Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ବାରବାଟୀ ଜମି ହେରଫେର ପ୍ରସଙ୍ଗ: ଆଶୀର୍ବାଦ ବେହେରାଙ୍କ ଜ୍ୱାଇଁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ପଚରାଉଚରା !

କଟକ/ଭୁବନେଶ୍ୱର : ବାରବାଟୀ ଜମି ହେରଫେର ଘଟଣା ପୁନର୍ବାର ଚର୍ଚ୍ଚାକୁ ଆସିଛି । ଗୁରବାର ଦିନ ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ପୁଅ ସଂଜିତ ସାମଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ପୂର୍ବରୁ ସଂଜିତଙ୍କୁ ପ୍ରବର୍ତ୍ତନ…

ଓଡ଼ିଶା ଆସୁଛି ମହାବଳ ବାଘ: ମଧ୍ୟପ୍ରଦେଶରୁ ମହାବଳ ବାଘ ଓଡ଼ିଶା ସ୍ଥାନାନ୍ତରୀତ ହେଉଛି

ଭୁବନେଶ୍ୱର : ମହାବଳ ବାଘ ଗାଡ଼ିରେ ଆସୁଛି । ମଧ୍ୟପ୍ରଦେଶରୁ ମହାବଳ ବାଘ ତା’ର ଯାତ୍ରାରମ୍ଭ କରିସାରିଛି । ଏକ ସ୍ୱତନ୍ତ୍ର ଗାଡ଼ି ଯୋଗେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ସଂରକ୍ଷଣ ଉଦ୍ୟାନରୁ ଅନୁଗୁଳର ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଉଦ୍ୟାନକୁ ସ୍ଥାନାନ୍ତରିତ ହେଉଛି । ଭାରତରେ କୌଣସି ବାଘ ଗୋଟିଏ…

ଓଡ଼ିଶାରେ ଅଂଶୁଘାତ ଜନିତ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଭୁବନେଶ୍ୱର: ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଦିନକୁ ଦିନ ତାପମାତ୍ରା ବୃଦ୍ଧିଯୋଗୁଁ ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା ସରକାରୀ ଭାବେ ୭କୁ ବୃଦ୍ଧି ପାଇଛି । ଆଜି ଓଡ଼ିଶା ସରକାର ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁସଂଖ୍ୟା ୭ ବୋଲି ଘୋଷଣା କରିଛନ୍ତି । ଆଜି ଗଣମାଧ୍ୟମକୁ ସୂଚନା ଦେଇ…

ହାସ୍ୟାଭିନେତା ପପୁ ପମପମ୍ ଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି

ନୂଆଦିଲ୍ଲୀ: ଓଲିଉଡ଼ ଅଭିନେତା ତଥା ଓଡ଼ିଆ ହାସ୍ୟାଭିନେତା ତତ୍ଥ୍ ପ୍ରକାଶ ଶତପଥି ଯିଏକି ପପୁ ପମପମ୍ ଭାବରେ ଲୋକପ୍ରିୟତା ଅର୍ଜନ କରିଛନ୍ତି ଏବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ବେଶ୍ ଉନ୍ନତି ପରିଲକ୍ଷିତ ହେଉଥିବା ଚିକିତ୍ସିତ ହେଉଥିବା ଏମ୍ସ୍ କର୍ତ୍ତୃପକ୍ଷ କହିଛନ୍ତି । ନୂଆଦିଲ୍ଲୀସ୍ଥିତ…

୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ର ପାଣିପାଗ କେନ୍ଦ୍ର ଆସନ୍ତା କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୬ ଟି ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବୃଷ୍ଟିପାତ ହେବାର ସତର୍କ ସୂଚନା ଦେଇଛନ୍ତି । ଯେଉଁ ଜିଲ୍ଲା ଗୁଡ଼ିକ ଲାଗି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ କରାଯାଇଛି, ସେହି…

ଅନୁକୃତି ବାସ୍ ହେଲେ ‘ଫେମିନା ମିସ୍ ଇଣ୍ଡିଆ ୨୦୧୮’ ବିଜୟିନୀ

ମୁମ୍ବାଇ: ଏଫବିବି ‘ଫେମିନା ମିସ୍ ଇଣ୍ଡିଆ ୨୦୧୮’ ବିଜୟିନୀ ହୋଇପାରିଛନ୍ତି ତାମିଲନାଡୁର ସୁନ୍ଦରୀ ଅନୁକୃତି ବାସ୍ । ଫେମିନା ମିସ୍ ଇଣ୍ଡିଆ କଣ୍ଟେଷ୍ଟର ଏହି ୫୫ ତମ ସଂସ୍କରଣ ମୁମ୍ବାଇର ଏନଏସସିଆଇ ଷ୍ଟାଡ଼ିୟମରେ ଅନୁଷ୍ଠିତ ହୋଇଥିଲା । ବିଜୟୀ ଘୋଷିତ ହେବାପରେ ୨୦୧୭ ମସିହାର ବିଜୟିନୀ ମାନୁଷୀ…

ଓଡ଼ିଆ ଝିଅ ଲାବଣ୍ୟଙ୍କ କମାଲ୍ : ‘ପ୍ରିନ୍ସ ଏଣ୍ଡ ପ୍ରିନ୍ସେସ’ ଇଣ୍ଟରନ୍ୟାସନାଲ ଫିନାଲେରେ ଭାରତକୁ କରିବେ ପ୍ରତିନିଧିତ୍ୱ

ଭୁବନେଶ୍ୱର : ଓଡ଼ିଆ ଝିଅ ଲାବଣ୍ୟ ଦାସ । କୁନି କୁନି ପାଦରେ ହାଇ ହିଲ୍ ପିନ୍ଧି ଫ୍ୟାସନ ଶୋ’ ହେଉ କି ଡ଼ିବେଟ୍ କମ୍ପିଟିସନ । ପାଠ, ନାଚ, ଗୀତ ଏପରିକି ଚିତ୍ରାଙ୍କନ ପ୍ରତିଯୋଗିତାରେ ଭାଗ ନେଇ କୃତିତ୍ୱ ଅର୍ଜନ କରିଛନ୍ତି ଏହି ଟ୍ୟାଲେଣ୍ଟେଡ଼ ଓଡ଼ିଆ କିଶୋରୀ ଲାବଣ୍ୟ । ତେବେ ଆସନ୍ତା ଜୁଲାଇ ମାସରେ…

ଜୁନ ୨୭ ପରେ ବୃଦ୍ଧି ପାଇବ ମୌସୁମୀ ଜନିତ ବର୍ଷା

ଭୁବନେଶ୍ୱର : ପ୍ରବଳ ଗରମ ଓ କ୍ରମାଗତ ତାପମାତ୍ରା ବୃଦ୍ଧି ଯୋଗୁଁ ତ୍ରାହି ତ୍ରାହି ଡ଼ାକିଲେଣି ରାଜ୍ୟବାସୀ । ରାଜଧାନୀ ଭୁବନେଶ୍ୱରରେ ଗତ ୩ ଦିନ ହେଲା ୪୨ ଡ଼ିଗ୍ରୀରୁ କମୁନଥିବା ବେଳେ ଏପଟେ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ବର୍ଷାର ନା’ଗନ୍ଧ ନାହିଁ । ରୌଦ୍ରତାପ ଯୋଗୁଁ ଜୀବନ ଯାତ୍ରା ବ୍ୟାହତ…

୨ଜଣ ଯୁବତୀଙ୍କ ଉଲଗ୍ନ ମୃତଦେହ ଉଦ୍ଧାର: ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ବାଲେଶ୍ୱର/ବ୍ରହ୍ମପୁର : ବାଲେଶ୍ୱର ଓ ବ୍ରହ୍ମପୁରରେ ଦୁଇଟି ପୃଥକ ଘଟଣାରେ ୨ଜଣ ଯୁବତୀଙ୍କ ଉଲଗ୍ନ ମୃତଦେହ ଉଦ୍ଧାର କରିଛନ୍ତି ସ୍ଥାନୀୟ ପୋଲିସ । ପ୍ରାଥମିକ ତଦନ୍ତରୁ ଏହି ଦୁଇଟି ଘଟଣାରେ ପ୍ରଥମେ ଯୁବତୀ ଦ୍ୱୟଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମଙ୍ଗଳବାର…

ମୁଖ୍ୟମନ୍ତ୍ରୀଙ୍କ ସ୍ମାର୍ଟସିଟି ‘ସ୍ମାର୍ଟ ଜନପଥ ଯୋଜନା’ କାର୍ଯ୍ୟସ୍ଥଳୀ ପରିଦର୍ଶନ

ଭୁବନେଶ୍ୱର : ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ଼ ତତ୍ତ୍ୱାବଧାନରେ ନିର୍ମିିତ ହେଉଥିବା ‘ସ୍ମାର୍ଟ ଜନପଥ ଯୋଜନା’ରେ ଅନ୍ତଭୃକ୍ତ କାର୍ଯ୍ୟସ୍ଥଳୀକୁ ଶନିବାର ସନ୍ଧ୍ୟାରେ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟସିଟି ବ୍ୟାନରରେ ନିର୍ମାାଣାଧିକ କାର୍ଯ୍ୟକୁ ପରିଦର୍ଶନ କରିବା…