ ଜାମିନ । ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ମାନ୍ୟବର ଓଡ଼ିଶା ହାଇକୋର୍ଟ ପୂର୍ବ ସର୍ତ୍ତାନୁସାରେ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ତେବେ ବିଧାୟକ ଶ୍ରୀଯୁକ୍ତ ବିଶ୍ୱାଳଙ୍କୁ ୨୦ ଲକ୍ଷ ଟଙ୍କା ରାଶି ମୁଚାଲିକାରେ ଦାଙ୍କୁ ଜାମିନ ପ୍ରଦାନ କରାଯାଇଛି ।…

ଆଜି ପ୍ରଭାତ ବିଶ୍ୱାଳଙ୍କ ଜାମିନ ଆବେଦନର ଶୁଣାଣି

କଟକ/ଭୁବନେଶ୍ୱର : ଗତକାଲି ଜୁନ ୨୫ ତାରିଖରେ ହିଁ ଥିଲା ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଜାମିନ ଆବେଦନର ଶୁଣାଣି ତାରିଖ । କିନ୍ତୁ ସିବିଆଇ ଓକିଲଙ୍କ ଅନୁପସ୍ଥିତତା ଯୋଗୁଁ ଆଜି ହିଁ ଜାମିନ ଆବେଦନର ଶୁଣାଣି ହେଉଛି । ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଗତ ଏପ୍ରିଲ ୨୫ରୁ ୨ମାସ ପାଇଁ ସର୍ତ୍ତମୂଳକ…

୨ ମାସ ପରେ ଆଜି ଖୋଲିଲା ସମସ୍ତ ସ୍କୁଲ

ଭୁବନେଶ୍ୱର : ଆଜି ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଖୋଲିଛି । ଛାତ୍ରଛାତ୍ରୀମାନେ ତାଙ୍କର ଦୀର୍ଘ ଗ୍ରୀଷ୍ମାବକାଶ ଶେଷ କରିବାପରେ ଏବେ ସ୍ୱାଭାବିକ ଭାବେ ବିଦ୍ୟାଧ୍ୟୟନରେ ବ୍ୟସ୍ତ ରହିବେ । ସୂଚନାଯୋଗ୍ୟ ଏଥର ପରିବର୍ତ୍ତିତ ପାଗ ତଥା ଅସହ୍ୟ ଗ୍ରୀଷ୍ମତାପ ବୃଦ୍ଧିଜନିତ…

ପ୍ରଭାତ ବିଶ୍ୱାଳଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଲା: ଆସନ୍ତା କାଲି ଶୁଣାଣି

କଟକ/ଭୁବନେଶ୍ୱର : ଆଜି ଜୁନ ୨୫ ତାରିଖରେ ହିଁ ଥିଲା ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଜାମିନ ଆବେଦନର ଶୁଣାଣି ତାରିଖ । କିନ୍ତୁ ଘୁଞ୍ଚି ଯାଇଛି ଜାମିନ ଆବେଦନର ଶୁଣାଣି ତାରିଖ । ତେବେ ଆସନ୍ତାକାଲିକୁ ଧାର୍ଯ୍ୟ କରାଯାଇଛି ଶୁଣାଣି ତାରିଖ । ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଗତ ଏପ୍ରିଲ ୨୫ରୁ…

ବିଶ୍ୱକପ ଫୁଟବଲ: ହ୍ୟାରୀ କେନଙ୍କ ହ୍ୟାଟ୍ରିକ ବଳରେ ପ୍ରି-କ୍ୱାର୍ଟର୍ ଫାଇନାଲରେ ଇଂଲଣ୍ଡ ଦଳ !

ମସ୍କୋ : ବିଶ୍ୱକପ ଏବେ ଖୁବ ଜମୁଛି । ସାରା ପଡ଼ିଆରେ ସବୁଦଳର ଖେଳାଳିମାନେ ଏବେ ଗୋଟିଏ ଗୋଲ୍ ଦେବାକୁ ପ୍ରତିପକ୍ଷ ଉପରେ ଯେନତେନ ଭାବେ ଆକ୍ରମଣ କରିଚାଲିଛନ୍ତି । ଦେଖାଯାଉଛି ପ୍ରତିମ୍ୟାଚରେ ଗୋଲସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସବୁ ଦଳକୁ ନିଜ ଦେଶର ଫ୍ୟାନମାନେ ବିଭିନ୍ନ ରଙ୍ଗରେ ସଜହୋଇ…

ବିବାହ ପୂର୍ବରୁ ଦୀପିକା-ରଣବୀର ଲଣ୍ଡନରେ କିଣିଲେ ବଙ୍ଗଳା !

ମୁମ୍ବାଇ : ଦୀପିକା-ରଣବୀରଙ୍କ ଲଭ୍ ଓ ରୋମାନ୍ସ ଏବେ ବିବାହରେ ପରିଣତ ହେବାକୁ ଯାଉଛି । ଏକଥା କାହାକୁ ଅଛପା ନୁହେଁ । ନଭେମ୍ବର ୧୦ ତାରିଖରେ ଉଭୟଙ୍କ ବିବାହ ତାରିଖ ପକ୍କା ହୋଇଛି । ବାହାଘର ବେଶ୍ ଧୁମଧାମରେ ହେବ ବୋଲି ବଲିଉଡ଼ରେ ଏବେ ଚର୍ଚ୍ଚା । କିନ୍ତୁ ଗୋଟିଏ ଶୁଣାକଥାକୁ ସ୍ୱୀକାର…