Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ସବୁ ଫିଲ୍ଡ କର୍ମଚାରୀଙ୍କୁ ତିନି ଲେୟର ବିଶିଷ୍ଟ ସର୍ଜିକାଲ ମାସ୍କ ଦେବା ପାଇଁ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ସଚିବ

ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ସମସ୍ତ ଫିଲ୍ଡ କର୍ମଚାରୀଙ୍କୁ ତିନି ଲେୟର ବିଶିଷ୍ଟ ସର୍ଜିକାଲ ମାସ୍କ ଯୋଗାଇ ଦେବା ପାଇଁ ଓଡିଶା ରାଜ୍ୟ ମେଡିକାଲ କର୍ପୋରେସନ ଲିମିଟେଡକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ନିକୁଂଜ ବିହାରୀ ଧଳ ।…

ଲକଡାଉନ ଯୋଗୁଁ ପ୍ରଭାବିତ ହେଉଛି କି ପିଲାଙ୍କ ପାଠପଢା; ଏଭଳି ରଖନ୍ତୁ ଧ୍ୟାନ!

ନୂଆଦିଲ୍ଲୀ: କରୋନାଭାଇରସର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ୨୧ ଦିନିଆ ଲକଡାଉନ ଲାଗୁ କରାଯାଇଛି । ଯାହାଫଳରେ ବ୍ୟବସାୟ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ସ୍କୁଲ, କଲେଜ ମଧ୍ୟ ବନ୍ଦ ରହିଛି । ଯାହାଫଳରେ ଛାତ୍ରଛାତ୍ରୀମାନେ ଶିକ୍ଷାନୁଷ୍ଠାନ ଯାଇପାରୁନଥିବା ବେଳେ ସେମାନଙ୍କର…

ଲକଡାଉନ ସମୟରେ ବଢୁଛି ଅନଲାଇନ ଫିଟନେସ୍ ଟ୍ରେନିଂ ଚାହିଦା…

ନୂଆଦିଲ୍ଲୀ: କରୋନାଭାଇରସର ମୁକାବିଲା ଲାଗି ଦେଶବ୍ୟାପୀ ଲକଡାଉନ ଜାରି ରହିଛି । ଯାହାଫଳରେ ଜନସାଧାରଣ ଘର ମଧ୍ୟରେ ଏକପ୍ରକାର ବନ୍ଦ ହୋଇରହିଛନ୍ତି । ଏପରିକି ବହୁ କମ୍ପାନୀମାନେ ସେମାନଙ୍କ କର୍ମଚାରୀଙ୍କୁ ‘ୱାର୍କ ଫ୍ରମ ହୋମ’ର ସୁବିଧା ଦେଉଛନ୍ତି । ଯେଉଁଥିପାଇଁ ଲୋକମାନଙ୍କର ଦୈନନ୍ଦୀନ…

ଗର୍ଭବତୀଙ୍କୁ ହସ୍ପିଟାଲରେ ମିଳିଲାନି ଆଡମିଶନ, ନବଜନ୍ମିତ ଶିଶୁର ମୃତ୍ୟୁ !

ରାଜସ୍ଥାନ: ଯାଂଚ ଘେରରେ ରାଜସ୍ଥାନର ଭରତପୁର ସରକାରୀ ହସ୍ପିଟାଲ । ଗର୍ଭବତୀ ମହିଳା ଜଣକ ମୁସଲମାନ ହୋଇଥିବାରୁ ତାଙ୍କୁ ଭର୍ତ୍ତି କରିବା ବଦଳରେ ହସ୍ପିଟାଲ କର୍ମଚାରୀ ବାରଣ କରିଥିଲେ । Rajasthan: A pregnant woman was allegedly denied admission into Janana Hospital,…

କରୋନା ସଂକ୍ରମଣ: ବାହାରକୁ ବାହାରିଲେ ମୁହଁ ଘୋଡାଇ ରଖିବାକୁ ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର : କୌଣସି ଲକ୍ଷଣ ଦେଖାଯାଉ ନ ଥିବା କରୋନା ସଂକ୍ରମିତ ରୋଗୀ ଅନ୍ୟମାନଙ୍କୁ ଭୂତାଣୁ ସଂକ୍ରମଣ କରିବାର ସମ୍ଭାବନା ଦୃଷ୍ଟିରୁ ସତର୍କତା ଅବଲମ୍ବନ କରିବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି । ନିହାତି ଆବଶ୍ୟକ ପଡିଲେ ବାହାରକୁ…

ତାଳଚେର; ରୋଗୀର ମୃତ୍ୟୁ ପରେ ସରକାରୀ ଡାକ୍ତରଙ୍କୁ ନିସ୍ତୁକ ମାଡ !

ଅନୁଗୋଳ: ରୋଗୀର ମୃତ୍ୟୁ ପରେ ଉତକ୍ଷୀପ୍ତ ହୋଇ ବରିଷ୍ଠ ଡାକ୍ତରଙ୍କୁ ହସ୍ପିଟାଲ ପରିସରରେ ନିସ୍ତୁକ ମାଡ ମାରିଲେ ସଂପର୍କୀୟ । ତାଳଚେର ମଣ୍ଡାପାଳ ସରକାରୀ ହସ୍ପିଟାଲରେ ଡାକ୍ତର ଏଲ.ଏନ୍ ପ୍ରସାଦଙ୍କୁୁ ମାଡ ହୋଇଥିବା ଅଭିଯୋଗ ହୋଇଛି । ଡାକ୍ତର ପ୍ରସାଦଙ୍କ ଅଭିଯୋଗ ଅନୁଯାୟୀ ଆଜି ଦିନ ପ୍ରାୟ…

ଆପୋଲୋର ପ୍ରୋଜେକ୍ଟ ଷ୍ଟେ ଆଇ: ହୋଟେଲ କୋଠରିରେ ଆଇସୋଲେସନ ରୁମ

ଭୁବନେଶ୍ୱର: ଆପୋଲୋ ହସ୍ପିଟାଲସ୍ ଗ୍ରୁପ୍ ପକ୍ଷରୁ ପ୍ରୋଜେକ୍ଟ ଷ୍ଟେ ଆଇ ବିଷୟରେ ଘୋଷଣା କରାଯାଇଛି । ଏଥିରେ କ୍ୱାରାଟିଂନ୍ ପାଇଁ ହୋଟେଲ୍ କୋଠରିଗୁଡ଼ିକୁ ଆଇସୋଲେସନ୍ ରୁମ୍‌ରେ ପରିଣତ କରାଯାଉଛି । ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବା ଲୋକମାନଙ୍କୁ ଏଠାରେ ଏଭଳି ଭାବେ ରଖାଯାଉଛି ଯଦ୍ୱାରା…

କୋଭିଡ୧୯ ଟେଷ୍ଟିଂ କିଟ୍ ପାଇଁ ଭୋପାଳର ଏକ କମ୍ପାନିକୁ ଆଇସିଏମଆର ଅନୁମତି

ଭୋପାଳ: ମହାରାଷ୍ଟ୍ରର ମାଇଁ ଲ୍ୟାବ୍ ପରେ ଭାରତର ଦ୍ୱିତୀୟ କମ୍ପାନି ଭାବେ ଭୋପାଳର ଥ୍ରୀବି ବ୍ଲାକବାୟୋ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭିଡ୧୯ ଟେଷ୍ଟିଂ କିଟ୍‌କୁ ଆଇସିଏମଆର ସ୍ୱୀକୃତି ମିଳିଥିବା ଜଣାପଡିଛି । କିଲପେଷ୍ଟ ଇଣ୍ଡିଆ ଲିମିଟେଡର ସହଯୋଗୀ କମ୍ପାନୀ ଥ୍ରୀବି ବ୍ଲାକବାୟୋ ବାୟୋଟେକ୍‌କୁ…

କରୋନା ପରିପ୍ରେକ୍ଷୀରେ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ପାଇଁ ମୋଦିଙ୍କ ଘରୋଇ ଉପାୟ

ଭୁବନେଶ୍ୱର: କରୋନା ଦିନକୁ ଦିନ କାୟା ବିସ୍ତାର କରୁଥିବା ବେଳେ ଏହା ପାଇଁ ଔଷଧ ଏଯାଏଁ ବାହାରିପାରିନାହିଁ । ତେଣୁ ଲୋକମାନଙ୍କୁ ନିଜେ ସଚେତନ ହେବାକୁ ପରାମର୍ଶ ଦିଆଯାଉଛି । ସେପଟେ ପ୍ରାକୃତିକ ଉପାୟରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ଘରୋଇ ଉପାୟ…

GST ପ୍ରଭାବ; ଭାରତ ବଜାରରେ ବଢିଲା ସ୍ମାର୍ଟଫୋନ୍ ଦର !

ନୂଆଦିଲ୍ଲୀ: ଆଜିଠୁ ଆପଲ୍‌, ସାମ୍‌ସଙ୍ଗ୍‌, ସାଓମି, ଓପୋ ଓ ପୋକୋ ଭଳି ଅନ୍ୟ ସ୍ମାର୍ଟଫୋନ୍ କମ୍ପାନୀ ନୂଆ ଲଂଚ ହୋଇଥିବା ଫୋନ୍ ସମେତ କିଛି ପୁରୁଣା ମଡେଲ୍‌ର ଦାମ ବଢାଇଛନ୍ତି । ମାର୍ଚ୍ଚ ୧୪ରେ GST କାଉନସିଲ୍‌ର ମିଟିଂ ପରେ ସ୍ମାର୍ଟଫୋନ୍‌ରେ ଜିଏସଟି ରେଟ୍ ବଢିବା ନେଇ ଘୋଷଣା ହୋଇଥିଲା ।…