Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ଅତ୍ୟଧିକ ଗରମରୁ ଆଶ୍ୱସ୍ତି ଚାହାନ୍ତି କି, ତେବେ ନିୟମିତ ପିଅନ୍ତୁ ଏହି ପାନୀୟ

ନୂଆଦିଲ୍ଲୀ: ଅତ୍ୟଧିକ ଗରମରୁ ଆରାମ ଚାହୁଁଛନ୍ତି କି? ତେବେ ନିୟମିତ ପିଅନ୍ତୁ ଏହି ପାନୀୟ। ଗ୍ରୀଷ୍ମ ସମୟରେ ନିଜକୁ ହାଇଡ୍ରେଟ୍ ରଖିବା ପାଇଁ ସର୍ବୋତ୍ତମ ଉପାୟ ହେଉଛି ବାର୍ଲି ଅର୍ଥାତ୍‌ ଯଅ ପାଣି ପିଇବା, ଯାହାର ଅନେକ ଲାଭ ମଧ୍ୟ ଅଛି। ଭାରତୀୟ ଭାଷାରେ ବାର୍ଲି ସାଧାରଣତଃ ‘‘ ଯଅ ’ଭାବରେ…

କରୋନା କାଳରେ ଫିଟ୍‌ ରହିବାକୁ ଚାହୁଁଛନ୍ତି କି, ତେବେ ନିୟମିତ କରନ୍ତୁ ଏହି କାମ

ନୂଆଦିଲ୍ଲୀ: ସାଇକେଲ ଚଲାଇବା ଏରୋବିକ ବ୍ୟାୟାମ ସହିତ ସମାନ ବୋଲି ବିବେଚନା କରାଯାଏ। ଜଣେ ବ୍ୟକ୍ତି ପ୍ରତିଦିନ ସାଇକେଲ ଚଳାଇ ସୁସ୍ଥ ରହିପାରିବେ। ଯଦି କରୋନା କାଳରେ ଆପଣ ସୁସ୍ଥ ରହିବାକୁ ଚାହାନ୍ତି ତେବେ ଆପଣ ନିୟମିତ ସାଇକେଲ୍‌ ଚଳାଇ ଏଥିରୁ ସୁସ୍ଥ ରହିପାରିବେ। ଆହୁରି ମଧ୍ୟ ସାଇକେଲ…

ଦେଖା ଦେବନି ରକ୍ତାଭାବ, A ବ୍ଲଡ୍ ଗ୍ରୁପ ବି ସମସ୍ତଙ୍କୁ ଦେଇପାରିବେ ରକ୍ତ

ନୂଆଦିଲ୍ଲୀ: ଚିକିତ୍ସା ବିଜ୍ଞାନକୁ ଆଉ ଏକ ବଡ଼ ସଫଳତା । ଅନେକ ସମୟରେ ଅଧିକାଂଶ ରୋଗୀ ରକ୍ତାଭାବ ସହ ଯୁଝିଥାନ୍ତି । କାରଣ ସେମାନଙ୍କ ବ୍ଲଡ୍ ଗ୍ରୁପର ରକ୍ତ ଉପଲବ୍ଧ ନଥାଏ । ଏବେ ଆଉ ରକ୍ତାଭାବ ଦେଖାଦେବ ନାହିଁ । ଦୁନିଆରେ ଏବେ କେବଳ O ବ୍ଲଡ୍ ଗ୍ରୁପ୍ ସମସ୍ତଙ୍କୁ ରକ୍ତ ଦେଇପାରିବେ ତା’ନୁହେଁ…

ଏହିଭଳି ନିଅନ୍ତୁ କେଶର ଯତ୍ନ

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ଖେଳିବାକୁ ସମସ୍ତଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ଲାଗି ରହିଥାଏ । ହୋଲିରେ ଅନେକ ବ୍ୟକ୍ତି ବିଭିନ୍ନ ପ୍ରକାରର ରଙ୍ଗ ଖେଳିଥାନ୍ତି । କିନ୍ତୁ ହୋଲି ରଙ୍ଗରେ ଥିବା କିଛି କେମିକାଲ ଉଭୟ ତ୍ୱଚା ଓ କେଶ ଉପରେ କୁପ୍ରଭାବ ପକାଇଥାଏ । ଆସନ୍ତୁ ଜାଣିବା ହୋଲି…

ହୋଲି ଖେଳିବା ପୂର୍ବରୁ ଏବଂ ପରେ କେମିତି ନେବେ ଆପଣଙ୍କ କେଶ ଏବଂ ଚର୍ମର ଯତ୍ନ

ରଙ୍ଗର ପର୍ବ ହୋଲି । ପିଲାଠୁ ବଡ ସମସ୍ତେ ଅପେକ୍ଷା କରିଥାନ୍ତି ଏହି ପର୍ବକୁ । କିନ୍ତୁ ଏହାକୁ ପାଳନ ବେଳେ ଆମେ ଭୁଲିଯାଉ ରାସାୟନିକ ରଙ୍ଗ ବ୍ୟବହାର ଦ୍ୱାରା ଆମ କେଶ ଏବଂ ଚର୍ମରେ ଏହା କି କୁପ୍ରଭାବ ପକାଇଥାଏ । ମଜାମସ୍ତି ସହ କିଛିଟା ସତର୍କତା ଅବଲମ୍ବନ କରିବା ଦ୍ୱାରା ଏହାର ପ୍ରଭାବରୁ…

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ, ବ୍ରହ୍ମପୁର ମେଡିକାଲ କଲେଜରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗକୁ…

ଭୁବନେଶ୍ୱର: ଦକ୍ଷିଣ ଓଡିଶାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ବର୍ତ୍ତମାନ ବ୍ରହ୍ମପୁରରେ ଅତ୍ୟାଧୁନିକ ସୁପର ସ୍ପେଶାଲିଟି ଚିକିତ୍ସା ସୁବିଧା ଉପଲବ୍‌ଧ ହେବ । ବ୍ରହ୍ଣପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ  ହସ୍‌ପିଟାଲରେ…

ଖରାକୁ ପଖାଳ ପାଗ, ଖାଇବାରେ ଓଡିଆ ଆଗ

ଆଜି ପଖାଳ ଦିବସ । କୁହାଯାଏ ଓଡିଆଙ୍କ ଜୀବନ ପଖାଳ କଂସା । ଯେତେ ଗରମ ହେଉ କି ଭୋକ ହେଉଥାଉ ପଖାଳ ଭାତ ଦି ଗୁଣ୍ଡା ଖାଇ ତୋରାଣୀ ଟିକେ ପିଇ ଦେଲେ ମନକୁ ଶାନ୍ତି ମିଳିଯାଏ । ଏବେ ତ ଖରା ଅସହ୍ୟ ହେଲାଣି ଓ ଗୁଳୁଗୁଳି କଥା ବି କହିଲେ ନ ସରେ । ଆଉ ଏତିକି ବେଳେ ଜମିଯାଏ ପଖାଳ । ଧନୀ ହଉ ବା…

ମାନସିକ ଚାପ ଏବଂ ଚିନ୍ତା ଦୂର କରିବା ପାଇଁ ଆପଣାନ୍ତୁ ଏହି ସରଳ ଯୋଗାଭ୍ୟାସ

ମାନସିକ ଚାପ ଆମମାନଙ୍କ ସ୍ଵାସ୍ଥ୍ୟରେ ଏକ ନକରାତ୍ମକ ପ୍ରଭାବ ପକାଇଥାଏ । ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ପ୍ରାୟ ଲୋକ ବିଭିନ୍ନ କାରଣକୁ ନେଇ ଲୋକେ ଚିନ୍ତାରେ ରହୁଥିବା ଦେଖିବାକୁ ମିଳୁଛି । ଯେତେବେଳେ ମାନସିକ ଚାପ ଏବଂ ଦୁଶ୍ଚିନ୍ତା ଏକା ସଙ୍ଗେ ମାଡିବସେ ସେତେବେଳେ ଅବସାଦ ବା ଅନ୍ୟ…

ସମାଜରେ ଅତ୍ୟଧିକ ଭେଦଭାବର ଶିକାର ହେଉଛନ୍ତି କେଶହୀନ ବ୍ୟକ୍ତି

ନୂଆଦିଲ୍ଲୀ: ସାଧାରଣତଃ ଲୋକମାନେ କେଶହୀନ ବ୍ୟକ୍ତିଙ୍କୁ ଏକ ଭିନ୍ନ ଦୃଷ୍ଟିକୋଣରୁ ଦେଖନ୍ତି। ତେବେ ଏହା ପଛର କାରଣ ଜାଣିବା ପାଇଁ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ ଆମେରିକାର ୨ ହଜାରରୁ ଅଧିକ ଲୋକଙ୍କ ଉପରେ ଏକ ଅନଲାଇନ୍ ସର୍ଭେ କରିଥିଲା ​​ଏବଂ ଜାଣିବାକୁ ପାଇଲା ଯେ ସମାଜ ଏହି କେଶହୀନ…

ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବା ପାଇଁ ପ୍ରତିଦିନ କରନ୍ତୁ ଏହି କାମ

ନୂଆଦିଲ୍ଲୀ: ଆଧୁନିକ ଯୁଗରେ ଉଚ୍ଚ ରକ୍ତଚାପ ଏକ ସାଧାରଣ ସମସ୍ୟା ହୋଇଗଲାଣି। ଏହି ରୋଗର ମୁଖ୍ୟ କାରଣ ହେଉଛି ଚାପ ଏବଂ ଅନିୟନ୍ତ୍ରିତ ଖାଦ୍ୟପେୟ। ଏହା ସହିତ, ଅନିୟମିତ ରୁଟିନ୍ ମଧ୍ୟ ଉଚ୍ଚ ରକ୍ତଚାପକୁ ଆହୁରି ବଢାଇଥାଏ। ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଧମନୀରେ ରକ୍ତଚାପ ବୃଦ୍ଧି ହେତୁ ମଣିଷ…