Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ଦୀପାବଳୀ ପୂର୍ବରୁ ଘରୁ ବାହାର କରନ୍ତୁ ଏହିସବୁ ଜିନିଷ, ଫେରିଆସିବ ସମୃଦ୍ଧି !

ଭୁବନେଶ୍ୱର: ଆଗକୁ ଆସୁଛି ଆଲୋକର ପର୍ବ ଦୀପାବଳୀ । ସ୍ୱଚ୍ଛତାର ଦେବୀ ମା ଲକ୍ଷ୍ମୀଙ୍କୁ ନିଜ ଗୃହକୁ ଆଗମନ କରିବା ନିମନ୍ତେ ଦୀପାବଳୀ ପୂଜା ପୂର୍ବରୁ ଘରକୁ ଭଲଭାବରେ ସଫା କରାଯାଏ । ତେବେ ଆପଣ ଯଦି ଦୀପାବଳୀ ପୂର୍ବରୁ ଘର ସଫା କରୁଛନ୍ତି । ତେବେ ଧ୍ୟାନରେ ରଖନ୍ତୁ ଏହିସବୁ କଥା ତେବେ…

ଚର୍ମରୋଗରୁ ଉପଶମ ଦେବ ମୂଳା…

ସାଧାରଣତଃ ମୂଳାକୁ ଆମେ ସାଲାଡରେ ବ୍ୟବହାର କରିଥାଉ । ବଜାରରେ ବିଭିନ୍ନ ପ୍ରକାର ରଙ୍ଗର ମୂଳା ମିଳିଥାଏ । ଯାହା ଆମ ସ୍ୱାସ୍ଥ୍ୟ ବହୁତ ଉପକାରୀ । ଏଥିରେ ଅନେକ ପରିମାଣରେ ଭିଟାମିନ-ସି, ଜିଙ୍କ୍, ଜଳ ଓ ଫସଫରସର ଭାଗ ରହିଛି । ଯାହା ଆମ ଶରୀରରେ ଜଳାଭାବ ଦୂର କରିବା ସହିତ ତ୍ୱଚାରେ ସତେଜତା…

ସୋସିଆଲ ମିଡିଆର ବହୁଳ ବ୍ୟବହାର କରୁଥିଲେ ହୋଇଯାଆନ୍ତୁ ସାବଧାନ !

ଭୁବନେଶ୍ବର: ଆଜିର ଇଣ୍ଟରନେଟ ଯୁଗରେ ଯୁବ ପିଢି ସାମାଜିକ ଗଣମାଧ୍ୟମ (ସୋସିଆଲ ମିଡିଆ) ସହ ନିଜକୁ ଅଙ୍ଗାଙ୍ଗୀ ଭାବେ ଜଡ଼ିତ କରି ସାରିଲାଣି । ଦୈନନ୍ଦିନ ଜୀବନର ପ୍ରତ୍ୟେକଟି ଘଟଣା ଦୁର୍ଘଟଣାକୁ ସେୟାର କରିବା ପାଇଁ ହେଉ ଅଥବା ଅନ୍ୟାନ୍ୟ କାର୍ଯ୍ୟକଳାପ ମାନ ପାଇଁ ସୋସିଆଲ ମିଡ଼ିଆକୁ ଆମେ ଏକ…

ପ୍ରତିଦିନ କାହିଁକି କରାଯାଏ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ, ଜାଣନ୍ତୁ

ଭୁବନେଶ୍ୱର: ହିନ୍ଦୁଶାସ୍ତ୍ର ଅନୁଯାୟୀ ପୂଜା ପାଉଥିବା ଦେବଦେବୀଙ୍କ ମଧ୍ୟରୁ ସୂର୍ଯ୍ୟଙ୍କୁ ପ୍ରତ୍ୟକ୍ଷ ଦେବତା ବୋଲି କୁହାଯାଏ । କାରଣ ସୂର୍ଯ୍ୟ ଏମିତି ଜଣେ ଦେବତା ଯାହାଙ୍କୁ ପ୍ରତ୍ୟେକ ଦିନ ପ୍ରତ୍ୟେକ ଲୋକ ଦର୍ଶନ କରିବାର ସୌଭାଗ୍ୟ ଅର୍ଜନ କରୁଛନ୍ତି । ଆହୁରି ମଧ୍ୟ କୁହାଯାଏ ସମସ୍ତ…

ପେଟର ଚର୍ବି କମ୍ କରିବାକୁ ଚାହୁଁଥିଲେ ପ୍ରତିଦିନ କରନ୍ତୁ ଏହି ଯୋଗାସନ

ଭୁବନେଶ୍ୱର: ପେଟର ଚର୍ବି କମାଇବା ପାଇଁ ଆମେ ଖାଇବାରେ ନିୟନ୍ତ୍ରଣ ଆଣିଥାଉ। ବିଭିନ୍ନ ପ୍ରକାର ଡାଏଟ୍‌ ଚାର୍ଟ ଅନୁଯାୟୀ ଆମେ ଖାଦ୍ୟ ଖାଇଥାଉ । ତେବେ ଏସବୁ ସହିତ ୧୦ରୁ ୧୫ମିନିଟ୍ ଯଦି ନୌକାସନ କରନ୍ତି ତେବେ ପେଟର ଚର୍ବି କମିବା ସହ ଶରୀରର ଅନ୍ୟ ଆଭନ୍ତରୀଣ ଅଙ୍ଗକୁ ସୁସ୍ଥ ରଖିପାରିବେ।…

ଦୀପାବଳିରେ ଘରକୁ ଆଣନ୍ତୁ ଏହିସବୁ ଜିନିଷ, ସ୍ପର୍ଶ କରିବ ନାହିଁ ଆର୍ଥିକ ସମସ୍ୟା !

ଭୁବନେଶ୍ୱର: ଏହି ସଂସାର ଓ ସମାଜରେ ଦାରିଦ୍ରତା ସବୁଠାରୁ ବଡ ଅଭିଶାପ ବୋଲି ବିବେଚନା କରାଯାଏ । ଶାସ୍ତ୍ରରେ କୁହାଯାଇଛି “ବୁଭୁକ୍ଷିତଃ :କିଂ ନକେରତିପାପମ” ଅର୍ଥାତ କ୍ଷୁଦାର୍ଥ ବ୍ୟକ୍ତି ଯେକୌଣସି ପାପ କରିପାରେ । ତେବେ ଏହି ଅଭିଶାପ ଅର୍ଥାତ ଦାରିଦ୍ୟରୁ ମୁକ୍ତି ପାଇବା ଲାଗି ମଧ୍ୟ…

ଜାଣନ୍ତୁ, କିପରି ଚିହ୍ନିବେ ଅସଲି ମହୁ !

ଭୁବନେଶ୍ୱର: ଆଜିର ସମୟରେ ପ୍ରାୟତଃ ସବୁ ଜିନିଷର ନକଲ ବଜାରକୁ ଆସିଗଲାଣି । ଡାଲି ଚାଉଳ ଭଳି ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟ ପଦାର୍ଥ ଗୁଡିକର ଅବିକଳ ନକଲି ଜିନିଷ ବଜାରରେ ମିଳୁଛି । ଯାହାକୁ ଚିହ୍ନିବା ଏକ ପ୍ରକାରର ମୁସ୍କିଲ । ତେବେ ଆଜି ଆମେ ଆପଣଙ୍କୁ ଜଣାଇବୁ ମହୁ ଭଳି ଏକ ଉପକାରୀ ସାମଗ୍ରୀ…

ନୂଆ କରି ଯୋଗ କରୁଥିଲେ ଧ୍ୟାନରେ ରଖନ୍ତୁ ଏହିସବୁ କଥା

ଭୁବନେଶ୍ୱର: ନିୟମିତ ଯୋଗ କରିବା ଦ୍ୱାରା ଶାରୀରିକ, ମାନସିକ ଭାବେ ଆମେ ସୁସ୍ଥ ରହିଥାଉ । ଯୋଗ ଶରୀରକୁ ନିରୋଗ ରଖିବା ସହ ମନକୁ ସୁସ୍ଥ ଓ ଶାନ୍ତ ରଖିବାରେ ମଧ୍ୟ ସାହାଯ୍ୟ କରିଥାଏ । ଯଦି ଆପଣ ନୂଆ କରି ଯୋଗ କରିବା ଆରମ୍ଭ କରିଛନ୍ତି, ତା ହେଲେ ଆପଣଙ୍କୁ କିଛି ଦିଗ ପ୍ରତି ଧ୍ୟାନ ଦେବା…

ଘରୁ ବାହାରକୁ ଯିବା ପୂର୍ବରୁ କାହିଁକି ଖାଆନ୍ତି ଦହି-ଚିନି, ଜାଣନ୍ତୁ

ଭୁବନେଶ୍ୱର: କୌଣସି କାମ ସଫଳ ହେବାରେ ବାଧା ସୃଷ୍ଟି ହେଉଥିଲେ ଘରୁ ବାହାରିବା ପୂର୍ବରୁ ଦହି-ଚିନି ଖାଇ ଯିବାକୁ ଜ୍ୟେଷ୍ଠ ଲୋକ ମାନେ ପରାମର୍ଶ ଦିଅନ୍ତି । ବାହାରକୁ ଯିବା ପୂର୍ବରୁ ଦହି-ଚିନି ଖାଇ ଗଲେ ନହେଉଥିବା କାମ ବି ହୋଇଯାଏ ବୋଲି ବିଶ୍ୱାସ ରହିଛି । ଏହି ପୁରାତନ ଲୋକକଥାକୁ ଆଜିବି ଆମେ…

ଜାଣନ୍ତୁ, ବ୍ରତ-ଉପବାସରେ କାହିଁକି ପିଆଜ ରସୁଣ ମନା

ଭୁବନେଶ୍ୱର: ଓଡ଼ିଆ ଘରେ ବାର ମାସରେ ତେର ପର୍ବ। ବିଭିନ୍ନ ପର୍ବ ପର୍ବାଣିରେ ଉପବାସ ରହିବାର ପ୍ରଥା ମାନ ରହିଛି । ଦେବାଦେବୀଙ୍କୁ ଆରାଧନା କରିବାର ଏହା ମଧ୍ୟ ଏକ ମାର୍ଗ ବୋଲି ଶାସ୍ତ୍ରରେ ବର୍ଣ୍ଣିତ ରହିଛି । ତେବେ କିଛି ଲୋକ ନିର୍ଜଳା ଉପବାସ ରହୁଥିବା ବେଳେ କିଛି ଫଳମୂଳ ଆହାର କରି ଉପବାସ…