Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ଆଇଏସ୍ ଅଫିସରଙ୍କ ପାଇଁ ଅଟୋ ଡ୍ରାଇଭର ପାଲଟିଲେ ଡାକ୍ତର !

କର୍ଣ୍ଣାଟକ: ପଢିଛନ୍ତି ଡାକ୍ତରୀ ପାଠ । ପେଶା ବି ଥିଲା ଡାକ୍ତର । ହେଲେ ଏବେ ଅଟୋ ଡ୍ରାଇଭର । ଖାସ ଜଣେ ଆଇଏସ୍ ଅଫିସରଙ୍କ ପାଇଁ । ଏହି ସମସ୍ତ ଧାଡି ପଢିବାକୁ ଅଖାଡୁଆ ଲାଗୁଥିବ । ହେଲେ ଘଟଣା ଭିତରରେ ରହସ୍ୟ ଜାଣିଲେ ଆପଣ ବି ତାଜୁବ ହୋଇଯିବେ । ୫୩ ବର୍ଷୀିୟ ଡାକ୍ତର ରବିନ୍ଦ୍ରନାଥ ।…

ଆଜୀବନ ନିରୋଗ ରଖିବ ଆୟୁର୍ବେଦ…

ଭୁବନେଶ୍ୱର: ବିଶ୍ଵରେ ଆଧୁନିକ ଚିକିତ୍ସା ବିଜ୍ଞାନ କାୟା ବିସ୍ତାର କରିଚାଲିଛି । ତେବେ ଆଧୁନିକ ଚିକିତ୍ସା ସହିତ ଆମ ଦେଶରେ ଆୟୁଷ ଚିକିତ୍ସା (ଆୟୁର୍ବେଦ, ଯୋଗ ଓ ପ୍ରାକୃତିକ ଚିକିତ୍ସା, ହୋମିଓପାଥି)ର ସ୍ଥିତି ମଧ୍ୟ ଅତୁଟ ରହିଛି। ଆୟୁର୍ବେଦ ଏକ ପ୍ରାଚୀନ ଭାରତୀୟ ଚିକିତ୍ସାବିଜ୍ଞାନ ।…

ପ୍ରାଚୀନ କାଳରେ ମୁଦ୍ରା ସ୍ଥାନରେ କିପରି ହେଉଥିଲା ‘କଉଡି’ର ବ୍ୟବହାର, ଜାଣନ୍ତୁ

ଭୁବନେଶ୍ୱର: କଉଡ଼ି ବା କପର୍ଦ୍ଦକ ହେଉଛି ସାମୁଦ୍ରିକ ଜୀବର ଶକ୍ତ କୋଷ ବିଶେଷ। ଏହା 'ଧନ' ଓ 'ମୂଲ୍ୟ' କୁ ମଧ୍ୟ ସୂଚାଇଥାଏ। ପ୍ରାଚୀନ କାଳରେ ଏହା ଦେଶ ବିଦେଶରେ ମୁଦ୍ରା ରୂପେ ବ୍ୟବହୃତ ହେଉଥିଲା। ଓଡ଼ିଶାର କେଶରୀ ବଂଶର ରାଜାମାନଙ୍କ ରାଜତ୍ୱ କାଳରେ ଏବଂ ତା ପୂର୍ବରୁ ମୁଦ୍ରାରୂପେ କଉଡ଼ିର…

ସୁସ୍ଥ ଆଖି ପାଇଁ ନିଅନ୍ତୁ ଏଭଳି ଯତ୍ନ

ଭୁବନେଶ୍ୱର: ଆଜିକାର ସମୟରେ ଅନେକ ବ୍ୟକ୍ତି ମୋବାଇଲ ଓ ଲାପଟପରେ ଅଧିକ ସମୟ ବିତାଉଥିବା ଜଣାପଡିଛି । ଯାହା ଫଳରେ ଏହାର ପ୍ରଭାବ ଆଖି ଉପରେ ପଡିଥାଏ । ଯେଉଁଥିପାଇଁ ଆଖି ଜନିତ ଅନେକ ସମସ୍ୟା ସୃଷ୍ଟି ହୋଇଥାଏ । ତେବେ ଜାଣନ୍ତୁ କିପରି ଭାବେ ଆଖିର ଯତ୍ନ ନେବେ... କମ୍ପ୍ୟୁଟର କିମ୍ବା…

ସ୍ପୁଟନିକ ଟୀକାର ଫେଜ ୩ ପରୀକ୍ଷଣ ଓ ଉତ୍ପାଦନ ପାଇଁ ଭାରତର ସହାୟତା ଲୋଡୁଛି ରୁଷିଆ

ନୂଆଦିଲ୍ଲୀ: ସ୍ପୁଟନିକ୍ ଭି ଟିକା ପ୍ରସ୍ତୁତ କରିବା ଏବଂ ଦେଶରେ ଫେଜ୍-୩ ପରୀକ୍ଷଣ କିମ୍ବା ତତ୍ସମ୍ବନ୍ଧୀୟ ଅଧ୍ୟୟନ ପାଇଁ ରୁଷିଆ ସରକାର ଭାରତର ସହାୟତା ଲୋଡିଛନ୍ତି ବୋଲି ମଙ୍ଗଳବାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ସ୍ପୁଟ୍ନିକ୍ ଭି, ଆଡେନୋଭାଇରସ୍ ଭେକ୍ଟର-ଆଧାରିତ ଟିକା ଯାହା ଗାମାଲିଆ…

ରାଉଲକେଲା ରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ

ରାଉଲକେଲା: ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ଅତିରିକ୍ତ ମୁଖ୍ୟ ସଚିବ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶ୍ରୀ ପ୍ରଦୀପ୍ତ ମହାପାତ୍ର ଆଜି ରାଉଲକେଲା ରେ ପହଞ୍ଚିଛନ୍ତି । ସେମାନେ ଜିଲ୍ଳାରେ ଚାଲିଥିବା କୋଭିଡ ପରିଚାଳନା ର ଯାଞ୍ଚ କରିଛନ୍ତି । ହାଇଟେକ ହସ୍ପିଟାଲ, ଜୟ ପ୍ରକାଶ…

ମାନସିକ ଅବସାଦରେ ରହୁଛନ୍ତି କି? 

ଭୁବନେଶ୍ୱର:  କରୋନା ପାଇଁ ସାରା ଦେଶରେ ଏବେ ସଙ୍କଟ । ବିଭିନ୍ନ ସମସ୍ୟାକୁ ନେଇ ଲୋକମାନେ ଅବସାଦରେ ଅଛନ୍ତି । କେତେ ଲୋକ ରୋଜଗାର ହରାଉଥିବା ବେଳେ କେତେ ଲୋକ ମାନସିକ ସନ୍ତୁଳନ ହରାଉଛନ୍ତି । ଅବସାଦ ଯୋଗୁଁ ଅନେକ ଆତ୍ମହତ୍ୟାର ବାଟ ବାଛି ନେଉଛନ୍ତି। ଏହାସହ ସାଧାରଣ ଜୀବନରେ ଆପଣ ସୁସ୍ଥ…

ବେଡ଼ରୁମର ଏହି ଦିଗରେ ଲଗାନ୍ତୁ ଘଣ୍ଟା; ସୁଦୃଢ ହେବ ପାରିବାରିକ ସମ୍ପର୍କ

ଭୁବନେଶ୍ୱର: ବାସ୍ତୁର ମହତ୍ତ୍ୱ ଜୀବନରେ ବହୁତ ରହିଛି । ଘର ହେଉ ବା ଅଫିସ ବାସ୍ତୁ ଅନୁସାରେ ସବୁ ଠିକ ଥିଲେ ଜୀବନରେ ସଫଳତା ଆସିବାକୁ ସମୟ ଲାଗେ ନାହିଁ। ପାରିବାରିକ ସହ ବ୍ୟବସାୟିକ ଜୀବନରେ ମଧ୍ୟ ସମୃଦ୍ଧି ଭରି ଯାଏ। ଘର ବା ଅଫିସରେ ସୁଖ, ଶାନ୍ତି ଓ ଲାଭ ପାଇଁ ଲୋକମାନେ ସବୁ କାମ ବାସ୍ତୁ…

ଖାଦ୍ୟ ଗ୍ରହଣ ପରେ କାହିଁକି ଖାଇବା ଆବଶ୍ୟକ ମିଠା, ଜାଣନ୍ତୁ

ଭୁବନେଶ୍ୱର: ଆପଣ ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଭୋଜନ ଶେଷ କରିବା ପରେ ମିଠା ଖାଇବାକୁ ପଚରା ଯାଏ। କେବେ ଭାବିଛନ୍ତି କି କାହିଁକି ଭୋଜନ ପରେ ମିଠା କଥା ଉଠେ? ଆସନ୍ତୁ ଜାଣିବା ଏହାର କାରଣ.. ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଖାଦ୍ୟର ଆରମ୍ଭ ସର୍ବଦା ରାଗ କିମ୍ବା ଲୁଣିରୁ ହୋଇଥାଏ ଓ ଭୋଜନର…

ଏହିସବୁ କାରଣ ଯୋଗୁଁ ରିଲେସନସିପରେ ସୃଷ୍ଟି ହୁଏ ଫାଟ !

ଭୁବନେଶ୍ୱର: ଦୁଇ ମନର ଉତ୍ତମ ବୁଝାମଣାକୁ ପ୍ରେମ କୁହାଯାଏ । ବିଶ୍ୱାସ ,ଭରସା ଓ ଉତ୍ତମ ବୁଝାମଣା ଉପରେ ନିର୍ଭର କରେ ଏହି ସମ୍ପର୍କର ସମୟସୀମା। ପ୍ରେମରେ ମନୋମାଳିନ୍ୟ ଓ ଛୋଟ ଛୋଟ ଝଗଡ଼ା ଅତି ସାଧାରଣ କଥା। ହେଲେ ଅନେକ ସମୟରେ ଏହି ଭୁଲ ବୁଝାମଣା ହିଁ ସମ୍ପର୍କ ଭାଙ୍ଗିବାର କାରଣ ପାଲଟିଥାଏ ।…