Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ପ୍ରତିଦିନ ଖାଆନ୍ତୁ ଗୁଜୁରାତି, ଦୁରେଇ ରହିବ ଏହିସବୁ ସମସ୍ୟା

ଭୁବନେଶ୍ୱର: ପ୍ରାୟତଃ ସମସ୍ତଙ୍କ ରୋଷେଇ ଘରେ ରହିଥାଏ ଗୁଜୁରାତି। କେତେବେଳେ ଏହାକୁ ଚା ବନାଇବାରେ ତ କେତେବେଳେ ତରକାରୀରେ ବ୍ୟବହାର କରାଯାଇଥାଏ । ବେଳେବେଳେ ଏହାକୁ ମାଉଥଫ୍ରେସନର ଭାବେ ମଧ୍ୟ ବ୍ୟବହାର କରାଯାଇଥାଏ। ତେବେ କଣ ଆପଣ ଜାଣନ୍ତି, ରାତିରେ ଶୋଇବା ପୂର୍ବରୁ ଗୁଜୁରାତି ଖାଇବା…

ଏହି ଚାରୋଟି ରାଶିର ଲୋକେ ସୁନା ଧାରଣ କଲେ ବଦଳି ଯିବ ସେମାନଙ୍କ ଭାଗ୍ୟ

ଭୁବନେଶ୍ୱର: ଗ୍ରହ ଦୋଷ କାଟିବା ପାଇଁ ଅନେକ ଦେବୀ-ଦେବତାଙ୍କୁ ସୁନା ଦାନ କରାଯାଇଥାଏ । ବାସ୍ତୁଶାସ୍ତ୍ର ଅନୁସାରେ ସୁନା ଜିନିଷ ଧାରଣ କଲେ ଏକାଗ୍ରତା ବଢ଼ିବା ସହ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଲାଭ ମିଳିଥାଏ । ବାସ୍ତୁ ଅନୁଯାୟୀ ଏହି ଚାରୋଟି ରାଶିର ଲୋକେ ସୁନା ଅଳଙ୍କାର ପିନ୍ଧିଲେ ବିଶେଷ ଭାବେ…

ଶାରୀରିକ ବ୍ୟାୟାମରୁ ଦୂରରେ ଭୁବନେଶ୍ୱରର ୫୯ ପ୍ରତିଶତ ଲୋକ: ସର୍ଭେ

ଭୁବନେଶ୍ୱର: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଜନସଂଖ୍ୟା ୧୦ ଲକ୍ଷରୁ ଅଧିକ । ତେବେ ରାଜଧାନୀ ବାସୀ ଶାରୀରିକ ଭାବେ ଚଂଚଳ ନୁହଁନ୍ତି । ଭୁବନେଶ୍ୱରର ୫୯ ପ୍ରତିଶତରୁ ଅଧିକ ଲୋକ ନିଜ ଶାରୀରକ ବ୍ୟାୟାମ ପ୍ରତି ଧ୍ୟାନ ଦିଅନ୍ତି ନାହିଁ । ରାଜଧାନୀର ଜନସଂଖ୍ୟାର ମାତ୍ର ୧୬ ପ୍ରତିଶତ ଯୋଗାଭ୍ୟାସ…

କରନ୍ତୁ ଏହି ସବୁ କାମ, ନିୟନ୍ତ୍ରଣରେ ରହିବ ମଧୁମେହ

ଭୁବନେଶ୍ୱର: ଅନେକ ରୋଗର ଉତ୍ପତି ମଧୁମେହରୁ ହିଁ ହୋଇଥାଏ । ମଧୁମେହ ଏକ ସାଧାରଣ ରୋଗରେ ପରିଣତ ହୋଇ ଗଲାଣି । ଏହା ଯୋଗୁଁ ହୃଦରୋଗ କିମ୍ବା ହୃଦଘାତ ହେବାର ଅନେକ ସମ୍ଭାବନା ମଧ୍ୟ ବଢି ଯାଉଛି । ତେଣୁ ଯଥା ସମ୍ଭବ ଏହାକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରନ୍ତୁ । ନିଶା, ଧୂମ୍ର ଓ ତମାଖୁ…

ତାୱା ପନୀର

ଘରେ ପ୍ରସ୍ତୁତ କରନ୍ତୁ 'ତାୱା ପନୀର’ । ଜାଣି ରଖନ୍ତୁ ଏହାକୁ ପ୍ରସ୍ତୁତ କରିବାର ପ୍ରଣାଳୀ । ଆବଶ୍ୟକ ସାମଗ୍ରୀ- ପନୀର, ଦହି, ଜିରା, ଜୁଆଣି, କସ୍ତୁରୀ ମେଥି, ପିଆଜ, ଅଦା, କଞ୍ଚା ଲଙ୍କା ପେଷ୍ଟ୍‌, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା ଗୁଣ୍ଡ, ଟମାଟୋ ସସ୍‌, କ୍ରିମ୍‌,…

କେଉଁ ଆଡ଼କୁ ଖୋଲିବା ଉଚିତ ଘରର ଦ୍ୱାର, ଭିତରକୁ ନା ବାହାରକୁ

ଭୁବନେଶ୍ୱର: ଘର ଯେମିତି ବି ହୋଇଥାଉ ଏହାର ମୁଖ୍ୟଦ୍ୱାରର ଅନେକ ମହତ୍ତ୍ୱ ରହିଥାଏ। କାରଣ ଏହିଠାରୁ ହିଁ ସମସ୍ତ ସକାରାତ୍ମକ ତଥା ନକରାତ୍ମକ ଶକ୍ତିର ପ୍ରବେଶ ହୋଇଥାଏ । ଘରେ ସୁଖ ସମୃଦ୍ଧି ବଜାୟ ରଖିବାପାଇଁ ମୁଖ୍ୟଦ୍ୱାର ସମ୍ବନ୍ଧିତ ଏହି ବାସ୍ତୁ ନିୟମଗୁଡ଼ିକର ପାଳନ କଲେ ଶୁଭଫଳ ପ୍ରାପ୍ତ…

ମୁଗ ଡାଲି ପରଟା

ଭୁବନେଶ୍ୱର: ଘରେ ପ୍ରସ୍ତୁତ କରନ୍ତୁ ମୁଗ ଡାଲି ପରଟା। ଜାଣି ରଖାନ୍ତୁ ଏହାକୁ ପ୍ରସ୍ତୁତ କରିବାର ପ୍ରଣାଳୀ । ଆବଶ୍ୟକ ସାମଗ୍ରୀ : ମୁଗ ଡାଲି – ୧କପ୍, ଅଟା – ୨କପ୍, ଲୁଣ – ସ୍ବାଦାନୁସାରେ, କଞ୍ଚା ଲଙ୍କା – ୨ଟିଜିରା – ସାମାନ୍ୟ ତେଲ କିମ୍ବା ଘିଅ – ଆବଶ୍ୟକ ଅନୁଯାୟୀ ପ୍ରସ୍ତୁତ…

ମସରୁମ୍ କୋପ୍ତା

ଭୁବନେଶ୍ୱର: ଘରେ ପ୍ରସ୍ତୁତ କରନ୍ତୁ ‘ମସରୁମ୍ କୋପ୍ତା’ । ଜାଣି ରଖନ୍ତୁ ଏହାକୁ ପ୍ରସ୍ତୁତ କରିବାର ପ୍ରଣାଳୀ । ସାମଗ୍ରୀ ମସରୁମ୍ – ୩ କପ୍ ଆଳୁ – ୩ ଅଦା – ୧ ଚାମଚ ରସୁଣ – ୪ କୋଲା ଗରମ ମସଲା – ୧ ଚାମଚ ଘିଅ – ୧/୨ ଚାମଚ ତେଲ – ଆବଶ୍ୟକ ଅନୁସାରେ ଧନିଆ ପତ୍ର…

 ଅନେକ ରୋଗର ଉପଚାର ଅଧାକପ ଥଣ୍ଡା କ୍ଷୀର

ଭୁବନେଶ୍ୱର: ବ୍ୟସ୍ତବହୁଳ ଜୀବନ ଭିତରେ ନିଜ ଖାଦ୍ୟପେୟ ଉପରେ କେହି ଗୁରୁତ୍ୱାରୋପ କରୁନାହାନ୍ତି । ଯାହାଦ୍ୱାରା ଜନ୍ମ ନେଉଛି ନାନାଦି ପ୍ରକାରର ରୋଗ । ଯେଉଁଥିରେ ମଣିଷ ପ୍ରତ୍ୟେକ ଦିନ ଘାଣ୍ଟି ହେଉଥିଲେ ମଧ୍ୟ ଏହାର ସମାଧାନ ପାଉନାହିଁ । କିଛି ରୋଗ ସମସ୍ୟାର ଉପଚାର ଆମ ଚାରିପାଖରେ ରହିଥିଲେ…

ବାସ୍ତୁ ଅନୁସାରେ ଲଗାନ୍ତୁ ଘରେ ପିତୃପୁରୁଷଙ୍କ ଫଟୋ

ଭୁବନେଶ୍ୱର: କଥାରେ ଅଛି ପିତୃପୁରୁଷଙ୍କ ଆର୍ଶୀବାଦ ରହିଲେ ଘରେ କୌଣସି ସମସ୍ୟା ହୋଇ ନଥାଏ । ଏଥିପାଇଁ ଶ୍ରାଦ୍ଧ ଓ ପିଣ୍ଡଦାନ କରି ପୁତୃପୁରୁଷଙ୍କ ଆତ୍ମାର ସଦ୍‌ଗତି କାମନା କରାଯାଏ। ବାସ୍ତୁଶାସ୍ତ୍ରରେ ମଧ୍ୟ ପିତୃପୁରୁଷଙ୍କ ଆଶୀର୍ବାଦ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ବାସ୍ତୁଶାସ୍ତ୍ର…