Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ଲାଇଫଷ୍ଟାଇଲ ପରିବର୍ତ୍ତନ କରନ୍ତୁ, ଡାର୍କ ସର୍କଲ ସମସ୍ୟାରୁ ମୁକ୍ତି ପାଆନ୍ତୁ

ଓଡ଼ିଶା ସମ୍ବାଦ ବ୍ୟୁରୋ: ସୁନ୍ଦର ଦେଖାଯିବା ସମସ୍ତଙ୍କର ଇଚ୍ଛା ଥାଏ। ଏଥିପାଇଁ ନାରୀମାନେ ନିଜର ତ୍ୱଚାର ଖାସ ଯତ୍ନ ମଧ୍ୟ ନିଅନ୍ତି। କିନ୍ତୁ ବେଳେ ବେଳେ ଆଖି ତଳେ କଳା ଦାଗ ବା ଡାର୍କ ସର୍କଲ ପଡିଗଲେ ତ୍ୱଚା ଫିକା ପଡିଯାଏ। ଏହାକୁ କମ କରିବା ପାଇଁ ଅନେକ ଔଷଧ ବ୍ୟବହାର ମଧ୍ୟ କରନ୍ତି।…

ବିବାହ ପରେ ବୃଦ୍ଧି ପାଇଛି ପରକିୟା ପ୍ରୀତି ସମସ୍ୟା, ଅଧିକାଂଶ ଧୋକା ଦେଉଛନ୍ତି ମହିଳା

ଓଡିଶା ସମ୍ବାଦ ବ୍ୟୁରୋ: ଡେଟିଂ ଆପ୍ ଆସିବା ଦିନଠାରୁ ଲୋକେ ପରକିୟା ପ୍ରୀତି ପ୍ରତି ବହୁତ ଆଗ୍ରହୀ ହେଉଛନ୍ତି। ପରକିୟା ପ୍ରୀତିକୁ ଭାରତରେ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। କୋଭିଡ ସମୟରେ ଲକଡାଉନ ହେବା ପରେ ଡେଟିଂ ଆପର ଚାହିଦା ଅନେକ ମାତ୍ରାରେ ବଢିଯାଇଛି। ତେବେ ଏକ ରିପୋର୍ଟ ଅନୁଯାୟୀ,…

ନିୟମିତ ତମ୍ବା ପାତ୍ରରେ ପାଣି ପିଅନ୍ତୁ, ଅନେକ ରୋଗଠାରୁ ଦୂରେଇ ରୁହନ୍ତୁ

ଲୋକମାନଙ୍କୁ ତମ୍ବା ପାତ୍ରରେ ପାଣି ପିଉଥିବାର ଦେଖିଥିବେ। ଘରର ବୟସ୍କ ଓ ଡାକ୍ତରମାନେ ମଧ୍ୟ ତମ୍ବା ପାତ୍ରରେ ପାଣି ପିଇବାକୁ ପରାମର୍ଶ ଦିଅନ୍ତି। କିନ୍ତୁ ଆପଣ କେବେ ଚିନ୍ତା କରିଛନ୍ତି କି ତମ୍ବା ପାତ୍ରରେ ପାଣି ପିଇବାକୁ କାହିଁକି ପରାମର୍ଶ ଦିଆଯାଏ? ଆଜି ଆମେ ଆପଣଙ୍କୁ ଏ ବିଷୟରେ କହିବୁ।…

ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଶରୀରରେ କିପରି କାର୍ଯ୍ୟ କରେ ?

ଓଡିଶା ସମ୍ବାଦ ବ୍ୟୁରୋ: ଯେତେବେଳେ ଆମ ସ୍ୱାସ୍ଥ୍ୟ ବିଷୟରେ କୌଣସି କଥା ଆଲୋଚନା କରାଯାଏ ସେତେବେଳେ ଆଣ୍ଟିଅକ୍ସିଡାଣ୍ଟର ନାମ ନିଶ୍ଚିତ ଭାବେ ନିଆଯାଏ। ସୁସ୍ଥ ରହିବା ପାଇଁ ଖାଦ୍ୟରେ ଆଣ୍ଟିଅକ୍ସିଡାଣ୍ଟ ଭରପୂର ଥିବା ଖାଦ୍ୟକୁ ଆମ ଥାଳିରେ ଅନ୍ତର୍ଭୁକ୍ତ କରିଥାଉ। ଫଳ କିମ୍ବା ପନିପରିବା ଖାଇବା…

ଲେମ୍ବୁ ଓ ମହୁ ମିଶ୍ରଣ ପିଇବା ବେଳେ ରୁହନ୍ତୁ ସତର୍କ, ଆୟୁର୍ବେଦ ବିଶେଷଜ୍ଞ କହିଛନ୍ତି ଏହାର କାରଣ

ଓଡିଶା ସମ୍ବାଦ ବ୍ୟୁରୋ: ଅଧିକାଂଶ ଲୋକେ ପ୍ରତିଦିନ ସକାଳୁ ମହୁ ଏବଂ ଲେମ୍ବୁ ପାଣି ପିଇବାକୁ ପସନ୍ଦ କରନ୍ତି। ସକାଳେ ଖାଲି ପେଟରେ ଲେମ୍ବୁ ପାଣି ଏବଂ ମହୁ ଖାଇବା ଦ୍ୱାରା କେବଳ ଓଜନ ହ୍ରାସ ହୁଏ ନାହିଁ ବରଂ ଏହା ଆମ ଶରୀରକୁ ମଧ୍ୟ ଭିତରୁ ଡିଟକ୍ସ କରିଥାଏ। ଲେମ୍ବୁ ହେଉଛି ଭିଟାମିନ୍-ସିର ଏକ…

ପିଲାଙ୍କୁ କଫ ସିରପ ଦେଲେ ହୁଏ ଏପରି ସମସ୍ୟା, ଜାଣନ୍ତୁ କଣ କୁହନ୍ତି ଡାକ୍ତର

ଓଡ଼ିଶା ସମ୍ବାଦ ବ୍ୟୁରୋ: ପ୍ରାୟତଃ ଆମକୁ କାଶ ହେଲେ ତୁରନ୍ତ କଫ ସିରପ ନେବାକୁ ପସନ୍ଦ କରୁ। ଭାରତର ଯେକୌଣସି ମେଡିକାଲ ଷ୍ଟୋରରୁ କଫ ସିରପ ସହଜରେ କିଣାଯାଇପାରିବ। କିନ୍ତୁ ନିକଟରେ ବାହାରିଥିବା WHO ରିପୋର୍ଟ ଏକ ସତର୍କ ସୂଚନା ଜାରି କରିଛି। ଗାମ୍ବିଆରେ କଫ ସିରପରୁ ୬୬ଜଣ ପିଲାଙ୍କ ମୃତ୍ୟୁ…

ଦୁର୍ବଳ ଦାନ୍ତ ଏବଂ ମାଢିକୁ ମଜଭୂତ କରିବା ପାଇଁ ଆପଣାନ୍ତୁ ଘରୋଇ ଉପଚାର

ଦାନ୍ତ ମୂଳ ମଜବୁତ ଥିଲେ ଦାନ୍ତ ସୁସ୍ଥ ରହେ। ଆଉ ମାଢି ସୁସ୍ଥ ରହିଲେ କୌଣସି ସମସ୍ୟା ହୁଏନାହିଁ। କିନ୍ତୁ ଯଦି ଆପଣଙ୍କ ମାଢି ଦୁର୍ବଳ ହୋଇଯାଏ ତେବେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦିଏ। ମାଢି ଦୁର୍ବଳ ଥିଲେ ଅତ୍ୟଧିକ ଗରମ କିମ୍ବା ଥଣ୍ଡା ଖାଇଲେ ମାଢି ଫୁଲିଯାଏ। ଏପରି ଆହୁରି ଅନେକ ସମସ୍ୟା…

ଜାଣନ୍ତୁ ଦହି ଖାଇବାର ଉଚିତ୍ ସମୟ ଏବଂ ଉପାୟ

ଦହି ଏପରି ଏକ ଦୁଗ୍ଧ ଜାତୀୟ ଖାଦ୍ୟ ଯାହା ସମସ୍ତଙ୍କ ଥାଳିରେ ଥିବା ନିଶ୍ଚିତ। ଗରମ ଦିନ ହେଉ କି ଥଣ୍ଡା ଦିନ ଦହିକୁ ସମସ୍ତ ରୂପରେ ବ୍ୟବହାର କରାଯାଉଛି ଏବଂ ଦହିକୁ ବ୍ୟବହାର କରି ଅନେକ ଖାଦ୍ୟ ମଧ୍ୟ ତିଆରି କରି ଖାଉଛନ୍ତି ଲୋକେ। ଲୋକମାନେ ଏହାକୁ ପରାଠା ସହିତ ଖାଇବାକୁ ବହୁତ ପସନ୍ଦ କରନ୍ତି।…

ଅପମିଶ୍ରିତ ମସଲା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ, କେମିତି ଚିହ୍ନିବେ ଅସଲି ମସଲା ?

ଆଜିକାଲି ବଜାରରେ ଅପମିଶ୍ରିତ ମସଲାର ବ୍ୟବହାର ଅଧିକ ହେଉଥିବା ଦେଖାବାକୁ ମିଳୁଛି। ଏହି ଅପମିଶ୍ରିତ ମସଲା ଆମ ଶରୀର ପାଇଁ ଅତ୍ୟନ୍ତ ବିପଜ୍ଜନକ ବୋଲି କୁହାଯାଉଛି। ଏହି ମସାଲା ଆମ ଖାଦ୍ୟ ମାଧ୍ୟମରେ ଶରୀରରେ ପ୍ରବେଶ କରିବା ଦ୍ୱାରା ଅନେକ ଉପାୟରେ ସ୍ୱାସ୍ଥ୍ୟକୁ କ୍ଷତି କରନ୍ତି। ବେଳେବେଳେ ଏହି…

ନିୟମିତ ଏକ ଚାମଚ ଘିଅ ସେବନ କଲେ ମିଳିଥାଏ ଅନେକ ଲାଭ

ଆପଣ ଦେଶର ଯେକୌଣସି ଘରକୁ ଯାଆନ୍ତୁ, ପ୍ରତ୍ୟେକଙ୍କ ଘରେ ସେମାନଙ୍କ ଭୋଜନରେ ଦେଶୀ ଘିଅ ଥିବା ନିଶ୍ଚିତ। ଦେଶୀ ଘିଅରେ ଗୋଟିଏ ନୁହେଁ ବରଂ ଅନେକ ଗୁଣ ରହିଛି। ଯାହା ଆମ ଶରୀରକୁ ଫିଟ୍ ରଖିବାରେ ସାହାଯ୍ୟ କରେ। ଯଦି ଆପଣ ଦେଶୀ ଘିଆ ଖାଉ ନାହାଁନ୍ତି, ତେବେ ଆଜିଠାରୁ ଖାଇବା ଆରମ୍ଭ କରିଦିଅନ୍ତୁ।…