Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ଏସିଆ କପ କ୍ରିକେଟ: ଆଜି ଭାରତ-ପାକିସ୍ତାନ ଟକ୍କର

ଦୁବାଇ : ଏସିଆ କପ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଆଜି ମ୍ୟାଚ ଭାରତ-ପାକିସ୍ତାନ ମଧ୍ୟରେ ହେବ । ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ସହ ପାରମ୍ପରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନର ଏହି ମହାମୁକାବିଲା ଉପରେ ସମସ୍ତଙ୍କର ନଜର ରହିଛି । ଅନ୍ୟପକ୍ଷରେ ଗତ ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ପାକିସ୍ତାନ ଠାରୁ…

ଆମ୍ରିି ହସ୍ପିଟାଲରେ ‘ଜରୁରୀକାଳୀନ ଔଷଧି ଦକ୍ଷତା’ କର୍ମଶାଳା, ୫୦ଜଣ ଡ଼ାକ୍ତରଙ୍କ ଯୋଗଦାନ

ଭୁବନେଶ୍ୱର: ଆମ୍ରି ହସ୍ପିଟାଲ ଭୁବନେଶ୍ୱର ତରଫରୁ ‘ମୌଳିକ ଜରୁରୀକାଳୀନ ଔଷଧି ଦକ୍ଷତା’ ଶୀର୍ଷକ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଏହି କର୍ମଶାଳାରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ୫୦ରୁ ଅଧିକ ଡାକ୍ତରମାନେ ଯୋଗ ଦେଇଥିଲେ, ଯେଉଁଠାରେ ଚିକିତ୍ସା ଜନୀତ ଜରୁରୀକାଳୀନ ସ୍ଥିତିରେ ବିଭିନ୍ନ…

ବାଲେଶ୍ୱରରେ ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ ‘ଫକିର ମୋହନ ମେଡ଼ିକାଲ କଲେଜ ଓ ହସ୍ପିଟାଲ’

ବାଲେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱରରେ ଫକିର ମୋହନ ମେଡ଼ିକାଲ କଲେଜ ମେଡ଼ିକାଲ ଓ ହସ୍ପିଟାଲକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହା ଦ୍ୱାରା ବାଲେଶ୍ୱରବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ପୂରଣ ହେବା ସହିତ ସ୍ଥାନୀୟ ଅଞ୍ଚଳରେ…

ପ୍ରଚୁର ସୁଖ ଓ ଶାନ୍ତି ଲାଭର ଉପାୟ – କ୍ଷମା ସାଧନା

ପ୍ରଚୁର ସୁଖ ଓ ଶାନ୍ତି ଲାଭର ଉପାୟ - କ୍ଷମା ସାଧନା କ୍ଷମା ସର୍ବଶ୍ରେଷ୍ଠ ମାନବୀୟ ଗୁଣ । ବର୍ତ୍ତମାନ ସମୟରେ କ୍ଷମା କରୁଥିବା ଲୋକଙ୍କୁ ହିଁ ସ୍ମାର୍ଟ ପରସନାଲିଟି ବା ଜଣେ ଦାୟିତ୍ୱସମ୍ପନ୍ନ ବ୍ୟକ୍ତି ଭାବେ ପରିଗଣିତ କରାଯାଇଥାଏ । କ୍ଷମା ଦେବା ଏବଂ କ୍ଷମା ମାଗିବା ଦ୍ୱାରା ବ୍ୟକ୍ତି…

ବଲାଙ୍ଗୀରରେ ‘ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ’ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର ଠାରେ ଥିବା ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ଏହାଦ୍ୱାରା ବଲାଙ୍ଗୀର ବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେବା ସହିତ ସ୍ଥାନୀୟ ଅଞ୍ଚଳରେ ଗୁଣାତ୍ମକ ସ୍ୱାସ୍ଥ୍ୟସେବା…

ଭୁବନେଶ୍ୱରରେ ଉପରାଷ୍ଟ୍ରପତି: ଏମ୍ସ ସମାବର୍ତ୍ତନ ଉତ୍ସବରେ ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଲେ

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଭାରତର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଆଜି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଭୁବନେଶ୍ୱରର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ ମେଡ଼ିକାଲ ସାଇନ୍ସ (ଏମ୍ସ)ର ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ । ଉପରାଷ୍ଟ୍ରପତି ଭେଙ୍କେୟା…

ସୁଖ-ସମୃଦ୍ଧି ଓ ସୁସ୍ଥତାର ମହାଷୌଧି: ‘ଯୋଗ ପ୍ରାଣ ବିଦ୍ୟା’ ବା ପ୍ରାନିକ୍ ହିଲିଙ୍ଗ

ସୁଖ-ସମୃଦ୍ଧି ଓ ସୁସ୍ଥତାର ମହାଷୌଧି: ‘ଯୋଗ ପ୍ରାଣ ବିଦ୍ୟା’ ବା ପ୍ରାନିକ୍ ହିଲିଙ୍ଗ ଯୋଗ-ପ୍ରାଣ-ବିଦ୍ୟା ବା ‘ପ୍ରାନିକ୍ ହିଲିଙ୍ଗ’ ସୂକ୍ଷ୍ମ ଶରୀର ଓ ସ୍ଥୂଳ ଶରୀରର ଉପଚାରକୁ ବୁଝାଇଥାଏ । ଆମେମାନେ ପୂର୍ବରୁ ‘ରେକୀ ହିଲିଙ୍ଗ’ କଥା ଜାଣିଛେ । ରେକିରେ ପ୍ରାଣଶକ୍ତିକୁ ଆହ୍ୱାନ କରି…

ସମ୍ ହସ୍ପିଟାଲରେ ସ୍ୱାସ୍ଥ୍ୟ ଭିତ୍ତିକ କର୍ମଶାଳା: ରୋଗ ସଂକ୍ରମଣ ରୋକିବାକୁ ବିଶେଷଜ୍ଞଙ୍କ ପରାମର୍ଶ

ଭୁବନେଶ୍ୱର, ୨୨/୮: ଅସୁସ୍ଥ ଅବସ୍ଥାରେ ରୋଗୀଟି ଡାକ୍ତରଖାନାରେ ଭର୍ତ୍ତି ହେବା ଦିନ ଠାରୁ ସୁସ୍ଥ ହୋଇ ଘରକୁ ଫେରିବା ପର୍ଯ୍ୟନ୍ତ ତା’ର ସ୍ୱାସ୍ଥ୍ୟର ଯତ୍ନ ନେବାର ଯଥେଷ୍ଟ ଆବଶ୍ୟକତା ରହିଛି । ରୋଗୀଟି ଯେଭଳି କୋ÷ଣସି ପ୍ରକାର ସଂକ୍ରମଣର ଶିକାର ନ ହୁଏ ସେ ଦିଗରେ ମଧ୍ୟ ଦୃଷ୍ଟି ଦେବା ଜରୁରୀ ।…

ଜାଣନ୍ତୁ ଶରୀର ପାଇଁ କେତେ ଉପକାରୀ ହଳଦୀ ତେଲ

ଦୈନନ୍ଦିନ ଜୀବନରେ ଆମେ ହଳଦୀକୁ ମସଲା ତଥା ଚେହେରାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବ୍ୟବହାର କରିଥାଉ । ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି । କିନ୍ତୁ ଆମ ଭିତରୁ ଅନେକ ହଳଦୀର ତେଲ ସମ୍ପର୍କରେ ଜାଣିନଥିବେ, ଖାଲି ଯେ ହଳଦୀ ସ୍ୱାସ୍ଥ୍ୟ ପାଇଁ ଉପକାରୀ ତା ନୁହେଁ, ଏହାର ତେଲ ମଧ୍ୟ ବହୁ ଲାଭଦାୟକ…

ବିନିକା: ୧୨ ଘଣ୍ଟିଆ ବନ୍ଦ ପାଳନ, ସାଧାରଣ ଜୀବନଯାତ୍ରା ବ୍ୟାହତ

ସୋନପୁର : ସୋନପୁର ଜିଲ୍ଲାର ବିନିକାରେ ସ୍ଥାନୀୟ ଜନସାଧାରଣଙ୍କ ୧୨ ଘଣ୍ଟିଆ ବନ୍ଦ ପାଳନ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପଡ଼ିଛି । ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସହିତ ଜିଲ୍ଲାର ସମସ୍ତ ଚିକିତ୍ସାଳୟରେ ସ୍ଥାୟୀ ଡ଼ାକ୍ତର ନିଯୁକ୍ତି ଦାବୀ ନେଇ ଏହି ବନ୍ଦ ପାଳନ କରାଯାଇଛି ।…