Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ଉଚ୍ଚା ତକିଆରେ ଶୋଉଛନ୍ତି କି?

ଓଡ଼ିଶା ସମ୍ବାଦ ବ୍ୟୁରୋ: ଉଚ୍ଚା ତକିଆରେ ଶୋଉଛନ୍ତି କି? ଯଦି ହଁ, ତା'ହେଲେ ଆପଣ ଏ ବିଷୟରେ ଚିନ୍ତା କରିବା ସହ ଏହାର କ୍ଷତି ବିଷୟରେ ଜାଣିବା ଉଚିତ। ପ୍ରକୃତରେ ଯଦି ଆପଣ ନିଜର ତକିଆକୁ ଉପରକୁ ଉଠାଇ ଶୋଇବେ ତେବେ ଏହା ଆପଣଙ୍କ ଶରୀରରେ କ୍ଷତି ପହଞ୍ଚାଇ ପାରେ। ମୁଖ୍ୟତଃ ଏହା ଆପଣଙ୍କ ହାଡ଼…

ଶୀତଦିନେ ଅଙ୍ଗୁର ଖାଇବା ଦ୍ୱାରା ମିଳିଥାଏ ଏହି ଫାଇଦା…..

ପ୍ରତ୍ୟେକ ଫଳରେ କିଛି ନା କିଛି ଗୁଣ ଲୁଚି ରହିଥାଏ । ତେଣୁ ଖାଇବାରେ ଫଳ ସାମିଲ କରିବାକୁ କେବେ ଭୁଲିବେନି  । ଅଙ୍ଗୁରରେ ଆପଣଙ୍କୁ ଭରପୂର ମାତ୍ରାରେ କ୍ୟାଲୋରୀ, ଫାଇବର, ଭିଟାମିନ୍‌-ସି ଏବଂ ଭିଟାମିନ୍‌-ଇ ରହିଛି । ତେବେ ଅଙ୍ଗୁର ଖାଇବା ଦ୍ୱାରା ଆମ ପୋଷକ ତତ୍ତ୍ୱ ଉପରେ ପ୍ରଭାବ ପକାଇଥାଏ …

ଗର୍ଭାବସ୍ଥାରେ ମଦ୍ୟପାନ କରୁଛନ୍ତି କି ହୋଇଯାଆନ୍ତୁ ସାବଧାନ, ଶିଶୁର ମସ୍ତିସ୍କ ଉପରେ ପଡ଼ିପାରେ ପ୍ରଭାବ…

ନୂଆଦିଲ୍ଲୀ : ସମୟ ବଦଳିବା ସହ ଆମ ଜୀବନଶୈଳୀ ମଧ୍ୟ ବଦଳୁଛି । ସହରର ଚାକଚାକ୍ୟରେ ରହି ନିଜ ପରମ୍ପରା ଓ ସଂସ୍କୃତିକୁ ଭୁଲି ଯାଉଛନ୍ତି । ସମୟ ଥିଲା ମଦ୍ୟପାନ କେବଳ ପୁରୁଷ ମାନେ କରୁଥିଲେ କିନ୍ତୁ ଏବେ ମଦ୍ୟପାନ ଅଧିକାଂଶ ମହିଳା ମାନେ କରୁଥିବା ଦେଖିବାକୁ ମିଳିଛି  । ତେବେ ମହିଳା ମାନେ…

ପିଲାଙ୍କ ରୁମ୍‌ ପାଇଁ ବାସ୍ତୁ ଟିପ୍ସ ….

ସାଧରଣତଃ ପିଲାମାନଙ୍କର ସ୍କୁଲ୍‌ରେ ପରୀକ୍ଷା ହୁଏ ପୁଣି ସରିଯାଏ । କିନ୍ତୁ ପିଲାମାନଙ୍କ ପରୀକ୍ଷା ପାଇଁ ମା’ ବାପା ଅଧିକ ଚିନ୍ତିତ ଥାଆନ୍ତି  । ତେବେ ବାସ୍ତୁ ପିଲାମାନଙ୍କ ପାଠପଢ଼ା କ୍ଷେତ୍ରରେ ପ୍ରଭାବ ପକାଇଥାଏ  । ବିଶେଷ କରି ଯେଉଁ ଅଭିଭାବକ ମାନେ ପିଲାଙ୍କ ପାଠ ପଢ଼ା ପ୍ରତି ଅଧିକ…

ଉଷୁମ କ୍ଷୀରରେ ହଳଦୀ ପକାଇ ପିଅନ୍ତୁ….

ହଳଦିରେ ରୋଗ ପ୍ରତିରୋଧକ ଶକ୍ତି ରହିଛି  ।  ଆମ ଶରୀରର କୌଣସି ସ୍ଥାନ ଖଣ୍ଡିଆ ହୋଇଗଲେ ଆମେ ହଳଦି ପଟି ଲଗାଇଥାଆନ୍ତି । ଫଳରେ ଦରଜ, ବିନ୍ଧାରୁ ଉପଶମ ମିଳିଥାଏ । ଗୁଣକାରୀ ହଳଦି ଆମ ତ୍ବଚାର ସାଥି କହିଲେ ଭୁଲ ହେବନି। ତେବେ ଶୁଦ୍ଧ ହଳଦିରୁ ଅଧ ଚାମଚ ନେଇ ଉଷୁମ ଖିରରେ ମିଶାଇ ପିଇବା ଦେହ…

ଘନକେଶ ପାଇଁ ଆପଣାନ୍ତୁ ଘରୋଇ ଟିପ୍ସ…

କେଶ ଝଡ଼ିବା ଅନେକଙ୍କ ପାଇଁ ଚିନ୍ତାର କାରଣ  । ଏପରିକି ବଦଳୁଥିବା ଜୀବନଶୈଳୀ ମଧ୍ୟରେ ପାଠପଢ଼ା ନସରୁଣୁ କେଶ ଝଡ଼ିବା ଆରମ୍ଭ ହୋଇଯାଉଛି  । ତେବେ କେଶ ଝଡ଼ିବାର ବିଭିନ୍ନ କାରଣ ରହିଛି  । ଅଧିକ ମାନସିକ ଚାପ, ହେଲ୍‌ମେଟ୍‌ ବା ଟୋପି ପିନ୍ଧିବା, କୌଣସି ଔଷଧର କୁପ୍ରଭାବ କେଶ ଝଡ଼ିବା ପାଇଁ…

ଶୀତଦିନେ ଶିଶୁର ଯତ୍ନ….

ଶୀତଦିନେ ବହୁଥିବା ଶୀତୁଆ ପବନ ତ୍ୱଚାକୁ ରୁକ୍ଷ କରିଦେଇଥାଏ  । ଥଣ୍ଡା ପବନ ସାଙ୍ଗକୁ ବାୟୁମଣ୍ଡଳରେ ଆର୍ଦତାର ପରିମାଣ କମି ଯାଉଥିବାରୁ ତ୍ୱଚା ଡ୍ରାଏ ହୋଇଯାଏ  । ତେଣୁ ଏହି ସମୟରେ କୋମଳମତି ଶିଶୁମାନଙ୍କର ଅଧିକ ମାତ୍ରାରେ ଯତ୍ନ ନେବା ଆବଶ୍ୟକ ହୋଇଥାଏ   । ଏହି ସମୟରେ ଶିଶୁମାନଙ୍କ…

ଶୀତଦିନେ ଷ୍ଟ୍ରିଟ୍‌ ଫୁଡ୍‌…..

ବର୍ଷକ ପରେ ପୁଣିଥରେ ଶୀତ ଆସି ପହଞ୍ଚିଛି  । କୋହଲା ପାଗରେ ବାହାରକୁ ଯାଇ ବୁଲି ଆସିଲେ ଟିକେ ଭଲ ଲାଗେ  । ଆଉ ବାହାରକୁ ଗଲେ କିଛି ଗରମ ଜିନିଷ ଖାଇବାକୁ ମଧ୍ୟ ଇଚ୍ଛା ହୁଏ  । ଏହି ସମୟରେ ରାସ୍ତା କଡ଼ରେ ମିଳୁଥିବା ପାଟି ଟକଳିଆ ଖାଦ୍ୟ ସାଧାରଣତଃ ସମସ୍ତଙ୍କୁ ଲୋଭେଇ ଥାଏ  । ଆସନ୍ତୁ…

ଶୀତଦିନେ ତ୍ୱଚା ଶୁଷ୍କ ହୋଇଯାଉଛି କି ! କିପରି ରକ୍ଷା ପାଇବେ ଜାଣନ୍ତୁ…

ମହିଳା ମାନଙ୍କ ପ୍ରଥମ ଚିନ୍ତା ନିଜ ସୌନ୍ଦର୍ଯ୍ୟର ସୁରକ୍ଷା । ବର୍ତ୍ତମାନ ଶୀତଦିନେ ଶୁଷ୍କ ତ୍ବଚା ଏକ ମୁଖ୍ୟ ସମସ୍ୟା। ଏଣୁ ତ୍ବଚାର ଯତ୍ନ ନେବା ପାଇଁ କେତେପ୍ରକାର ଘରୋଇ ପ୍ୟାକ୍ ଲଗାଇପାରିବେ ନଚେତ୍ ବିଭିନ୍ନ ପ୍ରକାର ପାନୀୟ ପିଇପାରିବେ । ତେବେ ପାନୀୟ ଗୁଡ଼ିକ ହେଲା : ସକାଳୁ ଚା’ରେ…

ସକାଳ ଜଳଖିଆରେ ପ୍ରୋଟିନ୍‌ର ଆବଶ୍ୟକତା କ’ଣ ରହିଛି ଆସନ୍ତୁ ଜାଣିବା….

ନୂଆବର୍ଷର ଆରମ୍ଭରେ ସଭିଏଁ ପୁଣି ନିଜ ନିଜର ବର୍ଦ୍ଧିତ ଓଜନ ହ୍ରାସ କରିବାରେ ଲାଗି ପଡ଼ିଲେଣି  । ନିକଟରେ ହୋଇଥିବା ଏକ ସର୍ଭେ ଅନୁଯାୟୀ ଅଧିକ ପ୍ରୋଟିନଯୁକ୍ତ ସକାଳ ଜଳଖିଆ ଖାଇଲେ ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ  । ତେଣୁ ଯେଉଁମାନେ ଜଳଖିଆରେ କେବଳ କର୍ଣ୍ଣଫ୍ଲେକ୍‌ସ ଖାଉଛନ୍ତି,…