Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ନିଜ ଅଗଣାରେ ଲଗାନ୍ତୁ ଏହିସବୁ ଗଛ: ଘରୁ ଦୂର ହେବ ବାସ୍ତୁ ଦୋଷ !

ଭୁବନେଶ୍ୱର: ଘରେ ବାସ୍ତୁ ଦୋଷ ଦୂର କରିବା ପାଇଁ ସମସ୍ତେ ପୂଜା ପାଠ ଉପରେ ବିଶ୍ୱାସ କରିଥାନ୍ତି। କିନ୍ତୁ କଣ ଆପଣ ଜାଣନ୍ତି ଏମିତି କିଛି ଗଛ ରହିଛି ଯାହାକୁ ଲଗାଇବା ଦ୍ୱାରା ଘରେ ସକରାତ୍ମକ ପ୍ରଭାବ ପଡ଼ିଥାଏ। ଅଶୋକ ଗଛ କୁହାଯାଏ ଘର ପାଖରେ ଅଶୋକ ଗଛ ଲଗାଇବା ଦ୍ୱାରା ବହୁ ଅଶୁଭ ଶକ୍ତିର…

ଏହି ରୀତିନୀତି ସହ ନିୟମିତ କରନ୍ତୁ ସୂର୍ଯ୍ୟ ଦେବଙ୍କୁ ପୂଜା: ପାଇବେ ମନୋବାଞ୍ଛିତ ଫଳ

ଭୁବନେଶ୍ୱର: ହିନ୍ଦୁ ଧର୍ମର ଚଳନ୍ତି ପ୍ରତିମା ସୂର୍ଯ୍ୟ ଦେବ । ସୂର୍ଯ୍ୟ ଦେବତାଙ୍କ ପାଇଁ ରବିବାରଟି ସମର୍ପିତ ଅଟେ। ମାତ୍ର ସକଳ ଶକ୍ତିର ଆଧାର ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରିବାର କିଛି ସାଧାରଣ ନିୟମ ଓ କାରଣ ମଧ୍ୟ ରହିଛି। ଜାଣନ୍ତୁ... ନିୟମିତ ସ୍ନାନ ପରେ ପ୍ରାତଃ କାଳରେ…

ପିଲାମାନେ କାହିଁକି କରନ୍ତି ଆତ୍ମହତ୍ୟା ଭଳି ବଡ ଭୁଲ୍ ?

ଭୁବନେଶ୍ୱର: ସାଧାରଣତଃ ଅନେକ ସମୟରେ ଖବର ଶୁଣିବାକୁ ମିଳେ କି ଖୁବ୍ କମ୍ ବୟସର ପିଲାମାନେ କୌଣସି ନା କୌଣସି କାରଣରୁ ଆତ୍ମହତ୍ୟା ଭଳି ବଡ ପଦକ୍ଷେପ ଉଠାଇଥାନ୍ତି । କିନ୍ତୁ କେବେ ଚିନ୍ତା କରିଛନ୍ତି ସେମାନେ ଏହି ରାସ୍ତାକୁ କାହିଁକି ଚୟନ କରିଥାନ୍ତି ? ଆଜି ଆମେ ଆପଣଙ୍କୁ ଏହାର କିଛି ମୁଖ୍ୟ…

ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରାଇବ ଏହି ୩ ଟି ଯୋଗାସନ !

ଭୁବନେଶ୍ୱର: ଦୈନନ୍ଦିନ ଜୀବନରେ ଯୋଗର ଆବଶ୍ୟକତା ଢେର ଅଧିକ । ମାତ୍ର କରୋନା ମହାମାରୀକୁ ଦୃଷ୍ଟିରେ ରଖିଲେ ଏହାର ଆବଶ୍ୟକତା ଆହୁରି ଅନେକ ବଢି ଯାଇଛି । କରୋନା ସହ ଲଢ଼ିବାକୁ ଆମକୁ ଆବଶ୍ୟକ ରୋଗ ପ୍ରତିରୋଧକ ଶକ୍ତି। ତେବେ ଏଭଳି ପରିସ୍ଥିତିରେ ଆପଣ ଆପଣଙ୍କ ରୋଗ ପ୍ରତିରୋଧକ ଶକ୍ତି ବଢାଇ…

ସାବଧାନ! ଅଧିକ ସମୟ ଧରି ହେଡଫୋନ ବ୍ୟବହାର କରୁଥିଲେ ଜାଣି ରଖନ୍ତୁ ଏହିସବୁ କଥା

ଭୁବନେଶ୍ୱର: ଆଜିର ସମୟରେ ପ୍ରାୟତଃ ଆମେ ସମସ୍ତେ ମୋବାଇଲ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ମୋବାଇଲ ବିନା ଯେପରି ଆମର ଜୀବନ ଆଉ କଳ୍ପନା କରିବା ସମ୍ଭବ ନୁହେଁ । ମୋବାଇଲ ସାଙ୍ଗକୁ ରହିଛି ଏହାର ହେଡଫୋନ । ଯାହାକୁ ଦେଖନ୍ତୁ କାନରେ ହେଡଫୋନ ନହେଲେ ଇୟରଫୋନ । କାନରେ ହେଡଫୋନ କିମ୍ବା ଇୟରଫୋନ…

ଆପଣାନ୍ତୁ ଏହିସବୁ ବାସ୍ତୁ ନିୟମ: ଘରୁ ଦୂର ହେବ କଳହ !

ଭୁବନେଶ୍ୱର: ଘରକୁ ସଜାଇବା ପାଇଁ ଆମେ ବାସ୍ତୁ ବିଶାରଦଙ୍କ ମତାମତ ନେଇଥାନ୍ତି। ଘରେ ବସ୍ତୁଦୋଷ ଥିଲେ ସମ୍ପର୍କରେ ତିକ୍ତତା ଲାଗିରହିଥାଏ ।ଏଥିରେ ଶୀଘ୍ର ସୁଧାର ନଆଣିଲେ ଏହା ଧୀରେଧିରେ ସମ୍ପର୍କରେ ଫାଟ ପକାଇବା ଆରମ୍ଭ କରିଦିଏ । ଯାହା ପର ମୁହୂର୍ତ୍ତରେ ସମ୍ପର୍କ ଭାଙ୍ଗିବାର କାରଣ ପାଲଟି ଯାଏ…

ମିଠା ଖାଇଲେ ହୋଇନଥାଏ ଡାଇବେଟିସ !

ଭୁବନେଶ୍ୱର: ଅନେକ ସମୟରେ ଆମେ ଲୋକଙ୍କୁ କହୁଥିବାର ଶୁଣିଥିବା ଅଧିକ ମିଠା ଖାଇଲେ ଡାଇବେଟିସ ହୋଇଥାଏ । ପ୍ରକୃତରେ ମିଠା ଖାଇଲେ ମଧୁମେହ ରୋଗ ହୋଇନଥାଏ । ମଧୁମେହ ରୋଗୀଙ୍କୁ ଡ଼ାକ୍ତରମାନେ ମିଠା ଖାଇବା ପାଇଁ ମନା କରିଥାନ୍ତି । କିନ୍ତୁ ଯେଉଁମାନଙ୍କୁ ଏହି ରୋଗ ହୋଇନାହିଁ ସେମାନେ ମିଠା ଖାଇଲେ…

ସ୍ୱାସ୍ଥ୍ୟ ପାଇଁ କେତେ ଉପକାରୀ ଖଜୁରୀ? ଜାଣନ୍ତୁ

ଭୁବନେଶ୍ୱର: ଶରୀର ପାଇଁ ଡ୍ରାଏ୍ ଫୁଡ୍ ଅତ୍ୟନ୍ତ ଉପକାରୀ ହୋଇଥାଏ । ଯାହା ସ୍ୱାସ୍ଥ୍ୟପ୍ରଦ ହେବା ସଙ୍ଗେସଙ୍ଗେ ଚେହେରାରେ ଚମକ ଆଣି ଦେଇଥାଏ । ଡ୍ରାଏ୍ ଫୁଡ୍ ମଧ୍ୟରେ ଖଜୁରୀ ଅନ୍ୟତମ । ଆସନ୍ତୁ ଜାଣିବା ଖଜୁରୀ ଖାଇଲେ କି କି ଫଶଇଦା ମିଳିପାରିବ... ପ୍ରତିଦିନ କିଛି କିଛି ମାତ୍ରାରେ…

ରୂପି ସମସ୍ୟାରୁ ଏହିପରି ପାଆନ୍ତୁ ମୁକ୍ତି…

ଭୁବନେଶ୍ୱର: ପ୍ରାୟ ସମସ୍ତଙ୍କ କେଶରେ ରୂପି ଭଳି ସମସ୍ୟା ଦେଖା ଯାଇଥାଏ । ଯାହା ଫଳରେ କେଶ ଦୁର୍ବଳ ହେବା ସହ ଝଡିବା ଆରମ୍ଭ କରିଥିାଏ । ଏପରିକି ବେଳେବେଳେ କେଶମୂଳ ଶୁଷ୍କ, ଝାଳ ବାହାରିବା ଯୋଗୁଁ କେଶ ମୂଳ କୁଣ୍ଡେଇ ମଧ୍ୟ ହୋଇଥାଏ । ଜାଣନ୍ତୁ ଘରୋଇ ଉପଚାର ବ୍ୟବହାର କରି କିଭଳି ରୂପି…

କ୍ରୋଧ ନିୟନ୍ତ୍ରଣ କରିବାର ସରଳ ଉପାୟ

ଭୁବନେଶ୍ୱର: କଣ ଆପଣ କଥା କଥାରେ ରାଗନ୍ତି ? କେବେ ନିଜ ଲୋକଙ୍କ ଉପରେ ରାଗି ତାଙ୍କ ମନ ଦୁଃଖ କରିଛନ୍ତି ? କେବେ ନିଜର ରାଗ ପାଇଁ ନିଜ କାମ ଖରାପ କରିଛନ୍ତି ? ଯଦି ଆପଣଙ୍କ ଏହି ରାଗ ଆପଣଙ୍କ ଜୀବନରେ କିଛି ବ୍ରେକ୍ ଲଗାଇଦେଇଛି । ତେବେ ତଳେ ଦିଆଯାଇଥିବା ଏହି ଟିପ୍ସ ଆପଣାନ୍ତୁ, ଆଉ ନିଜ ରାଗ…