Latest Odisha News

BREAKING NEWS

Browsing Category

ଜୀବନଶୈଳୀ

ଥାଇରଏଡ୍ ଥିଲେ ଖାଆନ୍ତୁ ନାହିଁ ଏହି ସବୁ ଖାଦ୍ୟ

ଭୁବନେଶ୍ୱର : ଥାଇରଏଡ୍ ଏକ ଗ୍ରନ୍ଥି ଜନିତ ସମସ୍ୟା। ଏହି ରୋଗ ପୁରୁଷଙ୍କ ଅପେକ୍ଷା ମହିଳାମାନଙ୍କଠାରେ ଅଧିକ ଦେଖାଯାଏ। ଏକ ସର୍ବେକ୍ଷଣରୁ ଜଣାପଡିଛି ଯେ, ଭାରତରେ ପ୍ରତି ୮ ଜଣ ମହିଳାଙ୍କ ମଧ୍ୟରୁ ଜଣଙ୍କର ଥାଇରଏଡ୍ ସମସ୍ୟା ରହିଛି। ମୋଟ ଉପରେ, ଦେଶରେ ୪.୨ କୋଟିରୁ ଅଧିକ ଲୋକ ଏହି ରୋଗରେ…

ଜାଣନ୍ତୁ ମହିଳାମାନଙ୍କ ଅଣ୍ଟାବିନ୍ଧା ରୋଗର କାରଣ

ଭୁବନେଶ୍ବର : ‌ଆଜିକାଲିର ବ୍ୟସ୍ତ ବହୁଳ ଜୀବନ ଭିତରେ ଅଣ୍ଟା ବିନ୍ଧା ସାଧାରଣ ସମସ୍ୟା। ପ୍ରତ୍ୟେକ ମହିଳା ଏହି ସମସ୍ୟା ଦେଇ ଗତି କରୁଛନ୍ତି। ଆଘାତ, ଓଜନିଆ ଜିନିଷ ଉଠାଇବା, ଅଧିକ ସମୟ ନଇଁକି କାମ କରିବା, ଗୋଟିଏ ଜାଗାରେ ଅଧିକ ସମୟ ବସି ରହିବା ଯୋଗୁ ମଧ୍ୟ ଅଣ୍ଚା ବିନ୍ଧା ସମସ୍ୟା ହେଉଛି।…

ସ୍ଵାସ୍ଥ୍ୟ ପାଇଁ ଉପକାରୀ ସଜନା ଶାଗ, ଏହି ରୋଗ ପାଇଁ ରାମବାଣ

ଭୁବନେଶ୍ଵର: ଆୟୁର୍ବେଦରେ ଏମିତି ଅନେକ ପନିପରିବା ରହିଛି ଯାହା ସ୍ଵାସ୍ଥ୍ୟ ପାଇଁ କୌଣସି ବରଦାନଠାରୁ କମ୍ ନୁହେଁ । ଏହିପରି ଏକ ପରିବା ହେଉଛି ସଜନା । ସଜନା ଗଛରେ ଚେରରୁ ପତ୍ର ପର୍ଯ୍ୟନ୍ତ ଅନେକ ଔଷଧିୟ ଗୁଣ ଭରି ରହିଛି । ଏହାର ପତ୍ର ଫଳ, ମଞ୍ଜି, ଛାଲ, ମୂଳ ଇତ୍ୟାଦି ସବୁ ବ୍ୟବହୃତ ହୁଏ।…

ପରମ୍ପରାରେ ପାନ

ଭୁବନେଶ୍ୱର : ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ । ପ୍ରୀତି, ପ୍ରେମ, ବନ୍ଧୁତାର ଛ'ଲକ୍ଷଣ ଏ ଦେଶରେ ନିର୍ଦ୍ଧାରିତ କରାଯାଇଛି । ଦିଏ, ନିଏ, ଖାଏ, ଖୁଆଏ, ଗୋପନ କଥା କହେ ଓ ପଚାରେ, ଏ ଛ'ଟି ଆନ୍ତରିକତା ଓ ନିବିଡ଼ତାର କଥା । ରଜ ସହିତ ପାନ…

ଖରାରୁ ଆସି କୋଲଡ୍ରିଙ୍କସ୍ ପିଉଛନ୍ତି କି? ତେବେ ହୋଇଯାଆନ୍ତୁ ସାବଧାନ

ଭୁବନେଶ୍ଵର: ଖରାଦିନ ଆସିଲେ କୋଲଡ୍ରିଙ୍କସର ଚାହିଦା ବଢ଼େ । ଖରାରୁ ଆସି କୋଲଡ୍ରିଙ୍କସ୍ ପିଇ ଶାନ୍ତିର ନିଶ୍ୱାସ ମାରନ୍ତି ଅନେକ ଲୋକ । ଯଦିଓ ଏହି ଥଣ୍ଡା ପାନୀୟ ଶରୀର ଉପରେ ବହୁତ ଖରାପ ପ୍ରଭାବ ପକାଇଥାଏ କିନ୍ତୁ ଲୋକେ ଏହାକୁ ଅଣଦେଖା କରିଥାନ୍ତି । ଏହା ଆପଣଙ୍କ ମେଟାବୋଲିଜିମ୍ କୁ ବିଚଳିତ…

ହଜମ ପ୍ରକ୍ରିୟାକୁ ଠିକ କରିବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

ଜୀବନଶୈଳୀରେ ପରିବର୍ତ୍ତନ କାରଣରୁ ଅନେକ ଲୋକ ହଜମଜନିତ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଯଦି ହଜମ ପ୍ରକ୍ରିୟାରେ କୌଣସି ସମସ୍ୟା ନାହିଁ, ତେବେ ସ୍ୱାସ୍ଥ୍ୟରେ ମଧ୍ୟ କୌଣସି ସମସ୍ୟା ଦେଖାଯିବାର ନାହିଁ। ମୋଟା ମୋଟି ଭାବେ ଉତ୍ତମ ସ୍ୱାସ୍ଥ୍ୟର ରହସ୍ୟ ଏକ ଭଲ ହଜମ ପ୍ରକ୍ରିୟା ବୋଲି ବିବେଚନା…

ପେଟରୁ ଚର୍ବି କମେଇବାକୁ ସକାଳୁ ଖାଆନ୍ତୁ ଅଣ୍ଡା

ଭୁବନେଶ୍ଵର: ଆଜିର ଆଧୁନିକ ଜୀବନଶୈଳୀ ଭିତରେ ପେଟ ଚର୍ବି ବଢିବା ସମସ୍ୟା ଏକ ସାଧାରଣ ଘଟଣା ହୋଇଗଲାଣି। ପେଟରେ ଅତ୍ୟାଧିକ ଚର୍ବି କାରଣରୁ ବିଭିନ୍ନ ପ୍ରକାର ରୋଗ ମଧ୍ୟ ଶରୀର ମଧ୍ୟକୁ ପ୍ରବେଶ କରିବାର ସମ୍ଭାବନା ଥାଏ। ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ଆମେ ସକାଳ ଖାଇବା ପ୍ରାୟତଃ ଭୁଲିଯାଉ। ଯାହା…

ଘରୋଇ ଉପଚାର ମାଧ୍ୟମରେ ମହିଳାଙ୍କ ପଲିସିଷ୍ଟିକ୍ ଓଭାରି ସିଣ୍ଡ୍ରୋମ୍ ସମସ୍ୟା ସମାଧାନ

ମାଆ ହେବା ଜଣେ ମହିଳା ପାଇଁ ପ୍ରକୃତିର ସର୍ବଶ୍ରେଷ୍ଠ ଉପହାର । ହେଲେ ଯେଉଁ ମହିଳାମାନେ ପଲିସିଷ୍ଟିକ୍ ଓଭାରି ସିଣ୍ଡ୍ରୋମ୍ ସମସ୍ୟା ଦେଇ ଯାଉଥାନ୍ତି ସେମାନଙ୍କ ପାଇଁ ମାଆ ହେବା କଷ୍ଟକର ହୋଇପଡେ। ଏହାକୁ ଏପରି ପରିସ୍ଥିତିରେ, ହରମୋନାଲ ସ୍ୱାସ୍ଥ୍ୟରେ ଉନ୍ନତି ଆଣିବା ନିହାତି ଆବଶ୍ୟକ।…

ପିଲାଙ୍କ ଓଜନ ବଢିବାକୁ ନେଇ ଚିନ୍ତିତ କି? ଜାଣନ୍ତୁ କିପରି କରିବେ ଓଜନ ନିୟନ୍ତ୍ରଣ

ଭୁବନେଶ୍ଵର: ମୋଟା ହୋଇଯିବା, ଓଜନ ବଢିଯିବା, ମେଦ ବହୁଳତା ଆଜିକାଲି ଲୋକମାନଙ୍କ ମଧ୍ୟରେ ପ୍ରମୁଖ ସମସ୍ୟା ହେଇ ଉଭାନ ହୋଇଛି । ଯେକୌଣସି ବୟସର ଲୋକ ହୁଅନ୍ତୁ ନା କାହିଁକି ସମସ୍ତେ ଆଜି ଏହି ସମସ୍ୟାରେ ପିଡୀତ । ତେବେ ଏସବୁର ଅନେକ କାରଣ ମଧ୍ୟ ରହିଛି । କିନ୍ତୁ ଆଜିକାଲି ଛୋଟ ପିଲାଙ୍କଠାରେ…

ଅଂଶୁଘାତରେ ଗଲାଣି ୪୧ ଜୀବନ

ଭୁବନେଶ୍ବର: ରାଜ୍ୟରେ ଏଯାବତ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ହେଲାଣି । ଏପର୍ଯ୍ୟନ୍ତ ଅଂଶୁଘାତରେ ୧୫୧ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଥିବା ବେଳେ  ସେଥିରୁ ୪୧ ଜଣଙ୍କ ମୃତ୍ୟୁ ଅଂଶୁଘାତଜନିତ ବୋଲି ସ୍ପଷ୍ଟ ହୋଇଛି । ଆହୁରି  ୭୩ଟି ଅଭିଯୋଗର ତଦନ୍ତ ଚାଲିଛି ବୋଲି ସୂଚନେ ଦେଇଛନ୍ତି…