Latest Odisha News

BREAKING NEWS

Browsing Category

ଖାଦ୍ୟ

ଓଡ଼ିଶା ଆସୁଛି ମହାବଳ ବାଘ: ମଧ୍ୟପ୍ରଦେଶରୁ ମହାବଳ ବାଘ ଓଡ଼ିଶା ସ୍ଥାନାନ୍ତରୀତ ହେଉଛି

ଭୁବନେଶ୍ୱର : ମହାବଳ ବାଘ ଗାଡ଼ିରେ ଆସୁଛି । ମଧ୍ୟପ୍ରଦେଶରୁ ମହାବଳ ବାଘ ତା’ର ଯାତ୍ରାରମ୍ଭ କରିସାରିଛି । ଏକ ସ୍ୱତନ୍ତ୍ର ଗାଡ଼ି ଯୋଗେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ସଂରକ୍ଷଣ ଉଦ୍ୟାନରୁ ଅନୁଗୁଳର ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଉଦ୍ୟାନକୁ ସ୍ଥାନାନ୍ତରିତ ହେଉଛି । ଭାରତରେ କୌଣସି ବାଘ ଗୋଟିଏ…

ଓଡ଼ିଶାରେ ଅଂଶୁଘାତ ଜନିତ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଭୁବନେଶ୍ୱର: ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଦିନକୁ ଦିନ ତାପମାତ୍ରା ବୃଦ୍ଧିଯୋଗୁଁ ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା ସରକାରୀ ଭାବେ ୭କୁ ବୃଦ୍ଧି ପାଇଛି । ଆଜି ଓଡ଼ିଶା ସରକାର ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁସଂଖ୍ୟା ୭ ବୋଲି ଘୋଷଣା କରିଛନ୍ତି । ଆଜି ଗଣମାଧ୍ୟମକୁ ସୂଚନା ଦେଇ…

ହାସ୍ୟାଭିନେତା ପପୁ ପମପମ୍ ଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି

ନୂଆଦିଲ୍ଲୀ: ଓଲିଉଡ଼ ଅଭିନେତା ତଥା ଓଡ଼ିଆ ହାସ୍ୟାଭିନେତା ତତ୍ଥ୍ ପ୍ରକାଶ ଶତପଥି ଯିଏକି ପପୁ ପମପମ୍ ଭାବରେ ଲୋକପ୍ରିୟତା ଅର୍ଜନ କରିଛନ୍ତି ଏବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ବେଶ୍ ଉନ୍ନତି ପରିଲକ୍ଷିତ ହେଉଥିବା ଚିକିତ୍ସିତ ହେଉଥିବା ଏମ୍ସ୍ କର୍ତ୍ତୃପକ୍ଷ କହିଛନ୍ତି । ନୂଆଦିଲ୍ଲୀସ୍ଥିତ…

ଲେମ୍ବୁପାଣିର ୭ଟି ଚମତକାରୀ ଉପକାରିତା

ଏବେ ଲେମ୍ବୁପାଣିର ଚାହିଦା ବେଶ୍ ବଢିବାରେ ଲାଗିଛି । ଘରେ ହେଉ ବା ରେଷ୍ଟୁରାଣ୍ଟ୍ , ହୋଟେଲ୍ ହେଉ ବା ମେଡ଼ିକାଲ୍ ସବୁଆଡ଼େ ଏବେ ଲେମ୍ବୁରସ ବା ଲେମ୍ବୁପାଣିର ଗୁରୁତ୍ୱକୁ ନେଇ ଚର୍ଚ୍ଚା । ଲେମ୍ବୁପାଣିର ଗୁରୁତ୍ୱକୁ ଜାଣିଲା ପରେ ଏବେ ଅଧିକାଂଶ ଲୋକ ଚା’ ଓ କଫି ବଦଳରେ ଲେମ୍ବୁପାଣି ଲେମ୍ବୁ ଚା…