Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ଭୁବନେଶ୍ୱର ଏୟାରପୋର୍ଟରୁ ୮ ଲକ୍ଷ ଟଙ୍କାର ସୁନା ଜବତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରେ ଏବେ କିଛିଦିନ ହେଲା ସୁନା ଚାଲାଣ ବୃଦ୍ଧି ପାଇଛି ଏବଂ କଷ୍ଟମ ବିଭାଗ ମଧ୍ୟ ବେଆଇନ ସୁନା ଚାଲାଣକାରୀଙ୍କୁ ଧରିବାରେ ସକ୍ଷମ ହୋଇ ପାରିଛନ୍ତି । ଆଜି ଭୁବନେଶ୍ୱର ବିମାନବନ୍ଦରରୁ କଷ୍ଟମ ବିଭାଗ ପୂର୍ବରୁ ଖବର ପାଇ ଚଢଉ…

ଜୁନ ୧୮ ବଦଳରେ ଜୁନ ୨୧ରେ ଖୋଲିବ ସମସ୍ତ ସ୍କୁଲ

ଭୁବନେଶ୍ୱର: ସାରା ରାଜ୍ୟ ଏବେ ପଚଣ୍ଡ ରୌଦ୍ରତାପରେ ଅସ୍ତବ୍ୟସ୍ତ । ମୌସୁମୀ ଜଳବାୟୁ ରାଜ୍ୟରେ ପ୍ରବାହିତ ହେଉଥିଲେ ମଧ୍ୟ ଅସହ୍ୟ ଗ୍ରୀଷ୍ମପ୍ରବାହ ହ୍ରାସ ପାଉନାହିଁ । ପ୍ରବଳ ଖରା ଓ ଗୁଳଗୁଳିକୁ ଦୃଷ୍ଟିରେ ରଖି ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ଗ୍ରୀଷ୍ମାବକାଶକୁ ବୃଦ୍ଧି କରିଛନ୍ତି । ତେଣୁ…

AIIMS ଓ NEST ଏଣ୍ଟ୍ରାନ୍ସ ଫଳାଫଳ ଜୁନ ୧୮ରେ ପ୍ରକାଶ ପାଇବ

ଭୁବନେଶ୍ୱର : AIIMS (ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡ଼ିକାଲ ସାଇନ୍ସ) ଏବଂ NEST (ନ୍ୟାସନାଲ ଏଣ୍ଟ୍ରାନ୍ସ ସ୍କ୍ରିନିଂ ଟେଷ୍ଟ) ଏଣ୍ଟ୍ରାନ୍ସ ଫଳାଫଳ ଜୁନ ୧୮ ତାରିଖରେ ପ୍ରକାଶିତ ହେବାକୁ ସ୍ଥିର ହୋଇଛି । ଏମ୍ସ ଏମବିବିଏସ ଏଣ୍ଟ୍ରାନ୍ସ ରେଜଲ୍ଟ ଜୁନ ୧୮ ୬ଟାରେ ପ୍ରକାଶିତ ହେବ । ଏହାର…

ଦୁବାଇରେ ଓଡ଼ିଆ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ !

କେନ୍ଦ୍ରାପଡ଼ା : ଦୁବାଇରେ କାର୍ଯ୍ୟରତ ଜଣେ ଓଡ଼ିଆ ଶ୍ରମିକଙ୍କ କାର୍ଯ୍ୟସ୍ଥଳରେ ସନ୍ଦେହଜନକ ମୃତ୍ୟୁ ହୋଇଥିବାର ଅଭିଯୋଗ ହୋଇଛି । ମୃତ ଓଡ଼ିଆ ଶ୍ରମିକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲାର ଜମ୍ଭୁ ଥାନା ଅନ୍ତର୍ଗତ ଭଟେନି ଗାଁ’ର ଶ୍ରୀବିନ୍ଦୁ ମାଇତି ବୋଲି ଜଣା ପଡ଼ିଛି । ପୋଲିସ ସୂତ୍ରରୁ…

ଓଡ଼ିଶା ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ଦେଲେ ଚିଠି: ଝାରସୁଗୁଡ଼ା ଏୟାରପୋର୍ଟକୁ ବୀର ସୁରେନ୍ଦ୍ର ସାଏଙ୍କ ନାମରେ…

ଭୁବନେଶ୍ୱର : ଝାରସୁଗୁଡ଼ା ବିମାନବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ କରିବାକୁ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ଚିଠି ଲେଖିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଚିଠିରେ ବୀର ସୁରେନ୍ଦ୍ର ସାଏଙ୍କ ନାମରେ…

ବିଶ୍ୱକପ ଫୁଟବଲ: ଗିମିନେଜଙ୍କ ଶକ୍ତିଶାଳୀ ହେଡ୍ ରେ ଉରୁଗୁଏ ଜିତିଲା ମ୍ୟାଚ୍

ମସ୍କୋ : ଆଜି ଫିଫା ବିଶ୍ୱକପରେ ଦୁଇଟି ଶକ୍ତିଶାଳୀ ଦଳ ଚମ୍ପିଆନ ଉରୁଗୁଏ ଏବଂ ଇଜିପ୍ଟ ମଧ୍ୟରେ ଅନୁଷ୍ଠିତ ଲଢେଇରେ ଜିତିଲା ଉରୁଗୁଏ । ଖେଳ ଶେଷ ହେବାର ଏକ ମିନିଟ ପୂର୍ବରୁ ଉରୁଗୁଏର ଷ୍ଟାର୍ ଷ୍ଟ୍ରାଇକର୍ ଜୋସ୍ ଗିମିନେଜ ଏକ ସୁନ୍ଦର ହେଡ଼ର୍ ଜରିଆରେ ଦଳକୁ ବିଜୟୀ କରାଇଥିଲେ । ଏହି ମ୍ୟାଚରେ…

ଓଡ଼ିଆ ରଜ ରିଲିଜ ଦେଖିବାକୁ ହଲ୍ ରେ ଦର୍ଶକଙ୍କ ନାହିଁ ନଥିବା ଭିଡ

କଟକ/ଭୁବନେଶ୍ୱର : ସବୁବର୍ଷ ରଜରେ ଏକାଧିକ ଓଡ଼ିଆ ଫିଲ୍ମ ରିଲିଜ୍ ହୋଇଥାଏ । ତେବେ ଏବେ ମଧ୍ୟ ଓଡ଼ିଆ ଦର୍ଶକମାନେ ରଜ ରିଲିଜକୁ ହଲରେ ଦେଖିବାକୁ ଅପେକ୍ଷା କରିଥାନ୍ତି । ଏହି ରଜରେ ୨ଟି ଓଡ଼ିଆ ଫିଲ୍ମ ରିଲିଜ୍ ହୋଇଛି । ଗୋଟିଏ ହେଲା ସାର୍ଥକ ପ୍ରଡ଼କ୍ସନର ‘ଫୋର୍ ଇଡ଼ିୟଟସ’ ଏବଂ ତରଙ୍ଗ ସିନେ…

ବିଶ୍ୱକପ ଫୁଟବଲ: ଆଜି ସମସ୍ତଙ୍କ ନଜର ଚର୍ଚ୍ଚିତ ଖେଳାଳି ‘ମହମ୍ମଦ ସାଲ୍ଲା’ଙ୍କ ଉପରେ !

ମସ୍କୋ : ବିଶ୍ୱ ଫୁଟବଲ ଜଗତରେ ଇଜିପ୍ଟର ଫୁଟବଲର୍ ମହମ୍ମଦ ସାଲ୍ଲା ଏବେ ବେଶ୍ ଚର୍ଚ୍ଚିତ । ଷ୍ଟ୍ରାଇକର୍ ମହମ୍ମଦ ସାଲ୍ଲାଙ୍କ ପାଇଁ ଇଜିପ୍ଟ ବିଶ୍ୱକପ ଯୋଗ୍ୟତା ହାସଲ କରିପାରିଛି କହିଲେ ଚଳେ । ତେବେ ଆଜି ବିଶ୍ୱକପର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଜିପ୍ଟ ଭେଟୁଛି ଶକ୍ତିଶାଳୀ ଉରୁଗୁଏ ଦଳକୁ ।…

ଭଦ୍ରକ, କଟକ ଓ ବାଲେଶ୍ୱର, ଯାଜପୁର ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, କଟକ ଓ ବାଲେଶ୍ୱର, ଯାଜପୁର ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାର ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ସୂତ୍ରୁରୁ ପ୍ରକାଶ ଯେ, ଭଦ୍ରକ, କଟକ ଓ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ସୁରକ୍ଷା ସହାୟତା ପାଇବେ ରାଜ୍ୟର ସାଢେ ୩ କୋଟି ଲୋକ

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ବଡ଼ ଘୋଷଣା କରିଛନ୍ତି । ଆଗାମୀ ଅଗଷ୍ଟ ୧୫ ତାରିଖରୁ ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ କାର୍ଯ୍ୟକାରୀ ହେବ । ଏହି ସ୍ୱାସ୍ଥ୍ୟ ଯୋଜନା ଅନୁସାରେ ରାଜ୍ୟର ୭୦ ଲକ୍ଷରୁ ଅଧିକ ପରିବାର ଅର୍ଥାତ୍ ଏହି ଯୋଜନାରେ ରାଜ୍ୟର ସାଢେ ୩ ଲକ୍ଷରୁ…