Latest Odisha News

BREAKING NEWS

Browsing Category

ଖାଦ୍ୟ

ପପୁ ପମ୍ ପମ୍ ସୁସ୍ଥ ହୋଇ ଓଡ଼ିଶା ଫେରିଲେ

ଭୁବନେଶ୍ୱର : ଓଲିଉଡ଼ର କମେଡ଼ି କିଙ୍ଗ୍ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେବା ପରେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଓଡ଼ିଶା ଫେରିଛନ୍ତି । ଦୀର୍ଘ ଦୁଇ ମାସ ଧରି ଦିଲ୍ଲୀ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ସ ଅଫ ମେଡ଼ିକାଲ ସାଇନ୍ସରେ ଚିକିତ୍ସିତ ହେଉଥିଲେ ପପୁ । ଆଜି ସକାଳେ ପରିବାର ସହିତ ପପୁ…

ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ: ଅଭିଯୁକ୍ତ ପୋଲିସ ଦ୍ୱାରା ଗିରଫ

ସୋରୋ/ବାଲେଶ୍ୱର : ଘରେ ଶୋଇଥିବା ବେଳେ ନାବାଳିକାକୁ ଘରୁ ଟେକିନେଇ ଦୁଷ୍କର୍ମ କରିବାକୁ ଚେଷ୍ଟା କରି ଗିରଫ ହୋଇଛି ଜଣେ ବ୍ୟକ୍ତି । ଏହି ଘଟଣା ବାଲେଶ୍ୱର ଜିଲ୍ଲା ସୋରୋ ଅଞ୍ଚଳର ହାଟସାହି ଗ୍ରାମରେ ଘଟିଛି । ମିଳିଥିବା ସୂଚନାନୁଯାୟୀ, ଜଣେ ନାବାଳିକା ତା’ର ବୃଦ୍ଧା ଜେଜେମା ପାଖରେ…

ଥାଇଲାଣ୍ଡ ଗୁମ୍ଫାରେ ଫୁଟବଲ ଖେଳାଳି ଫସିବା ପ୍ରସଙ୍ଗ: ବାଲୁକାକଳାରେ ଉଦ୍ଧାରକାରୀ ସମନ କୁନାନଙ୍କୁ ଅଶ୍ରୁଳ…

ପୁରୀ : ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଥାଇଲାଣ୍ଡ ବୁଡ଼ାଳୀ ତଥା ଗୁମ୍ପାରେ ଫସିଥିବା ଫୁଟବଲ ଖେଳାଳିଙ୍କ ଉଦ୍ଧାରକାରୀ ସମନ କୁନାନଙ୍କୁ ତାଙ୍କର ବାଲୁକା କଳା ମଧ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଥାଇଲାଣ୍ଡର ଏକ ଜୁନିୟର ଫୁଟବଲ ଦଳ ଗୁମ୍ଫା…

ବାଲେଶ୍ୱର: ହୋଟେଲ୍ ‘ଜାଇକା ଇଣ୍ଟରନ୍ୟାସନାଲ’ରେ ଗୁଳିକାଣ୍ଡ, ବର୍ତ୍ତିଗଲେ ହୋଟେଲ ମାଲିକ

ବାଲେଶ୍ୱର : ବାଲେଶ୍ୱରର ସହରର ଜଣାଶୁଣା ହୋଟେଲ ଜାଇକା ଇଣ୍ଟରନ୍ୟାସନାଲରେ ଗୁଳିକାଣ୍ଡ ଘଟିଛି । ରବିବାର ସନ୍ଧ୍ୟାରେ ହୋଟେଲ ମଧ୍ୟରେ ପଶି ୩ ଜଣ ଦୁର୍ବୃତ୍ତ ହୋଟେଲର ମାଲିକଙ୍କ ଉପରେ ୩ ରାଉଣ୍ଡ ଗୁଳି ମାଡ଼ କରିଥିଲେ । ଏହି ଗୁଳିକାଣ୍ଡରେ ହୋଟେଲ ମାଲିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।…

ରୋହିତ ଶର୍ମାଙ୍କ ଅପରାଜିତ ଶତକ, ଇଂଲଣ୍ଡକୁ ପରାସ୍ତ କରି ଭାରତ ୨-୧ରେ ଟି-୨୦ ସିରିଜ ଜିତିଲା

ଲଣ୍ଡନ : ଉଭୟ ବ୍ୟାଟିଂ ଓ ବୋଲିଂରେ ଆକର୍ଷଣୀୟ ଖେଳ ପ୍ରଦର୍ଶନ କରି ଇଂଲଣ୍ଡକୁ ୭ ୱିକେଟରେ ପରାସ୍ତ କରିଛି ଭାରତ, ଏଥିସହିତ ଟି-୨୦ ସିରିଜ ଜିତିପାରିଛିି । ଭାରତ ଟସରେ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତି ନେଇଥିଲା । ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ୱିକେଟରେ ୧୯୮ ରନ…

ଏକକ ନିର୍ବାଚନ ପ୍ରସଙ୍ଗ: ବିଜେଡ଼ି ଜୁଲାଇ ୧୦ ଲ’କମିଶନ ବୈଠକରେ ଉପସ୍ଥାପନ କରିବ ଦଳର ମତ

ଭୁବନେଶ୍ୱର : ଭାରତରେ ଏକକ ନିର୍ବାଚନକୁ ନେଇ ଜୁଲାଇ ୧୦ରେ ଭାରତୀୟ ଲ’ କମିଶନ ଦେଶର ସମସ୍ତ ରାଜନୈତିକ ଦଳମାନଙ୍କର ଏକ ବୈଠକ ଡ଼କାଇଛନ୍ତି । ଏହି ବୈଠକରେ ଗୋଟିଏ ଥରରେ ଉଭୟ ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ କରିବା ନେଇ ସମସ୍ତ ଦଳର ମତ ଲୋଡ଼ିଛନ୍ତି କମିଶନ । ତେବେ ବୈଠକ ପୂର୍ବରୁ…

ସମ୍ବଲପୁରରେ ଗୁଳିକାଣ୍ଡ : ଦୁର୍ବୃତ୍ତର ଗୁଳିମାଡ଼ରେ ଜଣେ ଆହତ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା କ୍ଷେତ୍ରରାଜପୁର ଥାନା ଅନ୍ତର୍ଗତ ଷ୍ଟେସନପଡ଼ା ନିକଟରେ ଜଣେ ଅଜଣା ଦୁର୍ବୃତ୍ତର ଗୁଳିମାଡ଼ରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଅଜଣା ଦୁର୍ବୃତ୍ତର ଗୁଳିକାଣ୍ଡରେ ଆହତ ହୋଇଥିବା ବ୍ୟକ୍ତି ଜଣକ ହେଲେ ଗଣେଶ ଜଗଦ୍ଦଳ ଏବଂ ତାଙ୍କ ଡ଼ାହାଣ ଗୋଡ଼ ଜଙ୍ଘରେ ଗୁଳି…

ପ୍ରବଳ ବର୍ଷାର ଆଶଙ୍କା: ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଜାରି

ଭୁବନେଶ୍ୱର : ଓଡ଼ିଶାର ବିଭିନ୍ନ ଜିଲ୍ଲା ମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ସତର୍କ ସୂଚନା ଜାରି କରିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରବିବାର ସକାଳେ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ…

‘ବନ୍ଦେ ଉତ୍କଳ ଜନନୀ’ ପ୍ରସଙ୍ଗ: ‘ଓଡ଼ିଶା-ଉତ୍କଳ’କୁ ନେଇ ବିବାଦ ତେଜିଲା

ଭୁବନେଶ୍ୱର : ‘ବନ୍ଦେ ଉତ୍କଳ ଜନନୀ’କୁ ନେଇ ଏବେ ବିବାଦ ତେଜିବାରେ ଲାଗିଛି । ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ରାଜ୍ୟର ଜାତୀୟ ଗାନ କରିବାକୁ ଦାବୀ ହୋଇଥିଲା । ରାଜ୍ୟ ସରକାର ମଧ୍ୟ ଏହାକୁ ନେଇ ବିଚାର ବିମର୍ଶ କରୁଛନ୍ତି ବୋଲି କହିଥିଲେ । କିନ୍ତୁ ଏହାକୁ ନେଇ ବିବାଦ ଆରମ୍ଭ ହେଲା ଯେତେବେଳେ…

ବିଶ୍ୱକପ ଫୁଟବଲ: ଶକ୍ତିଶାଳୀ ଜର୍ମାନୀକୁ ୨-୦ ଗୋଲରେ ପରାସ୍ତ କଲା କୋରିଆ

ମସ୍କୋ : ଗତଥରର ଚାମ୍ପିୟନ ଜର୍ମାନୀକୁ ୩ ମିନିଟ ବ୍ୟବଧାନରେ ୨ଟି ଗୋଲ ସ୍କୋର କରି କୋରିଆ ବିଶ୍ୱର ସମସ୍ତ ଫୁଟବଲପ୍ରେମୀଙ୍କୁ ସ୍ତବ୍ଧ କରିଦେଇଛି । ଜର୍ମାନୀ ପ୍ରି-କ୍ୱାଟରଫାଇନାଲକୁ ଯିବାକୁ ଏହି ମ୍ୟାଚରେ ନିଶ୍ଚିତ ଭାବେ ଜିତିବାକୁ ଥିଲା । ମାତ୍ର ଅପେକ୍ଷାକୃତ କୋରିଆ ଦଳଠାରୁ ଶୋଚନୀୟ ଭାବେ…